ସମସ୍ତ ସହରାଞ୍ଚଳରେ ହେବ ଅସ୍ଥାୟୀ କ୍ୱାରାଣ୍ଟାଇନ୍
ଭୁବନେଶ୍ୱର, ୧୭।୩(ବ୍ୟୁରୋ): ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ରବିବାର ବିଳମ୍ବିତ ରାତିରେ ଜଣେ ୩୩ ବର୍ଷୀୟ ଯୁବକ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିବା ସ୍ପଷ୍ଟ ହୋଇଛି। ତାଙ୍କ ରକ୍ତ ନମୁନା ରିପୋର୍ଟରେ କରୋନା ପଜିଟିଭ୍ ବାହାରିଛି। ତେଣୁ ଏହି ଭୂତାଣୁ...
କଲେଜ ଯିବେନି ଅଧ୍ୟାପକ, କର୍ମଚାରୀ
ଭୁବନେଶ୍ୱର, ୧୭।୩(ବ୍ୟୁରୋ): କରୋନା ସଂକ୍ରମଣ ମୁକାବିଲାକୁ ଦୃଷ୍ଟିରେ ରଖି ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ଅଧ୍ୟାପକ ଏବଂ କର୍ମଚାରୀମାନଙ୍କୁ ଶିକ୍ଷାନୁଷ୍ଠାନକୁ ନ ଆସିବାକୁ ବାରଣ କରିଛି ଉଚ୍ଚଶିକ୍ଷା ବିଭାଗ। ପରୀକ୍ଷା କିମ୍ବା ମୂଲ୍ୟାଙ୍କନ ସମ୍ବନ୍ଧୀୟ କାର୍ଯ୍ୟ ନଥିଲେ କଲେଜ ନ ଆସିବାକୁ କୁହାଯାଇଛି।...
ଧାର୍ମିକ ପୀଠ, ପର୍ଯ୍ୟଟନସ୍ଥଳୀରେ ବଢ଼ିଲା କଟକଣା
ଭୁବନେଶ୍ୱର,୧୭।୩(ବ୍ୟୁରୋ): ରାଜ୍ୟର ପ୍ରଥମ କରୋନା ଭାଇରସ୍ ସଂକ୍ରମଣ ଜଣାପଡିବା ପରେ ସବୁଠି କଟକଣା ଲାଗୁ କରାଯାଇଛି। କେଉଁଠି ୧୪୪ ଧାରା ଲାଗୁ ହୋଇଛି ତ ଆଉ କେଉଁଠି ମଲ୍ରୁ ଆରମ୍ଭକରି ମନ୍ଦିର, ଧାର୍ମିକ ପୀଠ, ପର୍ଯ୍ୟଟନସ୍ଥଳୀ ପର୍ଯ୍ୟନ୍ତ କଟକଣାକୁ ବଢ଼ାଇ...
ନବୀନଙ୍କ ପଦକ୍ଷେପକୁ ଅନୁସରଣ କରୁ ପାର୍ଲାମେଣ୍ଟ: ସସ୍ମିତ
ଭୁବନେଶ୍ୱର,୧୭।୩(ବ୍ୟୁରୋ): ବିଶ୍ୱବ୍ୟାପୀ ପ୍ରଭାବ ବିସ୍ତାର କରୁଥିବା କରୋନାକୁ ମୁକାବିଲା କରିବା ପାଇଁ ସମସ୍ତେ ଚେଷ୍ଟା କରୁଛନ୍ତି। କିଛିଦିନ ତଳେ ଓଡ଼ିଶାରେ କରୋନାକୁ ରାଜ୍ୟ ବିପତ୍ତି ଘୋଷଣା କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୦ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା...
ବିଦେଶାଗତଙ୍କ ଉପରେ ନଜର: ମାର୍ଚ୍ଚ ୪ ପରେ ଆସିଥିବା ବ୍ୟକ୍ତିଙ୍କୁ ୪୮ ଘଣ୍ଟା ମହଲତ,ନାମପଞ୍ଜୀକରଣ କଲେ ମିଳିବ ୧୫ ହଜାର ଟଙ୍କା
ଭୁବନେଶ୍ୱର,୧୬।୩(ବ୍ୟୁରୋ)- ବିଦେଶରୁ ଓଡ଼ିଶା ଆସୁଥିବା ବ୍ୟକ୍ତିଙ୍କ ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ କରାଯାଇଛି। ସେମାନେ ପହଞ୍ଚିବାର ୨୪ ଘଣ୍ଟା ମଧ୍ୟରେ ଟୋଲ୍ ଫ୍ରି ନମ୍ବର ୧୦୪କୁ କଲ୍ କରି କିମ୍ବା ଅନଲାଇନ ପୋର୍ଟାଲ https://covid19.odisha.gov.in ଜରିଆରେ ନିଜର ନାମ ପଞ୍ଜୀକୃତ କରି...
ବସ୍ରେ ଲାଗିଲା କଟକଣା: ଯାତ୍ରୀଙ୍କୁ ଛିଡ଼ା କରି ନେଲେ ହେବ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୧୬।୩ (ବ୍ୟୁରୋ)-କରୋନା ଭୂତାଣୁକୁ ନେଇ ସମଗ୍ର ବିଶ୍ୱ ଆତଙ୍କିତ। ଭାରତରେ ଏହି ଭୂତାଣୁ କାୟା ବିସ୍ତାର କରିଚାଲିଛି। ପରିସ୍ଥିତି ଯେପରି ଅଣାୟତ୍ତ ନ ହେବ ସେ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ନେଉଛନ୍ତି।...
କଳାବଜାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ: ବିଭାଗୀୟ ମନ୍ତ୍ରୀ
ଭୁବନେଶ୍ୱର, ୧୬।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ଯୋଗାଣ ବିଭାଗ ପକ୍ଷରୁ ତତ୍ପରତା ଦେଖାଦେଇଛି। କଳାବଜାର ରୋକିବା ପାଇଁ ବିଭାଗ କଡ଼ା ପଦକ୍ଷେପ ନେଇଛି। ଖାଦ୍ୟ ସାମଗ୍ରୀ, ମାସ୍କ ଓ ସାନିଟାଇଜର ବେଆଇନ ଭାବେ ମହଜୁଦ ରଖିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ...
ମାସ୍କ ଲଗାଇ କରୋନାଠୁ ଦୂରେଇ ରହିବାକୁ ବାର୍ତ୍ତା ଦେଲା ରାଜ୍ୟ ଛାତ୍ର କଂଗ୍ରେସ
ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ରାଜ୍ୟବାସୀ ଚିନ୍ତାରେ ପଡ଼ିଯାଇଛନ୍ତି। ଏ ନେଇ ବିଭିନ୍ନ ସ୍ଥାନରେ ସଚେତନ କରାଯାଉଥିବା ବେଳେ ସୋମବାର ଛାତ୍ର କଂଗ୍ରେସ ରାଜ୍ୟ ସଂଯୋଜକ ଆଦିତ୍ୟ ପ୍ରୀତମ୍ ଦାସଙ୍କ ସଂଯୋଜନାରେ ଏକ କରୋନା ସଚେତନତା କାର୍ଯ୍ୟକ୍ରମ...
ବାଣୀବିହାର ହଷ୍ଟେଲ ବନ୍ଦ: ୨୪ ଘଣ୍ଟା ଭିତରେ ହଷ୍ଟେଲ ଛାଡିବାକୁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର, ୧୬।୩(ବ୍ୟୁରୋ): କରୋନା ସତର୍କତା ପାଇଁ ପୂର୍ବରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ କରାଯାଇଥିବା ବେଳେ ସୋମବାର ଭୁବନେଶ୍ୱର ବାଣୀବିହାର ହଷ୍ଟେଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୨୪ ଘଣ୍ଟା ଭିତରେ ହଷ୍ଟେଲ ଛାଡିବାକୁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।...
ପରୀକ୍ଷା ସ୍ଥଗିତ, ଶିକ୍ଷକଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର, ୧୬।୩(ବ୍ୟୁରୋ): ମହାମାରୀ କରୋନା ନେଇ ସାରା ବିଶ୍ୱରେ ଭୟର ବାତାବାରଣ ସୃଷ୍ଟି ହୋଇଛି। ଏ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୋମବାର କଡ଼ା ପଦକ୍ଷେପ ନିଆଯାଇଛି। ପୂର୍ବରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସ୍କୁଲଗୁଡିକୁ ଛୁଟି ଘୋଷଣା...
କରୋନା ଆତଙ୍କ: ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ
ଭୁବନେଶ୍ୱର,୧୬।୩(ବ୍ୟୁରୋ): ସାରା ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରିଥିବା ବେଳେ ରାଜ୍ୟରେ ମଧ୍ୟ ଏହା ଚିହ୍ନଟ ହୋଇସାରିଛି। କରୋନାର ମୁକାବିଲା ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଉଛି। ତେବେ ରାଜ୍ୟରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ପଞ୍ଚାୟତ ଉପନିର୍ବାଚନକୁ...
ମହିଳା ଥାନାରେ ହେବ ଚାଇଲ୍ଡ ଫ୍ରେଣ୍ଡଲି ରୁମ୍
ଭୁବନେଶ୍ୱର,୧୬।୩(ବ୍ୟୁରୋ): ପ୍ରତିଦିନ ମହିଳା ଥାନାକୁ ଏକାଧିକ ମହିଳାମାନେ ନିଜର ଅଭିଯୋଗ ନେଇ ଆସୁଛନ୍ତି। ଏପରିକି ସେମାନେ ସାଥିରେ ସେମାନଙ୍କ ପିଲାଙ୍କୁ ମଧ୍ୟ ଥାନାକୁ ଆଣୁଛନ୍ତି। ଫଳରେ ମା’ ଅଭିଯୋଗ ଲେଖିବା ସମୟରେ ଶିଶୁମାନେ ହଇରାଣ କରିବା ସହ ଥାନା କର୍ମଚାରୀ...
Archives


