ମେଟ୍ରୋ

କାଳବୈଶାଖୀ: କାଲିଠୁ ୫ ପର୍ଯ୍ୟନ୍ତ ଝଡ଼ବର୍ଷା, ତାତିରୁ ମିଳିବ ଆଶ୍ବସ୍ତି

ଭୁବନେଶ୍ୱର,୩୧ା୩: ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। ହେଲେ କାଲିଠୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ନେଇ ସୋମବାର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଫଳରେ ଲୋକଙ୍କୁ ତାତିରୁ ସାମାନ୍ୟ ଆଶ୍ବସ୍ତି...

Subhadra Scheme: ଆଜି ସୁଭଦ୍ରା ଆବେଦନର ଶେଷ ତାରିଖ, ଏକାଥରକେ ପାଇବେ ୧୫ ହଜାର, ଶୀଘ୍ର…

ଭୁବନେଶ୍ୱର,୩୧।୩: ସୁଭଦ୍ରା ଯୋଜନା ପାଇଁ ଆବେଦନ କରି ନାହାନ୍ତି କି? ତେବେ ଏହି ଖବରଟି ଆପଣଙ୍କ ଲାଗି ଗୁରୁତ୍ୱପୂର୍ଣ୍ଣ। କାରଣ ନୂଆ ଆବେଦନକାରୀଙ୍କ ଲାଗି ସୋମବାର ଅର୍ଥାତ ୩୧ ମାର୍ଚ୍ଚ ହେଉଛି ଶେଷ ତାରିଖ। ଆଜି ମଧ୍ୟରେ ଆବେଦନ କଲେ...

ସରିଆସୁଛି ବଜେଟ ଅଧିବେଶନ: ଆଲୋଚନାରେ ବିଜେଡି, ଭାଜପା; ବାହାରେ କଂଗ୍ରେସ

ଭୁବନେଶ୍ୱର,୩୧।୩(ରବିନାରାୟଣ ଜେନା): ଚଳିତ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଅବଧି ଶେଷ ହେବାକୁ ଆଉ ୪ଟି କାର୍ଯ୍ୟ ଦିବସ ରହିଛି। ସେଥିମଧ୍ୟରେ ୨ଟି ଅଫିସିଆଲ ବିଜ୍‌ନେସ୍‌ ରହିଥିବାବେଳେ ଅନ୍ୟ ୨ଟି ପ୍ରାଇଭେଟ ମେମ୍ବର ବିଜ୍‌ନେସ୍‌ ରହିଛି।  ଗୃହରେ ବିଜେଡି, ଭାଜପା ସଦସ୍ୟଙ୍କୁ...

ଓଡ଼ିଶାରେ କଇଁଛଙ୍କ ସର୍ବକାଳୀନ ରେକର୍ଡ: ସଂଖ୍ୟା ଟପିଲା ୧୫.୧୧ଲକ୍ଷ

ଭୁବନେଶ୍ୱର,୩୦।୩: ଚଳିତବର୍ଷ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିିରେ ରଖି ଓଡ଼ିଶାରେ କଇଁଛଙ୍କ ଆଗମନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ୨୦୨୩-୨୪ବର୍ଷ ତୁଳନାରେ ଚଳିତବର୍ଷ ୫ଗୁଣ ଅଧିକ ଆସିଛନ୍ତି। ଏହାକୁ ନେଇ ପରିବେଶପ୍ରେମୀ ଅଧିକ ଉତ୍ସାହିତ ହୋଇଥିବାବେଳେ ପିସିସିଏଫ୍‌(ବନ୍ୟପ୍ରାଣୀ)ଙ୍କ ପକ୍ଷରୁ ଖୁସିବ୍ୟକ୍ତ କରାଯାଇଛି। ପିସିସିଏଫ୍‌(ବନ୍ୟପ୍ରାଣୀ)ଙ୍କ...

୪୦ ଟପିଲା ୮ ସହର ତାପମାତ୍ରା, ୪୧.୮ ରେ ଜଳିଲା ବୌଦ୍ଧ

ଭୁବନେଶ୍ୱର,୩୦।୩: ରବିବାର ଓଡ଼ିଶାର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଠଟି ସ୍ଥାନରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଉପରେ ରେକର୍ଡ କରାଯାଇଛି। ପଶ୍ଚିମ ଓଡ଼ିଶାର ବୌଦ୍ଧ ସହର ୪୧.୮ ଡିଗ୍ରୀ ସେଲସିୟସ ସହିତ ରାଜ୍ୟର ସବୁଠାରୁ...

ମହା ଆଡ଼ମ୍ବରରେ ପାଳନ ହେବ ଓଡ଼ିଆ ନବବର୍ଷ, ୧୪ ଦିନ ଧରି ରାଜ୍ୟବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ

ଭୁବନେଶ୍ୱର,୩୦।୩: ଚଳିତ ବର୍ଷ ପ୍ରଥମ ଥର ପାଇଁ ଏପ୍ରିଲ ମାସ ୧ ତାରିଖ ଓଡ଼ିଶା ଦିବସ ଠାରୁ ୧୪ ଏପ୍ରିଲ ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରିବା ନିମନ୍ତେ ସରକାରଙ୍କ ତରଫରୁ ନିଷ୍ପତ୍ତି...

ରେଳ ଦୁର୍ଘଟଣାର ତଦନ୍ତ କରିବେ ସିଆରଏସ୍: ଆର୍ଥିକ ସହାୟତା ଘୋଷଣା

ଭୁବନେଶ୍ୱର,୩୦।୩: ରବିବାର ପୂର୍ବାହ୍ନରେ ନିରଗୁଣ୍ଡି ଷ୍ଟେସନ ନିକଟରେ ଘଟିଥିବା ୧୨୫୫୧ ବାଙ୍ଗାଲୋର-କାମାଖ୍ୟା ଏସି ଏସ୍ଏଫ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ ହେବା ଘଟଣାର ବିସ୍ତୃତ ତଦନ୍ତ କମିଶନର ଅଫ୍ ରେଲୱେ ସେଫ୍ଟି (ସିଆରଏସ୍) କରିବେ ବୋଲି ପୂର୍ବତଟ ରେଳପଥ (ଇସିଓଆର୍) ସୂଚନା ଦେଇଛି।...

ବହୁଗୁଣ ଲାଭ ଦେବା ଆଳରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକଙ୍କୁ ୧.୪ କୋଟି ଠକେଇ

ଭୁବନେଶ୍ୱର,୩୦।୩(ସତ୍ୟଜିତ୍‌ ରାଉତ): ଅନଲାଇନ୍‌ ଟ୍ରେଡିଂରେ ବହୁଗୁଣ ଲାଭ ଦେବାର ପ୍ରତିଶ୍ରୁତି ଦେଇ ସାଇବର ଠକମାନେ ଓଡ଼ିଶାର ଜଣେ ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନର ବିଧାୟକଙ୍କୁ ୧ କୋଟି ୪୦ କୋଟି ଟଙ୍କା ଠକି ନେଇଛନ୍ତି। ଏହି ମାମଲାରେ କ୍ରାଇମବ୍ରାଞ୍ଚ ସାଇବର...

ସରକାରୀ ବାବୁଙ୍କ କୋଠା ଲୋଭ: OWSSB ସହକାରୀ ପ୍ରକଳ୍ପ ପରିଚାଳକଙ୍କୁ ଗିରଫ କଲା ଭିଜିଲାନ୍ସ

ଭୁବନେଶ୍ୱର,୩୦ା୩: ଭିଜିଲାନ୍ସ ରବିବାର ଓଡ଼ିଶା ଜଳ ଯୋଗାଣ ଏବଂ ସ୍ୱେରେଜ୍ ବୋର୍ଡ (OWSSB), ଭୁବନେଶ୍ୱରର ସହକାରୀ ପ୍ରକଳ୍ପ ପରିଚାଳକ ଦେବାଶିଷ ସାହୁଙ୍କୁ ବହିର୍ଭୁତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କରିଛି। ଦେବାଶିଷ ତାଙ୍କ ଆୟରୁ ୧୧୪% ଅଧିକ ରଖିଥିବା ବେଳେ...

କାମାକ୍ଷା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ ଘଟଣା: ହେଲ୍ପଲାଇନ ନମ୍ବର ଜାରି କଲା ପୂର୍ବତଟ ରେଳପଥ

ଚୌଦ୍ୱାର,୩୦ା୩: ରବିବାର ମଧ୍ୟାହ୍ନରେ ବେଙ୍ଗାଲୁରୁ-କାମାକ୍ଷା ଏକ୍ସପ୍ରେସ ଲାଇନ୍‌ଚ୍ୟୁତ ହେବା ପରେ ହେଲ୍ପଲାଇନ୍‌ ନମ୍ବର ଜାରି କରିଛି ପୂର୍ବତଟ ରେଳପଥ। କଟକ ପାଇଁ ହେଲ୍ପ ଲାଇନ୍‌ ନମ୍ବର- ୮୯୯୧୧୨୪୨୩୮, କଟକ ପାଇଁ ମୋବାଇଲ ନଂ- ୭୨୦୫୧୪୯୫୯୧, ଭୁବନେଶ୍ବର ୧ନଂ ପ୍ଲାଟ୍‌ଫର୍ମରେ ହେଲ୍ପ...

ବୈବାହିକ ଜୀବନରେ ସମସ୍ୟା ଦୂରକଲେ ଗୋଲାପ , ଜାଣନ୍ତୁ କିପରି

ପ୍ରେମର ପ୍ରତୀକ କୁହାଯାଉଥିବା ଗୋଲାପ ଫୁଲ ବି ଘରକୁ ସୁଖସମୃଦ୍ଧି ଆଣିଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି। ତେବେ ଗୋଲାପ ଫୁଲ ସହ ବାସ୍ତୁର କ’ଣ ସବୁ ସମ୍ପର୍କ ରହିଛି ଜାଣନ୍ତୁ ସେ ସମ୍ପର୍କରେ… * ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରର...

ଅନ୍ତ୍ୟୋଦୟ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, କହିଲେ ଏହିମାନଙ୍କୁ ମିଳିବ ଘର…

ଭବନୀପାଟଣା,୩୦ା୩(ଉତ୍ତମ କୁମାର ଦାଶ): ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଳାହାଣ୍ଡି ଜିଲା ଭବାନୀପାଟଣାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଯୋଗ୍ୟ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ ସହ ୩ ବର୍ଷରେ ୭...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri