ମେଟ୍ରୋ

କରୋନା ଭୟରେ ପୋଷା ଜନ୍ତୁଙ୍କୁ ପରିତ୍ୟାଗ ନ କରିବାକୁ ପରାମର୍ଶ

ଭୁବନେଶ୍ୱର, ୧୯।୩ (ବ୍ୟୁରୋ): କରୋନା ସଂକ୍ରମଣ ଭୟରେ ରାଜ୍ୟରେ କିଛି ଲୋକ ନିଜ ପୋଷା ତଥା ଗୃହପାଳିତ ଜୀବଜନ୍ତୁଙ୍କୁ ଘରୁ ବାହାର କରିଦେଉଛନ୍ତି। ଏହି ନିରୀହ ପଶୁମାନେ ଖାଦ୍ୟ, ପାନୀୟ ଓ ଆଶ୍ରୟ ଠିକ୍‌ ଭାବରେ ପାଉନାହାନ୍ତି। ଏପରିସ୍ଥଳେ ବିଶ୍ୱ...

ହୋମ୍‌ କ୍ୱାରାଣ୍ଟାଇନ୍‌ ସହ ମହାପ୍ରଭୁଙ୍କ ଅଣସରକୁ ତୁଳନା କଲେ ବାଗ୍‌ଚୀ

ଭୁବନେଶ୍ୱର, ୧୯।୩ (ବ୍ୟୁରୋ): ଯେଉଁମାନେ ବିଦେଶରୁ ଆସିଛନ୍ତି ସେମାନେ ୧୪ ଦିନ କ୍ୱାରାଣ୍ଟାଇନରେ ରହିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ନେଇ ଏବେ ଅନେକ ବିଦେଶ ଫେରନ୍ତାଙ୍କ ଚିନ୍ତା ବଢ଼ଛି। ଭାରତରେ ବିଭିନ୍ନ ସହରରେ ଦେଖାଯାଇଛି ଯେ, କ୍ୱାରାଣ୍ଟାଇନରେ ଥିବା...

ଫିଲ୍ମ, ଧାରାବାହିକ ଶୁଟିଂ ବନ୍ଦ କରିବାକୁ ଓଏଫ୍‌ଡିସିର ନିର୍ଦ୍ଦେଶ

ଭୁବନେଶ୍ୱର, ୧୯।୩ (ବ୍ୟୁରୋ): କରୋନା ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ସମଗ୍ର ରାଜ୍ୟରେ ସିନେମା ହଲ୍‌ଗୁଡିକୁ ବନ୍ଦ କରି ଦିଆଯାଇଛି। ଏହାସହିତ ଫିଲ୍ମ ଶୁଟିଂକୁ ମଧ୍ୟ ବାରଣ କରାଯାଇଛି। ପୂର୍ବରୁ ଇଣ୍ଡିଆନ୍‌ ମୋଶନ ପିକ୍‌ଚର ପ୍ରଡ୍ୟୁସର୍ସ ଆସୋସିଏସନ୍‌(ଆଇଏମ୍‌ପିପିଏ) ବୈଠକରେ ୧୯...

କରୋନା ଗୀତକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ଭାଜପା

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ପ୍ରାଣଘାତୀ କରୋନା ଭୂତାଣୁକୁ ନେଇ ଲୋକ ଆତଙ୍କିତ ଅବସ୍ଥାରେ ଥିବାବେଳେ ଏକ ମ୍ୟୁଜିକ କମ୍ପାନୀ କରୋନା ଭାଇରସକୁ ଝିଅ ସହ ତୁଳନା କରି ଗୀତ ପ୍ରସ୍ତୁତ କରି ଏହାକୁ ମନୋରଞ୍ଜନ ଭାବେ ବ୍ୟବହାର କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ...

ଗ୍ରାମାଞ୍ଚଳରେ ସଚେତନତା ଜୋର୍‌ଦାର କରିବାକୁ ପରାମର୍ଶ

ଭୁବନେଶ୍ୱର,୧୯।୩ (ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାର ଜୋର୍‌ଦାର ପ୍ରୟାସ ଆରମ୍ଭ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ଅଧିକାଂଶ ସରକାରୀ ଏବଂ ଘରୋଇ ସଂସ୍ଥା ମଧ୍ୟ ବନ୍ଦ କରାଗଲାଣି। ଏଭଳି ସ୍ଥିତିରେ ଜିଲା ଏବଂ ଗ୍ରାମାଞ୍ଚଳରେ ଅଧିକ ସଚେତନତା ଲାଗି...

ଭାଇରାଲ ହେଉଛି କରୋନା ଗୀତ: ଏକାଧିକ ହିନ୍ଦୀ ଫିଲ୍ମ ନିର୍ମାଣ ଯୋଜନାକୁ ସମାଲୋଚନା

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ସମଗ୍ର ବିଶ୍ୱକୁ ଦୋହଲାଇ ଦେଇଛି ମହାମାରୀ କରୋନା। ସବୁଠି ଘାରିଛି ଏହି ଭୂତାଣୁ ସଂକ୍ରମଣର ଭୟ। ବୁଧବାର ସୁଦ୍ଧା ବିଶ୍ୱର ୧୬୭ ଦେଶକୁ ବ୍ୟାପିଥିବା ଏହି ଭୂତାଣୁ ବିରୋଧରେ ଜାରି ରହିଛି ଲଢେଇ। ଏପରିସ୍ଥଳେ କିଏ କରୋନାକୁ...

ପୋଲିସ କମିଶନରଙ୍କ ସମସ୍ତ କୋର୍ଟ ବନ୍ଦ

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ମହାମାରୀ କରୋନାର ସଫଳ ମୁକାବିଲା ପାଇଁ ପରସ୍ପରଠାରୁ ଦୂରତା ବଜାୟ ରଖିବା ଅତ୍ୟନ୍ତ ଜରୁରୀ। ଏହି ପରିପ୍ରେକ୍ଷୀରେ ପୋଲିସ କମିଶନରଙ୍କ ସମସ୍ତ କୋର୍ଟ ବନ୍ଦ ରଖିବା ପାଇଁ ବୁଧବାର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ନିର୍ଦ୍ଦେଶ ଦେଇଛନ୍ତି।...

ପ୍ରେମ ନିବେଦନ କରି ବନ ବିଭାଗ କର୍ମଚାରୀ ଗିରଫ

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ଖଣ୍ଡଗିରି ଥାନା ଅନ୍ତର୍ଗତ ଘାଟିକିଆସ୍ଥିତ ବନ ବିଭାଗରେ ଟ୍ରେନିଂ ନେଉଥିବା ସହକର୍ମୀ ଯୁବତୀଙ୍କୁ ଏକତରଫା ପ୍ରେମ ନିବେଦନ କରି ହଇରାଣ କରୁଥିବା ଯୁବକଙ୍କୁ ପୋଲିସ ବୁଧବାର ଗିରଫ କରିଛି। ସେ ହେଲେ ସମ୍ବଲପୁର ସଦର ଥାନା ଅଞ୍ଚଳର...

ବାର୍‌ରେ ଚଢ଼ାଉ, ୧୦ ଯୁବତୀ ଉଦ୍ଧାର: ମାଲିକଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୯।୩ (ବ୍ୟୁରୋ): କ୍ୟାପିଟାଲ ଥାନା ଅନ୍ତର୍ଗତ ବାପୁଜିନଗରସ୍ଥିତ ରଙ୍ଗିଲା ବାର୍‌ରେ ବୁଧବାର ବିଳମ୍ବିତ ରାତିରେ ପୋଲିସ ଚଢାଉ କରି ୧୦ଜଣ ଯୁବତୀଙ୍କୁ ଉଦ୍ଧାର କରିଛି। କରୋନା ସଂକ୍ରମଣ ରୋକିବା ପାଇଁ ସରକାରଙ୍କ କଟକଣା ସତ୍ତ୍ୱେ ଉକ୍ତ ବାର୍‌ରେ ଡାନ୍ସ ଚାଲିଥିଲା।...

କରୋନା ଗୀତକୁ ନେଇ କମେଣ୍ଟ, ପେଟ୍ରୋଲ ପମ୍ପରେ ମାରପିଟ୍‌

କଟକ ରୋଡ,୧୯।୩ (ଡି.ଏନ୍‌.ଏ.): କରୋନା ଗୀତକୁ କେନ୍ଦ୍ରକରି ମଙ୍ଗଳବାର ରାଜଧାନୀର ଏକ ପେଟ୍ରୋଲ ପମ୍ପରେ ଯୁବତୀ ଓ ଯୁବକମାନଙ୍କ ମଧ୍ୟରେ ମାରପିଟ୍‌ ହୋଇଛି। ଏହି ଘଟଣାରେ ବଡ଼ଗଡ଼ ପୋଲିସ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ...

ବଢ଼ୁନି ଏସ୍କାଲେଶନ ଫି’: ଅଡୁଆରେ ଠିକା ସଂସ୍ଥା

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ୨୦୧୩-୧୪ରେ ସଫେଇ କର୍ମଚାରୀଙ୍କ ମଜୁରି ୧୫୦ ଟଙ୍କା ଧାର୍ଯ୍ୟ କରିଥିଲା। ଇତିମଧ୍ୟରେ ୬ବର୍ଷ ବିତିଥିଲେ ମଧ୍ୟ ତାହା ଏବେ ବି ବଳବତ୍ତର ରହିଛି। ବିଏମ୍‌ସି ଏସ୍କାଲେଶନ ଫି’ ବୃଦ୍ଧି କରୁ ନ...

କରୋନା ସଚେତନତା ନେଇ ଭିଡିଓ ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୩ (ବ୍ୟୁରୋ): କରୋନା ଭାଇରସ ପାଇଁ ସମଗ୍ର ବିଶ୍ୱ ଥରଥର। ଏହି ମାରାତ୍ମକ ରୋଗ ପାଇଁ କୌଣସି ଔଷଧ ନାହିଁ। ସଚେତନତା ହିଁ ଏକମାତ୍ର ପନ୍ଥା। ଏହି ରୋଗର ସଚେତନତା ପାଇଁ ମୁଖ୍ୟମନ୍ତ୍ରୀ ଏକ ଭିଡିଓ ବାର୍ତ୍ତା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri