ମେଟ୍ରୋ

ପିଏମ୍‌ କେୟାର୍ସ ପାଣ୍ଠି ସମୀକ୍ଷା: ବିଜେଡି ସମର୍ଥନକୁ କଂଗ୍ରେସର ବିରୋଧ

ଭୁବନେଶ୍ୱର,୧୪।୭(ବ୍ୟୁରୋ): କରୋନା ପାଇଁ ପିଏମ୍‌ କେୟାର୍ସ ପାଣ୍ଠିର ସମୀକ୍ଷା ପାର୍ଲାମେଣ୍ଟର ପବ୍ଲିକ ଆକାଉଣ୍ଟସ କମିଟି (ପିଏସି) ପ୍ରୟାସକୁ ଭାଜପା ଅଟକାଇବାରେ ସଫଳ ହୋଇଛି। ତାହା ଯେତିକି ଆଶ୍ଚର୍ଯ୍ୟ ଜନକ ଘଟଣା ନୁହେଁ ସ୍ବଚ୍ଛ ଶାସନର ଡେଙ୍ଗୁରା ପିଟୁଥିବା ବିଜେଡି ପ୍ରତିନିଧି ପିଏମ୍‌…

ଦୀପକ ମହାନ୍ତି ଇସ୍ପାତ ଓ ଖଣି ବିଭାଗ ଓଏସ୍‌ଡି ନିଯୁକ୍ତ

ଭୁବନେଶ୍ୱର,୧୪।୭(ବ୍ୟୁରୋ): ଚାକିରିରୁ ଅବସର ନେଇଥିବା ଦୀପକ ମହାନ୍ତିଙ୍କୁ ରାଜ୍ୟ ସରକାର ଇସ୍ପାତ ଓ ଖଣି ବିଭାଗର ଓଏସ୍‌ଡି ତଥା ଅତିରିକ୍ତ ସଚିବ ଭାବେ ପୁନଃ ନିଯୁକ୍ତି ଦେଇଛନ୍ତି। ଆସନ୍ତା ୧ ବର୍ଷ ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱରେ ରହିବେ। ଏ ନେଇ…

ପୋଲିସ ବିରୋଧରେ ଗର୍ଜିଲା ଭାଜପା

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ଦୀର୍ଘ କିଛିଦିନ ଧରି ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅନ୍ତର୍ଗତ ଉତୁକୁଡା ଗ୍ରାମ ପଞ୍ଚାୟତରେ ରାଜନୈତିକ ହିଂସା ଲାଗିରହିଛି। ଏହି ହିଂସାରେ ପଞ୍ଚାୟତର ମହିଳାମାନେ ଶିକାର ହୋଇଛନ୍ତି ା ବିଜେଡି ସମର୍ଥକମାନେ ତଥା କର୍ମକର୍ତ୍ତାମାନେ ଗ୍ରାମର ମହିଳାଙ୍କ ଉପରେ…

ଅଧିକାରୀ ବିଳମ୍ବରେ ଆସିଲେ ସରକାରୀ ଗାଡ଼ି ପ୍ରତ୍ୟାହାର

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ବରିଷ୍ଠ ଅଧିକାରୀଙ୍କୁ ଉଚ୍ଚ ଶିକ୍ଷା ବିଭାଗର କଡ଼ା ତାଗିଦ। ଏଣିକି ବିଳମ୍ବରେ ଅଫିସ୍‌ ଆସିଲେ ମିଳୁଥିବା ସରକାରୀ ଗାଡ଼ି ସୁବିଧାକୁ ପ୍ରତ୍ୟାହାର କରାଯିବ। ଏନେଇ ଉଚ୍ଚଶିକ୍ଷା ବିଭାଗର ସଚିବ ଶାଶ୍ୱତ ମିଶ୍ର ବିଭାଗୀୟ ଅଧିକାରୀଙ୍କୁ ଏଭଳି ନିର୍ଦ୍ଦେଶ ଦେଇଛନ୍ତି।…

ବିଧାନସଭା ଅଧିବେଶନ: ସରକାରଙ୍କ ପାଇଁ ଚ୍ୟାଲେଞ୍ଜ

ଭୁବନେଶ୍ୱର, ୧୪।୭(ବ୍ୟୁରୋ): କୋଭିଡ୍‌-୧୯ର ପ୍ରକୋପ ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥିତିରେ ଆସନ୍ତା ବିଧାନସଭା ଅଧିବେଶନ ଏବଂ ଦୁଇଟି ବିଧାନସଭା ଆସନରେ ଉପନିର୍ବାଚନ ଅନିଶ୍ଚିତତା ମଧ୍ୟକୁ ଠେଲି ହୋଇଯାଇଛି। ଏହି ଦୁଇଟି ଚ୍ୟାଲେଞ୍ଜକୁ ସରକାର କିପରି ଦେଖୁଛନ୍ତି ତାହା…

ଓଡ଼ିଶା ପାସ୍‌ ହାର ଅଧିକ

ଭୁବନେଶ୍ୱର, ୧୪।୭(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ)ର ଦ୍ୱାଦଶ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଏଥର ସର୍ବଭାରତୀୟ ସ୍ତରରେ ପାସ୍‌ ହାର ୮୮.୭୮% ରହିଛି। ଗତବର୍ଷ ପାସ୍‌ ହାର ୮୩.୪୦% ରହିଥିଲାବେଳେ ଚଳିତବର୍ଷ ଅଧିକ ୫.୩୮% ଭଲ ରେଜଲ୍ଟ…

୧୮ ବରିଷ୍ଠ ବିଜେଡି ନେତ୍ରୀଙ୍କୁ ଜିଲା ଦାୟିତ୍ୱ ଦେଲେ ନବୀନ

ଭୁବନେଶ୍ୱର,୧୩ା୭(ବ୍ୟୁରୋ)-ବିଜେଡିର ବରିଷ୍ଠ ନେତାମାନଙ୍କୁ ବିଭିନ୍ନ ଦାୟିତ୍ୱ ବଣ୍ଟନ କରିବା ପରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ରାଜ୍ୟ କମିଟିରେ ଥିବା ବରିଷ୍ଠ ନେତ୍ରୀମାନଙ୍କୁ ବିଭିନ୍ନ ଜିଲା ଦାୟିତ୍ୱ ବଣ୍ଟନ କରିଛନ୍ତି। ସେମାନେ ଦଳର ସଂଗଠନ ଗୁଡିକୁ ତଦାରଖ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୫୦୫ କରୋନା ଆକ୍ରାନ୍ତ: କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୩।୭(ବ୍ୟୁରୋ)-ରାଜ୍ୟରେ ସୋମବାର ପୁଣି ୫୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୪୮ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୭୧, ଖୋର୍ଦ୍ଧାରୁ ୫୨, କଟକରୁ ୪୫, ପୁରୀରୁ ୧୧, ଗଜପତିରୁ ୧୦, ନବରଙ୍ଗପୁରରୁ ୯, ଯାଜପୁରରୁ ୮, ନୟାଗଡରୁ ୮,…

ସଂସ୍ଥା କରିପାରିବେ କୋଭିଡ୍‌ କେୟାର ହୋମ୍‌: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୧୩।୫(ବ୍ୟୁରୋ): ନିଜ କର୍ମଚାରୀଙ୍କ ସୁବିଧା ଓ ମାନସିକ ସୁସ୍ଥତା ପାଇଁ ସଂସ୍ଥା କୋଭିଡ୍‌ କେୟାର ହୋମ୍‌ କରିପାରିବେ। ୧୦ରୁ ୨୦ ଜଣ ରୋଗୀଙ୍କ ପାଇଁ ଏହି କୋଭିଡ୍‌ କେୟାର ହୋମ୍‌ କରାଯାଇପାରିବ। ଏଥିନିମନ୍ତେ ବଡ଼ ସଂସ୍ଥାମାନଙ୍କୁ କେୟାର ସେଣ୍ଟର ପାଇଁ…

ଏଣିକି ଘରେ ରହି ଚିକିତ୍ସିତ ହେବେ କରୋନା ପଜିଟିଭ: ଜାଣନ୍ତୁ କାହାକୁ ମିଳିବ ଅନୁମତି

ଭୁବନେଶ୍ୱର, ୧୩।୫(ବ୍ୟୁରୋ): କରୋନା ଲକ୍ଷଣ ନ ଥିବା ରୋଗୀଙ୍କୁ ଏଣିକି ହୋମ୍‌ ଆଇସୋଲେସନ ଅନୁମତି ମିଳିବ। ଲକ୍ଷଣ ନ ଥିବା ବା ସାମାନ୍ୟା ଲକ୍ଷଣ ଥିବା ରୋଗୀଙ୍କୁ ହୋମ୍‌ ଆଇସୋଲେଶନ କରାଯିବ। ଲକ୍ଷଣ ନ ଥାଇ ପଜିଟିଭ ଚିହ୍ନଟ ହେଲେ ଘରେ…

ରାଜଧାନୀରେ ପୁଣି ୧୪ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ବର୍ଷକର ଶିଶୁ ସାମିଲ୍‌

ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ଏଠାରୁ ପୁଣି ୧୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୧୮ରେ ପହଞ୍ଚିଛି। ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୪ ଜଣଙ୍କ, ଲୋକାଲ…

ଜୁଲାଇ ୩୧ ଭିତରେ ମାଟ୍ରିକ ରେଜଲ୍ଟ, ଯୁକ୍ତ ୨ ଖାତା ମୂଲ୍ୟାୟନରେ ରହୁଛି ସମସ୍ୟା

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ଜୁଲାଇ ୩୧ ଭିତରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୋମବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ମାଟ୍ରିକ ଖାତାଦେଖା ସରିଛି। ଏବେ ଟାବୁଲେସନ ଚାଲିଛି। ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?