ମେଟ୍ରୋ

ସଂକ୍ରମଣ ବ୍ୟାପିଲେ ସମ୍ଭାଳି ହେବନାହିଁ: ଏଥିଲାଗି ଜନତା କର୍ଫ୍ୟୁ ଗୋଟିଏ ଦିନ, ଲକ୍‌ଡାଉନ୍‌ ସାତ ଦିନ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ଜନତା କର୍ଫ୍ୟୁ’ ପାଇଁ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ରବିବାରଠାରୁ ଲକ୍‌ଡାଉନ୍‌ ପାଇଁ ଘୋଷଣା କରିଛନ୍ତି। ଉଭୟଙ୍କ ମଧ୍ୟରେ ତଫାତ ରହିଛି। ଜନତା କର୍ଫ୍ୟୁ ଗୋଟିଏ ଦିନ ପାଇଁ ଚାଲିବାକୁ...

କରୋନାକୁ ନକ୍‌ ଡାଉନ୍‌ ପାଇଁ ଲକ୍‌ ଡାଉନ୍‌: ବାଗ୍‌ଚୀ

ଭୁବନେଶ୍ୱର,୨୧।୩(ବ୍ୟୁରୋ): କରୋନା ସହ ଦୀର୍ଘ ୬ ମାସର ଯୁଦ୍ଧ। ଆହୁରି ୧୭୨ ଦିନ ବାକି। କରୋନା ଭାଇରସ୍‌କୁ ନକ୍‌ ଡାଉନ୍‌ ପାଇଁ ଲକ୍‌ ଡାଉନ୍‌ କରିବା ଲାଗି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାଦ୍ୱାରା ରାଜ୍ୟର ୪୦% ଜନସଂଖ୍ୟା ପ୍ରଭାବିତ ହେବେ।...

ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ; କଟକଣା ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ସାଢ଼େ ୪ କୋଟି ଓଡ଼ିଆ ମୋ ପରିବାର। ପ୍ରତିଟି ଓଡ଼ିଶାବାସୀଙ୍କ ଜୀବନ ମୋ ପାଇଁ ମୂଲ୍ୟବାନ। ସେମାନଙ୍କର ସୁରକ୍ଷା ମୋର ବଡ଼ ଦାୟିତ୍ୱ। ରାଜ୍ୟ ସରକାରଙ୍କ ପକ୍ଷରୁ କରୋନା ମୁକାବିଲା ନେଇ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏଥିରେ...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ମାର୍ଚ୍ଚ ୨୨ରୁ ୨୯ ଯାଏ ୫ ଜିଲା ସମ୍ପୂର୍ଣ୍ଣ ‘ଲକ୍‌ଡାଉନ୍‌’

ଭୁବନେଶ୍ୱର, ୨୧।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ପ୍ରତିକାରମୂଳକ ବ୍ୟବସ୍ଥା ସ୍ବରୂପ ମାର୍ଚ୍ଚ ୨୨ରୁ ୨୯ତାରିଖ ପର୍ଯ୍ୟନ୍ତ ୫ଟି ଜିଲାକୁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ଜିଲାଗୁଡିକ ହେଲା ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡ଼ା ଓ ଅନୁଗୋଳ।...

ରବିବାରଠାରୁ ରାଜଧାନୀ, କଟକର ସମସ୍ତ ପାର୍କ ବନ୍ଦ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ରାଜଧାନୀ ସମେତ କଟକର ସମସ୍ତ ପାର୍କ ବନ୍ଦ ରହିବ। ସରକାରୀ ଓ ଘରୋଇ ମାଲିକାନାରେ ଥିବା ସମସ୍ତ ପାର୍କ ରବିବାରଠାରୁ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। କରୋନା ମୁକାବିଲା ନେଇ ପାର୍କଗୁଡ଼ିକୁ ବିଏମ୍‌ସି ବନ୍ଦ କରିଛି। ସେହିଭଳି...

ରାଜଧାନୀରେ କୁଆପଥର ବର୍ଷା

ଭୁବନେଶ୍ୱର,୨୧।୩(ବ୍ୟୁରୋ): ରାଜଧାନୀରେ କୁଆପଥର ବର୍ଷା। ଶନିବାର ଅପରାହ୍ନ ୧ଟା ପରଠାରୁ ପ୍ରବଳ ବର୍ଷା ସହ କୁଆପଥର ପଡ଼ୁଥିବା ଦେଖିବାକୁ ମିଳିଛି। ପାଗରେ ହଠାତ୍‌ ପରିବର୍ତ୍ତନ ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ପ୍ରକାଶ ଯେ, ରାଜ୍ୟର ୫ ଜିଲାରେ ଶନିବାର ବର୍ଷା...

୫ ଜିଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା: ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ରାଜ୍ୟର ୫ ଜିଲାରେ ଶନିବାର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଖୋର୍ଦ୍ଧା, କଟକ, ଯାଜପୁର, ପୁରୀ ଓ ଜଗତ୍‌ସିଂହପୁର ଆଦି ଜିଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ତେବେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟ...

୨.୧୧% ସୁଧ ହାରରେ ଟଙ୍କା ଫେରିଲା, ବାକି କୁଆଡ଼େ ଗଲା

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ରାଜ୍ୟ ସରକାର କିଛି ଅଧିକା ସୁଧ ଆଶାରେ ଶ୍ରୀମନ୍ଦିର ଜମା ଅର୍ଥକୁ ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ ନ ରଖି ୟେସ୍‌ ବ୍ୟାଙ୍କ ଭଳି ଘରୋଇ ବ୍ୟାଙ୍କରେ ରଖିଥିଲେ। ଘରୋଇ ବ୍ୟାଙ୍କରେ ଟଙ୍କା ରଖିବା ସମୟରେ ୮ ପ୍ରତିଶତ ସୁଧ ମିଳିବ...

‘ଜନତା କର୍ଫ୍ୟୁ’କରୋନା କବଳରୁ ଦେଶ ଓ ରାଜ୍ୟକୁ ସୁରକ୍ଷିତ ରଖିବ

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ସାରା ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରିଛି। ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନାକୁ ବିଶ୍ୱ ମହାମାରୀଭାବେ ଘୋଷଣା କରାଯାଇଥିବା ବେଳେ ରାଷ୍ଟ୍ରୀୟ ଏବଂ ରାଜ୍ୟ ବିପର୍ଯ୍ୟୟ ଭାବେ ଘୋଷଣା କରାଯାଇଛି। ଏହି ମହାମାରୀର...

ରାଜ୍ୟ ସଭାରେ ଏକାଧିକ ଦାବି ଉଠାଇଲେ ସସ୍ମିତ

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ବ୍ରହ୍ମପୁର ରାଜ୍ୟର ଏକ ପ୍ରମୁଖ ସହର। ହେଲେ ଏଠାରେ ଆକାଶମାର୍ଗରେ ଯୋଗାଯୋଗ ବ୍ୟବସ୍ଥା ନାହିଁ। ଏହି ଆବଶ୍ୟକତାକୁ ପୂରଣ କରିବା ପାଇଁ ଉତ୍ତର ପ୍ରଦେଶର ଆଲ୍ଲାହାବାଦ(ପ୍ରୟାଗରାଜ) ପରି ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍‌ରେ ଏକ ବିମାନବନ୍ଦର ନିର୍ମାଣ କରାଯାଉ। କେନ୍ଦ୍ର ପକ୍ଷରୁ...

କରୋନା ସକାଶେ ଆଜି ସବୁ ପୌରାଞ୍ଚଳ ଓ୍ବାର୍ଡରେ ବୈଠକ

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ସହରାଞ୍ଚଳ ଲୋକଙ୍କୁ କରୋନା ସଂକ୍ରାନ୍ତରେ ସଚେତନ କରିବା ପାଇଁ ଶନିବାର ସବୁ ପୌରାଞ୍ଚଳର ପ୍ରତ୍ୟେକ ଓ୍ବାର୍ଡରେ ବୈଠକ ଅନୁଷ୍ଠିତ ହେବ। ଏ ସଂକ୍ରାନ୍ତରେ ରାଜ୍ୟ ସରକାର ସମସ୍ତ ମହାନଗର ନିଗମ ଏବଂ ପୌରସଂସ୍ଥାଗୁଡିକୁ ଶୁକ୍ରବାର ଚିଠି ଲେଖିଛନ୍ତି। ଏ...

ବନ୍ଦ ହେଲା ରାଜ୍ୟର ସମସ୍ତ ପୋଲିସ ପ୍ରଶିକ୍ଷଣ କେନ୍ଦ୍ର

ଭୁବନେଶ୍ୱର,୨୧ା୩(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀରୁ ରକ୍ଷା ପାଇବା ପାଇଁ ସରକାର ଏବଂ ପୋଲିସ ପକ୍ଷରୁ ବିିଭିନ୍ନ ସ୍ଥାନରେ କଟକଣା ଜାରି କରାଯାଇଥିଲା କିନ୍ତୁ ରାଜ୍ୟରେ ଥିବା ପୋଲିସ ପ୍ରଶିକ୍ଷଣ ଶିବିରଗୁଡ଼ିକ ଖୋଲା ରହିଥିଲା। ପ୍ରଶିକ୍ଷଣ ଶିବିରଗୁଡିକରେ ଏକା ସାଙ୍ଗରେ ୩୦୦ରୁ ୫୦୦...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri