ରାଜଧାନୀରେ ପୁଣି ୪୫ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୦।୭(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି କରୋନା ଭୂତାଣୁ। ଶୁକ୍ରବାର ପୁଣି ଭୁବନେଶ୍ୱରର ବିଭିନ୍ନ ସ୍ଥାନରୁ ୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୩୫ ଜଣ ଚିହ୍ନଟ ହୋଇଥିବାବେଳେ ୧୦ଟି…
ବିଧାନସଭା ଶଟ୍ଡାଉନ୍
ଭୁବନେଶ୍ୱର,୧୦।୭(ବ୍ୟୁରୋ): ଦିନକ ପାଇଁ ବିଧାନସଭାକୁ ଶୁକ୍ରବାର ଶଟ୍ଡାଉନ୍ ଘୋଷଣା କରାଯାଇଛି। ବିଧାନସଭାର ଜଣେ କର୍ମଚାରୀଙ୍କ ସମ୍ପର୍କୀୟ ପଜିଟିଭ୍ ଚିହ୍ନଟ ହେବା ପରେ ଏଭଳି ପଦକ୍ଷେପ ନିଆଯାଇଛି। ଏ ନେଇ ସମସ୍ତ ବୈଠକଗୁଡ଼ିକୁ ବାତିଲ କରାଯାଇଛି। ନୀଳଗିରି ବିଧାୟକ ପଜିଟିଭ୍ ପରେ ବୈଠକରେ…
CORONAVIRUS UPDATE: ଆଜି ରେକର୍ଡ ସଂଖ୍ୟକ ୭୫୫ କରୋନା ପଜିଟିଭ୍ ଚିହ୍ନଟ: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୯୫୬ରେ ପହଞ୍ଚିଲା
ଭୁବନେଶ୍ୱର,୧୦ା୭(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଶୁକ୍ରବାର ରେକର୍ଡ ସଂଖ୍ୟକ ୭୫୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୯୫୬ରେ ପହଞ୍ଚତ୍ଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ସୂଚନାରୁ…
କରୋନା ଚିକିତ୍ସା: ୪ ଜିଲାରେ ଡିଏମ୍ଏଫ୍ ପାଣ୍ଠିରୁ ଖର୍ଚ୍ଚ ହେବ
ଭୁବନେଶ୍ୱର, ୧୦।୭(ବ୍ୟୁରୋ): କରୋନା ସମ୍ପର୍କିତ ଉଚ୍ଚ କ୍ଷମତାସମ୍ପନ୍ନ ମନ୍ତ୍ରୀସ୍ତରୀୟ ବୈଠକ ଗୁରୁବାର ଭିଡିଓ କନ୍ଫରେନ୍ସ ଜରିଆରେ ଅନୁଷ୍ଠିତ ହୋଇଛି। ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇଛି। କମିଟି…
ସଫଳ ହେଲା ବିରଳ ଅସ୍ତ୍ରୋପଚାର: ଯୋଡ଼ାହେଲା କଟା ହାତ
ଭୁବନେଶ୍ୱର,୧୦।୭(ବ୍ୟୁରୋ): ସଡକ ଦୁର୍ଘଟଣାରେ କଟିଯାଇଥିବା ଜଣେ ବ୍ୟକ୍ତିଙ୍କ ହାତକୁ ବିରଳ ଅସ୍ତ୍ରୋପଚାର ମାଧ୍ୟମରେ ଯୋଡାଯାଇଛି। କଳିଙ୍ଗ ହସ୍ପିଟାଲରେ ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍ ଜଣେ ୨୪ ବର୍ଷୀୟ ଯୁବକଙ୍କ କଟା ହାତକୁ ଯୋଡିବାରେ ସଫଳ ହୋଇଛନ୍ତି। ସୂଚନା ମୁତାବକ, ପଶ୍ଚିମବଙ୍ଗ ମେଦିନାପୁର…
ଆଦିତ୍ୟ ଦାସ ମୃତ୍ୟୁ ଘଟଣା: ମୋବାଇଲ୍ ଖୋଲିବ ମୃତ୍ୟୁ ରହସ୍ୟ, ଫରେନ୍ସିକ୍ ଲାବ୍ ପଠାଯିବ ଡାଏରି ଲେଖା
ଭୁବନେଶ୍ୱର,୧୦।୭ (ବ୍ୟୁରୋ): ଯୁବ ସାମାଜିକ କର୍ମୀ ତଥା ପ୍ରେରଣାଦାୟୀ ଭାଷଣ (ମୋଟିଭେଶନାଲ ସ୍ପିଚ୍) ଦେଉଥିବା ଆଦିତ୍ୟ ଦାସଙ୍କ ମୃତ୍ୟୁ ମାମଲାରେ ଆସିଛି ନୂଆ ମୋଡ଼। ଗୁରୁବାର ଆଦିତ୍ୟଙ୍କ ବ୍ୟବଚ୍ଛେଦ ରିପୋର୍ଟ ପାଇବା ପରେ ଜିଆର୍ପି ଥାନା ପାଲିସ ଅପମୃତ୍ୟୁ ମାମଲାକୁ ହତ୍ୟା…
ପରଲୋକରେ ମନୋଜ ପଣ୍ଡା
ଭୁବନେଶ୍ୱର,୧୦।୭(ବ୍ୟୁରୋ): ବିଶିଷ୍ଟ ସାହିତି୍ୟକ ତଥା ଲେଖକ ମନୋଜ କୁମାର ପଣ୍ଡାଙ୍କର ଗୁରୁବାର ପରଲୋକ ଘଟିଛି। ତାଙ୍କୁ ୬୫ବର୍ଷ ବୟସ ହୋଇଥିଲା। ହୃଦ୍ଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ୧୯୫୪ରେ ବଲାଙ୍ଗୀରରେ ଜନ୍ମଗ୍ରହଣ କରିଥିବା ମନୋଜ ଜଣେ କଥାଶିଳ୍ପୀ ତଥା ଭାଷା ବିଚାରକଭାବେ…
ପଣ୍ୟ ପରିବହନରେ ରେଳପଥର ରିହାତି ଘୋଷଣା
ଭୁବନେଶ୍ୱର,୧୦।୭ (ବ୍ୟୁରୋ): ପଣ୍ୟ ପରିବହନ କ୍ଷେତ୍ରରେ ପ୍ରୋତ୍ସାହନ ଦେବାକୁ ଭାରତୀୟ ରେଳପଥ ପକ୍ଷରୁ ରିହାତି ଘୋଷଣା କରାଯାଇଛି। ସ୍ବଳ୍ପ ଓ ଅଧିକ ଦୂରତ୍ୱ ପଣ୍ୟ ପରିବହନ କ୍ଷେତ୍ରରେ ଭଡାରେ ରିହାତି ଦେବା ପାଇଁ ସ୍ଥିର ହୋଇଛି। କୋଇଲା, ଲୁହାପଥର, ଲୌହ ଜାତୀୟ…
ସ୍ବାଭାବିକ ହେଉନି ବସ୍ ସେବା: ୫୮ % ହ୍ରାସ ପାଇଲାଣି ପରିବହନ ଟିକସ
ଭୁବନେଶ୍ୱର,୧୦।୭(ବ୍ୟୁରୋ): ରାଜ୍ୟରେ ଯାତ୍ରୀ ପରିବହନ ସେବା ଏକ ପ୍ରକାର ବିପର୍ଯ୍ୟସ୍ତ ହୋଇପଡିଛି। ଘରୋଇଠାରୁ ଆରମ୍ଭ କରି ସରକାରୀ ବସ୍ ସେବା ମଧ୍ୟ ଗୁରୁତର ପ୍ରଭାବିତ ହୋଇଛି। ଫଳରେ ବସ୍ ସେବା ସ୍ବାଭାବିକ ହୋଇପାରୁନି। କରୋନା ପ୍ରଭାବରେ ଏହି କ୍ଷେତ୍ର ଏକ ପ୍ରକାର…
ଇଞ୍ଜିନିୟରିଂ କଲେଜରେ ଚାକିରି ଦେବାକୁ କହି ମହିଳାଙ୍କୁ ବଳାତ୍କାର
ବାରଙ୍ଗ,୯ା୭(ଡି.ଏନ.ଏ)-ଚାକିରି ଦେବାକୁ କହି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ମେଣ୍ଡାଶାଳ ଫାଣ୍ଡିରେ ଗୁରୁବାର ଅଭିଯୋଗ ହୋଇଛି। ଏ ନେଇ ପୋଲିସ ଚନ୍ଦକା ଥାନାରେ ନଂ.୧୨୦/୨୦ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଏହି ଫାଣ୍ଡି ଅଧୀନରେ ଜଣେ ମହିଳା…
୭ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୯ା୭(ବ୍ୟୁରୋ)- ଦକ୍ଷିଣ ଓଡିଶା ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର, ଦେବଗଡ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର ଏବଂ ରାୟଗଡା ଜିଲାର କେତେକ ସ୍ଥାନରେ ପ୍ରବଳ…
ରାଜ୍ୟରେ କମିବ ମଦ ଦର: ସ୍ପେଶାଲ କୋଭିଡ୍ ଫି’ ୫୦ରୁ ୧୫%କୁ ହ୍ରାସ
ଭୁବନେଶ୍ୱର,୯ା୭(ବ୍ୟୁରୋ)-ରାଜ୍ୟରେ ମଦ ଦର କମିବ। ରାଜ୍ୟ ସରକାର ସ୍ପେଶାଲ କୋଭିଡ୍ ଫି’ ୫୦ ପ୍ରତିଶତରୁ ୧୫ ପ୍ରତିଶତକୁ ଖସାଇ ଦେଇଛନ୍ତି। ବିଭିନ୍ନ ବ୍ରାଣ୍ଡ୍ର(ଏଫ୍ଏମ୍ଏଫ୍ଏଲ୍, ଆଇଏମ୍ଏଫ୍ଏଲ୍, ବିୟର, ଓ୍ବାଇନ, ଆର୍ଟିଡି) ମଦ ଉପରେ ରାଜ୍ୟ ସରକାର ସର୍ବାଧିକ ଖୁଚୁରା ଦର(ଏମ୍ଆର୍ପି) ୧୫ ପ୍ରତିଶତ…

