ମେଟ୍ରୋ

ଜୁଲାଇ ୨୨ରେ ଶପଥ ନେବେ ୪ ନବ ନିର୍ବାଚିତ ରାଜ୍ୟସଭା ସଦସ୍ୟ

ଭୁବନେଶ୍ୱର,୧୮ା୭(ବ୍ୟୁରୋ)-ଆସନ୍ତା ୨୨ ତାରିଖରେ ଓଡିଶାରୁ ନବ ନିର୍ବାଚିତ ୪ ଜଣ ରାଜ୍ୟ ସଭା ସଦସ୍ୟ ପାର୍ଲାମେଣ୍ଟର ହାଉସ ଅଫ ଚାମ୍ବରରେ ଶପଥ ଗ୍ରହଣ କରିବେ। ସାମାଜିକ ଦୂରତ୍ୱ ରକ୍ଷା କରି ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ନୂତନ ଭାବେ…

୩୧ ଯାଏ ୪ ଜିଲା, ରାଉରକେଲାରେ କୋର୍ଟ ବନ୍ଦ

କଟକ ଅଫିସ,୧୮ା୭-ରାଜ୍ୟର ଖୋର୍ଦ୍ଧା, ଗଞ୍ଜାମ, କଟକ, ଯାଜପୁର ପରି ୪ଟି ଜିଲା ଓ ରାଉରକେଲା ପୌରାଞ୍ଚଳକୁ ସରକାର ହଟ୍‌ସ୍ପଟ୍‌ ଭାବେ ଘୋଷଣା କରିଛନ୍ତି। ଏଠାରେ ଜୁଲାଇ ୩୧ ପର୍ଯ୍ୟନ୍ତ ଲକ୍‌ଡାଉନ ଜାରି କରାଯାଇଛି। ତେଣୁ ସେ ପର୍ଯ୍ୟନ୍ତ ଏହି ଅଞ୍ଚଳର ଜିଲା…

ଅଗଷ୍ଟ ୩୧ ପର୍ଯ୍ୟନ୍ତ ସ୍ବତନ୍ତ୍ର ସ୍କୁଲ ବନ୍ଦ

ଭୁବନେଶ୍ୱର, ୧୮।୭(ବ୍ୟୁରୋ)- ମହାମାରୀ କରୋନା ଯୋଗୁ ଆସନ୍ତା ଅଗଷ୍ଟ ୩୧ ପର୍ଯ୍ୟନ୍ତ ସମସ୍ତ ସ୍ବତନ୍ତ୍ର ସ୍କୁଲ ବନ୍ଦ ରହିବ। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ସବୁ ସ୍ବତନ୍ତ୍ର ସ୍କୁଲଗୁଡ଼ିକ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ଏ ନେଇ ସାମାଜିକ…

ଗଞ୍ଜାମ ପାଇଁ ନୂଆ ରଣକୌଶଳ ଆପଣାଇଲେ ସରକାର

ଭୁବନେଶ୍ୱର,୧୮।୭(ବ୍ୟୁରୋ)-ଗଞ୍ଜାମରେ କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ନୂତନ ରଣ କୌଶଳ ଗ୍ରହଣ କରିଛନ୍ତି। ବିଶେଷ କରି ଭିତ୍ତିଭୂମି ସମ୍ପ୍ରସାରଣ, ଟେଲି ମେଡିସିନ ଓ ସଚେତନତା ଉପରେ ଗୁରୁତ୍ୱ ଦିଆଯାଇଛି। ଲୋକସେବା ଭବନରେ ଶନିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ପ୍ଲାଜମା ଦାନ କରିବେ ଅଗ୍ନିଶମ କର୍ମଚାରୀ

ଭୁବନେଶ୍ୱର,୧୮।୭(ବ୍ୟୁରୋ)-ଗୁରୁତର ଅସୁସ୍ଥ କରୋନା ରୋଗୀଙ୍କୁ ପ୍ଲାଜମା ଦାନ କରିବେ ଅଗ୍ନିଶମ କର୍ମଚାରୀ। ପ୍ରଥମ ପର୍ଯ୍ୟାୟରେ ୧୦ ଜଣ କର୍ମଚାରୀ ପ୍ଲାଜମା ଦାନ କରିବେ। କଟକ ଏସ୍‌ସିବି ମେଡିକାଲରେ ସେମାନଙ୍କଠାରୁ ପ୍ଲାଜମା ସଂଗ୍ରହ କରାଯିବ ବୋଲି ଶନିବାର ଅଗ୍ନିଶମ ଡିଜି ସତ୍ୟଜିତ ମହାନ୍ତି…

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୦୭ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୮।୭(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୬୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୭୯ ଜଣ ସୁସ୍ଥ ହୋଇଥିବାବେଳେ ଯାଜପୁରରୁ ୮୪, ଖୋର୍ଦ୍ଧାରୁ ୫୦, କଟକରୁ ୪୨, କେନ୍ଦୁଝରରୁ ୨୩, ମାଲକାନଗିରିରୁ ୨୧, ପୁରୀରୁ ୧୫, ସୁନ୍ଦରଗଡରୁ ୧୫, ମୟୁରଭଞ୍ଜରୁ ୧୨,…

ଆଇସ୍‌କ୍ରିମ୍‌ ଫ୍ୟାକ୍ଟ୍ରିରେ ଗ୍ୟାସ ଦୁର୍ଘଟଣା: ପୁଅ ମୃତ, ବାପା ଗୁରୁତର

ବାଙ୍କୀ, ୧୮।୭(ଡି.ଏନ୍‌.ଏ)- କଟକ ଜିଲା ବାଙ୍କୀ ଚର୍ଚ୍ଚିକାସାହିରେ ଥିବା ଏକ ଆଇସ୍‌କ୍ରିମ୍‌ ଫ୍ୟାକ୍ଟିରେ ଶନିବାର ପୂର୍ବାହ୍ନରେ ଦୁର୍ଘଟଣା ଘଟିଛି। ଏଥିରେ ପୁଅ ସ୍ମୃତିରଞ୍ଜନ ସୁବୁଦ୍ଧି(୨୫)ଙ୍କ ମୃତ୍ୟୁ ଘଟିଥିବାବେଳେ ବାପା ସୁଶାନ୍ତ(୫୧) ଗୁରୁତର ଆହତ ହୋଇଛନ୍ତି। ଉଭୟଙ୍କୁ ପ୍ରଥମେ ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ…

ଭୁବନେଶ୍ୱରରେ ଆଉ ୮୭ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୮।୭(ବ୍ୟୁରୋ)- ଶନିବାର ଭୁବନେଶ୍ୱରରେ ଆଉ ୮୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନରୁ ୪୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ୪ହାଇ ନୟାପଲ୍ଲୀ ତ୍ରିନାଥ ନଗର ବସ୍ତିରୁ ୪ ଲୋକାଲ କଣ୍ଟାକ୍ଟ କେସ, ଗୌତମ ନଗର ହରିହର ଏନକ୍ଲେଭରୁ ୩…

ହସ୍ପିଟାଲ ଆଡମିଶନ୍‌ ନ କଲେ ୧୦୦କୁ କୁହ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଆଡ୍‌ମିଶନ୍‌ ନେବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟ ଶାସନ ସଚିବ। ଯଦି କୌଣସି ହସ୍ପିଟାଲ ଆଡମିଶନ ନ କରେ ତେବେ ଟୋଲ ଫ୍ରି ନଂ-୧୦୦କୁ ଜଣାନ୍ତୁ ବୋଲି ସେ କହିଛନ୍ତି। ତେବେ ମୁଖ୍ୟ ଶାସନ ସଚିବ…

ବିନା ଅନୁମତି ପତ୍ରରେ କର୍ମଚାରୀଙ୍କୁ ଛାଡ଼ିବନି ପୋଲିସ

ଭୁବନେଶ୍ୱର,୧୮।୭(ବ୍ୟୁରୋ): କର୍ତ୍ତୃପକ୍ଷଙ୍କ ଅନୁମତି ପତ୍ର ନ ଥିଲେ କର୍ମଚାରୀମାନେ ଅଫିସ ଯାଇପାରିବେନାହିଁ। ଏଣିକି ବିନା ଅନୁମତି ପତ୍ରରେ ଛାଡ଼ିବନି ପୋଲିସ। କର୍ମଚାରୀଙ୍କ ନାଁ କର୍ତ୍ତୃପକ୍ଷଙ୍କ ଅନୁମତି ପତ୍ର ତାଲିକାରେ ନ ଥିଲେ ଛଡ଼ାଯିବନାହିଁ। ସୋମବାରଠାରୁ ନିୟମ କଡ଼ାକଡ଼ି ହେବ ବୋଲି ପୋଲିସ…

କରୋନାକୁ ହରାଇଲେ କେନ୍ଦ୍ରାପଡ଼ାର ଏହି ବୃଦ୍ଧ ଦମ୍ପତି: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଦିନକୁ ଦିନ ମହାମାରୀ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବିଶେଷଭାବେ ବୟସ୍କ ଏବଂ ଅନ୍ୟ ରୋଗରେ ଆକ୍ରାନ୍ତ ବ୍ୟକ୍ତିବିଶେଷଙ୍କ ଏଥିରେ ସଂକ୍ରମିତ ହେବାର ଆଶଙ୍କା ରହିଛି। ଏଭଳିକି ଅନ୍ୟ ରୋଗରେ ପୀଡ଼ିତ ଥିଲେ ରୋଗୀର ମୃତ୍ୟୁ ହେବାର ଆଶଙ୍କା…

ମାନବପ୍ରେମୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା: ବିଦ୍ୟାଶ୍ରୀଙ୍କ ମା’, ଭାଇଙ୍କୁ ଜିଆର୍‌ପି ପୋଲିସର ଜେରା

ଭୁବନେଶ୍ୱର,୧୮।୭(ବ୍ୟୁରୋ): ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା ଦିନକୁ ଦିନ ରୋଚକ ମୋଡ଼ ନେଉଛି। ଶନିବାର ଜିଆର୍‌ପି ପୋଲିସ ଆଦିତ୍ୟଙ୍କ ସ୍ତ୍ରୀ ବିଦ୍ୟାଶ୍ରୀଙ୍କ ମା’ ଏବଂ ଭାଇଙ୍କୁ ପଚରାଉଚରା କରିଥିବା ସୂଚନା ମିଳିଛି। କଟକ କାଜିବଜାରସ୍ଥିତ ଘରକୁ ଯାଇ ପୋଲିସ ପଚରାଉଚରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?