ମେଟ୍ରୋ

ଅନ୍‌ଲାଇନ୍‌ ପରୀକ୍ଷାରେ ପାସ୍‌ ନ ହେଲେ ବିପିୟୁଟି ଛାତ୍ରୀଛାତ୍ରଙ୍କୁ ଆଉଥରେ ସୁଯୋଗ

ଭୁବନେଶ୍ୱର, ୨୫ା୭(ବ୍ୟୁରୋ): କରୋନା ପାଇଁ ଅନ୍‌ଲାଇନ୍‌ ପରୀକ୍ଷା ହେବ। ଏଥିରେ ବିଫଳ ହେଲେ ଛାତ୍ରୀଛ୍ରାତ୍ରଙ୍କୁ ଦ୍ୱିତୀୟ ସୁଯୋଗ ଦିଆଯିବ ବୋଲି ଶୁକ୍ରବାର ବିପିୟୁଟି ଘୋଷଣା କରିଛି। ଯଦି କୌଣସି ଛାତ୍ରୀଛାତ୍ର ଅନ୍‌ଲାଇନ୍‌ରେ ଦେବାକୁ ଥିବା ଫାଇନାଲ ସେମିଷ୍ଟରର ଥିଓରୀ ପରୀକ୍ଷାରେ ପାସ୍‌…

ଅଯୋଗ୍ୟ ଫେରାଇବେ କାଳିଆ ଟଙ୍କା

ଭୁବନେଶ୍ୱର,୨୫ା୭(ବ୍ୟୁରୋ): କାଳିଆ ଯୋଜନାରେ ଉପକୃତ ହିତାଧିକାରୀଙ୍କ ମଧ୍ୟରୁ ଅଯୋଗ୍ୟଙ୍କୁ ଖୁବ୍‌ଶୀଘ୍ର ବାଦ୍‌ ଦିଆଯିବ। ଯେଉଁ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ହେବେ ସେମାନଙ୍କୁ ଟଙ୍କା ଫେରସ୍ତ କରିବା ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଅଗଷ୍ଟ ୬ରୁ ୩୧ ମଧ୍ୟରେ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌…

ମନ୍ତ୍ରୀମାନଙ୍କୁ ପ୍ଲାଜମା ଦାୟିତ୍ୱ ଦେଲେ ନବୀନ: ଜାଣନ୍ତୁ କେଉଁ ମନ୍ତ୍ରୀଙ୍କୁ କେଉଁ ଜିଲା ଦାୟିତ୍ୱ …

ଭୁବନେଶ୍ୱର,୨୪।୭(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପ୍ଲାଜମା ଦାନକୁ ଉତ୍ସାହିତ କରିବା ପାଇଁ ମନ୍ତ୍ରୀମାନଙ୍କୁ ବିଭିନ୍ନ ଜିଲା ଦାୟିତ୍ୱ ଦେଇଛନ୍ତି। ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ଘରକୁ ଯାଇ ମନ୍ତ୍ରୀମାନେ ସେମାନଙ୍କୁ ପ୍ଲାଜମା ଦାନ ନିମନ୍ତେ ଉତ୍ସାହିତ କରିବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ…

ଚଳିତ ବର୍ଷ ହେବ ନାହିଁ ‘ଆଟ ହୋମ’ ସେଲିବ୍ରେସନ

ଭୁବନେଶ୍ୱର,୨୪।୭(ବ୍ୟୁରୋ)-ମହାମାରୀ କରୋନା ପାଇଁ ଚଳିତବର୍ଷ ରାଜଭବନରେ ହେବ ନାହିଁ ଆଟ୍‌ହୋମ ପାର୍ଟି। କରୋନା ପାଇଁ ଚାରିଆଡେ ଭୟର ବାତାବରଣ ସୃଷ୍ଟି ହୋଇଛି। ତେବେ ରାଜ୍ୟର ଏଭଳି ଦୁଃଖଦ ସମୟରେ ଆଟ ହୋମ ସେଲିବ୍ରେସନ ନ କରିବାକୁ ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ…

ରାଜ୍ୟରେ ଆଉ ୮୦୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୪।୭(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୮୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୫୩୦ ଜଣ ସୁସ୍ଥ ହୋଇଥିବାବେଳେ ରାୟଗଡାରୁ ୬୧, କଟକରୁ ୩୫, ମାଲକାନଗିରିରୁ୩୦, ଗଜପତିରୁ ୨୨,ବାଲେଶ୍ୱରରୁ ୧୯, ଖୋର୍ଦ୍ଧାରୁ ୧୯, ବରଗଡରୁ ୧୮ ଜଣ ସୁସ୍ଥ ହୋଇଛନ୍ତି।…

କରୋନା ଆଁରେ ରାଜଧାନୀ: ଆଉ ୨୪୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୨୪।୭(ବ୍ୟୁରୋ)-କରୋନା ଆଁରେ ରାଜଧାନୀ। ଭୁବନେଶ୍ୱରରୁ ଶୁକ୍ରବାର ପୁଣି ୨୪୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୦୭ କ୍ୱାରାଣ୍ଟାଇନରେ ଥିବାବେଳେ ୪୧ ଲୋକାଲ କଣ୍ଟାକ୍ଟ କେସ ରହିଛି। ବିଜେବି ନଗର ମହିଷାଖାଲ ବସ୍ତିରୁ ୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳ ଏକ…

ପଞ୍ଜୁରୀ ଭିତରେ ଚଢ଼େଇ ଛୁଆଙ୍କୁ ମାରି ଖାଇଲା ନାଗସାପ: ପରେ ଅବସ୍ଥା ହେଲା ଏମିତି

ଭୁବନେଶ୍ୱର,୨୪ା୭(ବ୍ୟୁରୋ): ବାଙ୍କୀ ରଗଡ଼ି ଗ୍ରାମର ସତ୍ୟ ରଞ୍ଜନ ମହାପାତ୍ରଙ୍କ ଘରେ ଗୁରୁବାର ରାତିରେ ପୋଷା ଚଢ଼େଇମାନଙ୍କ କିଚିରିମିଚିରି ଶବ୍ଦ ଶୁଣି ପଞ୍ଜୁରୀ ଭିତରେ ଏକ ନାଗସାପ ଦେଖିବାକୁ ପାଇଥିଲେ॥ ଭୟଭୀତ ହୋଇ ସାପଟିକୁ ବାହାର କରିବାକୁ ସ୍ନେକ୍‌ ହେଲ୍ପ ଲାଇନ ସହ…

ଓଡ଼ିଶା ବିଧାନସଭାର ୫ କର୍ମଚାରୀ କରୋନା ପଜିଟିଭ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଓଡ଼ିଶା ବିଧାନସଭାର ୫ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ରିପୋର୍ଟ ପଜିଟିଭ ଆସିଥିବା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଶୁକ୍ରବାର ସୂଚନା ଦେଇଛନ୍ତି। ସମ୍ପୃକ୍ତ କର୍ମଚାରୀଙ୍କୁ ହୋମ୍‌ ଆଇସୋଲେଶନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। କିଛିଦିନ ତଳେ ବିଧାନସଭାରେ ଏକ…

CORONAVIRUS UPDATE: ଆଜି ୨୨,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଦିନକରେ ୧,୫୯୪ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୪ା୭(ବ୍ୟୁରୋ) : ଶୁକ୍ରବାର ୨୮ଟି ଜିଲାରୁ ସର୍ବାଧିକ ୧,୫୯୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୨୨,୬୯୩କୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତମାନଙ୍କ…

ରେଳ ବିଭାଗର ମହିଳା ଯୋଦ୍ଧା

ଭୁବନେଶ୍ୱର,୨୪ା୭(ବ୍ୟୁରୋ): କରୋନା ମହାମାରୀ ସମୟରେ ଲୋକଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ, ମେଡିସିନ ଯୋଗାଇବା ସହ ପ୍ରବାସୀ ଶ୍ରମିକଙ୍କୁ ଘରେ ପହଞ୍ଚାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛି ରେଳ ମନ୍ତ୍ରଣାଳୟ। ଟ୍ରେନ୍‌ ଯୋଗେ ବାହାର ରାଜ୍ୟରେ ଫସି ରହିଥିବା ଲୋକେ ନିଜ ଘରକୁ ଫେରିଛନ୍ତି।…

ଆଦିତ୍ୟ ମୃତ୍ୟୁ ମାମଲାରୁ ରହସ୍ୟ ହଟୁନି: ସୁଇସାଇଡ୍‌ ନୋଟ୍‌ ଲେଖିଥିଲେ ଆଦିତ୍ୟ

ଭୁବନେଶ୍ୱର,୨୪।୭ (ବ୍ୟୁରୋ): ସାମାଜିକ କର୍ମୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣାକୁ ଇତିମଧ୍ୟରେ ୧୭ଦିନ ବିତିଥିଲେ ମଧ୍ୟ ଏଯାଏ ରହସ୍ୟ ହଟୁନି। ଲିଙ୍ଗରାଜ ରେଳ ଷ୍ଟେଶନ ନିକଟ ରେଳଧାରଣାରୁ ତାଙ୍କର ମୃତଦେହ ମିଳିଥିଲେ ମଧ୍ୟ ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ କିଛି…

ୟୁଜି, ପିଜି ପରୀକ୍ଷା ବାଧ୍ୟତାମୂଳକ ପ୍ରସଙ୍ଗ: ୟୁଜିସି ଗାଇଡ୍‌ଲାଇନ୍‌ର ପୁନର୍ବିଚାର କରାଯାଉ

ଭୁବନେଶ୍ୱର,୨୪ା୭(ବ୍ୟୁରୋ): ରାଜ୍ୟରେ ସ୍ନାତକ(ୟୁଜି) ଏବଂ ସ୍ନାତକୋତ୍ତର(ପିଜି) ଶେଷବର୍ଷ ସେମିଷ୍ଟର ପରୀକ୍ଷାକୁ ୟୁଜିସି ବାଧ୍ୟତାମୂଳକ କରିଛି। ଏନେଇ ଜୁଲାଇ ୬ରେ ଜାରି ପରିବର୍ତ୍ତିତ ଗାଇଡ୍‌ଲାଇନ୍‌ର ପୁନର୍ବିଚାର କରିବାକୁ ରାଜ୍ୟ ସରକାର ପୁଣିଥରେ ଅନୁରୋଧ କରିଛନ୍ତି। କୋଭିଡ୍‌-୧୯ ପରିସ୍ଥିତିରେ ରାଜ୍ୟ ସରକାରଙ୍କ ବିକଳ୍ପ ମୂଲ୍ୟାୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?