ମଲ୍ରେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିବ
ଭୁବନେଶ୍ୱର,୧୮ା୩ (ବ୍ୟୁରୋ): କରୋନା ସଂକ୍ରମଣ ଏଡ଼ାଇବା ପାଇଁ ଶପିଂ ମଲ୍ଗୁଡିକୁ ବନ୍ଦ କରାଯାଇଛି। ହେଲେ ମଲ୍ ଭିତରେ ରହିଥିବା ଗ୍ରୋସରୀ ଭଳି ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରଖିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ମଙ୍ଗଳବାର ପୋଲିସ...
ବସ୍ ଷ୍ଟାଣ୍ଡରେ ସ୍ଥାପନ ହେବ କ୍ୟାମ୍ପ ଅଫିସ
ଭୁବନେଶ୍ୱର,୧୮।୩(ବ୍ୟୁରୋ): କରୋନା(କୋଭିଡ-୧୯)ଭୂତାଣୁକୁ ନେଇ ସମଗ୍ର ବିଶ୍ୱ ଆତଙ୍କିତ। ପରିସ୍ଥିତି ଯେପରି ଅଣାୟତ୍ତ ନ ହେବ ସେନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ନେଉଛନ୍ତି। ବସ୍ରେ ଦୈନିକ ହଜାର ହଜାର ଯାତ୍ରୀ ବିଭିନ୍ନ ସ୍ଥାନକୁ ଯାତାୟାତ...
ଆଇନ ଉଲ୍ଲଂଘନକାରୀଙ୍କୁ ଜଗୁଛି କ୍ୟାମେରା
କଟକ ଅଫିସ,୧୮ା୩: କଟକ ସହରର କୌଣସି ଛକରେ ଏବେ ଟ୍ରାଫିକ ପୋଲିସ ଗାଡି ଚାଳକଙ୍କୁ ଅଟକାଉନି। ଆଇନ ଉଲ୍ଲଂଘନକାରୀମାନେ ବେଧଡକ ଭାବେ ଗାଡି ଚାଳନା କରୁଛନ୍ତି। ତଥାପି ଦିନକୁ ୧ ହଜାରରୁ ଊର୍ଦ୍ଧ୍ୱ ଇ-ଚାଲାଣ କଟୁଛି। କରୋନା ଭୂତାଣୁ ସଂକ୍ରମଣର...
ଅକ୍ଷମଙ୍କ ପାଇଁ ଉଦାହରଣ: ଦୃଷ୍ଟିହୀନ ଆଶିଷ ଏବେ ଅଧ୍ୟାପକ
କଟକ ଅଫିସ,୧୮ା୩: ଜନ୍ମରୁ ଦୃଷ୍ଟିହୀନ। ତଥାପି ଅକ୍ଷମତା ତାଙ୍କୁ ସଫଳତା ପଥରୁ ଦୂରେଇ ରଖିପାରିନି। ଅଗାଧ ପରିଶ୍ରମ ଏବଂ ଦୃଢ ଇଚ୍ଛାଶକ୍ତି ବଳରେ ସେ ଏବେ ରେଭେନ୍ଶା ବିଶ୍ୱବିଦ୍ୟାଳୟ ଓଡ଼ିଆ ବିଭାଗର ଅଧ୍ୟାପନା ଦାୟିତ୍ୱରେ ଅଛନ୍ତି। ଏହି ପ୍ରତିଭା ଜଣଙ୍କ...
ସ୍କୁଲ୍ ଛୁଟି ବଢ଼ାଇଛି ଅଭିଭାବକଙ୍କ ଚିନ୍ତା
ଭୁବନେଶ୍ୱର,୧୮ା୩(ବ୍ୟୁରୋ): ଚାଇନାର ଉହାନରୁ ସୃଷ୍ଟି ହୋଇଥିବା କରୋନା ଭୂତାଣୁ ଏବେ ଭାରତ ସମେତ ୧୬୩ ରାଷ୍ଟ୍ରକୁ ଗ୍ରାସ କରିସାରିଲାଣି। ଓଡ଼ିଶାରେ କରୋନାର ପ୍ରଭାବ ଦେଖିବାକୁ ମିଳିଛି। ଇତିମଧ୍ୟରେ ରାଜ୍ୟ ସରକାର ୩୧ ମାର୍ଚ୍ଚ ଯାଏ ସ୍କୁଲ ଛୁଟି କରିଦେଇଛନ୍ତି। ଘରୁ...
ୟୁନିଟ୍ ମ୍ୟାନେଜରଙ୍କୁ କରୋନା ସମ୍ପର୍କରେ ସଚେତନ: ପାନ୍ଥନିବାସ ପାଇଁ ସ୍ବତନ୍ତ୍ର ଗାଇଡ୍ଲାଇନ୍ ଜାରିକଲା ଓଟିଡିସି
ଭୁବନେଶ୍ୱର,୧୮ା୩(ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ଅଣ୍ଟା ଭିଡ଼ିଛି। ଓଟିଡିସି ଦ୍ୱାରା ପରିଚାଳିତ ହୋଟେଲଗୁଡ଼ିକ ଲାଗି ମଙ୍ଗଳବାର ସ୍ବତନ୍ତ୍ର ଆଡ୍ଭାଇଜରି ଜାରି କରାଯାଇଛି। ପର୍ଯ୍ୟଟକଙ୍କ ସୁରକ୍ଷାକୁ ନଜରରେ ରଖି ଓଟିଡିସିର ସମସ୍ତ ପାନ୍ଥନିବାସ, ଯାତ୍ରୀନିବାସ, ଅରଣ୍ୟ...
ଖୋଲାମେଲା ରେଳ ଷ୍ଟେଶନ: କରୋନା ଧରିବ କ୍ୟାମେରା
ଭୁବନେଶ୍ୱର,୧୮ା୩ (ବ୍ୟୁରୋ): କରୋନା ଭାଇରସ୍କୁ ନେଇ ସବୁଠି ଭୟ ଓ ଆଶଙ୍କାର ବାତାବରଣ। ସଂକ୍ରମଣ ରୋକିବାକୁ କଡ଼ା ନିର୍ଦ୍ଦେଶ ଜାରି ପରେ ସବୁଠି କଟକଣା ଲଗାଯାଇଛି। ହେଲେ ଓଡ଼ିଶାର ଅନ୍ୟତମ ପ୍ରମୁଖ ପ୍ରବେଶ ପଥ ଭୁବନେଶ୍ୱର ରେଳ ଷ୍ଟେଶନରେ ଏହାର...
ଘରୋଇ ସିଟି ବସ୍, ମୋ ବସ୍ରେ କଟକଣା ଉଲ୍ଲଂଘନ
ଭୁବନେଶ୍ୱର, ୧୮ା୩(ବ୍ୟୁରୋ): ଯଥାସମ୍ଭବ କରୋନା ଭାଇରସ ସଂକ୍ରମଣ ରୋକିବା ପାଇଁ ସରକାରୀ ଓ ଘରୋଇ ବସ୍ ପାଇଁ କଟକଣା ଜାରି କରାଯାଇଛି। ସିଟ୍ଠାରୁ ଅଧିକ ଯାତ୍ରୀ ନ ନେବା ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି। ନିୟମ ଉଲ୍ଲଂଘନ ହେଲେ ବସ୍...
ବାତିଲ ହୋଇନି ବିଇଡି ପରୀକ୍ଷା
ଭୁବନେଶ୍ୱର,୧୮ା୩ (ବ୍ୟୁରୋ): କରୋନା ଭାଇରସ୍ ପ୍ରତିକାରକୁ ନେଇ ରାଜ୍ୟ ସରକାର ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରିବା ସହ ପରୀକ୍ଷାକୁ ମଧ୍ୟ ବାତିଲ କରିଦେଇଛନ୍ତି। କିନ୍ତୁ ରାଜ୍ୟ ବାହାର ବିଶ୍ୱବିଦ୍ୟାଳୟ ଅଧୀନରେ ବିିଇଡି କରୁଥିବା ଛାତ୍ରୀଛାତ୍ରଙ୍କ ପରୀକ୍ଷା ବାତିଲ ହୋଇନାହିଁ ।...
ରାଜଧାନୀରେ ଆମେରିକା ନିର୍ମିତ ବନ୍ଧୁକ
ଭୁବନେଶ୍ୱର,୧୮ା୩ (ବ୍ୟୁରୋ): ରାଜଧାନୀରେ ଚୋରା ପିସ୍ତଲ କାରବାର, ବନ୍ଧୁକ ମୁନରେ ଲୁଟ୍ପାଟ ଭଳି ଘଟଣା ବଢ଼ିଚାଲିଛି । ସୋମବାର ରାତିରେ ବୁଦ୍ଧପାର୍କ ନିକଟରେ କ୍ୟୁଏଟି ଓ ଚନ୍ଦ୍ରଶେଖରପୁର ଥାନା ପୋଲିସର ମିଳିତ ଚଢ଼ାଉରେ ଦେଶୀ ଓ ଆମେରିକା ନିର୍ମିତ ପିସ୍ତଲ...
ହୋର୍ଡିଂରେ ଖିଲାପକାରୀଙ୍କ ନାଁ
ଭୁବନେଶ୍ୱର, ୧୮ା୩(ବ୍ୟୁରୋ): ବର୍ଷବର୍ଷ ଧରି ହୋଲଡିଂ ଟ୍ୟାକ୍ସ ଦେଇ ନ ଥିବା ୩୪୩ଜଣ ବଡ଼ ଖିଲାପକାରୀଙ୍କ ତାଲିକା ରାଜଧାନୀର ବିଭିନ୍ନ ରାସ୍ତା ପାର୍ଶ୍ୱରେ ଥିବା ବଡ଼ ହୋର୍ଡ଼ିଂରେ ଲଗାଯାଇଛି। ସେମାନଙ୍କ ନାମକୁ ସର୍ବ ସାଧାରଣରେ ପ୍ରକାଶ କରିବା ସହ ସେମାନେ...
କରୋନା ଭୟ: ଭିତ୍ତିଭୂମି ସଜାଡୁଛି ଏସ୍ସିବି
କଟକ ଅଫିସ,୧୮ା୩: ଏସ୍ସିବି ମେଡିକାଲରେ କରୋନା ମୁକାବିଲା ପାଇଁ ଭିତ୍ତିଭୂମି ଉପରେ ଗୁରୁତ୍ୱ ଦିଆଯାଇଛି। ସନ୍ଦିଗ୍ଧ କିମ୍ବା ଆକ୍ରାନ୍ତ ରୋଗୀ ଆସିଲେ ସେମାନଙ୍କୁ କିଭଳି ସେବା ଯୋଗାଇ ଦିଆଯିବ ସେ ନେଇ ଚିନ୍ତା ବଢିଛି। କରୋନା ନିମନ୍ତେ ସ୍ବତନ୍ତ୍ର ଭାବେ...
Archives


