ମେଟ୍ରୋ

ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ୫ ଜିଲାକୁ ଅଧିକ ଫୋକସ୍‌

ଭୁବନେଶ୍ୱର, ୧୪।୭(ବ୍ୟୁରୋ): କୋଭିଡ ମୁକାବିଲା ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୫ ଜିଲାକୁ ଅଧିକ ଫୋକସ କରାଯାଇଛି। ଫୋକସ ଜିଲାର ତଦାରଖ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ପରାମର୍ଶ ଦିଆଯାଇଛି। ସମ୍ପୃକ୍ତ…

ରାଜ୍ୟରେ ବୁଧବାରଠାରୁ ପ୍ଲାଜମା ଥେରାପି

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ରାଜ୍ୟରେ ବୁଧବାରଠାରୁ ପ୍ଲାଜମା ଥେରାପି ଆରମ୍ଭ ହେବ। ଭୁବନେଶ୍ୱରର ସମ୍‌, କିମ୍‌ସ ଓ କଟକ ଅଶ୍ୱିନୀରେ ଏହି ପ୍ଲାଜମା ଥେରାପି ଆରମ୍ଭ ହେବ। କଟକ ଏସ୍‌ସିବି ମେଡିକାଲ କଲେଜ ପ୍ଲାଜମା ଥେରାପିର ନୋଡ଼ାଲ ସେଣ୍ଟର ହେବ। ମଙ୍ଗଳବାର ଆୟୋଜିତ…

କଟକରେ ମାଡିଲାଣି କରୋନା: ଆଜି ଚିହ୍ନଟ ହେଲେ ୨୭ ନୂଆ ପଜିଟିଭ

କଟକ ଅଫିସ, ୧୪।୭(ବ୍ୟୁରୋ): କଟକ ସହରରେ ମଙ୍ଗଳବାର ଆଉ ୨୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ସରକାରୀ କ୍ୱାରାଣ୍ଟାଇନରୁ ୨୦ଜଣ, ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ୪ ଏବଂ ଲୋକାଲ କେସ୍‌ ୩ ରହିଛି। ଏ ନେଇ ସିଏମ୍‌ସି ପକ୍ଷରୁ ଟୁଇଟ୍‌କରି…

ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ: କାହାକୁ ମିଳିଲା କେଉଁ ଦାୟିତ୍ୱ ଜାଣନ୍ତୁ …

ଭୁବନେଶ୍ୱର, ୧୪।୭(ବ୍ୟୁରୋ): କରୋନା ମହାମାରୀ ସମୟରେ ମଙ୍ଗଳବାର ରାଜ୍ୟ ସରକାର ଆଇପିଏସ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଓ କଟକ ପାଇଁ ନୂଆ ଡିସିପି ନିଯୁକ୍ତ କରାଯାଇଛି। ତଦନୁଯାୟୀ, ଉମାକାନ୍ତ ଦାଶଙ୍କୁ ଭୁବନେଶ୍ୱର ଡିସିପି ଭାବେ…

ଭୁବନେଶ୍ୱର, କଟକରେ ନୂଆ ଡିସିପି

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ମଙ୍ଗଳବାର ରାଜ୍ୟ ସରକାର ଆଇପିଏସ୍‌ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଓ କଟକ ପାଇଁ ନୂଆ ଡିସିପି ନିଯୁକ୍ତ କରାଯାଇଛି। ତଦନୁଯାୟୀ, ଉମାକାନ୍ତ ଦାଶଙ୍କୁ ଭୁବନେଶ୍ୱର ଡିସିପି ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି…

CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୪୩ କରୋନା ପଜିଟିଭ; ୧୪ ହଜାର ଟପିଲା ମୋଟ ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୫୪୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪ ହଜର ଟପି ୧୪,୨୮୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

ଭୁବନେଶ୍ୱର ରିଜିଅନ୍‌ରେ ଓଡ଼ିଶା ଦ୍ୱିତୀୟ

ଭୁବନେଶ୍ୱର, ୧୪।୭(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ)ର ଦ୍ୱାଦଶ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଏଥିରେ ଭୁବନେଶ୍ୱର ରିଜିଅନ୍‌ରେ ପାସ୍‌ ହାର ୯୧.୪୬% ରହିଛି। ଏହି ରିଜିଅନ୍‌ରେ ମୋଟ ୭୧,୪୨୭ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବାବେଳେ ୬୨,୯୩୧ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହି…

ଆଦିତ୍ୟ ମୃତ୍ୟୁ ମାମଲା: ଜିଆର୍‌ପି ହାତରେ ବଡ଼ ସୁରାକ

ଭୁବନେଶ୍ୱର,୧୪।୭(ବ୍ୟୁରୋ): ଲିଙ୍ଗରାଜ ଷ୍ଟେଶନ ନିକଟ ରେଳଲାଇନ୍‌ରୁ ସାମାଜିକ କର୍ମୀ ଆଦିତ୍ୟ ଦାଶଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଏବେବି ରହସ୍ୟ ଲାଗି ରହିଛି। ଆତ୍ମହତ୍ୟା ନା ହତ୍ୟା, ଏପର୍ଯ୍ୟନ୍ତ କିଛି ସ୍ପଷ୍ଟ ହୋଇପାରିନି। ଜବତ ଡାଏରିରେ ରହିଥିବା ଲେଖା ଆଦିତ୍ୟଙ୍କର ନା…

ଆୟୁଷ ନିର୍ଦ୍ଦେଶକଙ୍କୁ ସର୍ତ୍ତମୂଳକ ଜାମିନ

ଭୁବନେଶ୍ୱର,୧୪।୭(ବ୍ୟୁରୋ): ମହିଳା କର୍ମଚାରୀଙ୍କ ନିକଟକୁ ଅଶ୍ଳୀଳ ଭିଡିଓ ଓ ମେସେଜ୍‌ ପଠାଇ ଯୌନ ଉପତ୍ୀଡ଼ନ ମାମଲାରେ ଗତ ୯ ତାରିଖରେ ଗିରଫ ହୋଇଥିଲେ ରାଜ୍ୟ ସରକାରଙ୍କ ଆୟୁଷ ନିର୍ଦ୍ଦେଶକ ବିଭୁପ୍ରସାଦ ଷଡ଼ଙ୍ଗୀ। ଜାମିନ ନ ମିଳିବାରୁ ତାଙ୍କୁ ୧୪ ଦିନିଆ ବିଚାର…

‘ସବ୍ୟସାଚୀ ବ୍ରାଇଡ୍‌’ ହେଲେ ଓଡ଼ିଆ ଝିଅ ଅଙ୍କିତା

ଭୁବନେଶ୍ୱର,୧୪।୭(ବ୍ୟୁରୋ): ଏନ୍‌ଡି ଟିଭି ଗୁଡ୍‌ଟାଇମ୍‌ସରେ ପ୍ରସାରିତ ଦେଶର ଖ୍ୟାତନାମା ଫ୍ୟାଶନ ଡିଜାଇନର ସବ୍ୟସାଚୀ ମୁଖାର୍ଜୀଙ୍କ ବହୁଚର୍ଚ୍ଚିତ ଶୋ ‘ବ୍ୟାଣ୍ଡ୍‌ ବାଜା ବ୍ରାଇଡ୍‌’ରେ ସ୍ଥାନ ପାଇଛନ୍ତି ଓଡ଼ିଆ ଝିଅ ଅଙ୍କିତା ମହାନ୍ତି। ପ୍ରଥମଥର ପାଇଁ ଜଣେ ଓଡ଼ିଆଙ୍କୁ ଏଭଳି ଏକ ଓ୍ବେଡିଂ ଶୋ’ରେ…

ଫିଲ୍ମ, ଧାରାବାହିକ ଶୁଟିଂ ପାଇଁ ଏସ୍‌ଓପି

ଭୁବନେଶ୍ୱର,୧୪।୭(ବ୍ୟୁରୋ): କରୋନା ମହାମାରୀ ପାଇଁ ଦୀର୍ଘଦିନ ଧରି ବନ୍ଦ ଥିବା ଓଡ଼ିଆ ଫିଲ୍ମ ଏବଂ ଧାରାବାହିକର ଶୁଟିଂ ପାଇଁ ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର(ଏସ୍‌ଓପି) ଜାରି କରିଛନ୍ତି। ଉଭୟ ଇନ୍‌ଡୋର ଓ ଆଉଟ୍‌ଡୋର୍‌ ଶୁଟିଂ ସହ ଓଟିଟି…

ଜୁନ୍‌ରେ ୩୬% ଅଧିକ ବର୍ଷା, ଜୁଲାଇରେ ୨%

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ଭୁବନେଶ୍ୱର,୧୩ା୭(ବ୍ୟୁରୋ)-ଦକ୍ଷିଣ ପଶ୍ଚିମ ମୌସୁମୀ ରାଜ୍ୟକୁ ପ୍ରବେଶ କରିବାର ମାସେ ବିତିଗଲାଣି। ହେଲେ ଆଶାନୁରୂପ ବର୍ଷା ମିଳିପାରୁ ନାହିଁ। ଜୁନ୍‌ରେ ମୌସୁୀମ ବର୍ଷା ସ୍ବାଭାବିକଠାରୁ ୩୬ ପ୍ରତିଶତ ଅଧିକ ହୋଇଥିବା ବେଳେ ଜୁଲାଇରେ ତାହା ୨ ପ୍ରତିଶତକୁ ଖସି ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?