ମେଟ୍ରୋ

ବସ୍‌ ମାଲିକଙ୍କୁ ଆକ୍ରମଣ ଘଟଣା:୨ ଗିରଫ

ଭୁବନେଶ୍ୱର,୧୨ା୩ (ବ୍ୟୁରୋ): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁର୍ବୁତ୍ତମାନେ ରବିବାର ବସ୍‌ ମାଲିକ ଆଇଗିଣିଆର ବିମ୍ବାଧର ସୁନ୍ଦରାୟଙ୍କୁ ଗୁଳି ମାଡ଼ କରିବା ସହ ଗୋଡେଇ ଗୋଡେଇ ହାଣିଥିଲେ। ଏହି ଘଟଣାରେ ଖଣ୍ଡଗିରି ଥାନା ପୋଲିସ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି।...

ପ୍ରେମରେ ଧୋକା: ଥାନା ଆଗରେ ଦେହରେ ନିଆଁ ଲଗାଇଲେ ମହିଳା

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ପ୍ରେମିକଙ୍କ ଧୋକା ସହି ନ ପାରି ନୂଆପଲ୍ଲୀ ଥାନା ସମ୍ମୁଖରେ ଜଣେ ମହିଳା ଦେହରେ କିରୋସିନ ଢାଳି ନିଅଁା ଲଗାଇ ଦେଇଥିଲେ। ମହିଳାଙ୍କ ଘର ଜଗତସିଂହପୁର ଜିଲା ଝଙ୍କଡ ଅଞ୍ଚଳରେ। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ...

ଦାୟିତ୍ୱ ନେଲେ ମେହେର୍ଦ୍ଦା

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ୧୯୯୭ ବ୍ୟାଚ୍‌ ଆଇଏଏସ୍‌ ଅଫିସର ପ୍ରମୋଦ ମେହେର୍ଦ୍ଦା ବୁଧବାର ରାଜ୍ୟପାଳଙ୍କ ସଚିବଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମେହେର୍ଦ୍ଦା ରାଜଭବନ ଯାଇ ପ୍ରଥମେ ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କୁ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା ପରେ ବିଧିବଦ୍ଧଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ସ୍ବାସ୍ଥ୍ୟ...

ଚିକିତ୍ସାଧୀନ ଅବସ୍ଥାରେ ନୀଳ ଇଗୁଆନା ଏଣ୍ଡୁଅ ମୃତ

ବାରଙ୍ଗ,୧୨ା୩(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଚିକିତ୍ସାଧୀନ ଅବସ୍ଥାରେ ଥିବା ଆମେରିକାନ ନୀଳ ଇଗୁଆନା ଏଣ୍ଡୁଅର ମଙ୍ଗଳବାର ମୃତ୍ୟୁ ଘଟିଛି। ତେବେ ବୁଧବାର ତା’ର ବ୍ୟବଚ୍ଛେଦ ପରେ ତା’ ପେଟରୁ ୫୫ଟି ଅଣ୍ଡା ବାହାରିଥିବା ଜଣାପଡ଼ିଛିା। ସୂଚନାଯୋଗ୍ୟ, ଗତ କିଛିଦିନ ତଳେ...

୧୦୫ ଟଙ୍କା ପେଟ୍ରୋଲ ପାଇଁ ବନ୍ଧୁକ ଦେଖାଇଲେ ଦୁର୍ବୃତ୍ତ

ଭୁବନେଶ୍ୱର,୧୨ା୩ (ବ୍ୟୁରୋ): ରାଜଧାନୀରେ କଥା କଥାକେ ଗର୍ଜୁଛି ଚୋରା ବନ୍ଧୁକ। ସାମାନ୍ୟ କଥାରେ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଭୟଭୀତ କରୁଛନ୍ତି। ସୋମବାର ରାତିରେ ଏଭଳି ଏକ ଘଟଣା ଘଟିଛି ସୁନ୍ଦରପଦା ରୋଡରେ ଥିବା ଅନିଲ ପାଇକରାୟଙ୍କ ପେଟ୍ରୋଲ ପମ୍ପରେ। ୩ଜଣ...

ସରିଲା ମହିଳା ୱେଲ୍ଡିଂ ଲିଗ୍‌

ଭୁବନେଶ୍ୱର, ୧୨ା୩(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ସି.ଭି. ରମଣ ଗ୍ଲୋବାଲ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଚାଲିଥିବା ଜାତୀୟ ମହିଳା ୱେଲ୍ଡିଂ ଲିଗ୍‌ ଉଦ୍‌ଯାପିତ ହୋଇଯାଇଛି। ଫ୍ରୋନିୟସ୍‌ ଭାରତୀୟ ଘରୋଇ ସଂସ୍ଥାର ଅଧ୍ୟକ୍ଷ ବିଶ୍ୱନାଥ କାମାଥ୍‌ ମୁଖ୍ୟ ଅତିଥି ଭାବେ...

ହୋଲିକୁ ଫିକାକଲା କରୋନା

ଭୁବନେଶ୍ୱର,୧୨ା୩(ବ୍ୟୁରୋ): କରୋନା ଭୟରେ ଏଥର ଫିକା ପଡ଼ିଥିଲା ହୋଲି। ତେବେ ଓଡ଼ିଶାରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତ ଚିହ୍ନଟ ହୋଇ ନ ଥିବାରୁ ଲୋକେ ଧୁମ୍‌ଧାମରେ ରଙ୍ଗ ପର୍ବକୁ ସ୍ବାଗତ କରିଥିବାବେଳେ ଅଧିକାଂଶ ସ୍ବାସ୍ଥ୍ୟ ବିଭାଗର ପରାମର୍ଶକୁ ମାନି ଘରୁ ବାହାରକୁ...

ସୁନା ଲୋଭ ଦେଖାଇ କନ୍‌ଷ୍ଟେବଳଙ୍କଠାରୁ ୬ ଲକ୍ଷ ଠକେଇ

କଟକ ରୋଡ୍‌,୧୨ା୩(ଡି.ଏନ୍‌.ଏ.): ସୁନା ଲୋଭ ଦେଖାଇ ଜଣେ କନ୍‌ଷ୍ଟେବଳଙ୍କ ଠାରୁ ୬ଲକ୍ଷ ଟଙ୍କା ଠକିନେବା ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୋଲିସ ସୋମବାର ୪ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଆସାମ ରାଜ୍ୟ ଧୁବରୀ ଜିଲାର ଫକୀରଚାନ...

ବିଧାନସଭାରେ ଶୋକ

ଭୁବନେଶ୍ୱର, ୧୧।୩(ବ୍ୟୁରୋ): ବିଧାନସଭାରେ ପୂର୍ବତନ ସଦସ୍ୟଙ୍କ ବିୟୋଗରେ ଗୃହରେ ବୁଧବାର ଶୋକ କରାଯାଇଛି। ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହର ନେତା ତଥା ମୁଖ୍ୟମନ୍ତ୍ରୀଙ୍କୁ ଶୋକ ପ୍ରସ୍ତାବ ଆଗତ କରିବା ଲାଗି କହିଥିଲେ। ମୁଖ୍ୟମନ୍ତ୍ରୀ ପୂର୍ବତନ...

ୟେସ୍‌ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ଜମା ଘଟଣା: କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ଏମ୍‌ପି

ଭୁବନେଶ୍ୱର, ୧୧।୩(ବ୍ୟୁରୋ): ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା ଫସି ରହିଛି। ଏହି ଟଙ୍କାକୁ ମୁକାଳିବା ପାଇଁ ବିଜେଡି ଏମ୍‌ପିମାନେ କେନ୍ଦ୍ର ଅଥର୍ର୍ମନ୍ତ୍ରୀ ନିର୍ମଳ ସୀତାରମନଙ୍କୁ ବୁଧବାର ସାକ୍ଷାତ କରିଛନ୍ତି। ରାଜ୍ୟସଭା ଏମ୍‌ପି ପ୍ରଶନ୍ନ ଆଚାର୍ଯ୍ୟଙ୍କ ନେତୃତ୍ୱରେ ଏକ ଟିମ୍‌...

କରୋନା ଭୟ: ବାୟୋମେଟ୍ରିକ ବ୍ୟବହାର ନ କରିବାକୁ ବିଧାନସଭା କର୍ମଚାରୀଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୧।୩(ବ୍ୟୁରୋ): କରୋନା ଏକ ଭୟଙ୍କର ବ୍ୟାଧି ଭାବେ ସମଗ୍ର ବିଶ୍ୱକୁ କବଳିତ କରିଛି। ଭାରତରେ ମଧ୍ୟ ଏହା ଚିନ୍ତାର କାରଣ ପାଲଟିଛି। ଏହାର କୌଣସି ଔଷଧ ନ ଥିବାରୁ ରାଜ୍ୟ ଏବଂ କେନ୍ଦ୍ର ସରକାର ଏହାର ସତର୍କତାମୂଳକ ପଦକ୍ଷେପ...

ୟେସ୍‌ ବ୍ୟାଙ୍କରେ ଶ୍ରୀମନ୍ଦିର ଟଙ୍କା ରଖିବା ଘଟଣା: ବିଧାନସଭା ହୁଲୁସ୍ତୁଲୁ, ଅପରାହ୍ନ ୩ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୧୧।୩(ବ୍ୟୁରୋ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା ୟେସ୍‌ ବ୍ୟାଙ୍କରେ ରଖିବାକୁ ନେଇ ବୁଧବାର ବିଧାନସଭାରେ କଂଗ୍ରେସ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ଏଥିଯୋଗୁ ଅପରାହ୍ନ ୩ଟା ଯାଏ ଗୃହକାର୍ଯ୍ୟ ହୋଇପାରି ନାହିଁ। ଭାଜପା ପକ୍ଷରୁ ଏ ନେଇ ଏକ ମୁଲତବୀ ପ୍ରସ୍ତାବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri