ମେଟ୍ରୋ

ଛାତ୍ରଙ୍କୁ ଭୁଜାଲିରେ ଆକ୍ରମଣ ଘଟଣା: ଜଣେ ଗିରଫ ସମେତ ୨ ନାବାଳକଙ୍କୁ ଖୋଜୁଛି ପୋଲିସ

ଭୁବନେଶ୍ୱର,୯।୩(ବ୍ୟୁରୋ): ସାମାନ୍ୟ ବଚସାକୁ କେନ୍ଦ୍ରକରି ନୟାପଲ୍ଲୀ ଥାନା ଆଇଆରସି ଭିଲେଜ ସାଇମନ୍ଦିର ନିକଟରେ ଜଣେ ଛାତ୍ରଙ୍କୁ ଭୁଜାଲିରେ ମରଣାନ୍ତକ ଆକ୍ରମଣ କରିବା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଜଗତ୍‌ସିଂପୁର ତିରତୋଲ ଅଞ୍ଚଳର ସଞ୍ଜୟ କୁମାର...

ଏକାମ୍ର କ୍ଷେତ୍ର ଉଚ୍ଛେଦ ସ୍ଥଳରେ ଉଠା ଦୋକାନୀ

ପୁରୁଣା ଭୁବନେଶ୍ୱର,୯।୩(ଡି.ଏନ.ଏ.): ଏକାମ୍ର କ୍ଷେତ୍ରର ବିକାଶ ଓ ସୌନ୍ଦର୍ଯ୍ୟକରଣ ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଜବରଦଖଲ ଉଚ୍ଛେଦ କରାଯାଇ ସେଠାରେ ସିମେଣ୍ଟ ଟାଇଲ ବିଛା ଯାଇଥିଲା। ସୌନ୍ଦର୍ଯ୍ୟ ବୃଦ୍ଧି ଲାଗି ପ୍ଲାଷ୍ଟିକ କୁଣ୍ଡରେ ଭଳିକିଭଳି ଗଛ ଲଗା ଯାଇଥିଲା। ସାଧାରଣ...

୩୬ ଅମୃତ ପାର୍କର ନିର୍ମାଣ, ନବୀକରଣ ଶେଷ

ଭୁବନେଶ୍ୱର,୯।୩(ବ୍ୟୁରୋ): ମନ୍ଦିରମାଳିନୀ ଭୁବନେଶ୍ୱରକୁ ଅଧିକ ବାସପଯୋଗୀ ଓ ଶିଶୁବନ୍ଧୁ ସହର ଭାବେ ଗଢି ତୋଳିବାର ପ୍ରୟାସ ରଖି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅମୃତ ଯୋଜନାକୁ ଅଗ୍ରାଧିକାର ଦେଇଛି। ଏହ ଯୋଜନା ଅଧୀନରେ ସହରର ବିଭିନ୍ନ ପ୍ରାନ୍ତରରେ ୩୬ ପାର୍କର...

୧୦ ଗ୍ରାମ୍‌ ବ୍ରାଉନସୁଗାର, ୧୧ହଜାର ଟଙ୍କା ଜବତ, ଅଭିଯୁକ୍ତ ନାଗା ଗିରଫ

ଭୁବନେଶ୍ୱର,୯।୩(ବ୍ୟୁରୋ): ବେଆଇନ ବ୍ରାଉନସୁଗାର କାରବାର ଚଳାଇଥିବା ସହଦେବ ବାରିକ ଓରଫ ନାଗାଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ କରିଛି। ଏଥିସହ ତାଙ୍କ ନିକଟରୁ ୧୦ ଗ୍ରାମ ବ୍ରାଉନସୁଗାର ଓ ୧୧ ହଜାର ଟଙ୍କା ଜବତ କରିଛି। ନାଗା ଅତି ଚତୁରତାର...

ମହାପ୍ରଭୁଙ୍କ ଜମିର ହିସାବ ନାହିଁ: ଅଧାଗିଳା ଅବସ୍ଥାରେ ଟଙ୍କା

ପୁରୀ ଅଫିସ,୯।୩: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ବିଶ୍ୱବାସୀଙ୍କ ଆସ୍ଥା ଓ ବିଶ୍ୱାସ ରହିଛି। ତାଙ୍କ ସାନ୍ନିଧ୍ୟ ପାଇବା ପାଇଁ କାହିଁ କେତେ ଦୂରରୁ ଭକ୍ତମାନେ ଛୁଟି ଆସୁଛନ୍ତି। ଆଉ ମହାପ୍ରଭୁଙ୍କ ସେବା କରିବାର ଯିଏ ସାମାନ୍ୟ ସୁଯୋଗ ପାଇଛି ସେ...

ଅବିରରୁ ହୋଲି ପାର୍ଟି

ଭୁବନେଶ୍ୱର,୯।୩(ବ୍ୟୁରୋ): ନବରାତ୍ର ହେଉ କି ହୋଲି, ଦୀପାବଳି। ଦେଶର ବିଭିନ୍ନ ପ୍ରାନ୍ତରେ ଏହି ଉତ୍ସବକୁ ଭିନ୍ନ ଶୈଳୀରେ ପାଳନ କରାଯାଉଥିବା ଦେଖିବାକୁ ମିଳିଥାଏ। ହେଲେ ବର୍ତ୍ତମାନର ଟେକ୍ନୋଲୋଜି ଓ ସୋସିଆଲ ମିଡିଆ ଯୁଗରେ ପର୍ବପର୍ବାଣିର ପାଳନ ଶୈଳୀ ଆଉ ଗୋଟିଏ...

ଏସ୍‌ସିବିରେ କରୋନା ସନ୍ଦିଗ୍ଧ, ୩ ସ୍ବାଇନ୍‌ ଫ୍ଲ୍ୟୁ ରୋଗୀ

କଟକ ଅଫିସ,୯।୩: କରୋନା ଭାଇରସରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଇ ରବିବାର ଜଣଙ୍କୁ ଏସ୍‌ସିବି ମେଡିକାଲର ଆଇସୋଲେଶନ ଓ୍ବାର୍ଡରେ ଭର୍ତ୍ତି କରାଯାଇଛି। ସେ ଜଣେ ଇଞ୍ଜିନିୟର ହୋଇଥିବାବେଳେ ଚାଇନାରେ ଚାକିରୀ କରୁଥିଲେ। ସେଠାରେ କରୋନା ଭୁତାଣୁ ବ୍ୟାପିଥିବାବେଳେ ସେ ଓଡ଼ିଶା...

ପୌର ନିର୍ବାଚନକୁ ଓହ୍ଲାଇବ ଏଏପି

ଭୁବନେଶ୍ୱର,୯।୩(ବ୍ୟୁରୋ): ରାଜ୍ୟରେ ଚଳିତବର୍ଷ ଶେଷ ଆଡକୁ ପୌର ନିର୍ବାଚନ ହେବାର ସମ୍ଭାବନା ରହିଛି। ଏହି ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ଅଂଶଗ୍ରହଣ କରିବ। ଓଡ଼ିଶା ଗସ୍ତରେ ଥିବା ଦଳୀୟ ପ୍ରଭାରୀ ତଥା ରାଜ୍ୟ ସଭା ସଦସ୍ୟ ସଞ୍ଜୟ ସିଂ ରବିବାର...

ରାଜ୍ୟ ସଭା ନିର୍ବାଚନ: ଚତୁର୍ଥ ଆସନ ପାଇଁ ବାଟ ଫିଟୁଛି

ଭୁବନେଶ୍ୱର,୯।୩(ବ୍ୟୁରୋ): ଓଡିଶାରେ ଖାଲି ହେବାକୁ ଥିବା ୪ ରାଜ୍ୟ ସଭା ଆସନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇସାରିଥିବା ବେଳେ ଆସନ୍ତା ୨୬ରେ ନିର୍ବାଚନ ହେବ। ଇତି ମଧ୍ୟରେ ବିଜେଡି ଏହି ସମସ୍ତ ଆସନ ଲାଗି ପ୍ରାର୍ଥୀଙ୍କ ନାମ ଘୋଷଣା...

୧୫ରୁ ବୈଶାଖୀ ବାଣିଜ୍ୟ ମେଳା: ସ୍ଥାନ ପାଇବ ୪୯୦ ଷ୍ଟଲ

କଟକ ଅଫିସ,୯।୩,: କଟକ ଉପର ବାଲିଯାତ୍ରା ପଡିଆରେ ଆସନ୍ତା ୧୫ରୁ ୨୪ ତାରିଖ ପର୍ଯ୍ୟନ୍ତ ବୈଶାଖୀ ବାଣିଜ୍ୟ ମେଳା ଅନୁଷ୍ଠିତ ହେବ। ଏହାକୁ ମିନି ବାଲିଯାତ୍ରା ବୋଲି ମଧ୍ୟ କୁହାଯାଏ। ବୈଶାଖୀ ବାଣିଜ୍ୟ ମେଳା ଆୟୋଜକ କମିଟି ପକ୍ଷରୁ ରବିବାର...

ମାସକ ଭିତରେ ୩ ଗୁଳିକାଣ୍ଡ: ବସ୍‌ ମାଲିକଙ୍କୁ ଗୁଳିମାଡ଼ ପରେ ଗୋଡ଼ାଇ ହାଣିଲେ

ଭୁବନେଶ୍ୱର,୯।୩(ବ୍ୟୁରୋ): କମିଶନରେଟ ପୋଲିସ ଚାହିଁ ରହିଛି, ହେଲେ ରାଜଧାନୀରେ ତୁହାକୁ ତୁହା ଗୁଳି ଫୁଟୁଛି। ଅପରାଧିମାନେ ଦିନଦ୍ୱିପ୍ରହରରେ ସଂଘବଦ୍ଧ ଭାବେ ଅପରାଧ ଘଟାଉଥିଲେ ମଧ୍ୟ ପୋଲିସ ସେମାନଙ୍କ ଟେର୍‌ ପାଉନି। ଫଳରେ ଦିନକୁ ଦିନ ଆଇନଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ିବାରେ ଲାଗିଛି।...

ପୋଷଣ ପାଇଁ ‘ସୋପାନ’ ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର,୯।୩(ବ୍ୟୁରୋ): ମହିଳା ଏବଂ ଶିଶୁଙ୍କ ପୋଷଣଗତ ବିକାଶକୁ ରାଜ୍ୟ ସରକାର ଅଗ୍ରାଧିକାର ଦେଇ ଆସୁଛନ୍ତି। ନିକଟରେ ରାଜ୍ୟ ସରକାର ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ସ୍ବତନ୍ତ୍ର ପୋଷଣ ବଜେଟ୍‌ ଆଗତ କରିଛନ୍ତି। ପୋଷଣ କାର୍ଯ୍ୟକ୍ରମଜନିତ ଲକ୍ଷ୍ୟ ହାସଲ ପାଇଁ ଷ୍ଟ୍ରାଟେଜି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri