କରୋନା ମାଡ଼ରେ ବେପାର ମାନ୍ଦା
ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ଭାଇରସ୍ ସଂକ୍ରମଣକୁ ଏଡ଼ାଇବା ପାଇଁ ପ୍ରଶାସନ ପକ୍ଷରୁ ବହୁ ପଦକ୍ଷେପ ନିଆଯାଉଛିା ହାଟ, ବଜାର, ସଭା ସମିତିକୁ ନ ଯିବାକୁ ବାରଣ କରାଯାଉଛି। ଦେଶର ବିଭିନ୍ନ ରାଜ୍ୟରେ ଏବେ ହାଟ, ବଜାର, ମଲ୍ ବନ୍ଦ ହୋଇଯାଇଥିବା ବେଳେ...
ଓଡ଼ିଶାରେ କରୋନା; ସ୍ପଷ୍ଟକଲେ ସରକାର, ଗଣମାଧ୍ୟମକୁ ଦେଲେ ଚେତାବନୀ
ଭୁବନେଶ୍ୱର, ୧୬।୩(ବ୍ୟୁରୋ): ଓଡ଼ିଶାରେ ଜଣେ ଯୁବକ କରୋନାରେ ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ ହୋଇଛି। ଭୁବନେଶ୍ୱର ଗୀତଗୋବିନ୍ଦ ସଦନରେ ସୋମବାର ଆୟୋଜିତ୍ ପ୍ରେସ୍ମିଟରେ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍ଚୀ ଏହା ସ୍ପଷ୍ଟ କରିଛନ୍ତି। ସମ୍ପୃକ୍ତ ୩୩ ବର୍ଷୀୟ ଯୁବକ ଇଟାଲୀରେ...
ରୋଗୀଙ୍କ ପର୍ସ, ମୋବାଇଲ୍, ଫେରାଇ ଆମ୍ବୁଲାନ୍ସ କର୍ମଚାରୀ ପ୍ରଶଂସିତ
ଭୁବନେଶ୍ୱର,୧୬।୩(ବ୍ୟୁରୋ)କେତେଜଣ ଲୋକ ଅଛନ୍ତି, ଯେଉଁମାନେ ମାନବିକତାକୁ ସର୍ବାଗ୍ରେ ରଖିଥାନ୍ତି। ଏକ ୧୦୮ ଆମ୍ବୁଲାନ୍ସର ୩ଜଣ କର୍ମଚାରୀ ମଧ୍ୟ ମାନବିକତା ଦେଖାଇ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। ସେମାନେ ଜଣେ ରୋଗୀଙ୍କ ପର୍ସ ଓ ମୋବାଇଲ ଫୋନ ଫେରାଇ ପ୍ରଶଂସା ସାଉଁଟିଛନ୍ତି।...
ହୋଟେଲ ଉପରେ କଡ଼ା ନଜର ରଖିବାକୁ ଡିସିପିଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ଜାରି ରହିଛି। ରବିବାର ଡିସିପି ଅନୁପ ସାହୁ ବୈଠକ ଡାକି ସ୍ଥିତିକୁ ନେଇ ଆଲୋଚନା କରିଛନ୍ତି। ରାଜଧାନୀର ହୋଟେଲଗୁଡ଼ିକରେ ବିଦେଶୀ ପର୍ଯ୍ୟଟକ ରହୁଛନ୍ତି। ଅନ୍ୟ ରାଜ୍ୟରୁ କରୋନା...
କରୋନା: ତଥ୍ୟ ଦେବେ ଘରୋଇ ହସ୍ପିଟାଲ, ହୋଟେଲ,ଏସ୍ଓପି ଜାରି କଲା ବିଏମ୍ସି
ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ରାଜଧାନୀରେ ଥିବା ଘରୋଇ ହସ୍ପିଟାଲ ଓ ହୋଟେଲ କର୍ତ୍ତୃପକ୍ଷଙ୍କ ପାଇଁ ନୂଆ ଏସ୍ଓପି ଜାରି କରାଯାଇଛି। ଡାକ୍ତରଖାନାକୁ ଆସୁଥିବା ରୋଗୀ ଓ ହୋଟେଲ୍କୁ ଆସୁଥିବା ପର୍ଯ୍ୟଟକଙ୍କ ସମ୍ପୂର୍ଣ୍ଣ...
ବଢ଼ିଲା କଳାବଜାର: ୨ଶହରୁ ଊର୍ଦ୍ଧ୍ୱ ଔଷଧ ଦୋକାନ ଉପରେ ପୋଲିସ ଚଢ଼ାଉ
ଭୁବନେଶ୍ୱର,(ବ୍ୟୁରୋ)/ କଟକ ରୋଡ୍,୧୬।୩(ଡି.ଏନ୍.ଏ.) କରୋନା ପାଇଁ ମାସ୍କ ଓ ହ୍ୟାଣ୍ଡ୍ ସାନିଟାଇଜରର ହଠାତ୍ ଡିମାଣ୍ଡ ବଢ଼ିଯିବା ପରେ କଳାବଜାର ଆରମ୍ଭ ହୋଇଯାଇଛି। ଔଷଧ ଦୋକାନୀମାନେ ଅଭାବ ଦର୍ଶାଇ ମନଇଚ୍ଛା ଦର ନେଉଛନ୍ତି। ମୂଲ୍ୟ ୫୦ ଟଙ୍କା ରହିଥିଲେ ମଧ୍ୟ ଦୋକାନୀମାନେ...
ଅଗ୍ନିଶମ ସେବା ରେଞ୍ଜ୍ କାର୍ଯ୍ୟାଳୟ ପାଇଁ ଅର୍ଥ ଦାବି
ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ସମେତ ଅନୁଗୋଳ, ବାଲେଶ୍ୱର, କୋରାପୁଟ ଏବଂ ଶିଳ୍ପନଗରୀ ରାଉରକେଲାରେ ନୂତନ ଅଗ୍ନିଶମ ସେବା ରେଞ୍ଜ୍ କାର୍ଯ୍ୟାଳୟ ଖୋଲାଯିବ। ଏଥିପାଇଁ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଗୃହ ବିଭାଗ ବଜେଟରୁ ଆବଶ୍ୟକ ଅର୍ଥ ଯୋଗାଇ ଦିଆଯାଉ ବୋଲି...
ଆଦିବାସୀ ଅଞ୍ଚଳରୁ ଇଣ୍ଟରନ୍ୟାଶନାଲ ଫ୍ୟାଶନ ଶୋ: ‘ହୋ’ ସମ୍ପ୍ରଦାୟର ବିଉଟି କୁଇନ୍ ରେହା ରେଶମ
ଭୁବନେଶ୍ୱର,୧୬।୩(ବ୍ୟୁରୋ): ଜାତୀୟ ଓ ଅନ୍ତର୍ଜାତୀୟସ୍ତରର ବିଭିନ୍ନ ବିଉଟି ପାଜେଣ୍ଟରେ ଓଡ଼ିଶାର ପ୍ରତିଯୋଗୀମାନେ ବାଜି ମାରିଛନ୍ତି। ମିସ୍ରୁ ମିସେସ୍ ପର୍ଯ୍ୟନ୍ତ, ସବୁକ୍ଷେତ୍ରରେ ଓଡ଼ିଆ ପ୍ରତିଭାଙ୍କ ଲମ୍ବା ତାଲିକା ରହିଛି। ଏବେ ଜଣେ ଓଡ଼ିଶା ଜନ୍ମିତ ଆଦିବାସୀ ଝିଅ ରେହା ରେଶମ ବରୀ...
୧୯ ପର୍ଯ୍ୟନ୍ତ ସ୍ବଳ୍ପ ବର୍ଷା, ୩୫ ଡିଗ୍ରୀ ଟପିଲା ତାତି
ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜ୍ୟରେ ଏବେ ବିଭିନ୍ନ ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେଉଛି। ଏହିଭଳି ବର୍ଷା ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଲାଗି ରହିବ। ସୋମବାର କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତ୍ସିଂହପୁର, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱରରେ ବର୍ଷା ହେବାର...
କରୋନା ଭୟ: ଫିଲ୍ମ, ଧାରାବାହିକ ଶୁଟିଂ ବନ୍ଦ
ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଫିଲ୍ମ ଓ ଧାରାବାହିକ ଶୁଟିଂକୁ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି। ଏଥିଲାଗି ହାତ ମିଳାଇଛନ୍ତି ଇଣ୍ଡିଆନ୍ ମୋଶନ ପିକ୍ଚର ପ୍ରଡ୍ୟୁସର୍ସ ଆସୋସିଏଶନ (ଆଇଏମ୍ପିପିଏ), ଓ୍ବେଷ୍ଟର୍ନ ଇଣ୍ଡିଆ ଫିଲ୍ମ ପ୍ରଡ୍ୟୁସର୍ସ ଆସୋସିଏଶନ (ଡବ୍ଲ୍ୟଆଇପିଏଫ୍ଏ), ଇଣ୍ଡିଆନ୍...
କରୋନା ପାଇଁ ହାଇକୋର୍ଟଙ୍କୁ ରାଜ୍ୟ ବାର୍ କାଉନସିଲ୍ର ପ୍ରସ୍ତାବ: ‘ସବୁ କୋର୍ଟ ବନ୍ଦ କରାଯାଉ’
କଟକ ଅଫିସ,୧୬।୩: କରୋନା ଭୂତାଣୁକୁ ନେଇ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଦ୍ରୁତଗତିରେ ଏହା ବ୍ୟାପୁଥିବା ଯୋଗୁ ସରକାରଙ୍କ ପକ୍ଷରୁ ନାଗରିକମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏଥିସହ ଶିକ୍ଷାନୁଷ୍ଠାନ, କ୍ଲବ, ଜିମ୍, ସିନେମା ହଲ୍ ଏବଂ...
କୁକୁଡ଼ା ମାଂସ, ଅଣ୍ଡା ଖାଇବା ନିରାପଦ
ଭୁବନେଶ୍ୱର,୧୬।୩(ବ୍ୟୁରୋ): କୁକୁଡ଼ା ମାଂସ ଓ ଅଣ୍ଡା ଦ୍ୱାରା ମନୁଷ୍ୟକୁ କରୋନା ଭାଇରସ୍ (କୋଭିଡ୍-୧୯) ବ୍ୟାପୁଥିବା ନେଇ ଅନେକ ଗୁଜବ ଓ ମିଛ ଖବର ପ୍ରଚାରିତ ହେଉଛି। ଏହାକୁ ବିଶ୍ୱାସ ନ କରିବାକୁ ରବିବାର ପ୍ରାଣୀ ପାଳନ ଓ ପ୍ରାଣୀ ଚିକିତ୍ସା...
Archives


