ଆଜି କ୍ୟାବିନେଟ୍
ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରେ ବସିବାକୁ ଥିବା ଏହି ବୈଠକରେ ଯୋଗଦେବା ଲାଗି ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ସମସ୍ତ କ୍ୟାବିନେଟ୍ ମନ୍ତ୍ରୀମାନଙ୍କୁ ଚିଠି...
ୟେସ୍ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ଡିପୋଜିଟ ଘଟଣା: ‘ଚିଟ୍ଫଣ୍ଡ ଭଳି ମହାପ୍ରଭୁଙ୍କ ଟଙ୍କା ବୁଡ଼ିବ’
ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟ ସରକାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆର୍ଥିକ ସ୍ଥିତି ବିପିଏଲ ତଳକୁ ଖସାଇ ଦେଲେଣି। ଠାକୁର ଖାଇ ଖଟୁଲି ଖାଇବାକୁ ବସିଛନ୍ତି। କାଳିଆ ନଁାରେ ବହୁ କେଳେଙ୍କାରୀ ଚାଲିଛି। ଯିଏ ଜଗନ୍ନାଥଙ୍କ ଟଙ୍କା ଲୁଟ କରୁଛି ତାକୁ କରୋନା ହୋଇଯାଉ।...
ନେମାଳୋ ପୀଠର ହେବ ବିକାଶ
ଭୁବନେଶ୍ୱର,୧୨।୩(ବ୍ୟୁରୋ): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ ମହାପୁରୁଷ ଅଚ୍ୟୁତାନନ୍ଦ ଦାସଙ୍କ ପୀଠସ୍ଥଳୀ ତଥା ପ୍ରସିଦ୍ଧ ନେମାଳୋ ପୀଠର ବିକାଶ କରାଯିବ। ଏନେଇ ପଞ୍ଚାୟତିରାଜ, ପାନୀୟଜଳ, ଆଇନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଏକ...
ବିରୋଧୀ ଦଳ ନେତାଙ୍କ ଅଭିଯୋଗ: କେନ୍ଦୁପତ୍ର ତୋଳାଳି ପଇସା ପାଉ ନାହାନ୍ତି
ଭୁବନେଶ୍ୱର, ୧୨।୩(ବ୍ୟୁରୋ): କେନ୍ଦୁପତ୍ର ତୋଳାଳିଙ୍କୁ ସେମାନଙ୍କ ନ୍ୟାଯ୍ୟ ପତ୍ର ମିଳୁନାହିଁ। ସେମାନେ ଯେତିକି ପାଉଣା ପାଇବା କଥା ତାହା ପାଉ ନାହାନ୍ତି। ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଅଛନ୍ତି। ସେହି ଗରିବ କେନ୍ଦୁପତ୍ର ତୋଳାଳି ଓ ବନ୍ଧାଳିମାନଙ୍କ କଲ୍ୟାଣ...
‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଂଗୀତ ମାନ୍ୟତା ଦାବି: ମନ୍ତ୍ରୀ ସଚିବଙ୍କ ସହ ଆଲୋଚନା କରି ପଦକ୍ଷେପ ନେବାକୁ ବାଚସ୍ପତିଙ୍କ ପ୍ରତିଶ୍ରୁତି
ଭୁବନେଶ୍ୱର, ୧୨।୩(ବ୍ୟୁରୋ): ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତ ଗାନକୁ ନେଇ ବିଧାନସଭାରେ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ, ଏହି ସଂଗୀତକୁ ରାଜ୍ୟ ସଂଗୀତର ମାନ୍ୟତା ଦିଆଯାଇ ନ...
ଧାନକିଣାକୁ ନେଇ ବିଧାନସଭାରେ ଉଦ୍ବେଗ: ସବୁ ଚାଷୀଙ୍କ ଧାନ କିଣିବାକୁ ଦାବି
ଭୁବନେଶ୍ୱର, ୧୨।୩(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜିଲାରେ ଏବେ ବି ଚାଷୀଙ୍କ ଧାନ ବିକ୍ରି ହୋଇନାହିଁ। ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ସମ୍ବଲପୁର, ବରଗଡ଼ ଆଦି ଜିଲାରେ ଚାଷୀଙ୍କୁ ଟୋକନ ମିଳି ନ ଥିବାରୁ ସେମାନେ ଧାନ ବିକ୍ରି କରିପାରୁ ନାହାନ୍ତି। ଚଳିତ...
ରଙ୍ଗ ଲଗାଇ ଅସଦାଚରଣ, ଜେଲ ଗଲେ ଭିଣୋଇ
ଭୁବନେଶ୍ୱର,୧୨ା୩ (ବ୍ୟୁରୋ): ହୋଲିରେ ଯୁବତୀଙ୍କୁ ରଙ୍ଗ ଲଗାଇବା ବାହାନାରେ ଅସଦାଚରଣ କରିଛନ୍ତି ଭିଣୋଇ। ଏନେଇ ଅଭିଯୋଗ ହେବା ପରେ ଖାରବେଳନଗର ଥାନା ପୋଲିସ ଅଭିଯୁକ୍ତ ଭିଣୋଇଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ଘର ନୟାଗଡ଼ ଜିଲା ଶରଣକୂଳ ଅଞ୍ଚଳରେ ହୋଇଥିବାବେଳେ ସେ...
ହସ୍ତଶିଳ୍ପ ବିକାଶ ପାଇଁ ହେବ ୧୦ ବର୍ଷିଆ ଯୋଜନା
ଭୁବନେଶ୍ୱର,୧୨ା୩(ବ୍ୟୁରୋ): ରାଜ୍ୟର ହସ୍ତଶିଳ୍ପ ଓ ହସ୍ତଶିଳ୍ପୀଙ୍କ ବିକାଶ ପାଇଁ ପଦକ୍ଷେପ ନେବେ ରାଜ୍ୟ ସରକାର। ଏଥିପାଇଁ ପ୍ରସ୍ତୁତ ହେବ ୧୦ ବର୍ଷିଆ ପ୍ଲାନ୍ ଡକ୍ୟୁମେଣ୍ଟ। ହସ୍ତଶିଳ୍ପୀଙ୍କୁ ଚିହ୍ନଟ ସହିତ ସେମାନଙ୍କ ଶିଳ୍ପର ବ୍ରାଣ୍ଡିଂ ଓ ମାର୍କେଟିଂ କରାଯିବ। ଅତ୍ୟାଧୁନିକ ଡିଜାଇନ୍...
ରାଜ୍ୟ ସଭା ନିର୍ବାଚନରେ ପ୍ରାର୍ଥୀ ଦେବନି ଭାଜପା
ଭୁବନେଶ୍ୱର,୧୨ା୩(ବ୍ୟୁରୋ): ଓଡ଼ିଶାର ୪ ରାଜ୍ୟ ସଭା ଆସନ ପାଇଁ ବିଜେଡିର ସମସ୍ତ ପ୍ରାର୍ଥୀ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି। ଅନ୍ୟପକ୍ଷରେ ୪ର୍ଥ ଆସନକୁ ନେଇ ଯେଉଁ ଚର୍ଚ୍ଚା ଲାଗି ରହିଥିଲା ସେଥିରେ ମଧ୍ୟ ପୂର୍ଣ୍ଣଚ୍ଛେଦ ପଡିଛି। ଭାଜପା ରାଜ୍ୟ ସଭା...
କରୋନା: ୧୭ ନମୁନା ନେଗେଟିଭ୍
ଭୁବନେଶ୍ୱର, ୧୨ା୩(ବ୍ୟୁରୋ): ବର୍ତ୍ତମାନ ବିଶ୍ୱର ଅଧିକାଂଶ ଦେଶ କରୋନା ଭୂତାଣୁ (କୋଭିଡ୍-୧୯) ସଂକ୍ରମଣରେ ପ୍ରଭାବିତ। ଏପରିସ୍ଥଳେ ସତର୍କତା ଅବଲମ୍ବନ ହିଁ ଏହି ସଂକ୍ରମଣର ମୁଖ୍ୟ ପ୍ରତିଷେଧକ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ନିକୁଞ୍ଜ...
ବିଜେଡି ରାଜ୍ୟ ସଭା ପ୍ରାର୍ଥୀଙ୍କ ସତ୍ୟପାଠ: ସୁଜିତ୍ ସମସ୍ତଙ୍କଠାରୁ ଧନୀ
ଭୁବନେଶ୍ୱର,୧୨ା୩(ବ୍ୟୁରୋ): ଚଳିତ ରାଜ୍ୟ ସଭା ପାଇଁ ବୁଧବାର ବିଜେଡିର ୪ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି। ଏହି ୪ ଜଣ ପ୍ରାର୍ଥତ୍ପତ୍ର ଦାଖଲ ବେଳେ ଦେଇଥିବା ସତ୍ୟପାଠରେ ନିଜର ସମ୍ପତ୍ତି, ଶିକ୍ଷାଗତ ଯୋଗ୍ୟତା ଆଦି ଉଲ୍ଲେଖ କରିଛନ୍ତି। ସତ୍ୟପାଠରୁ...
ଦୋଳପୂର୍ଣ୍ଣିମାରେ ପୁଣି ଏକ ପରମ୍ପରାରେ ବ୍ୟତିକ୍ରମ
ପୁରୁଣା ଭୁବନେଶ୍ୱର, ୧୨ା୩ (ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିରରେ ଥରକୁ ଥର ପରମ୍ପରା ଭଙ୍ଗ ହେବା ନେଇ ଜନ ଅସନ୍ତୋଷ ଦେଖାଦେଇଛି। ସୋମବାର ଦୋଳପୂର୍ଣ୍ଣିମାରେ ପୁଣି ଏକ ପରମ୍ପରାରେ ବ୍ୟତିକ୍ରମ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରାତଃରୁ ଶ୍ରୀଜୀଉମାନଙ୍କର...
Archives


