ବିଦେଶୀ ପର୍ଯ୍ୟଟକଙ୍କୁ ଉଦ୍ଧାର କଲା ବିଏମ୍ସି
ଭୁବନେଶ୍ୱର,୨୦ା୩(ବ୍ୟୁରୋ): ନୟାପଲ୍ଲୀ ଥାନା ଅଞ୍ଚଳର ରିଚି ରେଜେନ୍ସିରେ ଥିବା ଜଣେ ବିଦେଶୀ ପର୍ଯ୍ୟଟକଙ୍କୁ ଉଦ୍ଧାର କରି ଯାତ୍ରୀ ନିବାସକୁ ପଠାଇଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)। ତାଙ୍କ ନାମ ପିଟର୍ ଏବଂ ସେ ଚେକ୍ ରିପବ୍ଲିକ୍ର ନାଗରିକ ହୋଇଥିବାବେଳେ ଗତ...
ଶ୍ରୀମନ୍ଦିର ଟଙ୍କା ଫେରିବା ପ୍ରସଙ୍ଗ: ପ୍ରଧାନମନ୍ତ୍ରୀ, ଅର୍ଥମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲା ରାଜ୍ୟ ଭାଜପା
ଭୁବନେଶ୍ୱର,୨୦ା୩(ବ୍ୟୁରୋ): ଶ୍ରୀମନ୍ଦିର ଜମା ଅର୍ଥକୁ ରାଜ୍ୟ ସରକାର ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ ନ ରଖି ୟେସ୍ ବ୍ୟାଙ୍କ ଭଳି ଏକ ଘରୋଇ ବ୍ୟାଙ୍କରେ ରଖିଥିଲେ। ଶ୍ରୀମନ୍ଦିରର ୫୪୫ କୋଟି ଟଙ୍କା ୟେସ୍ ବ୍ୟାଙ୍କରେ ରହିଥିଲା। ୟେସ୍ ବ୍ୟାଙ୍କ ସ୍ଥିତି ଖରାପ ହେବା...
ଜରୁରୀ ନ ଥିଲେ ବସ୍ ଯାତ୍ରା ନ କରିବାକୁ ପରାମର୍ଶ
ଭୁବନେଶ୍ୱର,୨୦।୩(ବ୍ୟୁରୋ): ସମ୍ପ୍ରତି ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଛି। ଓଡ଼ିଶାରେ ମଧ୍ୟ ଜଣେ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇ ଚିକିତ୍ସାଧୀନ ଅଛନ୍ତି। ଏହି ପରିପ୍ରେକ୍ଷୀରେ ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଜରୁରୀ ନ ଥିଲେ ମୋ’ ବସ୍ରେ ଯାତ୍ରା...
୪ ଗେମ୍ ଜୋନ୍, ୧ ଗେଷ୍ଟ ହାଉସ୍ ସିଲ୍
ଭୁବନେଶ୍ୱର,୨୦।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଏବଂ ଭୁବନେଶ୍ୱର ଡେଭଲପ୍ମେଣ୍ଟ ଅଥରିଟି (ବିଡିଏ)ର ମିଳିତ ଉଦ୍ୟମରେ ରାଜଧାନୀରେ ନିୟମିତ ଯାଞ୍ଚ କରାଯାଉଛି। ଗୁରୁବାର ରାଜଧାନୀର ଦକ୍ଷିଣ-ପଶ୍ଚିମ ଜୋନ୍ର ୭ଟି ମଣ୍ଡପ ଏବଂ ୧୧ଟିି ମଲରେ ଯାଞ୍ଚ...
ଡ୍ରେନ୍ ଦୂଷିତ ଯୋଗୁ କରୋନା ବ୍ୟାପିବା ଆଶଙ୍କା: ମୁଖ୍ୟ ଯନ୍ତ୍ରୀଙ୍କୁ ହାଜର ପାଇଁ ଓଏଚ୍ଆରସିଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୨୦ା୩(ବ୍ୟୁରୋ):ଡ୍ରେନ୍ ଦୂଷିତ ଯୋଗୁ କରୋନା ଭାଇରସ୍ ବ୍ୟାପିବାର ଆଶଙ୍କା କରାଯାଉଛି। ତେଣୁ ଡ୍ରେନ୍ ସଫେଇରେ ଅବ୍ୟବସ୍ଥା ନେଇ ପରିବେଶ ଦୂଷିତ ହେଉଥିବା ଅଭିଯୋଗରେ କଟକ ଡ୍ରେନେଜ୍ ବିଭାଗର ମୁଖ୍ୟ ଯନ୍ତ୍ରୀଙ୍କୁ ମାର୍ଚ୍ଚ ୨୪ତାରିଖ ଦିନ ୧୧ଟା ବେଳେ ରାଜ୍ୟ ମାନବାଧିକାର...
ଆଜି ପଖାଳ ଦିବସ: ମନ ଖୋଜୁଛି ପଖାଳ
ଭୁବନେଶ୍ୱର,୨୦ା୩(ବ୍ୟୁରୋ)ଓଡ଼ିଆମାନେ ଯେଉଁଠି ଥାଆନ୍ତୁ ନା କାହିଁକି ପଖାଳ ପ୍ରତି ସବୁବେଳେ ସେମାନଙ୍କର ଆକର୍ଷଣ ରହିଆସିଛି। ସେଥିପାଇଁ କଥାରେ ଅଛି, ‘ଝୁରି ହେଉଛି ଦିନକାଳ, ମନ ଖୋଜୁଛି ସେକାଳ ପଖାଳ’। ଓଡ଼ିଆ ଜନଜୀବନ ସହ ପଖାଳର ସମ୍ପର୍କ ବହୁ ପୁରୁଣା। ଆଉ...
ରାଜ୍ୟର ସମସ୍ତ ପ୍ରାଣୀ ଉଦ୍ୟାନ ମାର୍ଚ୍ଚ ୩୧ ଯାଏ ବନ୍ଦ
ଭୁବନେଶ୍ୱର,୨୦ା୩(ବ୍ୟୁରୋ): ମାରାତ୍ମକ କରୋନା(କୋଭିଡ-୧୯)କୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଭିତରକନିକା ଅଭୟାରଣ୍ୟ ସମେତ ରାଜ୍ୟର ସମସ୍ତ ପରିବେଶ ପର୍ଯ୍ୟଟନସ୍ଥଳୀର ରାତ୍ର ରହଣି ବ୍ୟବସ୍ଥାର ବୁକିଂ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ରଦ୍ଦ କରାଯାଇଛି। ପରିବେଶ ପର୍ଯ୍ୟଟନସ୍ଥଳୀଗୁଡିକର ଦିନ ଭ୍ରମଣ...
କରୋନା ମୁକାବିଲା: ଆଜି ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା
ଭୁବନେଶ୍ୱର,୨୦ା୩(ବ୍ୟୁରୋ): ସାରା ବିଶ୍ୱରେ କାୟା ବିସ୍ତାର କରୁଥିବା କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ସମ୍ମିଳିତ ଉଦ୍ୟମ ଜାରି ରହିଛି। ଓଡ଼ିଶାରେ ମଧ୍ୟ ସରକାର ସମସ୍ତ ଚେଷ୍ଟା ଜାରି ରଖିଛନ୍ତି। କରୋନା ମୁକାବିଲା ପାଇଁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...
ଯୁକ୍ତ ୨ ପରୀକ୍ଷା ବାତିଲ
ଭୁବନେଶ୍ୱର,୨୦ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ପରୀକ୍ଷାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିଛନ୍ତି। ଆସନ୍ତା ୨୩ ତାରିଖରୁ ଯୁକ୍ତ ୨ ପରୀକ୍ଷାକୁ ବାତିଲ କରାଯାଇଥିବା ବେଳେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଖାତା...
ଘୁଞ୍ଚିଲା ଓଜେଇଇ ଆବେଦନ ତାରିଖ
ଭୁବନେଶ୍ୱର,୨୦।୩(ବ୍ୟୁରୋ):ମେ’ ପ୍ରଥମ ସପ୍ତାହରେ ହେବାକୁ ଥିବା ଓଜେଇଇ ପରୀକ୍ଷା (ଓଡ଼ିଶା ଜଏଣ୍ଟ ଏଣ୍ଟ୍ରାନ୍ସ ଏକ୍ଜାମିନେଶନ) ପାଇଁ ଆବେଦନ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଏଥିପାଇଁ ଆବେଦନ ପ୍ରକ୍ରିୟା ୨୦ତାରିଖ ପର୍ଯ୍ୟନ୍ତ ରହିଥିବାବେଳେ ଏବେ ତାହାକୁ ୨୭ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଦିଆଯାଇଛି। ଛାତ୍ରୀଛାତ୍ରମାନେ...
ଓଡ଼ିଶାରେ ଦ୍ୱିତୀୟ କରୋନା ରୋଗୀ ଚିହ୍ନଟ
ଭୁବନେଶ୍ୱର,୨୦ା୩(ବ୍ୟୁରୋ): ଓଡିଶାରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୁରୁବାର ଭୁବନେଶ୍ୱରସ୍ଥିତ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍ଏମ୍ଆର୍ସି)କୁ ୧୪ଟି ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା। ସେଥିରୁ ଗୋଟିଏ କୋଭିଡ-୧୯ ପଜିଟିଭ ଥିବା ଜଣାପଡିଛି। ଏ ନେଇ ସ୍ବାସ୍ଥ୍ୟ ଓ...
ଆଇସିଏସ୍ଇ, ଆଇଏସ୍ସି ପରୀକ୍ଷା ବାତିଲ
ଭୁବନେଶ୍ୱର,୨୦ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କାଉନ୍ସିଲ୍ ଫର୍ ଦି ଇଣ୍ଡିଆନ୍ ସ୍କୁଲ୍ ସାର୍ଟିଫିକେଟ୍ ଏକ୍ଜାମିନେଶନ୍ସ (ସିଆଇଏସ୍ସିଇ) ବୋର୍ଡ ଦ୍ୱାରା ପରିଚାଳିତ ଦଶମ (ଆଇସିଏସ୍ଇ) ଓ ଦ୍ୱାଦଶ (ଆଇଏସ୍ସି) ଶ୍ରେଣୀ ପରୀକ୍ଷାକୁ ବାତିଲ କରିଦିଆଯାଇଛି। ଛାତ୍ରୀଛାତ୍ର ଓ ଶିକ୍ଷକମାନଙ୍କ ସ୍ବାସ୍ଥ୍ୟକୁ...
Archives


