ମେଟ୍ରୋ

ଲେଖାଶ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ: ମହିଳା କମିସନ ନିକଟରେ ଭାଜପା ବିଧାୟକଙ୍କ ଗିରଫ ଦାବିରେ ଅଭିଯୋଗ

ଭୁବନେଶ୍ୱର, ୮।୭: ବିଜୁ ଜନତା ଦଳ (ବିଜେଡି)ର ବରିଷ୍ଠ ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ସୋମବାର ରାଜ୍ୟ ମହିଳା କମିସନ (ଏସସିଡବ୍ଲୁ)ରେ ଅଭିଯୋଗ ଦାୟର କରିଛନ୍ତି। ନୀଳଗିରି ବିଧାନସଭା ନିର୍ବାଚନ ମଣ୍ଡଳୀର ଭାଜପା ବିଧାୟକ ସନ୍ତୋଷ ଖଟୁଆଙ୍କୁ ତାଙ୍କ ବିରୁଦ୍ଧରେ ଅଶାଳୀନ ଓ…

ଆଜିଠୁ ଡ୍ରାଇଭର ମହାମଞ୍ଚର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ

ଭୁବନେଶ୍ୱର,୮।୭(ସତ୍ୟଜିତ୍‌ ରାଉତ): ଓଡ଼ିଶା ଡ୍ରାଇଭର ଏକତା ମହାମଞ୍ଚ ପକ୍ଷରୁ ମଙ୍ଗଳବାର ଷ୍ଡିଅରିଂ ଛାଡ଼ ଆନ୍ଦୋଳନ କରାଯିବ। ୬ ଦଫା ଦାବିରେ ଏହି ଅନ୍ଦୋଳନ ଡାକରା ଦିଆଯାଇଛି। ଅଟୋ ଡ୍ରାଇଭରମାନଙ୍କୁ ଓଡ଼ିଶା ମୋଟର ଟ୍ରାନ୍ସପୋର୍ଟ ଡ୍ରାଇଭର ଆଣ୍ଡ୍‌ ଓ୍ବାର୍କର୍ସ ଓ୍ବେଲ୍‌ଫେୟାର ବୋର୍ଡରେ ସାମିଲ…

ନନ୍ଦନକାନନରେ ଜନ୍ମ ହେଲେ ୧୧ଟି ହଳଦିଆ ଆନାକୋଣ୍ଡା

ବାରଙ୍ଗ,୭।୭(ଲିଙ୍ଗରାଜ ରାଉତ): ଦ୍ୱିତୀୟ ଥର ପାଇଁ ମା’ ହୋଇଛି ହଳଦିଆ ଆନାକୋଣ୍ଡା। ସୋମବାର ଏହା ଜଣାପଡ଼ିବା ପରେ କର୍ମଚାରୀ ମହଲରେ ଖୁସିର ମହୋଲ ଖେଳିଯାଇଛି। ନନ୍ଦନକାନନ ପ୍ରାଣୀ ଉଦ୍ୟାନର ସରୀସୃପ ପାର୍କରେ ୨୦୨୫ ଜୁଲାଇ ୪ରେ ଦ୍ୱିତୀୟ ପ୍ରଜନନ ଯୋଡିରୁ ୧୧ଟି…

ଓଡ଼ିଶାରେ ଆଉ ୩୭ ଲକ୍ଷ ପରିବାରଙ୍କୁ ପକ୍କା ଘର ମଞ୍ଜୁର କରିବ ସରକାର

ଭୁବନେଶର,୭ା୭: ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ (PMAY-G) ଅଧୀନରେ ଓଡ଼ିଶାରେ ଆଉ ୩୭ ଲକ୍ଷ ପରିବାରଙ୍କୁ ପକ୍କା ଘର ମଞ୍ଜୁର କରାଯିବ। ଏହି ଘୋଷଣା ଆଜି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ କରିଛନ୍ତି। ମନ୍ତ୍ରୀ ନାୟକ କହିଛନ୍ତି, “ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ…

ମଙ୍ଗଳବାରଠାରୁ ସାରା ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ

ଭୁବନେଶ୍ୱର,୭।୭: ଓଡ଼ିଶା ଡ୍ରାଇଭର ମହାସଂଘ ମଙ୍ଗଳବାରଠାରୁ ସାରା ରାଜ୍ୟରେ ‘ଷ୍ଟିଅରିଂ ଛାଡ଼’ ଆନ୍ଦୋଳନ ଆରମ୍ଭ କରିବାକୁ ଘୋଷଣା କରିଛି। ୬ ଦଫା ଦାବି ନେଇ ଏହି ଆନ୍ଦୋଳନ ଡାକରା ଦିଆଯାଇଛି। ମହାସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲି ସୂଚନା ଦେଇ କହିଛନ୍ତି ଯେ,…

ଭୁବନେଶ୍ୱର ଷ୍ଟେଶନରେ ଟ୍ରେନ୍‌ରେ ଲାଗିଲା ନିଆଁ: ଆତଙ୍କରେ ଧାଇଁଲେ ଲୋକେ

ଭୁବନେଶର,୭ା୭: ଭୁବନେଶ୍ୱର ରେଳଷ୍ଟେଶନରେ ହୀରାକୁଦ ଏକ୍ସପ୍ରେସ୍‌ର ଏକ ବଗିରେ ସୋମବାର ସନ୍ଧ୍ୟାରେ କୌଣସି କାରଣରୁ ନିଅଁା ଲାଗିଯାଇଥିଲା। ନିଆଁରେ ଜଣେ ଯାତ୍ରୀଙ୍କ କିଛି ଆସବାବପତ୍ର ପୋଡ଼ିଯାଇଥିବା ବେଳେ ଜଣେ ଶିଶୁଙ୍କ ପାଦରେ ସାମାନ୍ୟ ଆଘାତ ଲାଗିଥିଲା। ଟ୍ରେନ୍‌ ବଗିରେ ନିଆଁ ଦେଖି…

ଡିସ୍‌ଚାର୍ଜ ହେଲେ ନବୀନ ପଟ୍ଟନାୟକ, ଜାଣନ୍ତୁ କେବେ ଫେରିବେ ଓଡ଼ିଶା

ମୁମ୍ବାଇ,୭।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ମୁମ୍ବାଇର କୋକିଳାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇଛନ୍ତି। ସର୍ଭାଇକାଲ୍‌ ଆର୍ଥ୍ରରାଇଟ୍‌ସ ଅସ୍ତ୍ରୋପଚାର ପାଇଁ ସେ ଏହି ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। ନବୀନଙ୍କ ରାଜନୈତିକ ସଚିବ ସନ୍ତୃପ୍ତ…

ପୁଣି ଥରେ ସଭାପତି ହେବେ ମନମୋହନ! ଭରିଲେ ନାମାଙ୍କନ

ଭୁବନେଶ୍ୱର,୭।୭:ରାଜ୍ୟ ଭାଜପା ସଭାପତି ପଦ ପାଇଁ ସୋମବାର ନାମାଙ୍କନ ଭରିଛନ୍ତି ମନମୋହନ ସାମଲ। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଫଳରେ ସେ ପୁଣି ଥରେ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ସମ୍ଭାବନା…

କାଉବଂଶ ବୁଡ଼ାଉଛି ଅସନ୍ତୁଳିତ ପରିବେଶ

ଭାରତର ପରିବେଶ ଓ ପରମ୍ପରା ସହ କାଉ ଯୋଡ଼ି ହୋଇ ରହିଛନ୍ତି। ପକ୍ଷୀମାନଙ୍କ ମଧ୍ୟରେ କାଉକୁ ଅତ୍ୟନ୍ତ ଚତୁର ପକ୍ଷୀ ବୋଲି ବିବେଚନା କରାଯାଏ। ଦକ୍ଷିଣ ମେରୁ, ଉତ୍ତର ମେରୁ, ଦକ୍ଷିଣ ଆମେରିକାର ଦକ୍ଷିଣ ଅଂଶ ଓ ପ୍ରଶାନ୍ତ ମହାସାଗରର କେତେକ…

ଆଜି ଏସବୁ ଜିଲାକୁ ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୭ା୭: ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ସୋମବାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ କିଛି ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ…

ଯୁକ୍ତ୩: ଆଜିଠୁ ଓ୍ବେଟିଂ ଲିଷ୍ଟ, ସ୍ପଟ୍‌ ନାମଲେଖା ପାଇଁ ଆବେଦନ

ଭୁବନେଶ୍ୱର,୭ା୭(ସୁଚିସ୍ମିତା ସାହୁ): ଚଳିତବର୍ଷ ତିନି ପର୍ଯ୍ୟାୟରେ ଯୁକ୍ତ ୩ ନାମଲେଖା ଶେଷ ହୋଇଛି। ସୋମବାରଠାରୁ ଓ୍ବେଟିଂ ଲିଷ୍ଟ ଓ ସ୍ପଟ୍‌ ନାମଲେଖା ପାଇଁ ଆବେଦନ ଆରମ୍ଭ ହେବ। ଯେଉଁ ଛାତ୍ରୀଛାତ୍ର ନାମଲେଖାରୁ ବଞ୍ଚିତ ହୋଇଛନ୍ତି, ସେମାନେ ଏହି ରାଉଣ୍ଡରେ ସୁଯୋଗ ପାଇପାରିବେ।…

ମହାପ୍ରଭୁ ପିନ୍ଧିବେ କି ନୂଆ ଅଳଙ୍କାର ? ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୬ା୭: ପୁରୀ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କୁ ନୂଆ ଅଳଙ୍କାର ପରିଧାନ କରାଇବା ନେଇ ଭକ୍ତଙ୍କ ମଧ୍ୟରେ ଦୀର୍ଘ ଦିନର ଆକାଂକ୍ଷା ଜାରି ରହିଥିବା ବେଳେ, ଓଡ଼ିଶାର ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରବିବାର କହିଛନ୍ତି ଯେ, ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri