ସିଲ୍ ହେଲା ବିଶାଲ ମେଗା ମାର୍ଟ
ଭୁବନେଶ୍ୱର,୨୧ା୩(ବ୍ୟୁରୋ): କରୋନାକୁ ନେଇ ଏବେ ସବୁଠି ଆତଙ୍କର ବାତାବରଣ। ସଂକ୍ରମଣ ଏଡ଼ାଇବା ପାଇଁ ସରକାର ଓ ବିଭିନ୍ନ ବିଭାଗ ଆଡଭଇଜରି ଜାରି କରି କଟକଣା ଲଗାଇଥିବାବେଳେ ଭୁବନେଶ୍ୱର ମହାନଗର ନିଗମ ସମସ୍ତ ମଲ୍କୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ...
କରୋନା ଆକ୍ରାନ୍ତଙ୍କ ତଥ୍ୟ ଲୁଚାଇଥିଲେ ଏମ୍ସ ଡାକ୍ତର
ଭୁବନେଶ୍ୱର, ୨୧ା୩(ବ୍ୟୁରୋ): ରାଜ୍ୟରେ ଦ୍ୱିତୀୟ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସେ ଏବେ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଛନ୍ତି। ତେବେ ଆକ୍ରାନ୍ତ ୧୯ବର୍ଷୀୟ ଯୁବକଙ୍କ ବିଷୟରେ ତଥ୍ୟ ଲୁଚାଯାଇଥିବା ଭୁବନେଶ୍ୱର ଏମ୍ସ ରେସିଡେଣ୍ଟ ଡାକ୍ତରୀ ସଂଘ ଅଭିଯୋଗ ଆଣିଛି। ଏନେଇ...
ରେଷ୍ଟୁରାଣ୍ଟ, ବାର୍, କଫି ଶପ୍ ବନ୍ଦ
ଭୁବନେଶ୍ୱର, ୨୧ା୩ (ବ୍ୟୁରୋ): କରୋନା (କୋଭିଡ୍-୧୯)ର କରାଳ ସଂକ୍ରମଣ ସମଗ୍ର ବିଶ୍ୱକୁ ଗ୍ରାସ କରି ଚାଲିଛି। ରାଜ୍ୟରେ ଶପିଂମଲଠାରୁ ଆରମ୍ଭ କରି ସନେମା ହଲ, ପାର୍କ, ସଭା ସମିତି, ସାମାଜିକ ମିଳାମିଶା ଇତ୍ୟାଦିକୁ ବନ୍ଦ କରି ସାରିବା ପରେ ଏବେ...
ବନ୍ଦ ହେଲା ଭିନ୍ନକ୍ଷମ ଶିକ୍ଷାନୁଷ୍ଠାନ
ଭୁବନେଶ୍ୱର,୨୧ା୩(ବ୍ୟୁରୋ): କରୋନା (କୋଭିଡ-୧୯) ଭୂତାଣୁ ସଂକ୍ରମଣ ବଢ଼ି ଚାଲିଥିବା ବେଳେ ଏହାର ଭୟାବହତାକୁ ଦୃଷ୍ଟିରେ ରଖି ଭିନ୍ନକ୍ଷମ ଛାତ୍ରୀଛାତ୍ରଙ୍କ ପାଇଁ ଉଦ୍ଦିଷ୍ଟ ସ୍ବତନ୍ତ୍ର ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ କରିଦିଆଯାଇଛି। ଏଥିସହ ଭିନ୍ନକ୍ଷମଙ୍କ ପାଇଁ କାର୍ଯ୍ୟକରୁଥିବା ବିଭିନ୍ନ ଥେରାପି ସେଣ୍ଟରର ଛାତ୍ରାବାସ ଓ...
ଭିତ୍ତିଭୂମି ସୁଦୃଢ଼ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦାବି
ଭୁବନେଶ୍ୱର,୨୧ା୩(ବ୍ୟୁରୋ): ଓଡ଼ିଶାରେ ୨ ଜଣଙ୍କ ଶରୀରରେ କରୋନା ପଜିଟିଭ୍ ଥିବା ଜଣାପଡିଲାଣି। ପ୍ରତିଦିନ ନମୁନା ପରୀକ୍ଷା କରାଯାଉଛି। ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। ତେଣୁ ଏହାର ମୁକାବିଲା ପାଇଁ ଆବଶ୍ୟକ କେତେକ ମୌଳିକ ପ୍ରସଙ୍ଗ ଉପରେ...
ଟୁଇନ୍ ସିଟିରେ ଯୁଗ୍ମ-ଅଯୁଗ୍ମ ଫର୍ମୁଲା: ଆଜି ଗଡ଼ିିଲା ଅଯୁଗ୍ମ ନମ୍ବର, ବସ୍-ଟ୍ରକ୍ ପାଇଁ ଲାଗୁ ହେବନି ଏହି ନିୟମ
ଭୁବନେଶ୍ୱର, ୨୧ା୩(ବ୍ୟୁରୋ): ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଶନିବାରଠାରୁ ଟୁଇନ୍ ସିଟି କଟକ ଓ ଭୁବନେଶ୍ୱରରେ ଦିଲ୍ଲୀ ଭଳି ଯୁଗ୍ମ-ଅଯୁଗ୍ମ ଫର୍ମୁଲା ଲାଗୁ ହୋଇଛି। ନିୟମ ଅନୁସାରେ ଶନିବାର ୨୧ ତାରିଖ ଅର୍ଥାତ୍ ଅଯୁଗ୍ମ ତାରିଖ ଥିବାରୁ ଆଜି କେବଳ...
୨୨ରେ ବସ୍ ଚାଲିବନି
ଭୁବନେଶ୍ୱର,୨୧ା୩(ବ୍ୟୁରୋ): କରୋନା(କୋଭିଡ-୧୯)ର ଭୟାବହତାକୁ ଦେଖି ଆସନ୍ତା ୨୨ ତାରିଖରେ ସମଗ୍ର ଦେଶରେ ଜନତା କର୍ଫୁ ପାଳନ କରିବାକୁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଏହି ଘୋଷଣାକୁ ସମର୍ଥନ ଜଣାଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର...
ଏଟିଏମ୍, ଶାଖାରେ ଟଙ୍କାର ଅଭାବ ରଖନାହିଁ
ଭୁବନେଶ୍ୱର, ୨୧ା୩(ବ୍ୟୁରୋ): କରୋନା କଟକଣା ପରିପ୍ରେକ୍ଷୀରେ ରାଜ୍ୟର ସମସ୍ତ ବ୍ୟାଙ୍କକୁ ଶୁକ୍ରବାର ଅର୍ଥ ବିଭାଗ ପକ୍ଷରୁ କେତେକ ପରାମର୍ଶ ଦିଆଯାଇଛି। ବର୍ତ୍ତମାନ ସ୍ଥିତିରେ ବ୍ୟାଙ୍କଗୁଡିକ ପର୍ଯ୍ୟାପ୍ତ ପରିମାଣର ଟଙ୍କା ବ୍ୟାଙ୍କ ଶାଖା ସମେତ ଏଟିଏମ୍ଗୁଡ଼ିକରେ ମହଜୁଦ ରଖିବାକୁ କୁହାଯାଇଛି। ବ୍ୟାଙ୍କ...
ଏକତ୍ର ହେବେ ନାହିଁ ୭ରୁ ଅଧିକ ଲୋକ
ଭୁବନେଶ୍ୱର, ୨୧ା୩ (ବ୍ୟୁରୋ): କରୋନା ଭୂତାଣୁ (କୋଭିଡ୍-୧୯) ମୁକାବିଲା ପାଇଁ ରାଜ୍ୟ ସରକାର ତତ୍ପର ହୋଇପଡ଼ିଛନ୍ତି। ପ୍ରତିଦିନ ବିଭିନ୍ନ ଆଡ଼ଭାଇଜରି ଜାରି ସହ ସଚେତନତା ଓ ସତର୍କତାମୂଳକ ପଦକ୍ଷେପ ନିଆଯାଉଛି। ସ୍ଥିତି ଉପରେ କଡ଼ା ନଜର ରଖାଯାଇଥିବାବେଳେ ଶୁକ୍ରବାର ଆଉଏକ...
୨୦୨୧ ଜନଗଣନା,ଏନ୍ପିଆର ସ୍ଥଗିତ ରହୁ
ଭୁବନେଶ୍ୱର,୨୧ା୩ (ବ୍ୟୁରୋ): ୨୦୨୧ ଜନଗଣନା ଓ ନ୍ୟାଶନାଲ ପପୁଲେଶନ ରେଜିଷ୍ଟ୍ରାର(ଏନ୍ପିଆର) ଅପ୍ଡେଟ ପ୍ରକ୍ରିୟା ସ୍ଥଗିତ ରଖିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁକ୍ରବାର ଚିଠି ଲେଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ଯେ,...
ଐତିହ୍ୟ ସ୍ଥଳ ନିକଟରେ ବେଆଇନ ନିର୍ମାଣ
ପୁରୁଣା ଭୁବନେଶ୍ୱର,୨୧ା୩ (ଡି.ଏନ.ଏ.): ରାଜଧାନୀକୁ ସରସ ସୁନ୍ଦର ରୂପେ ଗଢି ତୋଳିବାର ଦାୟିତ୍ୱ ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେଶନ(ବିଏମସି) ଓ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ଙ୍କର ରହିଛି। ଭୁବନେଶ୍ୱରର ବଢୁଥିବା ଜନସଂଖ୍ୟାକୁ ନଜରରେ ରଖି ନୀତିନିୟମ ଓ କଟକଣା ଅନୁଯାୟୀ ଗୃହ...
ଅନ୍ ଲାଇନ୍ କାରବାର ପାଇଁ ଇପିଏଫ୍ ଉପଭୋକ୍ତାଙ୍କୁ ପରାମର୍ଶ
ଭୁବନେଶ୍ୱର,୨୧ା୩ (ବ୍ୟୁରୋ): ଇପିଏଫ୍ଓ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ଉପଭୋକ୍ତାଙ୍କୁ ଅନ୍ ଲାଇନ୍ ଜରିଆରେ କାର୍ଯ୍ୟ ସମ୍ପାଦନ କରିବା ପାଇଁ ନିବେଦନ କରାଯାଇଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ କୋଭିଡ୍-୧୯ ସଂକ୍ରମଣକୁ ରୋକିବା ପାଇଁ କର୍ମଚାରୀ ଭବିଷ୍ୟନିଧି ସଙ୍ଗଠନ...
Archives


