ମେଟ୍ରୋ

ରାଉରକେଲା ଆଇଜିଏଚରେ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟିତ

ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଉରକେଲା ଆଇଜିଏଚରେ ଶୁକ୍ରବାର ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟିତ ହୋଇଛି। ଭିଡିଓ କନଫରେନ୍ସସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରିଛନ୍ତି। ରାଉରକେଲା ରାଜ୍ୟର ୩ୟ ଓ ପଶ୍ଚିମ ଓଡ଼ିଶାର ପ୍ରଥମ ପ୍ଲାଜମା ବ୍ୟାଙ୍କ। ପୂର୍ବରୁ କଟକ ଏସସିବି ଓ ଭୁବନେଶ୍ୱର…

ସନ୍ଧ୍ୟା ୬ଟାରେ ଜଣାପଡ଼ିବ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ଆଜି ସନ୍ଧ୍ୟା ସାଢ଼େ ୬ଟାରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଜରୁରୀ ପ୍ରେସ୍‌ମିଟ୍‌ ରହିଛି। ଏହି ଅବସରରେ ଅନ୍‌ଲକ୍‌-୩ ସମ୍ପର୍କରେ କହିପାରନ୍ତି। ପୂର୍ବରୁ ୨୯ ତାରିଖରେ କେନ୍ଦ୍ର ସରକାର ଏନେଇ ଗାଇଡ୍‌ଲାଇନ୍‌ ଜାରି କରିସାରିଛନ୍ତି। ୪ଟି ଜିଲା ଓ…

ଆଜି ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୭୭କୁ ବୃଦ୍ଧି

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଶୁକବ୍ରାର ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୭୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମରୁ…

CORONAVIRUS UPDATE: ରାଜ୍ୟରେ ୩୧ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୧୪୯୯ ଚିହ୍ନଟ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଶୁକବ୍ରାର ଆଉ ୧୪୯୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୧,୮୭୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କ୍ୱାରାଣ୍ଟାଇନ୍‌ରୁ ୯୧୪ ଜଣ ଚିହ୍ନଟ ହୋଇଥିବା ବେଳେ…

‘ରାଜ୍ୟ ସରକାର ଜିମ୍‌ ଖୋଲିବାକୁ ଅନୁମତି ଦିଅନ୍ତୁ’

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଆସନ୍ତା ୫ ତାରିଖରୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ବାହାରେ ଥିବା ଜିମ୍‌ ଓ ଯୋଗ ଅନୁଷ୍ଠାନଗୁଡ଼ିକୁ ଗାଇଡ୍‌ଲାଇନ୍‌ ଅନୁଯାୟୀ ଖୋଲିବାକୁ କେନ୍ଦ୍ର ସରକାର ଅନୁମତି ଦେଇଛନ୍ତି। ବୁଧବାର ଅନ୍‌ଲକ୍‌-୩ରେ ଏ ସମ୍ପର୍କରେ ଘୋଷଣା କରାଯାଇଛି। ଏଭଳିସ୍ଥଳେ ଓଡ଼ିଶା ସରକାର ମଧ୍ୟ କଣ୍ଟେନମେଣ୍ଟ…

କରୋନା ବ୍ୟାପିବା ଘଟଣା: ଜେଲ ବିଭାଗକୁ ଓଏଚ୍‌ଆର୍‌ସିଙ୍କ ନୋଟିସ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜେଲ୍‌ରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ନିକଟରେ ବ୍ରହ୍ମପୁର ଜେଲ୍‌ରେ ୩୩ କଏଦୀ ଓ ଜେଲରଙ୍କ ସମେତ ୧୦ଜଣ କର୍ମଚାରୀ ପଜିଟିଭ୍‌ ଚିହ୍ନଟ ହେବା ପରେ କଏଦୀଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି। ଏ ସଂକ୍ରାନ୍ତ ଏକ…

୨୪୧ ପିଜି ଡାକ୍ତରଙ୍କୁ କୋଭିଡ୍‌ ଦାୟିତ୍ୱ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ପରିଚାଳନା ପାଇଁ ୩୦ ଜିଲାରେ ୨୪୧ ପିଜି ଡାକ୍ତରଙ୍କୁ ଦାୟିତ୍ୱ ଦିଆଯାଇଛି। ଏନେଇ ଗୁରୁବାର ରାଜ୍ୟ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ପ୍ରକାଶ ପାଇଛି। ଏହି ପିଜି ଡାକ୍ତରମାନେ ମୁଖ୍ୟତଃ ଏସ୍‌ସିବି, ଭିମ୍‌ସାର ଓ…

ସାଇବର ସେଲ୍‌ ଖୋଲିଲା ପୂର୍ବତଟ ରେଳପଥ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ସାଇବର ଅପରାଧ ରୋକିବା ଲାଗି ପୂର୍ବତଟ ରେଳପଥର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ପକ୍ଷରୁ ଏକ ସାଇବର ସେଲ୍‌ ପ୍ରତିଷ୍ଠା କରାଯାଇଛି। ଭୁବନେଶ୍ୱରସ୍ଥିତ ମୁଖ୍ୟାଳୟଠାରେ ଗୁରୁବାର ଏହି ସାଇବର ସେଲ୍‌କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକ ବିଦ୍ୟାଭୂଷଣ ଉଦ୍‌ଘାଟନ କରିଥିଲେ। ଡିଜିଟାଲ…

ରାଜ୍ୟରେ ମରୁଡ଼ିର ପଦଧ୍ୱନି

ଭୁବନେଶ୍ୱର,୩୧। ୭(ବ୍ୟୁରୋ): ରାଜ୍ୟରେ ମୌସୁମୀ ଦାଉ ସାଧିଲାଣି। ଗତ ଦୁଇ ସପ୍ତାହରୁ ଊର୍ଦ୍ଧ୍ୱ ହେବ ବର୍ଷାର ନାଁ ଗନ୍ଧ ନାହିଁ। କେଉଁଠି କେମିତି କାଁ ଭାଁ ବର୍ଷା ହେଉଥିବା ବେଳେ ରାଜ୍ୟର ଅଧା ଜିଲାରେ ଏବେ ମରୁଡି ପରିସ୍ଥିତି ସୃଷ୍ଟି ହୋଇଛି।…

ଓଇଆର୍‌ସି ମୁହାଁଇବ କୁଆଡ଼େ

ଭୁବନେଶ୍ୱର,୩୧ା୭(ବ୍ୟୁରୋ):ରାଜ୍ୟବାସୀଙ୍କୁ ଉନ୍ନତମାନର ବିଦ୍ୟୁତ୍‌ ସେବା ଯୋଗାଇ ଦେବାକୁ ରାଜ୍ୟ ସରକାର ବିଦ୍ୟୁତ୍‌ ବ୍ୟବସ୍ଥାକୁ ଘରୋଇକରଣ କରିଛନ୍ତି। ଗତ ଶତାବ୍ଦୀର ୮୦ ଦଶନ୍ଧିରୁ ଆରମ୍ଭ ହୋଇଥିବା ଏହି ପ୍ରୟାସ ବାରମ୍ବାର ଗୋଟିଏ ପ୍ରକାର ଫଳ ଦର୍ଶାଉଛି। କରଦାତାଙ୍କ ଅର୍ଥରେ ସୃଷ୍ଟି ହୋଇଥିବା ବିରାଟକାୟ…

କାଲିଠାରୁ ଖୋଲିବ ୟୁନିଟ୍‌ ୪ ମାର୍କେଟ

ଭୁବନେଶ୍ୱର, ୩୦ା୭(ବ୍ୟୁରୋ):ୟୁନିଟ୍‌ ୪ ମାର୍କେଟ୍‌ରୁ ଗୁରୁବାର କଣ୍ଟେନ୍‌ମେଣ୍ଟ କଟକଣା ହଟିଛି। ମାର୍କେଟ୍‌ରେ ମାଛଗଦି ସହ କିଛି ବ୍ୟାବସାୟୀଙ୍କଠାରୁ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ବିଏମ୍‌ସି ଗତ ୧୬ ତାରିଖରେ ମାର୍କେଟକୁ ସିଲ୍‌ କରିଥିଲା। ମାର୍କେଟ୍‌ ସିଲ୍‌ କରିବା ସହ ବ୍ୟବସାୟୀଙ୍କର…

କ୍ୟାପିଟାଲ ଥାନାର ୬ କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର, ୩୦ା୭(ବ୍ୟୁରୋ):ଭୁବନେଶ୍ୱରରେ ଏବେ ରାଜ୍ୟର କରୋନା ହବ୍‌ ପାଲଟିଛି। ଏଥିରୁ କରୋନା ଯୋଦ୍ଧା ମଧ୍ୟ ବାଦ ପଡ଼ିନାହଁାନ୍ତି। ଗୁରୁବାର ଗୋଟିଏ ଦିନରେ କ୍ୟାପିଟାଲ ଥାନାର ୬ ଜଣ କର୍ମଚାରୀଙ୍କ ରିପୋର୍ଟ ପଜିଟିଭ ଆସିଛି। ସମସ୍ତ କର୍ମଚାରୀମାନେ ନିୟମିତ ଥାନାକୁ ଆସୁଥିବାବେଳେ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?