ଗଞ୍ଜାମରେ କମୁୁଛି, ଖୋର୍ଦ୍ଧାରେ ବଢୁଛି
ଭୁବନେଶ୍ୱର,୯।୮(ବ୍ୟୁରୋ): ଗଞ୍ଜାମ ପରେ ଏବେ ଚିନ୍ତା ବଢ଼ାଇଲାଣି ଖୋର୍ଦ୍ଧା ଜିଲା। କିଛିଦିନ ଧରି ଗଞ୍ଜାମରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ୁଥିବା ବେଳେ ଏବେ ତାହା କମୁଥିବା ଦେଖାଯାଉଛି। ଅପରପକ୍ଷେ ଖୋର୍ଦ୍ଧାରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବୃ୍ଦ୍ଧି ପାଉଛି।…
ଆଜି ସର୍ବାଧିକ ୧୩ ମୁଣ୍ଡ ନେଲା କରୋନା: ଏହି ଜିଲାରୁ ଅଛନ୍ତି ୬
ଭୁବନେଶ୍ୱର,୯।୮(ବ୍ୟୁରୋ): ଗୋଟିଏ ପରେ ଗୋଟିଏ ମୁଣ୍ଡ ନେଇ ଚାଲିଛି କରୋନା। ରାଜ୍ୟରେ ରବିବାର କରୋନା ସଂକ୍ରମିତ ହୋଇ ସର୍ବାଧିକ ୧୩ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ବାଲେଶ୍ୱରର ଜଣେ ୮୧ ବର୍ଷୀୟ ବୃଦ୍ଧ, ଭୁବନେଶ୍ୱରର ଜଣେ ୫୨ ବର୍ଷୀୟ ବ୍ୟକ୍ତି, ଖୋର୍ଦ୍ଧାର…
ଓଡ଼ିଶାରେ ୪୫ହଜାର ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା: ଆଜି ଚିହ୍ନଟ ହେଲେ ଆଉ ୧୭୩୪, କେଉଁଠୁ କେତେ ଜାଣନ୍ତୁ..
ଭୁବନେଶ୍ୱର,୯।୮(ବ୍ୟୁରୋ): ରାଜ୍ୟରେ ରବିବାର ୧୭୩୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୦୭୫ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୬୫୯ ଲୋକାଲ କେସ୍ ରହିଛି। ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫,୯୨୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ…
ବୁଣାକାରଙ୍କ ସହ ରହିଛି ‘ବୟନିକା’
ଭୁବନେଶ୍ୱର, ୯। ୮ (ବ୍ୟୁରୋ): ଓଡ଼ିଶାର ହସ୍ତତନ୍ତ ପ୍ରତି ଲୋକଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରିବା ସହ ବୁଣାକାରଙ୍କ ପାଇଁ କାର୍ଯ୍ୟ କରୁଛି ରାଜ୍ୟ ସରକାରଙ୍କ ‘ବୟନିକା’। ୬୪ବର୍ଷ ଧରି ବୁଣାକାରଙ୍କ ସହ କାର୍ଯ୍ୟ କରି ଆସୁଥିବା ଏହି ସଂସ୍ଥା ଏବେ…
ବିଲ୍ ସାଇକଲ: କାହିଁକି ଏ ପରିବର୍ତ୍ତନ
ଭୁବନେଶ୍ୱର,୯। ୮(ବ୍ୟୁରୋ): ଉପଭୋକ୍ତାଙ୍କୁ ଉନ୍ନତମାନର ୨୪ ଘଣ୍ଟିଆ ବିଦ୍ୟୁତ୍ ସେବା ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟର ବିଦ୍ୟୁତ୍ ବ୍ୟବସ୍ଥାକୁ ଗୋଟିଏ ପରେ ଗୋଟିଏ ଘରୋଇ ସଂସ୍ଥା ହାତକୁ ଟେକି ଦିଆଯାଉଛି। ପ୍ରଥମେ ଆମେରିକୀୟ କମ୍ପାନୀ ଏଇଏସ୍(୧୯୯୯ ରୁ ୨୦୦୧ ), ଏହାପରଠାରୁ…
ଚଳିତ ବର୍ଷ କଟକରେ ହେବ ନିରାଡମ୍ବର ଦୁର୍ଗାପୂଜା
କଟକ ଅଫିସ, ୮।୮-ଚଳିତ ବର୍ଷ କଟକ ସହରରେ ନିରାଡମ୍ବର ଭାବେ ଦୁର୍ଗାପୂଜା ଅନୁଷ୍ଠିତ ହେବ। ଶନିବାର ପୂଜାକମିଟି ସହ ପ୍ରଶାସନର ବୈଠକ ପରେ ଏହି ନିଷ୍ପତି ନିଆଯାଇଛି। ମା ଦୁର୍ଗାଙ୍କ ପାଇଁ ମାଟିଆଣିବା ନିରାଡମ୍ବର ହେବ। ବିନା ଶୋଭାଯାତ୍ରାରେ ପ୍ରତି କମିଟିର…
ଆଜି ସୁସ୍ଥ ହେଲେ ୧୫୪୪ କରୋନା ଆକ୍ରାନ୍ତ: ଏହି ଜିଲାରୁ ସର୍ବାଧିକ ସୁସ୍ଥ…
ଭୁବନେଶ୍ୱର,୮।୮(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୧୫୪୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୫୬୦ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୦୩, କୋରାପୁଟରୁ ୧୪୩, ଗଜପତିରୁ ୭୫, ନୟାଗଡରୁ ୬୨, ସୁନ୍ଦରଗଡରୁ ୫୯, କନ୍ଧମାଳରୁ ୪୧, କଟକରୁ ୩୭, କଳାହାଣ୍ଡିରୁ ୩୬,…
ଭୁବନେଶ୍ୱରରେ ବଢୁଛି ସଂକ୍ରମଣ: ଆଉ ୧୯୦ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୮।୮(ବ୍ୟୁରୋ)-ରାଜଧାନୀରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖା। ଶନିବାର ଭୁବନେଶ୍ୱରରେ ଆଉ ୧୯୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୧୯୦ ଜଣଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୩୮ ଜଣ ଚିହ୍ନଟ ହୋଇଥିବାବେଳେ ୫୨ ଲୋକାଲ କଣ୍ଟାକ୍ଟ କେସ। କପିଳେଶ୍ୱର କଞ୍ଚସାହିରୁ…
ଆଉ ୧୨ କରୋନା ସଂକ୍ରମିତଙ୍କ ଜୀବନଗଲା : ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୫୯କୁ ବୃଦ୍ଧି
ଭୁବନେଶ୍ୱର, ୮।୮(ବ୍ୟୁରୋ): ରାଜ୍ୟରେ କରୋନା ପଜିଟିଭ ଏବଂ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। ୨୪ ଘଣ୍ଟା ମଧ୍ୟରେ ୧୨ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୯କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ…
ସଙ୍ଗରୋଧରେ ପୋଲିସ, ଫାଇଦାରେ ଲୁଟେରା
ଭୁବନେଶ୍ୱର, ୮।୮(ବ୍ୟୁରୋ): କରୋନା ଲଢ଼େଇରେ ଆଗଧାଡ଼ିର ଯୋଦ୍ଧା ସାଜିଛି ପୋଲିସ। ସଂକ୍ରମଣ ରୋକିବାକୁ ଦିନରାତି କାର୍ଯ୍ୟ କରୁଥିବା ପୋଲିସ ଏବେ ନିଜେ ସଂକ୍ରମଣର ଶିକାର ହୋଇଛି। ଗାଇଡ୍ଲାଇନ୍ ମାନୁ ନ ଥିବାରୁ ଥାନାରେ କରୋନା ପଶିଛି। ଇତିମଧ୍ୟରେ ବହୁ ପୋଲିସ ଅଫିସର…
ସ୍ତନ୍ୟପାନବେଳେ ମା’ମାନେ ସଚେତନ ରୁହନ୍ତୁ
ଭୁବନେଶ୍ୱର, ୮।୮(ବ୍ୟୁରୋ): ଶିଶୁର ଉତ୍ତମ ସ୍ବାସ୍ଥ୍ୟ ଏବଂ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ମା’ କ୍ଷୀର ହେଉଛି ସର୍ବୋତ୍ତମ ବିକଳ୍ପ। ମା’ କ୍ଷୀରରେ ଥିବା ଭିଟାମିନ୍, ଶ୍ୱେତସାର, ପୁଷ୍ଟିସାର, ଲୌହସାର, ଖଣିଜ ଲବଣ, କ୍ୟାଲ୍ସିୟମ୍ ଏବଂ ଜଳ ଶିଶୁ ପାଇଁ…
ବୈଦ୍ୟୁତିକ ସମସ୍ୟାର ସମାଧାନ କରିବ ଟାଟା ପାଓ୍ବାର କଲ୍ ସେଣ୍ଟର
ଭୁବନେଶ୍ୱର, ୮।୮(ବ୍ୟୁରୋ): ଭୁବନେଶ୍ୱରସ୍ଥିତ କଲ୍ୟାଣୀ କମ୍ପ୍ଲେକ୍ସ ପରିସରରେ ଶୁକ୍ରବାର ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଦ୍ୱାରା ଟାଟା ପାଓ୍ବାର କଲ୍ ସେଣ୍ଟର ଉଦ୍ଘାଟିତ ହୋଇଛି। ଏହା ଉପଭୋକ୍ତା ଏବଂ କମ୍ପାନୀ ମଧ୍ୟରେ ସେତୁ ସାଜିବ। ବିଦ୍ୟୁତ୍ ସମସ୍ୟାର ତ୍ବରିତ ସମାଧାନ ଏହାର ମୁଖ୍ୟ…

