ବିଜେଡିକୁ କରୋନା ଘାରିଛି; ୟେସ୍ ବ୍ୟାଙ୍କ ପ୍ରସଙ୍ଗରୁ ଦୃଷ୍ଟି ହଟାଇବାକୁ ବିଧାନସଭା ବନ୍ଦ: ଭାଜପା
ଭୁବନେଶ୍ୱର, ୧୪।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ କରୋନା ଭାଇରସ ସଂକ୍ରମଣ ଜନିତ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଧାନସଭା ବଜେଟ ଅଧିବେଶନକୁ ମୁଲତବୀ କରାଯାଇଛି। ଆସନ୍ତା ମାର୍ଚ୍ଚ ୨୯ ତାରିଖ ପର୍ଯ୍ୟନ୍ତ ବିଧାନସଭା ମୁଲତବୀ...
ଗୁଜବ ପ୍ରଚାର କଲେ ଅପରାଧ ବିବେଚନା ହେବ
ଭୁବନେଶ୍ୱର, ୧୪।୩ (ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗାଇଡଲାଇନ୍ ଜାରି ହୋଇଛି। ରାଜ୍ୟ ସରକାର କରୋନା ଭାଇରସ ଡିଜିଜ୍- ୨୦୧୯ ଅର୍ଥାତ୍ କୋଭିଡ଼-୧୯କୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା...
ହାତଧୋଇ ସଚେତନତାର ବାର୍ତ୍ତା
ଭୁବନେଶ୍ୱର,୧୪।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍ଓ)ର ଅଧିକାରୀ, ମନ୍ତ୍ରୀପରିଷଦର ସଦସ୍ୟ ଏବଂ ବିଧାୟକ ଗଣ ସମସ୍ତେ ଶୁକ୍ରବାର ଅପରାହ୍ନରେ ଓଡ଼ିଶା ବିଧାନସଭା ପରିସରରେ ଏକାଠି ହୋଇଥିଲେ। ହେଲେ ନା ହୋଇଥିଲା ବିତର୍କ ନା...
୧୭ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
ଭୁବନେଶ୍ୱର, ୧୪।୩(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଶୁକ୍ରବାର ଫୁଲବାଣୀରେ ସର୍ବାଧିକ ୧୧.୬ ମି.ମି. ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ଜଣାପଡ଼ିଛି। ଆସନ୍ତା ୧୭ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ଶନିବାର ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର,...
୩୨୮ ଗଁ। ହେବ ‘ସୁନାମୀ ପ୍ରସ୍ତୁତ’
ଭୁବନେଶ୍ୱର,୧୪।୩(ବ୍ୟୁରୋ): ବାତ୍ୟା ଓ ବନ୍ୟା ପରିଚାଳନା କ୍ଷେତ୍ରରେ ବିଶ୍ୱସ୍ତରୀୟ ମାନକ ହାସଲ କରିବା ପରେ ବର୍ତ୍ତମାନ ଓଡିଶା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ(ଓଏସ୍ଡିଏମ୍ଏ) ସୁନାମୀ ପରିଚାଳନା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ରାଜ୍ୟରେ ଚିହ୍ନିତ ୩୨୮ ସୁନାମୀ ପ୍ରବଣ ଗ୍ରାମକୁ ‘ସୁନାମୀ...
୨୯ ତାରିଖ ମଧ୍ୟରେ ବାତିଲ ହେବ ଏକାଧିକ ଟ୍ରେନ୍
ଭୁବନେଶ୍ୱର,୧୪।୩ (ବ୍ୟୁରୋ): ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ବିଭିନ୍ନ ସ୍ଥାନରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଲାଗି ଛଅ ପାସେଞ୍ଜର ଟ୍ରେନ ଓ ଦୁଇ ଏକ୍ସପ୍ରେସ ଟ୍ରେନ୍ ମାର୍ଚ୍ଚ ୨୯ ତାରିଖ ମଧ୍ୟରେ ସପ୍ତାହକୁ ଦିନେ ଲେଖା ୩ଦିନ ପାଇଁ...
ଶ୍ରୀଜଗନ୍ନାଥଙ୍କ ଟଙ୍କା ଫେରାଇ ଆଣିବାକୁ ରାଜ୍ୟପାଳଙ୍କୁ ସ୍ମାରକପତ୍ର
ଭୁବନେଶ୍ୱର,୧୪।୩ (ବ୍ୟୁରୋ): ସମସ୍ତ ନୀତି ନିୟମକୁ ଉଲ୍ଲଙ୍ଘନ କରି ଗୁରୁତର ଆର୍ଥତ୍କ ସଙ୍କଟରେ ଥିବା ଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ୟେସ୍ ବ୍ୟାଙ୍କରେ ଜମା ରହିଥିବା ସମଗ୍ର ବିଶ୍ୱରେ ଏକ ଚର୍ଚ୍ଚାର ବିଷୟ ପାଲଟିଛି। ଏହା ଅତ୍ୟନ୍ତ ସମ୍ବେଦନ ଓ...
୮ ଶିଳ୍ପୀଙ୍କୁ ପୁରସ୍କୃତ କଲେ ରାଜ୍ୟପାଳ
ଭୁବନେଶ୍ୱର,୧୪।୩ (ବ୍ୟୁରୋ): ବୁଦ୍ଧ ଆର୍ଟ ଗ୍ୟାଲେରିରେ ହେବାକୁ ଥିବା ଓଡ଼ିଶା ଲଳିତ କଳା ଏକାଡେମୀର ୩୮ତମ ରାଜ୍ୟସ୍ତରୀୟ ପୁରସ୍କାର ପ୍ରଦାନ ଉତ୍ସବକୁ ବାତିଲ କରାଯାଇ ରାଜଭବନରେ କରାଯାଇଛି। କରୋନା ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ରାଜଭବନରେ ନିରାଡମ୍ବର ଭାବେ ଏହି...
ରାଜଧାନୀରେ ଡେରା ପକାଇଛନ୍ତି ଦେହଜୀବୀ
ଭୁବନେଶ୍ୱର,୧୪।୩ (ବ୍ୟୁରୋ): ଦେହ ଦଲାଲମାନେ ରାଜଧାନୀକୁ ବାଂଲାଦେଶୀ ଯୁବତୀଙ୍କୁ ଆଣି ଦେହ ବ୍ୟବସାୟରେ ଲଗାଉଛନ୍ତି। ଏହି ର଼୍ୟାକେଟର ମାଷ୍ଟରମାଇଣ୍ଡ ଅଞ୍ଜଳି ଦିଦି ଓରଫ ରୁକ୍ସାର୍ ବେଗମ୍୍ଙ୍କୁ ପୋଲିସ ଗିରଫ କରିବା ପରେ ସବୁ ଗୁମର ଖୋଲିଥିଲା। ଏସ୍ଟିଏଫ୍ ୯ଜଣ ଦଲାଲଙ୍କୁ...
ପ୍ୟାରିସ୍ ବେକେରି ମାଲିକ ଜୟନାରାୟଣ ଗିରଫ
ଭୁବନେଶ୍ୱର,୧୪।୩ (ବ୍ୟୁରୋ): ବିବାଦରେ ଘେରି ରହିଥିବା ପ୍ୟାରିସ୍ ବେକେରି ପ୍ରତିଷ୍ଠାତା ଜୟନାରାୟଣ ପୂଜାପଣ୍ଡାଙ୍କୁ ନୟାପଲ୍ଲୀ ଥାନା ପୋଲିସ ଶୁକ୍ରବାର ଗିରଫ କରିଛି। ତାଙ୍କ ବିରୋଧରେ ଥିଲା ୧ କୋଟି ଟଙ୍କାର ଚେକ୍ ବାଉନ୍ସ ମାମଲା। କଟକ ଏଡିିଜେଏମଙ୍କ କୋର୍ଟ ପକ୍ଷରୁ...
ଅପରାଧ ସମ୍ପର୍କରେ ସୂଚନା ଦେଲେ ମିଳିବ ପୁରସ୍କାର
ଭୁବନେଶ୍ୱର,୧୪।୩(ବ୍ୟୁରୋ): ରାଜ୍ୟରେ ଥିବା ହାର୍ଡକୋର ଅପରାଧୀ ମାନଙ୍କୁ ସାବାଡ କରିବାକୁ ଏସ୍ଟିଏଫ୍ ଆରମ୍ଭ କରିଛି ଭିନ୍ନ ପ୍ରୟାସ। ଏଥର ଏସ୍ଟିଏଫ୍କୁ ଅପରାଧୀ ଏବଂ ଅପରାଧ ସମ୍ପର୍କରେ ସୂଚନା ଦେଲେ ମିଳିବ ପୁରସ୍କାର। ଏପରିକି ସୂଚନା ଦେଇଥିବା ବ୍ୟକ୍ତିଙ୍କୁ ସୂଚନା ଆଧାରରେ...
ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ : ୩ ଗିରଫ
ଭୁବନେଶ୍ୱର,୧୪।୩ (ବ୍ୟୁରୋ): ଖଣ୍ଡଗିରି ଥାନା ପୋଲିସ ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ କରି,ଏହି ଗ୍ୟାଙ୍ଗର ୩ଜଣଙ୍କୁ ଗିରଫ କରିଛି। ଗିରଫ ୩ ଅଭିଯୁକ୍ତ ହେଲେ ଖଣ୍ଡଗିରି ଥାନା ଅନ୍ତର୍ଗତ ଭରତପୁର ଅଞ୍ଚଳର ମିର୍ଜା ରଞ୍ଜନ ଓରଫ ଲାଲୁ, ଧିର ପାତ୍ର ଓରଫ...
Archives


