ମେଟ୍ରୋ

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୦ ଆକ୍ରାନ୍ତ, ଅଛନ୍ତି ଗଞ୍ଜାମର ସର୍ବାଧିକ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜ୍ୟରେ ଆଉ ୪୦୦ କୋଭିଡ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିରୁ ସର୍ବାଧିକ ୧୩୭ଜଣ ଗଞ୍ଜାମର ଅଛନ୍ତି। ଏହାଛଡ଼ା କଟକର ୫୮ଜଣ, ଖୋର୍ଦ୍ଧାର ୪୬, କୋରାପୁଟ ୪୧, ଯାଜପୁରର ୩୭, କେନ୍ଦୁଝରର ୧୪, କେନ୍ଦ୍ରାପଡ଼ାର ୧୦, ମୟୂରଭଞ୍ଜର ୯, ନୟାଗଡ଼ର ୭,…

ରାଜଧାନୀରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର, ୨୧।୭(ବ୍ୟୁରୋ): ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ଦିନ ଦୁଇପହରରେ ଏହି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରର ବାପୁଜୀ ନଗରରେ। ଏଥିରେ ଯୁବକ ଜଣଙ୍କ ଗୁରୁତର ହୋଇଛନ୍ତି। ସେ ହେଲେ ବାପୁଜୀ ନଗର ରଡ୍‌ଗୋଦାମ ବସ୍ତିରେ ରହୁଥିବା ପି. ନରସିଂହ।…

ରାଜଧାନୀରୁ ପୁଣି ୨୧ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ବର୍ଷକର ଶିଶୁ ସାମିଲ୍‌

ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ଏଠାରୁ ପୁଣି ୨୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫୨ରେ ପହଞ୍ଚିଛି। ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୬ ଏବଂ ଲୋକାଲ…

ପଞ୍ଚଭୂତରେ ବିଲୀନ ହେଲେ ବିଜୟ

ଭୁବନେଶ୍ୱର, ୨୧।୭(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ଜଗତର ପ୍ରଖ୍ୟାତ ଅଭିନେତା ବିଜୟ ମହାନ୍ତିଙ୍କ ସୋମବାର ରାତିରେ ପରଲୋକ ଘଟିିଛି। ଏହି ଖବର ପ୍ରଚାରିତ ହେବା ପରେ ଶାରା ରାଜ୍ୟରେ ଶୋକର ଲହରୀ ଖେଳିଯାଇଛି। ଗତ ୨ ମାସ ଧରି ସେ ଅସୁସ୍ଥ ଥିଲେ।…

ରାଜ୍ୟ ବିଜେଡିର ସାଧରଣ ସମ୍ପାଦିକା ହେଲେ ଗୀତାଞ୍ଜଳି

ଡେରାବିଶ, ୨୧ା୦୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀ ଓ ଜିଲାର ବରିଷ୍ଠ ବିଜେଡି ନେତ୍ରୀ ଗୀତାଞ୍ଜଳି ସେଠୀଙ୍କୁ ବିଜୁ ଜନତା ଦଳ(ବିଜେଡି)ର ରାଜ୍ୟ ସାଧାରଣ ସମ୍ପାଦିକା ଭାବେ ମନୋନୀତ କରାଯାଇଛି। ଏ ନେଇ ଦଳର ସାଧାରଣ ସମ୍ପାଦକ ମାନସ ରଞ୍ଜନ ମଙ୍ଗରାଜ…

CORONAVIRUS UPDATE: ପୁଣି ୬୪୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ,୨୧୬ ସ୍ଥାନୀୟ ଅଞ୍ଚଳର

ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜ୍ୟରେ ପୁଣି ୬୪୭ ନୂଆ କରୋନା ପଜିଟିଭ୍‌ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୭୫୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ…

ସିଭିଲ ସର୍ଭିସ୍‌ ପରୀକ୍ଷାରେ ଚୟନ ପ୍ରାର୍ଥୀଙ୍କୁ ଅନ୍‌ଲାଇନ ତାଲିମ

ଭୁବନେଶ୍ୱର,୨୧।୭(ବ୍ୟୁରୋ): କରୋନା ପାଇଁ ଆବଶ୍ୟକ ହୋଇପଡିଥିବା ଲକ୍‌ଡାଉନ ଏବଂ ସାମାଜିକ ଦୂରତା ନିୟମକୁ ବିଚାର କରି ରାଜ୍ୟ ସରକାର ୨୦୧୮ ଓଡିଶା ସିଭିଲ ସର୍ଭିସ ପରୀକ୍ଷାରେ ଚୟନ ହୋଇଥିବା ପ୍ରାର୍ଥୀମାନଙ୍କୁ ଅନ୍‌ଲାଇନ୍‌ ମୋଡ୍‌ରେ ତାଲିମ ଦେବା ପାଇଁ ନିଷ୍ପତ୍ତି କରିଛନ୍ତି। ମୁଖ୍ୟ…

୫ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି…

ପୂର୍ବତନ ଭିଜିଲାନ୍ସ ଡିଏସ୍‌ପିଙ୍କୁ ୫ ଲକ୍ଷ ଜରିମାନା

ଭୁବନେଶ୍ୱର,୨୧।୭ (ବ୍ୟୁରୋ): ରାଜ୍ୟ ସରକାରଙ୍କ ଦୁର୍ନୀତି ନିବାରଣ ବିଭାଗ ଭିଜିଲାନ୍ସର ବିଶ୍ୱସନୀୟତା ଓ ନିରପେକ୍ଷତା ଉପରେ ପ୍ରଶ୍ନ ଉଠାଇଛନ୍ତି ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍‌ଆରସି)। ଭିଜିଲାନ୍ସ ଓ୍ବିଙ୍ଗ୍‌ର କେତେଜଣ ଅଧିକାରୀଙ୍କ ବିରୋଧରେ ମିଥ୍ୟା ମାମଲା ନେଇ ପ୍ରମାଣ ମିଳିବା ପରେ…

ଜେଡ୍‌କଲ୍‌-ଏନ୍‌ଏଚ୍‌ପିସି ଏମ୍‌ଓୟୁ ସ୍ବାକ୍ଷର

ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜ୍ୟର ୧୨ ଜଳଭଣ୍ଡାରରେ ଭାସମାନ ସୌରଶକ୍ତି ପ୍ରକଳ୍ପ ସ୍ଥାପନ କରାଯିିବ। ସମସ୍ତ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ଏଥିରୁ ପ୍ରାୟ ୫୦୦ ମେଗାଓ୍ବାଟ୍‌ ଶକ୍ତି ଉତ୍ପାଦନ କରାଯାଇପାରିବ। ଏଥିପାଇଁ ପ୍ରାଥମିକ ପର୍ଯ୍ୟାୟରେ ୨୫୦୦ କୋଟି ବ୍ୟୟ ଅଟକଳ କରାଯାଇଛି। ଏହି ପ୍ରକଳ୍ପ…

ବଲିଉଡ୍‌ ଅଭିନେତା ବିକୁଛନ୍ତି ପରିବା

ଭୁବନେଶ୍ୱର,୨୧।୭(ବ୍ୟୁରୋ): ବଲିଉଡ୍‌ରୁ ପରିବା ବିକ୍ରେତା। କରୋନା ଲୋକଙ୍କ ଜୀବନ ନେବା ସହ ଜୀବିକା ମଧ୍ୟ ବଦଳାଇ ଦେଇଛି। ପରିବାରର ପ୍ରତିପୋଷଣ ପାଇଁ ଶେଷରେ ପରିବା ବିକିବାକୁ ବାଧ୍ୟ ହୋଇଛନ୍ତି ବଲିଉଡ୍‌ରେ ଅଭିନୟ କରିଥିବା ଓଡ଼ିଆ ପୁଅ କାର୍ତ୍ତିକ ସାହୁ। ଘର କେନ୍ଦ୍ରାପଡ଼ା…

ଇ-ବାଣିଜ୍ୟ ସଂସ୍ଥା ଉପରେ ଲାଗିବ ଅଙ୍କୁଶ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଦେଶରେ ଇ-ବାଣିଜ୍ୟ କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗ୍ରାହକମାନେ ଅନ୍‌ଲାଇନ ଜରିଆରେ ମଗାଉଥିବା ସାମଗ୍ରୀ ଖରାପ ପଡ଼ିଲେ ସେହି ସଂସ୍ଥାଗୁଡ଼ିକ ବିରୋଧରେ ପୂର୍ବରୁ ଅଭିଯୋଗ କରିବାର କୌଣସି ଆଇନଗତ ବ୍ୟବସ୍ଥା ନ ଥିଲା। ତେଣୁ ଉପଭୋକ୍ତାଙ୍କ ସ୍ବାର୍ଥକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?