ମେଟ୍ରୋ

ସ୍ବାସ୍ଥ୍ୟକର୍ମୀଙ୍କୁ ପାସ୍‌ ଅନାବଶ୍ୟକ: ପରିଚୟପତ୍ର ଦେଖାଇ ହସ୍ପିଟାଲ ଯାଇପାରିବେ

ଭୁବନେଶ୍ୱର,୨୪।୩(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ଲାଗି କରାଯାଇଥିବା ଲକ୍‌ଡାଉନ୍‌ ସମୟରେ ଗାଡ଼ିମୋଟର ଯାତାୟାତ ଉପରେ କଟକଣା ଲଗାଯାଇଛି। ନିହାତି ଯିବାର ଆବଶ୍ୟକତା ଥିବା ବ୍ୟକ୍ତିଙ୍କୁ ପାସ୍‌ ଦିଆଯିବ ବୋଲି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କହିଥିଲେ। ହେଲେ ଏହି ପାସ୍‌...

ପରିବାରର ନାମରେ ଶପଥ କରନ୍ତୁ,ଜରୁରୀ କାମ ନ ଥିଲେ ଘରୁ ବାହାରିବେ ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୧୪ ଜିଲାକୁ ସମ୍ପୂର୍ଣ୍ଣ ତାଲାବନ୍ଦ ବା ଲକ୍‌ଡାଉନ୍‌ କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହାସତ୍ତ୍ୱେ କିଛି ଲୋକେ ଏହାର ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳୁଛି। ଏପରିସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ଖାଉଟି ବଣ୍ଟନକେନ୍ଦ୍ରକୁ ଆସିବେନି ହିତାଧିକାରୀ: ଘରେ ପହଞ୍ଚିବ ଭତ୍ତା, ଗହମ, ଚାଉଳ

ଭୁବନେଶ୍ୱର,୨୪।୩(ବ୍ୟୁରୋ): କରୋନା ଭୂତାଣୁର ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସାମାଜିକ ନିରାପତ୍ତା ଯୋଜନାରେ ଥିବା ସମସ୍ତ ହିତାଧିକାରୀଙ୍କୁ ଭତ୍ତା, ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ଖାଦ୍ୟଶଷ୍ୟ ସେମାନଙ୍କ ଘରେ ପହଞ୍ଚାଇ...

କରୋନା ପ୍ରଭାବ: ରାଜ୍ୟର ସମସ୍ତ ଆହାର କେନ୍ଦ୍ର, ପାର୍କ ବନ୍ଦ

ଭୁବନେଶ୍ୱର, ୨୪।୩(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ଆହାର କେନ୍ଦ୍ରକୁ ମାର୍ଚ୍ଚ ୨୯ ରାତି ୯ଟା ପର୍ଯ୍ୟନ୍ତ ବନ୍ଦ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। କେବଳ ହସ୍ପିଟାଲ ପରିସର କିମ୍ବା ଏହା ନିକଟରେ ଥିବା ଆହାର କେନ୍ଦ୍ରଗୁଡିକ ଖୋଲା...

କରୋନା ସଚେତନତା: ସମସ୍ତ ନିର୍ମାଣ କାର୍ଯ୍ୟ ବନ୍ଦ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୪।୩(ବ୍ୟୁରୋ): କରୋନା (କୋଭିଡ-୧୯)କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ତୁରନ୍ତ ସମସ୍ତ ପ୍ରକାର ନିର୍ମାଣ କାର୍ଯ୍ୟ ବନ୍ଦ କରିବା ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି। କେବଳ ସ୍ବାସ୍ଥ୍ୟ ଏବଂ କୋଭିଡ-୧୯ ସମ୍ବନ୍ଧୀୟ କାର୍ଯ୍ୟ ଜାରି ରହିବ। ମାତ୍ର ଅନ୍ୟ...

ମହାପ୍ରଭୁଙ୍କ ଟଙ୍କା ଜମାକୁ ନେଇ ସସ୍‌ପେନ୍ସ

ପୁରୀ ଅଫିସ, ୨୩।୩: ୟେସ୍‌ ବ୍ୟାଙ୍କରୁ ଫେରିଥିବା ମହାପ୍ରଭୁଙ୍କ ଟଙ୍କାକୁ ନେଇ ପୁଣି କଳ୍ପନା ଜଳ୍ପନା ପ୍ରକାଶ ପାଇଛି। ୟୁନିୟନ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜନ୍ନାଥଙ୍କ ଟଙ୍କା ରହିବା ନେଇ ହୋଇଥିବା ନିଷ୍ପତ୍ତିକୁ ରଦ୍ଦ କରିଛି ମନ୍ଦିର ପ୍ରଶାସନ। ପୁନଶ୍ଚ ଟେଣ୍ଡର...

ଗାଡ଼ି ଚାଳନା ଉପରେ ଲାଗିଲା କଟକଣା: ସଉଦା ପାଇଁ ଚାଲିକରି ଯିବାକୁ ହେବ

ଭୁବନେଶ୍ୱର, ୨୪।୩(ବ୍ୟୁରୋ): କରୋନା ଭୂତାଣୁର ସମ୍ପ୍ରସାରଣ ରୋକିବା ପାଇଁ ରାଜ୍ୟ ସରକାର ଘରେ ନିଜକୁ ଆବନ୍ଧ ରଖିବା ଲାଗି ଲୋକଙ୍କୁ ନିବେଦନ କରିଛନ୍ତି। ଏ ନେଇ ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରଥମ ପର୍ଯ୍ୟାୟରେ ରାଜ୍ୟ ସରକାର...

କରୋନା ମୁକାବିଲା: ଆଜି ଓଡ଼ିଶାବାସୀଙ୍କୁ ସ୍ବତନ୍ତ୍ର ଉଦ୍‌ବୋଧନ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୪।୩(ବ୍ୟୁରୋ): କରୋନା (କୋଭିଡ-୧୯) ବିଶ୍ୱ ପାଇଁ ମହାମାରୀ ଭାବେ ଉଭା ହୋଇଛି। ୟୁରୋପୀୟ ଦେଶଗୁଡିକରେ କରୋନା ଭୂତାଣୁ ତାଣ୍ଡବ ରଚାଇଥିବାବେଳେ ଭାରତରେ ଏହା ଧୀରେ ଧୀରେ ପ୍ରବେଶ କରିବା ଆରମ୍ଭ କରିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର...

ଆଜି ସନ୍ଧ୍ୟା ସୁଦ୍ଧା ଏସ୍‌ସି,ଏସ୍‌ଟି ହଷ୍ଟେଲ ଛାତ୍ରୀଛାତ୍ରଙ୍କୁ ଘରେ ପହଞ୍ଚାଯିବ: ସୁବ୍ରତୋ ବାଗ୍‌ଚୀ

ଭୁବନେଶ୍ୱର, ୨୪।୩(ବ୍ୟୁରୋ): ରାଜ୍ୟର ସମସ୍ତ ଜିଲା ମଙ୍ଗଳବାର ମଧ୍ୟରାତ୍ରରୁ ମାର୍ଚ୍ଚ ୨୯ ଯାଏ ଲକ୍‌ଡାଉନ୍‌ ରହିବ। ମଙ୍ଗଳବାର ଏହି ସୂଚନା ଦେଇଛନ୍ତି କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ। ସମଗ୍ର ରାଜ୍ୟ ଲକ୍‌ଡାଉନ୍‌ ହେଉଥିବାରୁ...

କରୋନା ପ୍ରଭାବ: ଚଢ଼ା ଦର ନେଉଛନ୍ତି ବ୍ୟବସାୟୀ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ, ଦର ନିୟନ୍ତ୍ରଣ କରିବାକୁ ଦାବି

ଭୁବନେଶ୍ୱର, ୨୪।୩(ବ୍ୟୁରୋ): କରୋନାର ମୁକାବିଲା ପାଇଁ ରାଜ୍ୟ ସରକାର ସମଗ୍ର ରାଜ୍ୟକୁ ମଙ୍ଗଳବାର ମଧ୍ୟରାତ୍ରରୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ମହାମାରୀର କୌଣସି ପ୍ରତିକାର ନ ଥିବାରୁ ଲୋକମାନେ ନିଜର ତଥା ପରିବାର ବର୍ଗଙ୍କ ଜୀବନ ବଞ୍ଚାଇବା ପାଇଁ ପଦାକୁ...

ଗଣମାଧ୍ୟମ ନିରବଚ୍ଛିନ୍ନ ଖବର ପ୍ରକାଶ କରିବାକୁ ରାଜ୍ୟକୁ ପରାମର୍ଶ ଦେଲା କେନ୍ଦ୍ର

ଭୁବନେଶ୍ୱର, ୨୪।୩(ବ୍ୟୁରୋ): କରୋନା (କୋଭିଡ-୧୯)ର କରାଳ ପ୍ରକୋପ ସମଗ୍ର ବିଶ୍ୱକୁ ଗ୍ରାସ କରିସାରିଲାଣି। ଭାରତରେ ମଧ୍ୟ ଧୀରେ ଧୀରେ ଏହା ଭୟଙ୍କର ପରିସ୍ଥିତିକୁ ଗତି କରୁଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଏହି ମହାମାରୀର ମୁକାବିଲା କରିବା ପାଇଁ...

ସମ୍ପୂର୍ଣ୍ଣ ଓଡ଼ିଶା ଲକ୍‌ଡାଉନ୍‌; ଅପରାହ୍ନ ସାଢ଼େ ୪ଟାରେ ଗଣମାଧ୍ୟମ ଜରିଆରେ ଦିଆଯିବ ସୂଚନା

ଭୁବନେଶ୍ୱରା,୨୪।୩(ବ୍ୟୁରୋ): ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଏହି ରୋଗର ବ୍ୟାପକତାକୁ ଦେଖି ସମସ୍ତ ୩୦ ଜିଲା ଅର୍ଥାତ୍‌ ସମ୍ପୂର୍ଣ୍ଣ ଓଡ଼ିଶା ଲକ୍‌ଡାଉନ୍‌ ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ମଧ୍ୟରାତ୍ରରୁ ମାର୍ଚ୍ଚ ୨୯ ଯାଏ ଅବଶିଷ୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri