ମେଟ୍ରୋ

ବୋଲ ମାନୁନି କରୋନା: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୯୧, ଜାଣନ୍ତୁ କେଉଁଠୁ କେତେ..

ଭୁବନେଶ୍ୱର,୨୨।୭(ବ୍ୟୁରୋ): ରାଜଧାନୀରେ ବୁଧବାର ୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୩୪୩କୁ ବୃଦ୍ଧି ପାଇଛି। ତେବେ ନୂଆ ପଜିଟିଭ୍‌ଙ୍କ ମଧ୍ୟରେ ୭୨ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୯ ଲୋକାଲ୍‌ କେସ୍‌ ରହିଛି। ସେହିଭଳି…

ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ସିଇଓଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ: କରୋନା ଟିକା ପାଇଁ ଓଡ଼ିଶାକୁ ପ୍ରାଥମିକତା ଦେବାକୁ ଲୋଡ଼ିଲେ ସହଯୋଗ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ସେରମ୍‌ ଇନଷ୍ଟିଚ୍ୟୁଟ୍‌ର ସିଇଓ ଅଦର ପୁନାୱାଲାଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଥା ହୋଇଛନ୍ତି। କୋଭିଡ୍‌ ଟିକା ଅଗ୍ରଗତି ବିଷୟରେ ପୁନାଓ୍ବାଲାଙ୍କ ସହ ଭିଡିଓ କନ୍‌ଫରେନ୍ସିଂରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିବା ସୂଚନା ମିଳିଛି। କୋଭିଡ ଟିକା ବିକାଶ ପାଇଁ…

୧୦୭୮ ପଜିଟିଭ୍‌ ଚିହ୍ନଟ ପାଇଁ ଲାଗିଥିଲା ୬୫ ଦିନ: ଏବେ ଗୋଟିଏ ଦିନରେ ସେତିକି; ଏହି ୪ ଜିଲାକୁ ଛୁଇଁଲା ୪ ଅଙ୍କ

ଭୁବନେଶ୍ୱର,୨୧/୭(ବ୍ୟୁରେ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ବୁଧବାର ସବୁ ରେକର୍ଡ ଭାଙ୍ଗି ଗୋଟିଏ ଦିନରେ ୧୦୭୮ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ୧୦୭୮ ପଜିଟିଭ୍‌ ଚିହ୍ନଟ ପାଇଁ ୬୫ ଦିନ ଲାଗିଥିଲା। ମାତ୍ର…

କରୋନା ନେଲା ଆଉ ୫ ଜୀବନ

ଭୁବନେଶ୍ୱର, ୨୨।୭(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୫ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୮ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି ୫ ମୃତକଙ୍କ…

ଓଡ଼ିଶା ସାହିତ୍ୟ ଏକାଡେମୀ ସାଧାରଣ ପରିଷଦ ପୁନର୍ଗଠନ

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସାହିତ୍ୟ ଏକାଡେମୀ ସାଧାରଣ ପରିଷଦର ପୁନର୍ଗଠନ କରାଯାଇଛି। ଆସନ୍ତା ୨୪ ତାରିଖରୁ ଏହି ନୂତନ ସାଧାରଣ ପରିଷଦ କାର୍ଯ୍ୟକାରୀ ହେବ। ପୂର୍ବଭଳି ସଭାପତି, ଉପସଭାପତି, ଅର୍ଥ ପରାମର୍ଶଦାତା, ସମ୍ପାଦକଙ୍କ ସହ…

ଓଡ଼ିଶା ଓ୍ବାନ୍‌ ପୋର୍ଟାଲ୍‌ରୁ ମିଳିବ ସବୁ ନାଗରିକ ସେବା

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ରାଜ୍ୟ ସରକାର ଯୋଗାଇଦେଉଥିବା ସମସ୍ତ ନାଗରିକ ସେବା ଗୋଟିଏ ଓ୍ବେବ୍‌ ପୋର୍ଟାଲ୍‌ ଓଡ଼ିଶା ଓ୍ବାନ୍‌ରେ ଉପଲବ୍ଧ ହେବ। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ରାଜ୍ୟ ସରକାରଙ୍କ…

୨୦୦୭ ପକାଇଛି ଚିନ୍ତାରେ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ଆଇଏଏସ୍‌ ଅଫିସରମାନେ ରାଜ୍ୟ କିମ୍ବା କେନ୍ଦ୍ରରେ କାମ କରିବା ସମ୍ପର୍କରେ ବିଭିନ୍ନ ସମୟରେ କେନ୍ଦ୍ରରୁ ବଦଳୁଥିବା ନିୟମ ଆସିଥାଏ। କେତେବେଳେ କେଉଁ ସରକାର ଆସିଲେ କେତେ ପ୍ରକାର ନିୟମ ବଦଳିବ ସେନେଇ କୌଣସି ସ୍ଥିରତା ନ ଥାଏ। ପୂର୍ବରୁ ଆଇଏଏସ୍‌…

ବଦଳୁଛି ଓଡ଼ିଶାର ରାପ୍‌ କଲ୍‌ଚର୍‌

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ପ୍ରଥମ ଓଡ଼ିଆ ରାପ୍‌ ଗୀତ ‘ମୁଁ ହେଲି ଓଡ଼ିଆ’ କରି ଇଣ୍ଟରନେଟ୍‌ରେ ଚହଳ ସୃଷ୍ଟି କରିଥିଲେ ପୁରୀ ଜନ୍ମିତ ସମୀର ରିଶୁ ମହାନ୍ତି ଓରଫ ବିଗ୍‌ ଡିଲ୍‌। ଜାତୀୟସ୍ତରରେ ରାପ୍‌ ଜଗତରେ ଜଣେ ଚର୍ଚ୍ଚିତ ଚେହେରା ପାଲଟିଥିବା ସମୀର ଜନ୍ମମାଟି…

ନଦୀ ଜଳ ପ୍ରଦୂଷଣ: ସିପିସିବିର ରିପୋର୍ଟ ତଲବ

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ରାଜ୍ୟରେ ନଦୀ ପ୍ରଦୂଷଣକୁ ନେଇ ଚିନ୍ତା ବଢୁଛି। ଶିଳ୍ପ, ସହରାଞ୍ଚଳରୁ ବାହାରୁଥିବା ବର୍ଜ୍ୟ ଜଳ ନଦୀକୁ ଅତିମାତ୍ରାରେ ପ୍ରଦୂଷିତ କରୁଛି। ସିଧାସଳଖ ମିଶୁଥିବାରୁ ଏହା କେବଳ ନଦୀ ଜଳ ନୁହେଁ ଭୂଗର୍ଭ ଜଳକୁ ମଧ୍ୟ ପ୍ରଦୂଷିତ କରୁଛି। ନଦୀ ପ୍ରଦୂଷଣ…

ଗାର୍ଡ, ଫରେଷ୍ଟର ଅଭାବରୁ କାର୍ଯ୍ୟ ସଙ୍କଟ

ଭୁବନେଶ୍ୱର, ୨୨।୭: ରାଜ୍ୟରେ ଜଙ୍ଗଲ, ବନ୍ୟପ୍ରାଣୀ ସୁରକ୍ଷା ବର୍ତ୍ତମାନ ସ୍ଥିତିରେ ସରକାରଙ୍କ ପାଇଁ ଏକ ପ୍ରକାର ଚ୍ୟାଲେଞ୍ଜ ସୃଷ୍ଟି ହୋଇଛି। ଏହି ଚ୍ୟାଲେଞ୍ଜକୁ ମୁକାବିଲା କରିବା ପାଇଁ ବନ ବିଭାଗ ନୂଆ ନୂଆ ନିୟମ ଓ ନିର୍ଦ୍ଦେଶନାମା ଜାରି କରୁଛି। ହେଲେ…

୫ ମାସ ଯାଏ ମାଗଣାରେ ମିଳିବ ଡାଲି, ଚାଉଳ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ମହାମାରୀ କରୋନା ଯୋଗୁ ପ୍ରଭାବିତ ହୋଇଛି ଗରିବ ଲୋକଙ୍କ ଜୀବନ ଆଉ ଜୀବିକା। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀମାନଙ୍କ ପାଇଁ ୫ ମାସ ଲାଗି ମାଗଣାରେ ଡାଲି, ଚାଉଳ ଯୋଗାଇ…

୬୫କୁ ବଢ଼ିଲା ଡାକ୍ତରଙ୍କ ଅବସର ବୟସ ସୀମା

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଡାକ୍ତରଙ୍କ ଅବସର ସୀମା ବୃଦ୍ଧି କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଓଏଚ୍‌ଏମ୍‌ଏସ୍‌ କ୍ୟାଡର ଡାକ୍ତରଙ୍କ ବୟସ ସୀମା ୬୫କୁ ବୃଦ୍ଧି କରାଯିବ। ମଙ୍ଗଳବାର ଆୟୋଜିତ କରୋନା ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଥିବା ସୂଚନା ମିଳିଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?