କଟକରେ କମିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା
କଟକ ଅଫିସ,୧୯।୭- କଟକ ଜିଲାରେ କମିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସଂକ୍ରମଣ ଯେପରି ନ ବ୍ୟାପିବ କଟକ ମହାନଗର ନିଗମ ଓ ଗ୍ରାମାଞ୍ଚଳରେ ଘରକୁ ଘର ଯାଇ ସର୍ଭେ କରାଯାଉଛି। ସେହିଭଳି ସଂକ୍ରମଣର ଲକ୍ଷଣ ଥିବା ଲୋକଙ୍କଠାରୁ ନମୁନା ସଂଗ୍ରହ କରାଯାଇ…
୨ କନେଷ୍ଟବଳଙ୍କୁ କରୋନା
ଭୁବନେଶ୍ୱର,୧୯।୭(ବ୍ୟୁରୋ): କମିଶନରେଟ ପୋଲିସ ରିଜର୍ଭ ଲାଇନ୍ର ୨ଜଣ କନେଷ୍ଟବଳ କରୋନା ସଂକ୍ରମିତ ହୋଇଛନ୍ତି। ଉଭୟ ଛୁଟିରୁ ଫେରି ଆଇସୋଲେଶନରେ ଥିଲେ। ପରେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଉଭୟଙ୍କ ଘର କେନ୍ଦ୍ରାପଡ଼ା ଓ ଗଞ୍ଜାମରେ ବୋଲି ଜଣାପଡ଼ିଛି। ତେବେ ଏହା ଜଣାପଡ଼ିବା ପରେ…
ଭୁବନେଶ୍ୱରରେ କରୋନା ସ୍ଥିତି ସାଂଘାତିକ
ଭୁବନେଶ୍ୱର,୧୯।୭(ବ୍ୟୁରୋ): କରୋନା ଗୋଷ୍ଠୀ ସଂକ୍ରମଣ ଆଶଙ୍କା ନେଇ ପ୍ରତିକ୍ରିୟା ରଖିଛନ୍ତି ଜଟଣୀ ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟ। ସେ କହିଛନ୍ତି, କରୋନା ସଂକ୍ରମଣ ନ ବ୍ୟାପିବା ଲାଗି ସରକାର ଠିକ୍ ପରିଚାଳନା କରିପାରୁନାହାନ୍ତି। ଭୁବନେଶ୍ୱରରେ ସ୍ଥିତି ସାଂଘାତିକ।…
କରୋନା କାୟା: ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାର ଟପିଲା
ଭୁବନେଶ୍ୱର,୧୯।୭(ବ୍ୟୁରୋ): ରାଜଧାନୀରେ ରବିବାର ୫୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧୮୨କୁ ବୃଦ୍ଧି ପାଇଛି। ସେଥିରୁ ୬୪୬ ଆକ୍ଟିଭ୍ କେସ୍ ରହିଥିବା ବେଳେ ୫୨୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିଭଳି…
ଓଡ଼ିଶାରେ ସଫଳ ହେଲା ପ୍ଲାଜମା ଥେରାପି
ଭୁବନେଶ୍ୱର,୧୯।୭(ବ୍ୟୁରୋ): ରାଜ୍ୟରେ ଗୁରୁତର କରୋନା ରୋଗୀଙ୍କ ଚିକିତ୍ସା କ୍ଷେତ୍ରରେ ପ୍ଲାଜମା ଥେରାପି ସଫଳ ହୋଇଛି। ୬ ଜଣ ଗୁରୁତର ରୋଗୀଙ୍କ ମଧ୍ୟରୁ ଯେଉଁମାନେ ବର୍ତ୍ତମାନ ପ୍ଲାଜମା ଥେରାପିରେ ଅଛନ୍ତି, ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ସ୍ବାସ୍ଥାବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇଛି। ସେମାନେ…
ପ୍ଲାଜମା ଦାନ କରିବା ନେଇ ଅଗ୍ନିଶମ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା
ଭୁବନେଶ୍ୱର,୧୯ା୭(ବ୍ୟୁରୋ): ଅଗ୍ନିଶମ କର୍ମଚାରୀ ଗୁରୁତର ଅସୁସ୍ଥ କରୋନା ରୋଗୀଙ୍କୁ ପ୍ଲାଜମା ଦାନ କରିବେ। ପ୍ରଥମ ପର୍ଯ୍ୟାୟରେ ୧୦ ଜଣ କର୍ମଚାରୀ ପ୍ଲାଜମା ଦାନ କରିବେ। କଟକ ଏସ୍ସିବି ମେଡିକାଲରେ ସେମାନଙ୍କଠାରୁ ପ୍ଲାଜମା ସଂଗ୍ରହ କରାଯିବ ବୋଲି ଶନିବାର ଅଗ୍ନିଶମ ଡିଜି ସତ୍ୟଜିତ୍…
ରାଜ୍ୟରେ ଆଉ ୫ ଜୀବନ ନେଲା କରୋନା: ମୃତ୍ୟୁସଂଖ୍ୟା ୯୧କୁ ବୃଦ୍ଧି
ଭୁବନେଶ୍ୱର,୧୯ା୭(ବ୍ୟୁରୋ): ରବିବାର ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୧ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକମାନଙ୍କ ମଧ୍ୟରେ ଗଞ୍ଜାମର ୩ ଜଣ…
ଖାକିକୁ କରୋନା ଚିନ୍ତା: ଭୟ, ଆଶଙ୍କାରେ ସାହସୀ ଯୋଦ୍ଧା
ଭୁବନେଶ୍ୱର,୧୯। ୭ (ବ୍ୟୁରୋ):କରୋନା ଲଢ଼େଇରେ ପ୍ରମୁଖ ଭୂମିକା ନେଉଛନ୍ତି ପୋଲିସ କର୍ମଚାରୀ। ଏମାନଙ୍କୁ ସାହସୀ ଯୋଦ୍ଧା କୁହାଯାଉଛି। ବିଶେଷକରି ରାଜଧାନୀରେ କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କର ଗୁରୁଦାୟିତ୍ୱ ରହୁଛି। ହେଲେ ଏଠାରେ ବଢ଼ି ଚାଲିଥିବା ସଂକ୍ରମଣକୁ ନେଇ ପୋଲିସ କର୍ମଚାରୀ ମଧ୍ୟ ଭୟଭୀତ…
ବାପାଙ୍କୁ ହତ୍ୟାକଲେ ଡାକ୍ତର ପୁଅ
ଭୁବନେଶ୍ୱର,୧୯। ୭(ବ୍ୟୁରୋ): ସନ୍ଦେହରୁ ପାରିବାରିକ ଅଶାନ୍ତି। ସ୍ଥିତି ଏପରି ହେଲା ଶେଷରେ ବାପାଙ୍କୁ ବିଧାମାରି ହତ୍ୟାକଲେ ଡାକ୍ତର ପୁଅ। ଖଣ୍ଡଗିରି ଥାନା ଅନ୍ତର୍ଗତ ଜଗମୋହନ ନଗରରେ ଏଭଳି ଏକ ସ୍ପର୍ଶକାତର ଘଟଣା ଘଟିଛି। ମୃତକ ହେଲେ କୃଷି ବିଭାଗର ପୂର୍ବତନ ଅତିରିକ୍ତ…
କରୋନାଠୁ ବଳିଗଲା ବିଏମ୍ସିର ଅବହେଳା
ଭୁବନେଶ୍ୱର,୧୯। ୭: ରାଜଧାନୀରେ ବର୍ତ୍ତମାନ କରୋନା ହୁହୁ ହୋଇ ମାଡ଼ି ଚାଲିଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ମୋଟ ୬୭ ଓ୍ବାର୍ଡ ମଧ୍ୟରୁ ପାଖାପାଖି ୫୦ଟିରେ ଏହି ମହାମାରୀ ଠାବ ହୋଇସାରିଲାଣି। ବର୍ତ୍ତମାନ କରୋନାକୁ ନେଇ ଓ୍ବାର୍ଡବାସୀ ନାନା ଭୟ ଓ…
ସାଇବର ଅପରାଧୀଙ୍କ ଟାର୍ଗେଟ୍ ମହିଳା
ଭୁବନେଶ୍ୱର,୧୯।୭(ବ୍ୟୁରୋ): କରୋନାଜନିତ ଲକ୍ଡାଉନ୍ ସମୟରେ ରାଜ୍ୟରେ ମହିଳା ବିରୋଧୀ ହିଂସା ବୃଦ୍ଧିପାଇଛି। କେବଳ ଘରୋଇ ହିଂସା କି ବଳାତ୍କାର, ନିର୍ଯାତନା ନୁହେଁ, ମହିଳା ବିରୋଧୀ ସାଇବର ଆପରାଧିକ ମାମଲା ଏବେ ଶୀର୍ଷରେ ପହଞ୍ଚତ୍ଛି। ଲୋକେ ଘରେ ରହୁଥିବାରୁ ଅଧିକାଂଶ ସମୟ ଇଣ୍ଟରନେଟ୍ରେ…
ଏଣିକି ବିନା ଆଙ୍ଗୁଳି ଛାପରେ ନେଇପାରିବେ ରାଶନ
ଭୁବନେଶ୍ୱର,୧୮ା୭(ବ୍ୟୁରୋ)-ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା (ଏନ୍ଏଫ୍ଏସ୍ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ସ୍କିମ୍ରେ ଖାଦ୍ୟ ସାମଗ୍ରୀ ପାଉଥିବା ହିତାଧିକାରୀମାନେ ଏଣିକି ସେମାନଙ୍କର ରାଶନ କେବଳ କାର୍ଡ ଦେଖାଇ ନେଇପାରିବେ। ସେମାନଙ୍କୁ ଇ-ପିଓଏସ୍ରେ ଆଙ୍ଗୁଳି ଛାପ ଦେବାକୁ ପଡ଼ିବ ନାହିଁ। ପରବର୍ତ୍ତୀ ଆଦେଶ…

