ରାଜଧାନୀ ରାଜରାସ୍ତାରେ ମହିଳାଙ୍କୁ ଗୋଡ଼ାଇ ଗୋଡ଼ାଇ ବିଧା, ଗୋଇଠା ମାରିଲେ ଏକାଧିକ ଯୁବକ: ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
ଭୁବନେଶ୍ୱର, ୧୧।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ମହିଳା ଅସୁରକ୍ଷିତ। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ରାଜଧାନୀ ରାଜରାସ୍ତାରେ। ଭୁବନେଶ୍ୱର ଲିଙ୍ଗରାଜ ଥାନା ଅଞ୍ଚଳରେ ବୁଧବାର ସବିତା ସେଠୀ ନାମ୍ନୀ ମହିଳାଙ୍କୁ ଏକାଧିକ ଯୁବକ ଗୋଡାଇ ଗୋଡାଇ ପିଟୁଛନ୍ତି। ଏହି ଦୃଶ୍ୟ୍ୟ...
ଆମର ସଂଖ୍ୟା ହେଉନି, ଆମେ ଲଢ଼ିବୁନି: ପ୍ରଦୀପ୍ତ ନାୟକ
ଭୁବନେଶ୍ୱର, ୧୧।୩(ବ୍ୟୁରୋ): ରାଜ୍ୟ ସଭା ପ୍ରାର୍ଥୀ ନିମନ୍ତେ ବୁଧବାର ନାମାଙ୍କନ ଦାଖଲର ଶେଷ ଦିନ। ବିଜେଡି ପକ୍ଷରୁ ୪ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିବା ବେଳେ ଭାଜପା ପ୍ରାର୍ଥୀ ଦେବନି ବୋଲି ଘୋଷଣା କରିଛି। ଏ ନେଇ ବିରୋଧୀ ଦଳ...
ରାଜ୍ୟସଭା ନିର୍ବାଚନ: ନବୀନଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କଲେ ବିଜେଡିର ୪ ପ୍ରାର୍ଥୀ
ଭୁବନେଶ୍ୱର, ୧୧।୩(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ବିଜେଡିର ୪ ପ୍ରାର୍ଥୀ ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ବିଧାନସଭା ସଚିବାଳୟ ପରିସରରେ ରାଜ୍ୟ ସଭା ରିଟର୍ନିଂ ଅଫିସରଙ୍କ ନିକଟରେ ୪ ପ୍ରାର୍ଥୀ ସୁବାସ ସିଂ, ମୁନ୍ନା ଖାଁ, ସୁଜିତ କୁମାର...
ବାଲିଅନ୍ତା କେନାଲରେ ବୁଡ଼ି ମହିଳା ମୃତ, ହୋଲିରେ ମଦ ପିଇଥିବା ଯୋଗୁ ଅଘଟଣ ଘଟିଥିବା ନେଇ ଚର୍ଚ୍ଚା
ବାଲିଅନ୍ତା/ପୁରୁଣା ଭୁବନେଶ୍ୱର,୧୦।୩(ଡି.ଏନ୍.ଏ.): ବାଲିଅନ୍ତା ଥାନା ଅଧୀନ ରଙ୍ଗବଜାର ନିକଟରେ ପ୍ରବାହିତ ପୁରୀ ମୁଖ୍ୟ କେନାଲରେ ବୁଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରୀନା ଗୋଚ୍ଛାୟତ(୪୨)। ମହିଳାଙ୍କ ପ୍ରକୃତ ଘର ତାଳଚେରର କଣିହାଁ ଅଞ୍ଚଳରେ। ସେ ଏଠାରେ ନିର୍ମାଣାଧୀନ...
ବୁଧବାରରୁ ବର୍ଷା: ୮ଜିଲାକୁ ୟେଲୋ ଓ୍ବାର୍ନିଂ, ବଜ୍ରପାତ ନେଇ ସତର୍କ ରହିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୦।୩(ବ୍ୟୁରୋ): ଆସନ୍ତା ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା, ବଜ୍ରପାତ ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ବିଶେଷକରି ବୁଧବାର ୮ଜିଲା ପାଇଁ...
ହୋଲିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୦।୩(ବ୍ୟୁରୋ): ଆଜି ପବିତ୍ର ହୋଲି। ସାରା ଦେଶରେ ଏହି ପର୍ବକୁ ଖୁବ୍ ଧୁମ୍ଧାମରେ ପାଳନ କରାଯାଉଥିବା ବେଳେ କେତେକ ସ୍ଥାନରେ କରୋନା ଭାଇରସ୍କୁ ନେଇ ହୋଲି ଫିକା ପଡ଼ିଛି। ତେବେ ଏହି ହୋଲି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ...
ତାମିଲନାଡୁରୁ ଦେବେନ୍ଦ୍ରଙ୍କ ମୃତଦେହକୁ ଓଡ଼ିଶା ଆଣିବାରେ ସହାୟତାର ହାତ ବଢ଼ାଇଲା ଓଡ଼ିଶା-ମୋ ପରିବାର
ଭୁବନେଶ୍ୱର,୯।୩(ବ୍ୟୁରୋ): ସୁବର୍ଣ୍ଣପରୁ ଜିଲା ଅନ୍ତର୍ଗତ ଦଳବଦା ଗ୍ରାମର ଦେବେନ୍ଦ୍ର ଭୁକ୍ତଙ୍କର ତାମିଲନାଡୁସ୍ଥିତ ମାଲଗୁଡିଠାରେ ଶନିବାର ମଧ୍ୟାହ୍ନରେ ହୃଦ୍ଘାତରେ ମୃତ୍ୟୁ ଘଟିଥିଲା। ଏହି ଘଟଣା ବିଷୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଓଡ଼ିଶା-ମୋ ପରିବାର ଆବାହକ ଅରୂପ ପଟ୍ଟନାୟକଙ୍କୁ...
ହୋଲି ଲାଗି ବନ୍ଦ ରହିବ ମୋ ବସ୍ ସେବା
ଭୁବନେଶ୍ୱର,୯।୩(ବ୍ୟୁରୋ): ମଙ୍ଗଳବାର ହୋଲି ପାଳନ ହେବାକୁ ଥିବା ବେଳେ ଏ ନେଇ ମୋ ବସ୍ ସେବା ବନ୍ଦ ରହିବ। ଏହା ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବାକୁ ଥିବା ବେଳେ ପରେ ସ୍ବାଭାବିକ ହେବା ନେଇ ସୂଚନା ମିଳିଛି। ଏହା...
ଜଗନ୍ନାଥ ମନ୍ଦିରକୁ ନେଇ ରାଜନୀତି କରିବା ବିଜୟଙ୍କ ପୁରୁଣା ଅଭ୍ୟାସ: ବିଜେଡି
ଭୁବନେଶ୍ୱର,୯।୩(ବ୍ୟୁରୋ): ଜଗନ୍ନାଥ ମନ୍ଦିର ସହ ଜଡ଼ିତ ପ୍ରସଙ୍ଗକୁ ନେଇ ରାଜନୀତି କରିବା ଭାଜପା ନେତା ବିଜୟ ମହାପାତ୍ରଙ୍କର ପୁରୁଣା ଅଭ୍ୟାସ ବୋଲି ସୋମବାର ବିଜେଡି ମୁଖପାତ୍ର ସୁବାସ ସିଂହ କହିଛନ୍ତି । ୟେସ୍ ବ୍ୟାଙ୍କରେ ଶ୍ରୀମନ୍ଦିର ଅର୍ଥଜମା ନେଇ ବିଜୟ...
ଯାଜପୁରରେ ଆତଙ୍କ ଖେଳାଇଥିବା ଦନ୍ତାହାତୀ ଆଖି ବୁଜିଲା
ଭୁବନେଶ୍ୱର,୯।୩(ବ୍ୟୁରୋ): ଯାଜପୁରରେ ୫ ଜଣ ଲୋକଙ୍କ ଜୀବନ ନେଇସାରିବା ପରେ ଟ୍ରାଙ୍କୁଲାଇଜ କରି ଦନ୍ତା ହାତୀଟିକୁ ସେତେବେଳେ କାବୁ କରାଯାଇଥିଲା। ତେବେ ସେହି ଦନ୍ତାଟି ଆଖି ବୁଜିଛି। ହାତୀକୁ ସେବେଠାରୁ ଲୁହାଶିକୁଳିରେ ବନ୍ଧା ହୋଇ ରଖାଯାଇଥିଲା। ଯାହା ଫଳରେ ତାର...
ହୃଷୀକେଶ ପଣ୍ଡା ଆଦିବାସୀ ମନ୍ତ୍ରଣାଳୟ ଏକ୍ସପର୍ଟ ପ୍ୟାନେଲ ମୁଖ୍ୟ
ଭୁବନେଶ୍ୱର,୯।୩(ବ୍ୟୁରୋ): ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍) ଚାକିରିରୁ ଅବସର ଗ୍ରହଣ କରିଥିବା ଓଡ଼ିଆ ଅଫିସର ହୃଷୀକେଶ ପଣ୍ଡାଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ ଦାୟିତ୍ୱ ମିଳିଛି। ହୃଷୀକେଶଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଦିବାସୀ ମନ୍ତ୍ରଣାଳୟ ଏକ୍ସପର୍ଟ ପ୍ୟାନେଲ ମୁଖ୍ୟ ଭାବେ ନିଆଯାଇଛି। ଏହି ପ୍ୟାନେଲ...
ଜଗନ୍ନାଥଙ୍କ ଅର୍ଥ ଫେରାଇବାକୁ ନେଇ ଦୋଷ ଲଦାଲଦି
ଭୁବନେଶ୍ୱର,୯।୩(ବ୍ୟୁରୋ): ୟେସ୍ ବ୍ୟାଙ୍କ ଖରାପ ସ୍ଥିତିଦେଇ ଗତି କରୁଥିବାବେଳେ ମହାପ୍ରଭୁ ଜଗନ୍ନାଥଙ୍କ ଅର୍ଥ ସେଥିରେ ରହିବା ଘଟଣା ସମସ୍ତଙ୍କୁ ଚକିତ କରିଛି। ଏହି ବ୍ୟାଙ୍କରେ ମହାପ୍ରଭୁଙ୍କ ପ୍ରାୟ ୫୪୫ କୋଟି ଟଙ୍କା ରଖାଯାଇଛି। ବର୍ତ୍ତମାନ ଉକ୍ତ ବ୍ୟାଙ୍କରୁ ୩୦ଦିନରେ ମୋଟ...
Archives


