ମେଟ୍ରୋ

ବୁଲା ଜୀବଜନ୍ତୁଙ୍କୁ ମିଳୁନି ଖାଦ୍ୟ: ସହାୟତାର ହାତ ବଢାଇଛନ୍ତି ସ୍ବେଚ୍ଛାସେବୀ

ଭୁବନେଶ୍ୱର,୨୪ା୩(ବ୍ୟୁରୋ)- ସାରା ବିଶ୍ୱ ଏବେ କରୋନା ମହାମାରୀର ଶିକାର ହୋଇଥିବା ବେଳେ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ସମଗ୍ର ଦେଶ ଓ ରାଜ୍ୟକୁ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏହାକୁ ମାନିନେଇ ଅଧତ୍କାଂଶ ଜନସାଧାରଣ ଘରେ ରହିବାକୁ ଉଚିତ୍ ମଣିଥତ୍ବା...

ବନ୍ଦ ହେଲା ମୋ ସାଇକେଲ

ଭୁବନେଶ୍ୱର, ୨୪ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଏଡ଼ାଇବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି ପରିପ୍ରେକ୍ଷୀରେ କ୍ୟାପିଟାଲ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ ଲିମିଟେଡ୍ (କ୍ରୁଟ) ପକ୍ଷରୁ ଭୁବନେଶ୍ୱରରେ ମୋ ସାଇକେଲ୍ ଚଳାଚଳ ବନ୍ଦ ରଖାଯାଇଛି। ବୁଧବାରଠାରୁ ମୋସାଇକେଲ୍ ଚଳାଚଳ...

ସବୁ ଥଣ୍ଡାଜ୍ୱର କୋଭିଡ-୧୯ ନୁହେଁ, ଡାକ୍ତରଖାନା ନିଜେ ନ ଆସି ୧୦୪କୁ ଫୋନ୍‌ କରନ୍ତୁ: ବାଗ୍‌ଚୀ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ସବୁ ଥଣ୍ଡାଜ୍ୱର କୋଭିଡ-୧୯ ନୁହେଁ। ଯଦି ଥଣ୍ଡା ଜ୍ୱର ସହ ନିଃଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ହେଉଥାଏ ତେବେ ଯାଇ ୧୦୪କୁ କଲ୍‌ କରନ୍ତୁ। ସେଠାରେ ଉପସ୍ଥିତ କର୍ମଚାରୀଙ୍କୁ ନିଜ ବିଷୟରେ ସମସ୍ତ ତଥ୍ୟ ଦିଅନ୍ତୁ। କଥା ହେବା ମଧ୍ୟରେ...

କରୋନାକୁ ମେ’ ୧୫ ସୁଦ୍ଧା ରୋକାଯିବା ଆବଶ୍ୟକ, ନଚେତ ପରିସ୍ଥିତିକୁ ସମ୍ଭାଳିପାରିବେ ନାହିଁ ସରକାର

ଭୁବନେଶ୍ୱର,୨୪।୩(ବ୍ୟୁରୋ): ବୟସ୍କ ବ୍ୟକ୍ତିଙ୍କ କ୍ଷେତ୍ରରେ କରୋନା ସଂକ୍ରମଣର ସବୁଠାରୁ ବଡ଼ ବିପଦ ରହିଛି। ଏହା ବ୍ୟତୀତ ଅନ୍ୟ ରୋଗ ଯଥା ଡାଇବେଟିସ, ହୃଦରୋଗ, କ୍ୟାନ୍‌ସର, ଶ୍ୱାସଜନିତ ରୋଗ, ରକ୍ତ ଚାପରେ ପୀଡ଼ିତ ବ୍ୟକ୍ତିଙ୍କୁ କରୋନା ସଂକ୍ରମଣର ଆଶଙ୍କା ରହିଛି। ବର୍ତ୍ତମାନ...

ରାସ୍ତାରେ କରୋନା ଆପଣଙ୍କୁ ଖୋଜୁଛି, ଘରେ ରୁହନ୍ତୁ; ଜୀବନଶୈଳୀ ପରିବର୍ତ୍ତନ ପାଇଁ ପ୍ରସ୍ତୁତ ହୁଅନ୍ତୁ: ବାଗ୍‌ଚୀ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଗତ ୩ ଦିନ ଜନତା କର୍ଫ୍ୟୁ ଏବଂ ଲକ୍‌ଡାଉନ୍‌କୁ ନେଇ ଜନଜୀବନ ଅସ୍ଥିର ହୋଇପଡ଼ିଛି। ମଙ୍ଗଳବାର ଲକ୍‌ଡାଉନ୍‌ର ୨ୟ ଦିନ। ଆସନ୍ତା ୨୯ ତାରିଖ ଯାଏ ଏହା ଚାଲିବ। ତେବେ ଏହାଦ୍ୱାରା ଅର୍ଥନୈତିକ ପ୍ରଭାବ ବିରାଟ ଆକାରରେ ପ୍ରଭାବ।...

ଆଗକୁ ବିସ୍ଫୋରକ ସ୍ଥିତି ଆସୁଛି, ସଚେତନ ନ ହେଲେ ମେ’ ଶେଷ ସୁଦ୍ଧା ୧୦ ଲକ୍ଷ ଛୁଇଁପାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ବାଗ୍‌ଚୀ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଆଜିଠାରୁ ମାତ୍ର ୪ ମାସ ତଳେ ଚାଇନାର ଉହାନରେ ପ୍ରଥମେ କରୋନା ଭୂତାଣୁ ଚିହ୍ନଟ କରାଯାଇଥିଲା। ଏବେ ଏହା ସାରା ବିଶ୍ୱରେ ଏହି ମହାମାରୀ କାୟା ବିସ୍ତାର କରିବାରେ ଲାଗିଛି। ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୩,୮୧,୭୬୧ ଛୁଇଁଛି।...

ଓଡ଼ିଶାରୁ ୧୧୦ ନମୂନା, ୨ ପଜିଟିଭ୍‌; ୩୮୬୧ଜଣ ବିଦେଶ ଫେରନ୍ତା ପଞ୍ଜିକୃତ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ସ୍ବାସ୍ଥ୍ୟବିଭାଗର ସୂଚନା ମୁତାବକ ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟରୁ ମୋଟ ୧୧୦ଟି ନମୂନା ପରୀକ୍ଷଣ ପାଇଁ ପଠାଯାଇଛି। ସେଥିରୁ ପୂର୍ବବତ ୨ଟି ନମୂନା ପଜିଟିଭ ଚିହ୍ନଟ ହୋଇଛି। ଉଭୟ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ସେହିଭଳି ରୋଗୀଙ୍କ ସଂସ୍ପର୍ଶରେ...

୪୮ ଘଣ୍ଟାରେ ନିର୍ଦ୍ଧାରିତ ସ୍ଥାନରେ ରିପୋର୍ଟ କରିବେ ବଦଳି ସରକାରୀ କର୍ମଚାରୀ, ନଚେତ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ମଙ୍ଗଳବାର ମଧ୍ୟରାତ୍ରରୁ ସାରା ଓଡ଼ିଶା ଲକ୍‌ଡାଉନ୍‌ କରିବାକୁ ଘୋଷଣା କରାଯାଇଛି। ୨୯ ମାର୍ଚ୍ଚ ରାତି ୧୨ ଯାଏ ସମସ୍ତ ଜିଲାରେ ଏହା ଜାରି ରହିବ। ଏହି ଅବସରରେ ରାଜ୍ୟ ପୋଲିସ, ବିଦ୍ୟୁତ୍‌ ବିଭାଗର ସମସ୍ତ କର୍ମଚାରୀମାନେ ନିରବିଚ୍ଛିନ୍ନ ଭାବେ...

ସ୍ବାସ୍ଥ୍ୟକର୍ମୀଙ୍କୁ ପାସ୍‌ ଅନାବଶ୍ୟକ: ପରିଚୟପତ୍ର ଦେଖାଇ ହସ୍ପିଟାଲ ଯାଇପାରିବେ

ଭୁବନେଶ୍ୱର,୨୪।୩(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ଲାଗି କରାଯାଇଥିବା ଲକ୍‌ଡାଉନ୍‌ ସମୟରେ ଗାଡ଼ିମୋଟର ଯାତାୟାତ ଉପରେ କଟକଣା ଲଗାଯାଇଛି। ନିହାତି ଯିବାର ଆବଶ୍ୟକତା ଥିବା ବ୍ୟକ୍ତିଙ୍କୁ ପାସ୍‌ ଦିଆଯିବ ବୋଲି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କହିଥିଲେ। ହେଲେ ଏହି ପାସ୍‌...

ପରିବାରର ନାମରେ ଶପଥ କରନ୍ତୁ,ଜରୁରୀ କାମ ନ ଥିଲେ ଘରୁ ବାହାରିବେ ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୧୪ ଜିଲାକୁ ସମ୍ପୂର୍ଣ୍ଣ ତାଲାବନ୍ଦ ବା ଲକ୍‌ଡାଉନ୍‌ କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହାସତ୍ତ୍ୱେ କିଛି ଲୋକେ ଏହାର ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳୁଛି। ଏପରିସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ଖାଉଟି ବଣ୍ଟନକେନ୍ଦ୍ରକୁ ଆସିବେନି ହିତାଧିକାରୀ: ଘରେ ପହଞ୍ଚିବ ଭତ୍ତା, ଗହମ, ଚାଉଳ

ଭୁବନେଶ୍ୱର,୨୪।୩(ବ୍ୟୁରୋ): କରୋନା ଭୂତାଣୁର ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସାମାଜିକ ନିରାପତ୍ତା ଯୋଜନାରେ ଥିବା ସମସ୍ତ ହିତାଧିକାରୀଙ୍କୁ ଭତ୍ତା, ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ଖାଦ୍ୟଶଷ୍ୟ ସେମାନଙ୍କ ଘରେ ପହଞ୍ଚାଇ...

କରୋନା ପ୍ରଭାବ: ରାଜ୍ୟର ସମସ୍ତ ଆହାର କେନ୍ଦ୍ର, ପାର୍କ ବନ୍ଦ

ଭୁବନେଶ୍ୱର, ୨୪।୩(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ଆହାର କେନ୍ଦ୍ରକୁ ମାର୍ଚ୍ଚ ୨୯ ରାତି ୯ଟା ପର୍ଯ୍ୟନ୍ତ ବନ୍ଦ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। କେବଳ ହସ୍ପିଟାଲ ପରିସର କିମ୍ବା ଏହା ନିକଟରେ ଥିବା ଆହାର କେନ୍ଦ୍ରଗୁଡିକ ଖୋଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri