୩ ଜଣଙ୍କ ଲାଏ ଡିଟେକ୍ସନ ଟେଷ୍ଟ ହୋଇପାରେ
ଭୁବନେଶ୍ୱର,୫ା୮(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାକୁ ମାସେ ବିତିବାକୁ ବସିଲାଣି। କିନ୍ତୁ କ୍ରାଇମ୍ବ୍ରାଞ୍ଚ ହାତରେ ସେଭଳି କିଛି ବଳିଷ୍ଠ ସୁରାକ ଲାଗିନାହିଁ। କେବଳ ଜିଆରପିର ତଦନ୍ତ ରିପୋର୍ଟ ଓ ସମସ୍ତ ବୟାନକୁ ନେଇ ଅନ୍ଧାରରେ ବାଡ଼ି ବୁଲାଉଛି କ୍ରାଇମ୍ବ୍ରାଞ୍ଚ ସ୍ପେଶାଲ…
୪ ଦିନ ଅଚଳ ଆର୍ଏମ୍ଏସ୍
ଭୁବନେଶ୍ୱର,୫ା୮(ବ୍ୟୁରୋ): କମ୍ ସମୟରେ ଡାକ ସେବା ଯୋଗାଇଦେବା ପାଇଁ ସ୍ପିଡ୍ ପୋଷ୍ଟ ସୁବିଧା ରହିଛି। ହେଲେ ଭୁବନେଶ୍ୱରରେ ଗତ ଶନିବାରଠାରୁ ଏହି ସେବାରେ ବ୍ୟାହତ ସୃଷ୍ଟି ହୋଇଛି। ସ୍ଥାନୀୟ ରେଲୱେ ମେଲ୍ ସର୍ଭିସ୍(ଆର୍ଏମ୍ଏସ୍) କାର୍ଯ୍ୟାଳୟରେ ଏହି ଅବ୍ୟବସ୍ଥା ଦେଖାଦେଇଛି। ଫଳରେ ଭୁବନେଶ୍ୱରର…
ମାଟ୍ରିକ ପରୀକ୍ଷା: ୬ରୁ ପୁନଃ ଯାଞ୍ଚ ପାଇଁ ଆବେଦନ
କଟକ ଅଫିସ,୫ା୮ : ମାଟ୍ରିକ ପରୀକ୍ଷାର ବିଭିନ୍ନ ବିଷୟ ପୁନଃ ଯାଞ୍ଚ, ପରୀକ୍ଷା ଖାତାର ନକଲ ପାଇଁ ଦରଖାସ୍ତ ଓ ଫି’ ଦାଖଲ ପ୍ରକ୍ରିୟା ଆସନ୍ତା ୬ ତାରିଖରୁ ଆରମ୍ଭ ହେବ। ଅଗଷ୍ଟ ୧୮ ମଧ୍ୟରାତ୍ରି ସୁଦ୍ଧା ଫି’ ଦାଖଲ କରାଯିବ।…
ଲଘୁଚାପ: ସାରା ରାଜ୍ୟରେ ବର୍ଷା
ଭୁବନେଶ୍ୱର,୫ା୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଲଘୁଚାପ ଯୋଗୁ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ପିପିଲିରେ ୧୪ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ନିମାପଡ଼ା ୧୩, ବାଲିପାଟଣା…
ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ: ବୁଧବାର ସନ୍ଧ୍ୟାରେ କରନ୍ତୁ ୧ ମିନିଟ୍ ନୀରବ ପ୍ରାର୍ଥନା
ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଦୈନିକ ୧ହଜାରରୁ ଅଧିକ ବ୍ୟକ୍ତି କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଏପରି ସ୍ଥିତିରେ କୋଭିଡ ଯୋଦ୍ଧାମାନଙ୍କ ତ୍ୟାଗକୁ ସ୍ମରଣ କରିବା ଏବଂ ସମ୍ମାନ ଜଣାଇବା ଲାଗି ବୁଧବାର ସନ୍ଧ୍ୟା ୬ଟାରେ…
ବସି ଖାଇବେନି, ଖାଲି ପାର୍ସଲ
ଭୁବନେଶ୍ୱର,୪।୮(ବ୍ୟୁରୋ): ଖାଦ୍ୟ ବିକ୍ରୟକାରୀଙ୍କ ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ମଙ୍ଗଳବାର ଗାଇଡ୍ଲାଇନ୍ ଜାରି କରାଯାଇଛି। ରେଷ୍ଟୁରାଣ୍ଟ, ଢ଼ାବା, ରାସ୍ତାକଡ଼ ଠେଲା ଦୋକାନୀଙ୍କ ପାଇଁ ଗାଇଡ୍ଲାଇନ୍ ଜାରି ହୋଇଛି। ତଦନୁଯାୟୀ, ହେଟେଲରେ ଥିବା ଅତିଥିମାନଙ୍କ ପାଇଁ ରେଷ୍ଟୁରାଣ୍ଟ ଖୋଲି ପାରିବ। ହେଲେ…
ରାଜଧାନୀରେ କରୋନା ବେଲଗାମ: ଆଜି ଚିହ୍ନଟ ହେଲେ ଆଉ ୧୪୯ ଆକ୍ରାନ୍ତ; କେଉଁଠୁ କେତେ ଜାଣନ୍ତୁ..
ଭୁବନେଶ୍ୱର,୪।୮(ବ୍ୟୁରୋ): କଟକଣା ସତ୍ତ୍ୱେ ରାଜଧାନୀରେ ମାଡ଼ି ଚାଲିଛି କରୋନା। ମଙ୍ଗଳବାର ଭୁବନେଶ୍ୱରରେ ଆଉ ୧୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୨୧୭କୁ ବୃଦ୍ଧି ପାଇଛି। ସେଥିରୁ ୧୯୪୩ ସୁସ୍ଥ ହୋଇ ଘରକୁ ଫେରିଥିବା…
ଅଗଷ୍ଟରେ ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ
ଭୁବନେଶ୍ୱର,୪।୮(ବ୍ୟୁରୋ): ଚଳିତ ମାସରେ ଯୁକ୍ତ ୨ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ବିଜ୍ଞାନ ଓ ବାଣିଜ୍ୟ ଖାତା ଦେଖା…
ପ୍ରକାଶ ପାଇଲା ୟୁପିଏସ୍ସି ପରୀକ୍ଷା ଫଳ: ଟପ୍ ଟେନ୍ରେ ୨ ଓଡ଼ିଆ
ଭୁବନେଶ୍ୱର,୪।୮(ବ୍ୟୁରୋ): ୟୁପିଏସ୍ସି (ୟୁନିୟନ ପବ୍ଲିକ ସର୍ଭିସ କମିଶନ) ପକ୍ଷରୁ ୨୦୧୯ ସିଭିଲ୍ ସର୍ଭିସ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଚଳିତ ବର୍ଷ ୮୨୯ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ପ୍ରଦୀପ ସିଂ ଟପ୍ପର ହୋଇଛନ୍ତି। ଏହା ସହ ଟପ୍ ଟେନ୍…
ଅଗଷ୍ଟ ୩ୟ ସପ୍ତାହରେ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ, ଶେଷ ସପ୍ତାହରେ କଳା ପରୀକ୍ଷାଫଳ
ଭୁବନେଶ୍ୱର, ୪।୮(ବ୍ୟୁରୋ): ଚଳିତ ମାସରେ ଯୁକ୍ତ ୨ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ। ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଖାତା ଦେଖା ଶେଷ ହୋଇଛି। ବର୍ତ୍ତମାନ ଟାବୁଲେସନ ଚାଲିଛି। ଅଗଷ୍ଟ ତୃତୀୟ ସପ୍ତାହ ସୁଦ୍ଧା…
CORONAVIRUS UPDATE: ୨୮ ଜିଲାରୁ ୧୩୮୪ ନୂଆ କରୋନା ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁ ଜିଲାରୁ କେତେ
ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୮ ଜିଲାରୁ ୧୩୮୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୭୬୮୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ…
ପୁଣି ରାଜ୍ୟରେ ୯ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୯ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୬ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୯ ମୃତକଙ୍କ…

