ଇଣ୍ଡିଗୋ ବିମାନ ‘6E 2014’ରେ ଦିଲ୍ଲୀରୁ ଫେରିଥିଲେ ତୃତୀୟ କରୋନା ଆକ୍ରାନ୍ତ; ପରିବାର ସହ କର କ୍ଲିନିକ୍, ବିମାନ କର୍ମଚାରୀ କ୍ୱାରେଣ୍ଟାଇନ୍ରେ ରୁହନ୍ତୁ: ବାଗ୍ଚୀ
ଭୁବନେଶ୍ୱର,୨୭।୩(ବ୍ୟୁରୋ): ଓଡ଼ିଶାରେ ତୃତୀୟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ଜଣେ ୬୦ ବର୍ଷ ବୟସ୍କ ବ୍ୟକ୍ତି। ମାର୍ଚ୍ଚ ୭ରେ ସେ ଦିଲ୍ଲୀ ଯାଇଥିଲେ। ସେଠାରେ କିଛି ଦିନ ରହଣୀ କାଳରେ ସେ ହରିୟାଣା ରିଓ୍ବାଡା ଯାଇଥିଲେ। ସେଠାରୁ ଇଣ୍ଡିଗୋ...
କରୋନା ସଂକ୍ରମଣ ଆଶଙ୍କା, କନ୍ଭେନସନ୍ ହଲ୍ରେ ହେବ ବିଧାନସଭା କାର୍ଯ୍ୟ: ବାଚସ୍ପତି
ଭୁବନେଶ୍ୱର,୨୭।୩(ବ୍ୟୁରୋ): କରୋନା ସଂକ୍ରମଣ ଆଶଙ୍କାରେ ବିଧାନସଭା କାର୍ଯ୍ୟକୁ ସ୍ଥାନାନ୍ତର କରାଯିବ। ଲୋକସେବା ଭବନ କନ୍ଭେନସନ୍ ହଲ୍ରେ ଏହି କାର୍ଯ୍ୟ ହେବ। ବଜେଟ ଅଧିବେଶନର ବାକି କାର୍ଯ୍ୟ ଦିବସ କନ୍ଭେନସନ୍ ହଲ୍ରେ ହେବ ବୋଲି ଶୁକ୍ରବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର...
ବିଧାନସଭା କର୍ମଚାରୀଙ୍କୁ କ୍ୱାରାଣ୍ଟାଇନରେ ଯିବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୨୬ା୩(ବ୍ୟୁରୋ): ରାଜ୍ୟରେ ଗୁରୁବାର ତୃତୀୟ କରୋନା ପଜିଟିଭ ରୋଗୀ ଚିହ୍ନଟ ହୋଇଛନ୍ତି। ଏହା ଜଣାପଡ଼ିବା ପରେ ରାଜ୍ୟବାସୀଙ୍କ ମନରେ କୋକୁଆ ଭୟ ଖେଳିଯାଇଛି। ଏଥିପାଇଁ ଉକ୍ତ ରୋଗୀଙ୍କ ସଂସ୍ପର୍ଶରେ କେହି କେହି ରହିଥିଲେ ସେମାନଙ୍କ ଖୋଜାଚାଲିଛି। ଇତିମଧ୍ୟରେ ରୋଗୀ ଜଣକ...
ବସ୍ଉଠ, ମାଡ଼ ଘଟଣା: ଏନ୍ଏଚ୍ଆର୍ସିରେ ପିଟିଶନ
ଭୁବନେଶ୍ୱର,୨୭ା୩(ବ୍ୟୁରୋ): ଲକ୍ଡାଉନ୍ ଜାରି ରହିଥିବାବେଳେ ଉଲ୍ଲଂଘନକାରୀଙ୍କୁ ପୋଲିସ ପିଟିବା ସହ ବସ୍ଉଠ କରି ଦଣ୍ଡ ଦେଉଥିବା ଦେଖିବାକୁ ମିଳୁଛି। ଏହି ଘଟଣା ଏବେ ଜାତୀୟ ମାନବାଧିକାର କମିଶନଙ୍କ ନିକଟରେ ପହଞ୍ଚତ୍ଛି। ବୁଧବାର ଶହୀଦନଗରରେ ପୋଲିସ ୩ ଜଣ ବାଇକ୍ ଚାଳକଙ୍କୁ...
ଗାଡ଼ିରେ ଦିନିକିଆ ପାସ୍ ଲଗାଇଲା ପୋଲିସ
ଭୁବନେଶ୍ୱର,୨୭ା୩(ବ୍ୟୁରୋ)ଡାକ୍ତର ଓ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ କୌଣସି ପାସ୍ ଆବଶ୍ୟକ ନାହିଁ। ସେମାନେ କେବଳ ଆଇକାର୍ଡ ଦେଖାଇ ଯାଇପାରିବେ ବୋଲି ପୋଲିସ ଡିଜି ଅଭୟ କହିଛନ୍ତି। ହେଲେ ବ୍ୟାଙ୍କ୍ ଓ ଅନ୍ୟ ଜରୁରୀ ସେବା ଯୋଗାଉଥିବା ସଂସ୍ଥା ପାଇଁ ପାସ୍ର ଆବଶ୍ୟକତା...
ବାହାର ରାଜ୍ୟରେ ଫଶିଛନ୍ତି ବିଏଡ୍ ପରୀକ୍ଷାର୍ଥୀ, ରାସ୍ତାକଡ଼ରେ ଭୋକରେ ପଡ଼ି ରହିଛନ୍ତି ଠିକା ଶ୍ରମିକ
ଭୁବନେଶ୍ୱର,୨୭ା୩(ବ୍ୟୁରୋ): ଲକ୍ଡାଉନ୍ ପାଇଁ ଭୁବନେଶ୍ୱରରେ ଅନ୍ୟ ଜିଲାର ଶହ ଶହ ଠିକା ଶ୍ରମିକ ଫସି ରହି ଭୋକ ଉପାସରେ ରାସ୍ତା କଡ଼ରେ ପଡି ରହିଛନ୍ତି। ଗୁରୁବାର ରାମ ମନ୍ଦିର ଓ ଏହାର ଆଖପାଖରେ ବହୁ ଶ୍ରମିକ ଏପରି ଦୟନୀୟ ଅବସ୍ଥାରେ...
ଭୁବନେଶ୍ୱରରେ ହୋମ୍ ଡେଲିଭରି କରିବେ ୨୮ ଷ୍ଟୋର୍
ଭୁବନେଶ୍ୱର,୨୭ା୩(ବ୍ୟୁରୋ)ଭୁବନେଶ୍ୱରର ଲୋକଙ୍କ ଘରେ ପହଞ୍ଚତ୍ବ ଅତ୍ୟାବଶ୍ୟକ ସାମଗ୍ରୀ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଏହି ବ୍ୟବସ୍ଥ ହୋଇଥିବାବେଳେ ରିଲାଏନ୍ସ ଫ୍ରେଶ, ବିଗ୍ ବଜାର, ବିଶାଲ ମେଗା ମାର୍ଟ ଏବଂ ଆଧାର ଫ୍ରେଶର ୨୮ ଷ୍ଟୋର ଓ ଆଉଟ୍ଲେଟ ଦ୍ୱାରା...
ଭୁବନେଶ୍ୱରର ୧୧ ହୋଟେଲରେ କ୍ୱାରାଣ୍ଟାଇନ୍ ବ୍ୟବସ୍ଥା
ଭୁବନେଶ୍ୱର,୨୭ା୩(ବ୍ୟୁରୋ): ମାରାତ୍ମକ କୋଭିଡ଼୍-୧୯ ସଂକ୍ରମଣ ରୋକିବା ପାଇଁ ସନ୍ଦିଗ୍ଧମାନେ କ୍ୱାରାଣ୍ଟାଇନ୍ରେ ରହିବାର ଆବଶ୍ୟକତା ରହିଛି। ଏପରି ସ୍ଥିତିରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ଇତିମଧ୍ୟରେ ଭୁବନେଶ୍ୱରର ୧୧ ଘରୋଇ ହୋଟେଲରେ ବିଏମ୍ସି ଦ୍ୱାରା...
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା
ଭୁବନେଶ୍ୱର,୨୭ା୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ବିଭିନ୍ନ ସୂତ୍ରରୁ ସହାୟତା ମିଳିବାରେ ଲାଗିଛି। ସେହିଭଳି ରିଲିଫ ପାଣ୍ଠିକୁ କେଉଁ ମାନେ କେତେ ଟଙ୍କା ପ୍ରଦାନ କରୁଛନ୍ତି ତାହା ମଧ୍ୟ ସାର୍ବଜନୀନ କରାଯାଇଛି। ଉଭୟ ଅନ୍ଲାଇନ୍ ଏବଂ ଅଫ୍...
ହୋମ୍ ଡେଲିଭରିରେ ବାଧା ସୃଷ୍ଟିକରୁଛି ପୋଲିସ: ଡେଲିଭରି ଏଜେଣ୍ଟକୁ ରାସ୍ତାରେ ଗୋଡ଼ାଇ ପିଟୁଛି
ଭୁବନେଶ୍ୱର,୨୭ା୩(ବ୍ୟୁରୋ): ୨୧ ଦିନିଆ ଲକ୍ଡାଉନ୍ ଘୋଷଣା ପରଠୁ ଦୈନନ୍ଦିନ ଅତ୍ୟାବଶ୍ୟକ ସାମଗ୍ରୀ କିଣିବାକୁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଘରୁ ବାହାରିଲେ ପୋଲିସ ଭୟ ରହୁଥିବାରୁ ଲୋକେ ଅନ୍ଲାଇନ୍ରେ ମେଡିସିନ, ଖାଦ୍ୟ ଓ ଅତ୍ୟାବଶ୍ୟକ ସାମଗ୍ରୀ ଅର୍ଡର କରୁଛନ୍ତି।...
କରୋନା ମୁକାବିଲା: ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି
ଭୁବନେଶ୍ୱର,୨୭ା୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ସାରା ବିଶ୍ୱ ପାଇଁ ସବୁଠୁ ବ଼ଡ ଆହ୍ବାନ ଭାବେ ଉଭା ହୋଇଛି। ଓଡ଼ିଶାବାସୀ ଏବଂ ଅନ୍ୟ ରାଜ୍ୟରେ ରହିଥିବା ଓଡ଼ିଆମାନେ ମଧ୍ୟ ଏହାଦ୍ୱାରା ବହୁ ଭାବେ ପ୍ରଭାବିତ। ଜନସାଧାରଣଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ବଢାଇବା...
ଓଡ଼ିଶାରେ ତୃତୀୟ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୬।୩(ବ୍ୟୁରୋ): ଓଡ଼ିଶାରେ ତୃତୀୟ କରୋନା ପଜିିଟିଭ ଚିହ୍ନଟ ହୋଇଛନ୍ତି। ଉକ୍ତ ବ୍ୟକ୍ତ ଜଣକ ଭୁବନେଶ୍ୱରର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ କରୋନା ଅକ୍ରାନ୍ତଙ୍କ ସଂଖ୍ୟା ୩ରେ ପହଞ୍ଚତ୍ଛି। ଗୁରୁବାର ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...
Archives


