କୋଭିଡ-୧୯ ପାଣ୍ଠିକୁ ୩ ମାସର ଦରମା ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪।୩(ବ୍ୟୁରୋ): ନିର୍ଦ୍ଦିଷ୍ଟ ପରିସ୍ଥିତିରେ ଏକ ସ୍ବତନ୍ତ୍ର ସହାୟତାର ଆବଶ୍ୟକତା ରହିଛି। କରୋନା(କୋଭିଡ-୧୯) ବର୍ତ୍ତମାନ ସାରା ବିଶ୍ୱ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇ ଉଭା ହୋଇଛି। ଏହାର ମୁକାବିଲା କରିବା ପାଇଁ ଏଭଳି ପରିସ୍ଥିତିରେ ବ୍ୟାପକ ଜନସଚେତନତା ତିଆରି ଲାଗି ବ୍ୟାପକ...
ଘରୋଇ ଗାଡ଼ି ଚଳାଚଳ ଉପରେ ଲଗାମ୍: ବିନା ପାସ୍ରେ ଗଡ଼ିବନି ଗାଡ଼ି
ଭୁବନେଶ୍ୱର,୨୩ା୩ (ବ୍ୟୁରୋ)- ଜନତା କର୍ଫ୍ୟୁର ଗୋଟିଏ ଦିନ ପରେ ରାଜଧାନୀର ରାଜପଥରେ ଅନେକ ଯାନବାହନର ଭିଡ଼ ଦେଖିବାକୁ ମିଳିଥିଲା। ଯାଞ୍ଚ ସମୟରେ ପୋଲିସ ପାଇଁ ଏହା ସମସ୍ୟା ସୃଷ୍ଟି ହୋଇଥିଲା। ଏପରିକି ଭୁବନେଶ୍ୱରରେ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କର...
୧୦ ଭାଗ କର୍ମଚାରୀଙ୍କୁ ନେଇ ଚାଲିବ ଅଣଅତ୍ୟାବଶ୍ୟକ କାର୍ଯ୍ୟାଳୟ: ବିଭାଗୀୟ କାର୍ଯ୍ୟାଳୟ ଉପରେ ମଧ୍ୟ ଲାଗିଲା କଟକଣା
ଭୁବନେଶ୍ୱର,୨୩।୩(ବ୍ୟୁରୋ)- ସମସ୍ତ ଅଣ-ଅତ୍ୟାବଶକ (ନନ୍-ଏସେନ୍ସିଆଲ) କେନ୍ଦ୍ର ଯଥା ସରକାରୀ କାର୍ଯ୍ୟାଳୟ, ସାଧାରଣ ଉଦ୍ୟୋଗ, ବ୍ୟାଙ୍କ୍ ଓ ବୀମା କାର୍ଯ୍ୟାଳୟ ଆଦି ଶତକଡ଼ା ୧୦ ଭାଗ କର୍ମଚାରୀଙ୍କୁ ନେଇ ଚାଲିବ। ମହାମାରୀ ରୋଗ ଆଇନ୍-୧୮୯୭ର ଧାରା ୨ ଅନୁସାରେ ରାଜ୍ୟ ସରକାର...
କାଲିଠୁ ଚାଲିବନି ବସ୍:ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ କଟକଣା ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି
ଭୁବନେଶ୍ୱର,୨୩।୩(ବ୍ୟୁରୋ)- କରୋନା ଭୂତାଣୁ (କୋଭିଡ୍-୧୯)ର ସଂକ୍ରମଣ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଦିନରାତି ଲାଗିପଡ଼ିଛନ୍ତି। ପ୍ରତିଦିନ ଏ ଦିଗରେ କିଛି ନା କିଛି ପଦକ୍ଷେପ ନିଆଯାଉଛି। ଏହି ପରିପ୍ରେକ୍ଷୀରେ ସୋମବାର ଆଉ ଏକ ବଡ଼ କଟକଣା ଲଗାଇଛନ୍ତି ରାଜ୍ୟସରକାର।...
କାଲି ଦିନ୧୧ରୁ ବସ୍ ଚଳାଚଳ ବନ୍ଦ
ଭୁବନେଶ୍ୱର,୨୩।୩(ବ୍ୟୁରୋ): ଆନ୍ତଃ ରାଜ୍ୟ ବସ୍ ଚଳାଚଳ ବନ୍ଦ ପରେ ମଙ୍ଗଳବାରଠାରୁ ଆନ୍ତଃ ଜିଲା ବସ୍ ଚଳାଚଳ ବନ୍ଦ କରାଯାଇଛି। କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଦିନ୧୧ଟାରୁ ସାରା ରାଜ୍ୟରେ ବସ୍ ଚଳାଚଳ ବନ୍ଦ ରହିବାକୁ ନିଷ୍ପତ୍ତି ନିଆଯାଇଛି। ରାଜ୍ୟତମାମ...
ମଙ୍ଗଳବାରଠାରୁ ୧୪ ଜିଲା ଲକ୍ଡାଉନ୍
ଭୁବନେଶ୍ୱର,୨୩।୩(ବ୍ୟୁରୋ): ୧୪ ଜିଲାକୁ ସଂପ୍ରସାରଣ ହେଲା ଲକ୍ଡାଉନ୍। ରାଜ୍ୟ ସରକାର ପୂର୍ବରୁ ୫ ଜିଲାକୁ ଲକ୍ଡାଉନ୍ କରିଥିବା ବେଳେ ସୋମବାର ଆଉ ୯ଟି ଜିଲାକୁ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏହି ଜିଲାଗୁଡ଼ିକ ହେଲା ପୁରୀ, ନୟାଗଡ଼, ଜଗତ୍ସିଂହପୁର, ଯାଜପୁର, ଭଦ୍ରକ,...
କରୋନା ସଚେତନତା: ପାନୀୟ ଜଳ ଯୋଗାଣ, ସଫେଇ କର୍ମଚାରୀଙ୍କୁ ୬ ମାସ ଆନ୍ଦୋଳନ ମନା
ଭୁବନେଶ୍ୱର, ୨୩।୩(ବ୍ୟୁରୋ): କରୋନା (କୋଭିଡ-୧୯)ର ଭୟାବହତା ସମଗ୍ର ବିଶ୍ୱକୁ ଥରହର କରିଛି। ରାଜ୍ୟ ସରକାର ଏହି ମହାମାରୀକୁ ପ୍ରତିହତ କରିବା ପାଇଁ ଅନେକ ପଦକ୍ଷେପ ନେଇଛନ୍ତି। ୫ ଜିଲା ଓ ୮ସହରକୁ ମାର୍ଚ୍ଚ ୨୨ରୁ ୨୯ ତାରିଖ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ...
ଲକ୍ଡାଉନ୍ ସମୟରେ ୬ଟି ରୁଟ୍ରେ ଚାଲିବ ମୋ ବସ୍
ଭୁବନେଶ୍ୱର(ସାହାରା ଟାଇମ୍ସ): କରୋନା ଭୂତାଣୁ ସଂକ୍ରମଣ ରୋକିବା ନେଇ ସରକାର ମାର୍ଚ୍ଚ ୨୨ରୁ ୨୯ ତାରିଖ ଯାଏ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ‘ମୋ ବସ୍’ ସେବା ଜାରି ରହିବ ବୋଲି କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ...
ଲକ୍ଡାଉନ୍ର ଦ୍ୱିିତୀୟ ଦିନ: ବିଭିନ୍ନ ଛକରେ ଲୋକଙ୍କ ଭିଡ଼, ଜଗିଛି ପୋଲିସ
ଭୁବନେଶ୍ୱର, ୨୩।୩(ବ୍ୟୁରୋ): ରାଜ୍ୟରେ ଲକ୍ଡାଉନ୍ର ସୋମବାର ହେଉଛି ଦ୍ୱିିତୀୟ ଦିନ। ଲକ୍ଡାଉନ୍କୁ କଡ଼ାକଡ଼ି ଭାବେ ପାଳନ କରିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଥିବା ବେଳେ ସୋମବାର ଟ୍ବିନ୍ ସିଟି ସମେତ ବିଭିନ୍ନ ଜିଲାର ଛକମାନଙ୍କରେ ପୋଲିସ ଜଗି ରହିଛି। ତେବେ...
ହାଇକୋର୍ଟଙ୍କ ସର୍କୁଲାର: ଲକ୍ଡାଉନ୍ ଅଞ୍ଚଳରେ ପ୍ରତ୍ୟେକ ଦିନ ୧ ଘଣ୍ଟା ଖୋଲା ରହିବ ନିମ୍ନ କୋର୍ଟ
କଟକ ଅଫିସ,୨୩।୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ୫ ଜିଲା ଏବଂ ୮ ପୌରାଞ୍ଚଳରେ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ହାଇକୋର୍ଟଙ୍କ ପକ୍ଷରୁ ଅଧୀନସ୍ଥ କୋର୍ଟଗୁଡିକ ପାଇଁ ସୋମବାର ନୂତନ ନିର୍ଦ୍ଦେଶନାମା ଜାରି...
ଲୋକସେବା ଭବନରେ କରୋନା କଟକଣା: କମିଲା କର୍ମଚାରୀଙ୍କ ସଂଖ୍ୟା
ଭୁବନେଶ୍ୱର,୨୩।୩(ବ୍ୟୁରୋ): କରୋନା ଭାଇରସ୍ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଚାଲିଥିବା ବେଳେ ଭାରତରେ ମଧ୍ୟ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ଏହି ଘାତକ ଭୂତାଣୁର ଦମନ ପାଇଁ ଏପର୍ଯ୍ୟନ୍ତ କୌଣସି ଔଷଧ ବାହାରିନାହିଁ। ତେଣୁ ସଚେତନତା ଏବଂ ସତର୍କତା...
କରୋନା ପାଇଁ ହାଇକୋର୍ଟଙ୍କ କଟକଣା: ୩୧ ପର୍ଯ୍ୟନ୍ତ କୌଣସି ମାମଲା ତାଲିକାଭୁକ୍ତ ହେବ ନାହିଁ, କୋର୍ଟରେ ନିୟୋଜିତ ରହିବେ ଡାକ୍ତର
କଟକ ଅଫିସ, ୨୩।୩: କରୋନା ମୁକାବିଲା ନେଇ ହାଇକୋର୍ଟରେ ବିଚାର ସମ୍ପର୍କିତ ନିର୍ଦ୍ଦେଶନାମା ଜାରି କରାଯାଇଛି। ୨୩ ତାରିଖ ପାଇଁ ତାଲିକାଭୁକ୍ତ ମାମଲାର ଶୁଣାଣି ସ୍ଥଗିତ ରହିବ। ଆସନ୍ତ ୩୧ ତାରିଖ ପର୍ଯ୍ୟନ୍ତ ଆଉ କୌଣସି ମାମଲା ତାଲିକାଭୁକ୍ତ ହେବ...
Archives


