ମେଟ୍ରୋ

୨୨ବର୍ଷରେ ଆଇଏଏସ୍‌ ପାଇଲେ ଓଡ଼ିଆ ଝିଅ

ଭୁବନେଶ୍ୱର, ୬ା୮(ବ୍ୟୁରୋ): କମ୍‌ ବୟସରେ ବଡ଼ ସଫଳତା। ମାତ୍ର ୨୨ବର୍ଷ ବୟସରେ ୟୁପିଏସ୍‌ସି ପରୀକ୍ଷାରେ ସଫଳତା ହାସଲ କରିଛନ୍ତି ଜଣେ ଓଡ଼ିଆ ଝିଅ। ୩୧ତମ ର଼୍ୟାଙ୍କ୍‌ରେ ରହି ସର୍ବକନିଷ୍ଠ ଆଇଏଏସ୍‌ ଅଧିକାରୀ ଭାବେ ନୂଆ କୀର୍ତ୍ତି ସ୍ଥାପନ କରିବାକୁ ଯାଉଛନ୍ତି ବାଲେଶ୍ୱର…

ଆଇଆଇଆଇଟି ଛାତ୍ରୀଛାତ୍ରଙ୍କୁ ୯୧% ପ୍ରତିଶତ ନିଯୁକ୍ତି

ଭୁବନେଶ୍ୱର,୬ା୮(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରତିଷ୍ଠିତ ଇଣ୍ଟରନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ ଇନଫରମେଶନ ଟେକ୍ନୋଲୋଜି(ଆଇଆଇଆଇଟି) ଭୁବନେଶ୍ୱର ୨୦୦୬ରେ ସ୍ଥାପନ କରାଯାଇଥିଲା। ଏହି ଅନୁଷ୍ଠାନରୁ ୨୦୧୯-୨୦ରେ ପାସ କରିଥିବା ୯୧ ପ୍ରତିଶତ ଛାତ୍ରୀଛାତ୍ରଙ୍କୁ ବିଭିନ୍ନ କ୍ଷେତ୍ରରେ ନିଯୁକ୍ତି ମିଳି ପାରିଛି। ଗତ ୫ ବର୍ଷ…

ବରମୁଣ୍ଡାରେ ମାତିଲେ ଦୁର୍ବୃତ୍ତ: ମହିଳା ବ୍ୟାଙ୍କ କର୍ମଚାରୀଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ନେଇଗଲେ ୯୪ ହଜାର ଟଙ୍କା

ଭୁବନେଶ୍ୱର,୫ା୮(ବ୍ୟୁରୋ)-ଖଣ୍ଡଗିରି ଥାନା ଅନ୍ତର୍ଗତ ବରମୁଣ୍ଡାରେ ବୁଧବାର ଜଣେ ମହିଳା ବ୍ୟାଙ୍କ କର୍ମଚାରୀଙ୍କଠାରୁ ଲୁଟ୍‌ ହୋଇଛି। ଲୁଟର ଶିକାର ହୋଇଥିବା ମହିଳା ଜଣକ ହେଲେ ମନୋରମା ମହାନ୍ତି। ଦୁର୍ବୃତ୍ତମାନେ ମନୋରମାଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ୯୪ ହଜାର ଟଙ୍କା ଲୁଟି ନେଇଛନ୍ତି। ଏ…

ଆସୁଛି ଆଉ ଏକ ଲଘୁଚାପ: ୯ରୁ ୧୨ ଯାଏ ବର୍ଷିବ

ଭୁବନେଶ୍ୱର,୫ା୭(ବ୍ୟୁରୋ)-ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଯୋଗୁ ମଙ୍ଗଳବାର ଓ ବୁଧବାର ଦୁଇଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁ ଚାଷୀମାନେ ଆଶ୍ୱସ୍ତ ହୋଇଛନ୍ତି। ଲଗାଣ ବର୍ଷା ଯୋଗୁ ରାଜ୍ୟରେ ମରୁଡ଼ି ଆଶଙ୍କା ମଧ୍ୟ କେତେକାଂଶରେ ଟଳିଯାଇଛି। ରାଜ୍ୟରେ…

କରୋନା ଯୋଦ୍ଧାଙ୍କ ପାଇଁ ୧ ମିନିଟ୍‌ ନୀରବ ପ୍ରାର୍ଥନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୮(ବ୍ୟୁରୋ)-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। କରୋନା ଲଢେଇରେ ସାମିଲ ହୋଇଥିବା ସମସ୍ତ କରୋନା ଯୋଦ୍ଧାଙ୍କ ପାଇଁ ୧ ମିନିଟ୍‌ ନୀରବ ପ୍ରାର୍ଥନା କରିବା ପାଇଁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅନୁରୋଧ କରିଥିଲେ।…

ରାଜ୍ୟରେ ଆଉ ୨ଟି ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟିତ

ଭୁବନେଶ୍ୱର,୫।୮(ବ୍ୟୁରୋ)-ରାଜ୍ୟରେ ଆଉ ୨ଟି ପ୍ଲାଜମା ବ୍ୟାଙ୍କ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ବ୍ରହ୍ମପୁର ଏମ୍‌କେସିଜି, ବୁର୍ଲା ଭୀମସାରରେ ପ୍ଲାଜମା ବ୍ୟାଙ୍କ ଉଦଘାଟନ କରିଛନ୍ତି। ବ୍ରହ୍ମପୁର ଏମ୍‌କେସିଜି ହସ୍ପିଟାଲର ଉଦ୍‌ଘାଟନ ସମୟରେ ମନ୍ତ୍ରୀ ବିକ୍ରମ କେଶରୀ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୧,୨୫୫ କରୋନା ଆକ୍ରାନ୍ତ: ମୋଟ ଆରୋଗ୍ୟ ସଂଖ୍ୟା ୨୫ ହଜାର ଟପିଲା

ଭୁବନେଶ୍ୱର,୫।୮(ବ୍ୟୁରୋ): ରାଜ୍ୟରେ ବୁଧବାର ୧,୨୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିରୁ ସର୍ବାଧିକ ୪୮୫ ଗଞ୍ଜାମ ଜିଲାର ଅଛନ୍ତି। ଏହାଛଡ଼ା ଖୋର୍ଦ୍ଧାରୁ ୧୨୫, ସୁନ୍ଦରଗଡ଼ରୁ ୧୨୨, ସମ୍ବଲପୁରରୁ ୧୦୭, ପୁରୀରୁ ୭୫, ମୟୂରଭଞ୍ଜରୁ ୪୩, କଟକର ୪୦, ଜଗତସିଂହପୁରର୨୯, କନ୍ଧମାଳର ୨୮,…

ପୂର୍ବତନ ଡିଜିପି ଏସ୍‌.ଏନ୍‌. ତିଓ୍ବାରୀଙ୍କ ପରଲୋକ

ଭୁବନେଶ୍ୱର,୫।୮(ବ୍ୟୁରୋ): ପୂର୍ବତନ ପୋଲିସ ଡିଜି ଏସ୍‌.ଏନ୍‌. ତିଓ୍ବାରୀଙ୍କ ବୁଧବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ଏନେଇ ତିଓ୍ବାରୀଙ୍କ ସମ୍ପର୍କୀୟ ସୂଚନା ଦେଇଛନ୍ତି।

ରାଜଧାନୀରେ କରୋନା କାୟା: ଆଜି ଚିହ୍ନଟ ହେଲେ ୧୩୭ ନୂଆ ଆକ୍ରାନ୍ତ, କେଉଁଠୁ କେତେ ଜାଣନ୍ତୁ..

ଭୁବନେଶ୍ୱର,୫।୮(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ବୁଧବାର ୧୩୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୩୫୪କୁ ବୃଦ୍ଧି ପାଇଛି। ସେଥିରୁ ୨୦୧୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୨୭୩ଜଣ ଆକ୍ଟିଭ୍‌ କେସ୍‌…

ଏବେ ଖୋଲିବନି ନନ୍ଦନକାନନ ପ୍ରାଣୀ ଉଦ୍ୟାନ

ଭୁବନେଶ୍ୱର,୫।୮(ବ୍ୟୁରୋ): ବର୍ତ୍ତମାନ ପର୍ଯ୍ୟଟକଙ୍କ ପାଇଁ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଖୋଲା ଯିବନି। ବର୍ଷାଦିନରେ ନନ୍ଦନକାନନ ଖୋଲିବା ସମ୍ଭାବନା ନ ଥିବା ପ୍ରାଣୀ ଉଦ୍ୟାନ କର୍ତ୍ତୃପକ୍ଷ କହିଛନ୍ତି। ତେବେ କରୋନା ସ୍ଥିତିରେ ସୁଧାର ଆସିଲେ ଅଗଷ୍ଟରେ ଖୋଲାଯିବାକୁ ନିଷ୍ପତ୍ତି ହେବ। ଏହା କରୋନା…

ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା: ପ୍ରଥମ ଥର ପାଇଁ ଛୁଇଁଲା ଏହି ଜିଲାକୁ

ଭୁବନେଶ୍ୱର, ୫।୮(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୯ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୫କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ବିଭାଗ ପକ୍ଷରୁ ସୂଚନା…

ଟୁଇନ୍‌ ସିଟିରେ ସନ୍ଧ୍ୟା ୬ଟାରୁ ୨ ମିନିଟ୍‌ ବନ୍ଦ ରହିବ ଟ୍ରାଫିକ୍‌, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୫।୮(ବ୍ୟୁରୋ): ବୁଧବାର ଟୁଇନ୍‌ ସିଟି ଭୁବନେଶ୍ୱର ଏବଂ କଟକରେ ୨ ମିନିଟ ପାଇଁ ଟ୍ରାଫିକ ବନ୍ଦ ରହିବ। କରୋନା ଯୋଦ୍ଧାଙ୍କ ସମ୍ମାନର୍ଥେ ନିରବ ପ୍ରାର୍ଥନା ଲାଗି ସନ୍ଧ୍ୟା ୬ଟାରୁ ୬ଟା ୨ ପର୍ଯ୍ୟନ୍ତ ଟ୍ରାଫିକ ବନ୍ଦ ରହିବ। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?