ମେଟ୍ରୋ

ଦଙ୍ଗା, ଦାବାବଟି ଓ ମରଣାନ୍ତକ ଆକ୍ରମଣ ଘଟଣା: ଏନ୍‌ଏସ୍‌ଏରେ ବୁକ୍‌ ହେଲେ ପ୍ରଭାତ

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ମାରଣାସ୍ତ୍ର ଦେଖାଇ ୫ ଲକ୍ଷ ଦାଦାବଟି ମାଗି ବିଚାରବିଭାଗୀୟ ହାଜତକୁ ଯାଇଥିବା ପ୍ରଭାତ କୁମାର ସେଠୀଙ୍କୁ କମିଶନରେଟ ପୋଲିସ ଏନ୍‌ଏସ୍‌ଏ(ଜାତୀୟ ନିରାପତ୍ତା ଆଇନ)ରେ ବୁଧବାର ବୁକ୍‌ କରିଛି। ସର୍ବସାଧାରଣରେ ଦଙ୍ଗା କରିବା, ଜନଗହଳିପୂର୍ଣ୍ଣ...

୧ମଣ୍ଡପ, ୫ ଗେଷ୍ଟ ହାଉସ୍‌ ସିଲ୍‌ କଲା ବିଏମ୍‌ସି

ଭୁବନେଶ୍ୱର, ୧୯।୩ (ବ୍ୟୁରୋ): କରୋନା ସଂକ୍ରମଣକୁ ଏଡ଼ାଇବା ପାଇଁ ବିଏମ୍‌ସି ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ହାତକୁ ନେବାସହ କଟକଣା ଲାଗୁକରିଛି। । ହୋଲ୍ଡିଂ ଟ୍ୟାକ୍ସ ନ ଦେବା ସହ ବିନା ଟ୍ରେଡ୍‌ ଲାଇସେନ୍ସ ଏବଂ ଏସ୍‌ଓପିକୁ ମାନି ନ ଥିବା...

ମଦ ଦୋକାନରେ ଭିଡ଼, କଟକଣାକୁ ବେଖାତିର

ପୁରୁଣା ଭୁବନେଶ୍ୱର, ୧୯।୩ (ଡି.ଏନ.ଏ.): କରୋନା ଭୂତାଣୁ କବଳରୁ ମୁକ୍ତ ନେଇ ନିଜକୁ ନିଜେ ସୁରକ୍ଷିତ ରଖିବାକୁ ପଦକ୍ଷେପ ନେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ରାଜ୍ୟ ସରକାର ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଜନଗହଳି ଉପରେ...

ଶ୍ରୀଲିଙ୍ଗରାଜ ଟ୍ରଷ୍ଟ ବୋର୍ଡ ବୈଠକ

ପୁରୁଣା ଭୁବନେଶ୍ୱର, ୧୯।୩ (ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ଟ୍ରଷ୍ଟ ବୋର୍ଡର ଏକ ପ୍ରଶାସନିକସ୍ତରୀୟ ବୈଠକ ନୂତନ କାର୍ଯ୍ୟାଳୟ ପରିସରରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଖୋର୍ଦ୍ଧା ଜିଲାପାଳ ସିତାଂଶୁ ରାଉତ ଅଧ୍ୟକ୍ଷତା କରିଥିଲେ। ବୈଠକରେ ପ୍ରମୁଖ ନିଯୋଗଙ୍କ ସେବାୟତଙ୍କ ସହ ଅନେକ...

ଭୁବନେଶ୍ୱରରେ ୩ ହୋଟେଲରେ କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା

ଭୁବନେଶ୍ୱର, ୧୮ା୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ସବୁ ସ୍ତରରୁ ଉଦ୍ୟମ ଚାଲିଛି। ଏବେ ଭୁବନେଶ୍ୱରର ୩ ଘରୋଇ ହୋଟେଲରେ କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା କରାଯାଇଛି। ସେଗୁଡ଼ିକ ହେଲା ଜୟଦେବବିହାରସ୍ଥିତ ଜିଞ୍ଜର ହୋଟେଲ, ଶହୀଦନଗରର ଏମ୍ପାୟାର୍ସ ହୋଟେଲ ଓ କଳ୍ପନାସ୍ଥିତ କଳିଙ୍ଗ ଅଶୋକ...

ସିବିଏସ୍‌ଇ ବୋର୍ଡ ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୧୮ା୩ କରୋନା ସଂକ୍ରମଣ ରୋକିବା ଦିଗରେ ପ୍ରତିଷେଧକ ବ୍ୟବସ୍ଥା ସ୍ବରୂପ ଭାରତ ସରକାରଙ୍କ ଉଚ୍ଚଶିକ୍ଷା/ ସ୍କୁଲ ଶିକ୍ଷା ଓ ସାକ୍ଷରତା ବିଭାଗ ସଚିବଙ୍କ ପରାମର୍ଶକ୍ରମେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) କର୍ତ୍ତୃପକ୍ଷ ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ...

ପରୀକ୍ଷା ବନ୍ଦ କଲା ଓପିଏସ୍‌ସି

କଟକ ଅଫିସ,୧୮ା୩: କରୋନା ଯୋଗୁ ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଓପିଏସ୍‌ସି ଆନୁକୂଲ୍ୟରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଛି। ଏନେଇ ଓପିଏସ୍‌ସି କାର୍ଯ୍ୟାଳୟ ବୁଧବାର ଏକ ନୋଟିସ ନଂ....

ସୁସ୍ଥ ଅଛନ୍ତି ରାଜ୍ୟର ଏକମାତ୍ର କରୋନା ରୋଗୀ, ସାଧାରଣ ଲୋକେ ଅଯଥାରେ ମାସ୍କ ପିନ୍ଧନ୍ତୁ ନାହିଁ: ବାଗ୍‌ଚୀ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଓଡ଼ିଶାର ଏକମାତ୍ର କରୋନା ଚିହ୍ନଟ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ସେ ସକାଳ ଭୋଜନ ଓ ଦ୍ୱିପ୍ରହର ଭୋଜନ ଠିକ୍‌ ଭାବେ ଖାଇଛନ୍ତି। ଏଣୁ ସେ ଧୀରେଧୀରେ ସୁସ୍ଥ ହେଉଥିବା ଆଶା କରାଯାଉଛି ବୋଲି ବୁଧବାର ଗୀତଗୋବିନ୍ଦ ସଦନରେ...

ଦଶଗୁଣା ବଢ଼ିଛି ନଂ.୧୦୪କୁ କଲ୍‌: ୪୮ଘଣ୍ଟାରେ ୨୧୩୧ ପଞ୍ଜୀକୃତ, ଖୋର୍ଦ୍ଧା ଜିଲାର ସର୍ବାଧିକ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ସମ୍ଭାବ୍ୟ କରୋନା ଭୂତାଣୁ(କୋଭିଡ-୧୯)ର ସଂକ୍ରମଣକୁ ରୋକିବା ଦିଗରେ ରାଜ୍ୟ ସରକାର ପ୍ରତ୍ୟହ ଉଦ୍ୟମ ଜାରି ରଖିଛନ୍ତି। ଏହାକୁ ନେଇ ବୁଧବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ...

କରୋନାକୁ ରୋକିବାରେ ଆଦର୍ଶ ଭୂମିକା ନେବ ଓଡ଼ିଶା; ଲଢ଼ିବା ପାଇଁ ପ୍ରସ୍ତୁତ ରୁହ: ରାଜ୍ୟପାଳ

ଭୁବନେଶ୍ୱର, ୧୮।୩(ବ୍ୟୁରୋ): କରୋନା ପାଇଁ ଭୟଭୀତ ନ ହୋଇ ଲଢ଼ିବା ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟପାଳ ପ୍ରଫେସର ଗେଣେଶୀ ଲାଲ ବୁଧବାର ପରାମର୍ଶ ଦେଇଛନ୍ତି। ସୁରକ୍ଷୀତ ରହିବା ସହ ସକାରାତ୍ମକ ଆଭିମୁଖ୍ୟ ପ୍ରଦର୍ଶନ ପାଇଁ ସେ ଅନୁରୋଧ କରିଛନ୍ତି। ଆହୁରି...

କରୋନା କଟକଣା: କଳକାରଖାନା କର୍ମଚାରୀଙ୍କ ଲାଗି ଜାରିହେଲା ଗାଇଡ୍‌ଲାଇନ

ଭୁବନେଶ୍ୱର,୧୮।୩(ବ୍ୟୁରୋ): କରୋନା ଲାଗି କଳକାରଖାନା କର୍ମଚାରୀଙ୍କ ପାଇଁ ଗାଇଡ୍‌ଲାଇନ୍‌ ଜାରି ହୋଇଛି। କାରଖାନାରେ କାମ କରୁଥିବା କର୍ମଚାରୀଙ୍କ ଲାଗି ସାବୁନ ଓ ହ୍ବାଣ୍ଡଓ୍ବାଶ୍‌ ବ୍ୟବସ୍ଥା ଲାଗି ନିର୍ଦ୍ଦେଶ ଦିଆଯାଇଛି। କର୍ମଚାରୀଙ୍କ ମଧ୍ୟରୁ କେହି ଅସୁସ୍ଥତା ଅନୁଭବ କଲେ ଘରେ ରହିବାକୁ...

କରୋନା ପାଇଁ ଘୁଞ୍ଚିଲା: ଏପ୍ରିଲ ୨୫ରେ ବାର୍‌ ଆସୋସିଏଶନ ନିର୍ବାଚନ

ଭୁବନେଶ୍ୱର, ୧୮।୩(ବ୍ୟୁରୋ): କରୋନା ପାଇଁ ସମସ୍ତ ବାର୍‌ ଆସୋସିଏଶନ ନିର୍ବାଚନକୁ ଘୁଞ୍ଚାଇ ଦିଆଯାଇଛି। ପୂର୍ବରୁ ମାାର୍ଚ୍ଚ ୨୮ ତାରିଖରେ ନିର୍ବାଚନ ହେବାର ରହିଥିଲା। ମାତ୍ର ଏବେ ତାହା ଘୁଞ୍ଚାଯାଇ ଏପ୍ରିଲ ୨୫କୁ ଦିନ ଧାର୍ଯ୍ୟ ହୋଇଛି। ଏ ନେଇ ଓଡ଼ିଶା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri