ମେଟ୍ରୋ

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଫୋନ, ମେସେଜ ମାମଲା: ବନ୍ଧା ହେଲେ ଆୟୁଷ ନିର୍ଦ୍ଦେଶକ

ଭୁବନେଶ୍ୱର,୯।୭(ବ୍ୟୁରୋ)-ମହିଳା କର୍ମଚାରୀଙ୍କୁ ବାରମ୍ବାର ଅଶ୍ଳୀଳ ଭିଡ଼ିଓ ଓ ମେସେଜ ପଠାଇବା ସହ ଚାକିରି ନେଇଯିବାକୁ ଧମକ ଦେବା ଜଣେ ଓଏଏସ୍‌ ଅଫିସରଙ୍କୁ ମହଙ୍ଗା ପଡିଛି। ମହିଳା ଥାନା ପୋଲିସ ଗୁରୁବାର ତାଙ୍କୁ ଗିରଫ କରିଛି। ସେ ହେଲେ ଆୟୂଷ ନିର୍ଦ୍ଦେଶକ ବିଭୂପ୍ରସାଦ…

ଥମୁନି ସଂକ୍ରମଣ: ପୁଣି ଭୁବନେଶ୍ୱରରେ ଚିହ୍ନଟ ହେଲେ ୩୨ ଆକ୍ରାନ୍ତ; ଅଛି ୧୮ ଲୋକାଲ କେସ୍‌

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜଧାନୀରେ ଗୁରୁବାର ୩୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୪ କ୍ୱାରାଣ୍ଟାଇନ୍‌ ମାମଲା ରହିଥିବା ବେଳେ ୧୮ ଲୋକାଲ କେସ୍‌ ରହିଛି। ସେହିଭଳି ୭ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଅପରାହ୍ନରେ ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି…

କାଲିଠୁ ଭୁବନେଶ୍ୱର ଏମ୍‌ସ୍‌ ଓପିଡି ବନ୍ଦ

ଭୁବନେଶ୍ୱର,୯।୭(ବ୍ୟୁରୋ): ଶୁକ୍ରବାରଠାରୁ ଭୁବନେଶ୍ୱର ଏମ୍‌ସ ଓପିଡି ବନ୍ଦ ରହିବ ବୋଲି ଭୁବନେଶ୍ୱର ଏମ୍‌ସ ନିର୍ଦ୍ଦେଶିକା ବି.ଗୀତାଞ୍ଜଳି ସୂଚନା ଦେଇଛନ୍ତି। କର୍ମଚାରୀଙ୍କ ଅଭାବ ଦେଖାଦେବା ଯୋଗୁ ଓପିଡ଼ି ବନ୍ଦ ରହିବ। କିଛି କର୍ମଚାରୀ କରୋନା ପଜିଟିଭ୍‌ ଆସିଥିବାରୁ ଅଭାବ ଦେଖାଦେଇଛି। ଆଉ କିଛି…

ଆଣ୍ଡ୍ରଏଡ୍‌ ଫୋନ୍‌ରେ ପରୀକ୍ଷା ଦେବେ ଡିପ୍ଲୋମା ଛାତ୍ରୀଛାତ୍ର

ଭୁବନେଶ୍ୱର,୯।୭(ବ୍ୟୁରୋ): ଆଣ୍ଡ୍ରଏଡ ଫୋନ୍‌ରେ ପରୀକ୍ଷା ଦେଇପାରିବେ ଡିପ୍ଲୋମା ଛାତ୍ରୀଛାତ୍ର। ଲାପ୍‌ଟପ୍‌ କିମ୍ବା ଡେସ୍କଟପ୍‌ ନ ଥିବା ପିଲା ସ୍ମାର୍ଟ ଫୋନ୍‌ରେ ପରୀକ୍ଷା ଦେବେ। ଘରେ ରହି ପିଲା ପରୀକ୍ଷା ଦେବାକୁ ଗୁରୁବାର ବୈଷୟିକ ଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ଅଗଷ୍ଟ ୧…

ପଣ୍ଡିତ ପୁଅ ମାଙ୍କଡ଼ ମାରିଲେ ଦୋଷ ନାହିଁ: ନିରଞ୍ଜନ

ଭୁବନେଶ୍ୱର,୯।୭(ବ୍ୟୁରୋ): ନିଯୁକ୍ତି ପ୍ରସଙ୍ଗରେ ସରକାରଙ୍କ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସରକାରଙ୍କୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଅବସରପ୍ରାପ୍ତ ଆଇଏଏସ୍‌/ଓଏଏସ୍‌ଙ୍କୁ ପୁନଃ ନିଯୁକ୍ତି ଦେବାରେ ସରକାର ସିଦ୍ଧହସ୍ତ। ଚାକିରି ନାହିଁ କହି ସରକାର ଇତି ମଧ୍ୟରେ ୧୦ରୁ ଊର୍ଦ୍ଧ୍ୱ ପୁନଃ ନିଯୁକ୍ତି…

ସିବିଏସ୍‌ଇର ୩୦% ନୁହେଁ, ଅଧିକ ପାଠ୍ୟକ୍ରମ ହ୍ରାସ ହୋଇପାରେ

ଭୁବନେଶ୍ୱର,୯।୭(ବ୍ୟୁରୋ): ସିବିଏସ୍‌ଇ ନବମରୁ ଦ୍ୱାଦଶ ଶ୍ରେଣୀ ପାଠ୍ୟକ୍ରମ ୩୦% ହ୍ରାସ ପ୍ରସଙ୍ଗରେ ଗୁରୁବାର ପ୍ରତିକ୍ରିୟା ରଖିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ସେ କହିଛନ୍ତି, ସିବିଏସ୍‌ଇ ନିଷ୍ପତ୍ତି ଉପରେ ବିଚାର କରାଯିବ। ଅଗଷ୍ଟରେ ସ୍ଥିତିକୁ ଦେଖି ସ୍କୁଲ ଖୋଲିବା…

ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ଘଟଣା: ହତ୍ୟା ମାମଲା ରୁଜୁ କଲା ଜିଆର୍‌ପି ପୋଲିସ

ଭୁବନେଶ୍ୱର,୯।୭(ବ୍ୟୁରୋ): ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ନୂଆ ମୋଡ଼ ଆସିଛି। ପ୍ରଥମେ ଆଦିତ୍ୟଙ୍କ ମୃତ୍ୟୁ ଆତ୍ମହତ୍ୟା ବୋଲି କୁହାଯାଉଥିବା ବେଳେ ଗୁରୁବାର ଜିଆର୍‌ପି ଥାନାରେ ୩୦୨ ଦଫାରେ ହତ୍ୟା ମାମଲା ରୁଜୁ ହୋଇଛି। ଆଦିତ୍ୟଙ୍କ ସଂଗଠନ ‘ପିପୁଲ୍‌ସ ଫର୍‌ ସେବା’ର…

କରୋନା ନେଲା ଆଉ ୪ଜୀବନ: ଜାଣନ୍ତୁ କେଉଁଠାରୁ କେତେ

ଭୁବନେଶ୍ୱର,୯।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୪ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫୨କୁ ବୃଦ୍ଧି ହୋଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମରେ ସର୍ବାଧିକ ୩ ରହିଥିବା ବେଳେ ଭଦ୍ରକରୁ ଜଣେ ରହିଛନ୍ତି। ଗଞ୍ଜାମରେ କରୋନା ଜନିତ…

CORONAVIRUS UPDATE: ରାଜ୍ୟରେ ୧୧ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୯।୮(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଧିରେ ଧିରେ ଭୟଙ୍କର ହେବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ପୁଣି ୫୭୭ ପୁଣି କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ହଜାରକୁ ଟପିଛି। ନୂଆ ଚିହ୍ନଟ ହୋଇଥିବା…

ମନ୍ଦିର, ମସ୍‌ଜିଦ୍‌ ସାନିଟାଇଜ୍‌ କରୁଛନ୍ତି ଶିଖ୍‌ ଯୁବଗୋଷ୍ଠୀ

ଭୁବନେଶ୍ୱର,୯।୭(ବ୍ୟୁରୋ): ଅତୁଟ ଓ ଅଖଣ୍ଡ ଭାରତ। ଏଠି ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଭାଇ ଭାଇ।ହିନ୍ଦୁ, ମୁସ୍‌ଲିମ୍‌, ଖ୍ରୀଷ୍ଟିଆନ୍‌ ଓ ଶିଖ୍‌ ସଭିଏଁ ସମାନ। ଯାହାକୁ ପ୍ରମାଣିତ କରି ଦେଖାଇଛନ୍ତି ରାଜଧାନୀ ଭୁବନେଶ୍ୱରର କିଛି ଯୁବଗୋଷ୍ଠୀ।ଶିଖ୍‌ ସମ୍ପ୍ରଦାୟର କିଛି ଯୁବକ…

୨ବର୍ଷ ନୂଆ ନିଯୁକ୍ତି ନ ହେବା ନେଇ ବର୍ଷିଲେ ବିରୋଧୀ

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ପକ୍ଷରୁ ଅନେକ କାର୍ଯ୍ୟକ୍ରମ ଉପରେ କଟକଣା ଜାରି କରାଯାଇଛି। ସେହି ଅନୁଯାୟୀ ଆଗକୁ ଆଉ କିଛି ନୂଆ ପଦବୀ ସୃଷ୍ଟି ହେବ ନାହିଁ ବୋଲି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହେବାପରେ ବିରୋଧୀ ବର୍ଷିଛନ୍ତି।…

ଦୁଇଦିନ ପ୍ରବଳ ବର୍ଷା

ଭୁବନେଶ୍ୱର, ୯।୭(ବ୍ୟୁରୋ): ରାଜ୍ୟରେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ଆସନ୍ତା ଦୁଇଦିନ ମଧ୍ୟ ପ୍ରବଳ ବର୍ଷା ହେବ। ଗୁରୁବାର ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?