ମେଟ୍ରୋ

ଟିକା ପ୍ରସ୍ତୁତ ନ ହେବା ଯାଏ ମାନନ୍ତୁ କଟକଣା

ଭୁବନେଶ୍ୱର,୧୮।୭(ବ୍ୟୁରୋ): କରୋନା ସ୍ଥିତି ନେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରାମର୍ଶ ଦେଇଛନ୍ତି। ଏହି ସମୟରେ ଆମ ସମସ୍ତଙ୍କୁ ସଚେତନ ରହିବାକୁ ପଡ଼ିବ। କରୋନା ଟିକା ତିଆରି ନ ହେବା ପର୍ଯ୍ୟନ୍ତ ଆମକୁ କଟକଣା ମାନିବାକୁ ପଡ଼ିବ। ମାସ୍କ ପିନ୍ଧିବାକୁ ପଡ଼ିବ।…

ଘରୋଇ ହସ୍ପିଟାଲ, କ୍ଲିନିକ୍‌କୁ ଚେତାବନୀ: ଚିକିତ୍ସା ନ କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୧୮।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅଧିକାଂଶ ସ୍ଥାନରେ ସାଧାରଣ ରୋଗୀଙ୍କୁ କରୋନା ରୋଗୀଭାବି ଚିକିତ୍ସା କରାଯାଉ ନାହିଁ। ଏହି ପରିପ୍ରେକ୍ଷୀରେ ଶନିବାର ରାଜ୍ୟର ଘରୋଇ ହସ୍ପିଟାଲ ଓ…

ରାଜ୍ୟରେ କରୋନା ନେଲା ଆଉ ୩ ମୁଣ୍ଡ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଜନିତ ଶନିବାର ଆଉ ୩ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୬କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ୨ଜଣ ଗଞ୍ଜାମର ୬୦ ଓ ୬୩ ବର୍ଷୀୟ ପୁରୁଷ ହୋଇଥିବା ବେଳେ ଅନ୍ୟଜଣକ…

CORONAVIRUS UPDATE: ରାଜ୍ୟରେ ପୁଣି ୫୯୧ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତ ସଂଖ୍ୟା ୧୬,୭୦୧ ରେ ପହଞ୍ଚିଲା

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢ଼ାଉଛି କରୋନା ସଂକ୍ରମଣ। ରାଜ୍ୟରେ ଶନିବାର ପୁଣି ୫୯୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬,୭୦୧କୁ ବୃଦ୍ଧି ପାଇଛି। ତେବେ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ…

୫ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୧୮ା୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ଗାଏବ। ଆସନ୍ତା ୩ ଦିନ ଯାଏ ବର୍ଷାର ସମ୍ଭାବନା ନାହିଁ। ଗୋଟିଏ କିମ୍ବା ଦୁଇଟି ସ୍ଥାନକୁ ବାଦ୍‌ ଦେଲେ ରାଜ୍ୟରେ ବର୍ଷାର ସୂଚନା ନାହିଁ। ପାଣିପାଗ ବିଭାଗ ଅନୁଯାୟୀ ରାଜ୍ୟରେ ଜୁନ୍‌ ପହିଲାରୁ ଜୁଲାଇ…

କୋଭିଡ୍‌ରେ ମୃତ ଅଙ୍ଗନଓ୍ବାଡି, ଆଶାକର୍ମୀଙ୍କ ପରିବାରକୁ ମିଳିବ ମାସିକ ସହାୟତା

ଭୁବନେଶ୍ୱର,୧୮ା୭(ବ୍ୟୁରୋ): କରୋନା ଲଢ଼େଇରେ ଆଶାକର୍ମୀ ଓ ଅଙ୍ଗନଓ୍ବାଡି କର୍ମୀ ପ୍ରମୁଖ ଭୂମିକା ନେଉଛନ୍ତି। ଇତିମଧ୍ୟରେ ଏହି କୋଭିଡ୍‌ ଯୋଦ୍ଧାଙ୍କ ଜୀବନ ମଧ୍ୟ ଗଲାଣି। ପୂର୍ବରୁ ଏମାନଙ୍କ ପାଇଁ ଏକାଧିକ ପ୍ରୋତ୍ସାହନର ବ୍ୟବସ୍ଥା ରହିଥିବାବେଳେ ଶୁକ୍ରବାର ରାଜ୍ୟ ସରକାର ଆଉ ଏକ ନୂଆ…

ସଂଶୋଧିତ ଗାଇଡ୍‌ଲାଇନ ଜାରି

ଭୁବନେଶ୍ୱର,୧୮ା୭(ବ୍ୟୁରୋ): କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର ଜିଲା ସମେତ ରାଉରକେଲା ମହାନଗର ନିଗମକୁ ଜୁଲାଇ ୧୭ ରାତ୍ର ୯ଟାରୁ ୩୧ ତାରିଖ ମଧ୍ୟରାତ୍ର ଯାଏ ଲକ୍‌ଡାଉନ ଘୋଷଣା କରିଛନ୍ତି। ଏହି ସମୟରେ…

ଭୁବନେଶ୍ୱର ୪ନଂ. ମାର୍କେଟ୍‌ ସିଲ୍‌

ଭୁବନେଶ୍ୱର,୧୭।୭(ବ୍ୟୁରୋ)-ଭୁବନେଶ୍ୱରର ୪ନଂ. ମାର୍କେଟ୍‌ ସିଲ୍‌। ଗୁରୁବାର ଉକ୍ତ ଅଞ୍ଚଳରୁ କ୍ରମାଗତ ଭାବେ ୭ ଜଣ ପଜିଟିଭ୍‌ ଚିହ୍ନଟ ହେବା ପରେ ବିଏମ୍‌ସି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଏହାବାଦ୍‌ ଏହାର ଆଖପାଖ ଦୋକାନଗୁଡିକ ମଧ୍ୟ ସିଲ୍‌ କରାଯାଇଛି। ଆଗାମୀ ଆଦେଶ ଆସିବା…

ବିପିୟୁଟିର ସମସ୍ତ ଅନଲାଇନ୍‌ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର,୧୭।୭(ବ୍ୟୁରୋ)-କରୋନା ଜନିତ କଟକଣା ଲାଗି ବିପିୟୁଟିର ସମସ୍ତ ଅନ୍‌ଲାଇନ ପରୀକ୍ଷା ସ୍ଥଗିତ କରି ଦିଆଯାଇଛି। ଆସନ୍ତା ୩୧ ପର୍ଯ୍ୟନ୍ତ ଏହିସବୁ ପରୀକ୍ଷା ସ୍ଥଗିତ ରଖାଯାଇଛି। ବିପିୟୁଟି କୂଳପତି ପ୍ରଫେସର ଚିତରଞ୍ଜନ ତ୍ରିପାଠୀ ଶୁକ୍ରବାର ଏନେଇ ସୂଚନା ଦେଇଛନ୍ତି। ତ୍ରିପାଠି କହିଛନ୍ତି, କରୋନା…

ଲକଡାଉନ୍‌: ଓ୍ବାର୍କ ଫ୍ରମ୍‌ ହୋମ କରିବେ ସରକାରୀ କର୍ମଚାରୀ

ଭୁବନେଶ୍ୱର,୧୭ା୭(ବ୍ୟୁରୋ)-କରୋନା ମହାମାରୀ ସଂକ୍ରମଣ ବଢୁଥିବାରୁ ରାଜ୍ୟ ସରକାର ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର ଜିଲା ସମେତ ରାଉରକେଲା ମହାନଗର ନିଗମକୁ ଜୁଲାଇ ୧୭ ରାତି ୯ଟାରୁ ୩୧ ତାରିଖ ମଧ୍ୟରାତ୍ର ଯାଏ ଲକ୍‌ଡାଉନ ଘୋଷଣା କରିଛନ୍ତି। ଏହି ସବୁ ଜିଲାରେ ସରକାରୀ…

ଘରୋଇ ଡାକ୍ତରଖାନାର ଚିକିତ୍ସକଙ୍କ ପାଇଁ ସ୍ବାସ୍ଥ୍ୟବିଭାଗ ଜାରି କଲା ଗାଇଡଲାଇନ୍‌

ଭୁବନେଶ୍ୱର,୧୭ା୭(ବ୍ୟୁରୋ)-ରାଜ୍ୟରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀ ଏବଂ ଡାକ୍ତରଙ୍କ ମଧ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବଢୁଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଘରୋଇ ଡାକ୍ତରଖାନାର ଚିକିତ୍ସକ ଏବଂ କର୍ମଚାରୀଙ୍କ ପାଇଁ ସ୍ବତନ୍ତ୍ର ଗାଇଡଲାଇନ୍‌ ଜାରି କରାଯାଇଛି। ଏଣିକି ସମସ୍ତ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୫୩ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୭।୭(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୪୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୨୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୪୧, ନବରଙ୍ଗପୁରରୁ ୩୩, ଖୋର୍ଦ୍ଧାରୁ ୨୮, ବଲାଙ୍ଗୀରରୁ ୨୬, କେନ୍ଦୁଝରରୁ ୧୭, ବାଲେଶ୍ୱରରୁ ୧୫, ଜଗତସିଂହପୁର ଓ ମାଲକାନଗିରିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?