ମେଟ୍ରୋ

ହ୍ୟାଣ୍ଡ୍‌ଶେକ୍‌ ପରିବର୍ତ୍ତେ ନମସ୍କାର କରିବାକୁ ପରାମର୍ଶ

ଭୁବନେଶ୍ୱର,୭ା୩(ବ୍ୟୁରୋ): କରୋନା ଭାଇରସ୍‌ ଭୟ ଏବେ ସମଗ୍ର ବିଶ୍ୱକୁ ଥରାଇ ଦେଇଥିବା ବେଳେ ଏହାଦ୍ୱାରା ବିଶେଷଭାବେ ପ୍ରଭାବିତ ହୋଇଛି ରାଜ୍ୟ ପର୍ଯ୍ୟଟନ ଶିଳ୍ପ। ଓଡ଼ିଶା ଆସିବାକୁ ଏବଂ ଓଡ଼ିଶା ବାହାରକୁ ଯିବାକୁ ଥିବା ପ୍ରାୟ ୫୦% ପର୍ଯ୍ୟଟକ ନିଜ ଗସ୍ତ...

ଏବେ ପସନ୍ଦ ହର୍ବାଲ ହୋଲି

ଭୁବନେଶ୍ୱର,୭ା୩(ବ୍ୟୁରୋ): ଦିନଥିଲା ପ୍ରକୃତିର ବିଭିନ୍ନ ରଙ୍ଗକୁ ବ୍ୟବହାର କରି ଲୋକେ ହୋଲି ଖେଳୁଥିଲେ। କିନ୍ତୁ କିଛିବର୍ଷ ହେଲା ହୋଲିରେ ରାସାୟନିକ ରଙ୍ଗର ବହୁଳ ବ୍ୟବହାର ହେଉଛି। ସ୍ବାସ୍ଥ୍ୟ ପ୍ରତି ଏହା ହାନିକାରକ ହେଉଥିବାରୁ ଲୋକେ ଏଥିପ୍ରତି ଧୀରେ ଧୀରେ ସଚେତନ...

ଛତିଶଗଡ଼ରୁ ଓଡ଼ିଶାକୁ ଆସୁଛି ଜାଲ୍‌ ନୋଟ୍‌

ଭୁବନେଶ୍ୱର, ୭ା୩(ବ୍ୟୁରୋ): ବ୍ରାଉନ ସୁଗାର କାରବାର ଓ ବାଂଲାଦେଶରୁ ଯୁବତୀ ଚାଲାଣ ଉପରେ ଅଙ୍କୁଶ ଲଗାଇବା ପରେ ଏସ୍‌ଟିଏଫ୍‌ ନଜର ଏବେ ଓଡ଼ିଶାକୁ ଆସୁଥିବା ଜାଲ୍‌ ନୋଟ ଉପରେ। ଜାଲ୍‌ ନୋଟ୍‌ କାରବାର ରୋକିବା ପାଇଁ ଏସ୍‌ଟିଏଫ୍‌ ଅଣ୍ଟା ଭିଡ଼ିଛି।...

୧୫ରେ ରୁଚି ଓଡ଼ିଆ ଫିଲ୍ମ ଫେୟାର୍‌ ଆୱାର୍ଡସ୍‌

ଭୁବନେଶ୍ୱର, ୭ା୩(ବ୍ୟୁରୋ): ହ୍ବାଇଟ୍‌ କାନ୍‌ଭାସ୍‌ ଏବଂ ଓଫା ଫାଉଣ୍ଡେଶନ ମିଳିତ ଆନୁକୂଲ୍ୟରେ ରୁଚି ମସଲା ସହଯୋଗରେ ଆସନ୍ତା ୧୫ ତାରିଖରେ ଜନତା ମଇଦାନରେ ଚଳଚ୍ଚିତ୍ର ପୁରସ୍କାର ଉତ୍ସବ ‘ରୁଚି ୧୦ମ ଓଡ଼ିଆ ଫିଲ୍ମ ଫେୟାର୍‌ ଆୱାର୍ଡସ୍‌’ ଆୟୋଜନ ହେବ। ଏହି...

୮ରେ ‘ମୋ ବସ୍‌’ରେ ମାଗଣା ଯିବେ ମହିଳା

ଭୁବନେଶ୍ୱର, ୭ା୩ (ବ୍ୟୁରୋ): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଆସନ୍ତା ୮ତାରିଖରେ ‘ମୋ ବସ୍‌’ରେ ମହିଳା ଦେୟମୁକ୍ତ ଯାତ୍ରା କରିପାରିବେ। ମହିଳା ଦିବସରେ ମହିଳାଙ୍କ ପ୍ରତି ସମ୍ମାନ ଜଣାଇ କ୍ରୁଟ୍‌ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି ଜେନେରାଲ ମ୍ୟାନେଜର...

‘ଆଡ୍‌ଭେଞ୍ଚର୍ସ ଅଫ୍‌ ଦି ଡେୟାରଡେଭିଲ୍‌ ଡେମୋକ୍ରାଟ୍‌’ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର, ୭ା୩(ବ୍ୟୁରୋ): ବିଜୁ ପଟ୍ଟନାୟକ ଥିଲେ କିମ୍ବଦନ୍ତୀ ପୁରୁଷ। ତାଙ୍କ ବୀରତ୍ୱ ସାରା ବିଶ୍ୱ ଜାଣିଛି। ଇଣ୍ଡୋନେସିଆର ସ୍ବାଧୀନତାରେ ତାଙ୍କ ଯୋଗଦାନ ଅତୁଳନୀୟ ଥିଲା। ସେହିପରି କଶ୍ମୀର ମିଶନରେ ମଧ୍ୟ ସେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇଥିଲେ। ବିଜୁବାବୁ ଭାରତୀୟ...

ଫିଲ୍ମରେ ଓଡ଼ିଶାର ସୌନ୍ଦର୍ଯ୍ୟ ଦେଖାଇବେ ନୀଳମାଧବ

ଭୁବନେଶ୍ୱର,୭ା୩(ବ୍ୟୁରୋ): ବର୍ତ୍ତମାନ ସମୟରେ ଲୋକଙ୍କ ମଧ୍ୟରେ ଦେଖାଯାଉଥିବା ଏକୁଟିଆପଣ, ଭୟ ଏବଂ ଭଲପାଇବାକୁ ନେଇ ଏକ ନୂଆ ଫିଲ୍ମ କରିବାକୁ ଯାଉଛନ୍ତି ଓଡ଼ିଶା ଜନ୍ମିତ ଜାତୀୟ ଏବଂ ଅନ୍ତର୍ଜାତୀୟ ପୁରସ୍କାରପ୍ରାପ୍ତ ଫିଲ୍ମନିର୍ମାତା ନୀଳମାଧବ ପଣ୍ଡା। ‘ବିଶ୍ୱ’ ନାମକ ଏହି ଫିଲ୍ମ...

ଆର୍‌. ମାଙ୍ଗା ବାବୁ ନୂଆ ଜିଏସ୍‌ଟି ମୁଖ୍ୟ ଆୟୁକ୍ତ

ଭୁବନେଶ୍ୱର, ୭ା୩(ବ୍ୟୁରୋ): ଜିଏସ୍‌ଟି କେନ୍ଦ୍ରୀୟ ଉତ୍ପାଦ ଏବଂ ସୀମା ଶୁଳ୍କ, ଭୁବନେଶ୍ୱର ଜୋନର ମୁଖ୍ୟ ଆୟୁକ୍ତ ଭାବେ ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ ଆର୍‌. ମାଙ୍ଗା ବାବୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଦାୟିତ୍ୱ ଗ୍ରହଣ କରିବା ପରେ...

ଦୋପଟି ମେଳଣ ପଡ଼ିଆରେ ହରିହର ଭେଟ

ବାଲିପାଟଣା, ୭ା୩(ଡି.ଏନ୍‌.ଏ.): ପାରମ୍ପରିକ ଦୋପଟି ମେଳଣ ବାଲିପାଟଣାସ୍ଥିତ ମେଲଣ ପଡିଆରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବିଧି ଅନୁଯାୟୀ ଥାନପତି ବୁଦ୍ଧନାଥ ଦେବଙ୍କ ପକ୍ଷରୁ ସ୍ଥାନୀୟ ଅଞ୍ଚଳର ଠାକୁରଙ୍କୁ ମେଳଣ ଯାତ୍ରାକୁ ଆସିବାକୁ ନିମନ୍ତ୍ରଣ ଦିଆଯାଇଥିଲା। ଥାନାପତିଙ୍କ ନିମନ୍ତ୍ରଣ ରକ୍ଷାକରି ଏକାଦଶୀ...

କନ୍‌ଷ୍ଟେବଳଙ୍କୁ ନିର୍ଘାତ ମାଡ଼

ଭୁବନେଶ୍ୱର, ୭ା୩(ବ୍ୟୁରୋ): ରାଜଧାନୀ ଏବେ ଅସୁରକ୍ଷିତ ହୋଇପଡ଼ିଛି। ସାଧାରଣ ଜନତାଙ୍କ କଥା ଛାଡ଼, ଅନ୍ୟକୁ ସୁରକ୍ଷା ଦେଉଥିବା ପୋଲିସ ମଧ୍ୟ ଅସୁରକ୍ଷିତ ହୋଇପଡିଛି। ଗୁରୁବାର ସିଆର୍‌ପି ଅଞ୍ଚଳରେ ଜଣେ ଛାତ୍ର ଏବଂ କଟକରୋଡରେ ଅନ୍ୟ ଜଣେ ବ୍ୟକ୍ତିଙ୍କୁ ହଣାଯାଇଥିବାବେଳେ ବୁଧବାର...

ଆଜିଠୁ ବାହାର ଫଗୁ ଖେଳ ଆରମ୍ଭ

ପୁରୁଣା ଭୁବନେଶ୍ୱର, ୭ା୩ (ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବାହାର ଫଗୁ ଖେଳ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏହି ଅବସରରେ ନଗର ପରିକ୍ରମାରେ ଶ୍ରୀ ଜୀଉମାନେ ଯାତ୍ରା ଆରମ୍ଭ କରିଛନ୍ତି। ସନ୍ଧ୍ୟାଧୂପ ସରିବା ପରେ ଠାକୁରଙ୍କ ବଡ଼ସିଂହାର ଓ ବେଶ ହୋଇଥିଲା।...

ଟ୍ରେନ ଫେରନ୍ତା ଯୁବକଙ୍କଠାରୁ ଲୁଟ୍‌

ଭୁବନେଶ୍ୱର, ୭ା୩(ବ୍ୟୁରୋ): ରାଜଧାନୀରେ ରାତିରେ କିନ୍ନରମାନଙ୍କ ଉପତ୍ାତ ଦିନକୁ ଦିନ ବଢିବାରେ ଲାଗିଛି। ଗୁରୁବାର ରାତିରେ ମାଷ୍ଟରକ୍ୟାଣ୍ଟିନ ଛକରେ ଜଣେ ଟ୍ରେନ ଫେରନ୍ତା ଯାତ୍ରୀଙ୍କୁ ଲୁଟପାଟ କରିବା ଘଟଣାରେ ଜଣେ କିନ୍ନର ଓ ମହିଳାଙ୍କୁ ପୋଲିସ ଗିରଫ କରିଛି। ସେମାନେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri