ଅଶ୍ଳୀଳ ଭିଡିଓ ପଠାଇ ଅଡୁଆରେ ଓଏଏସ୍ ଅଫିସର
ଭୁବନେଶ୍ୱର,୭।୭ (ବ୍ୟୁରୋ): ମହିଳା କର୍ମଚାରୀଙ୍କ ପାଖକୁ ବାରମ୍ବାର ଅଶ୍ଳୀଳ ଭିଡିଓ ଓ ମେସେଜ ପଠାଇ ଅଡୁଆରେ ପଡିଛନ୍ତି ଓଡ଼ିଶା ସରକାରଙ୍କ ଅଧୀନରେ କାର୍ଯ୍ୟ କରୁଥିବା ଜଣେ ଓଏଏସ୍ ଅଫିସର। ଯୁବତୀ ଜଣଙ୍କ ଏହାକୁ ବିରୋଧ କରିବାରୁ ଚାକିରିରୁ ବିଦା କରିଦେବାର ଧମକ…
ଆରମ୍ଭ ହେବ ଆଣ୍ଟିଜେନ୍ ଟେଷ୍ଟ
ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କୋଭିଡ୍-୧୯ ସଂକ୍ରମଣ ବୃଦ୍ଧି ପାଉଥିବାରୁ ପଜିଟିଭ୍ ଚିହ୍ନଟ ପ୍ରକ୍ରିୟାକୁ ଆହୁରି ବ୍ୟାପକ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ବିଶେଷକରି ଅଧିକ ସଂକ୍ରମିତ ଅଞ୍ଚଳରେ ସେରୋଲୋଜିକାଲ ସର୍ଭେ ଓ ଆଣ୍ଟିଜେନ୍ ଟେଷ୍ଟ କରି ଆକ୍ରାନ୍ତଙ୍କୁ ଚିହ୍ନଟ…
କଂଗ୍ରେସର ମୋବାଇଲ ଫୋନ ଦୁର୍ନୀତି ଅଭିଯୋଗ
ଭୁବନେଶ୍ୱର,୭।୭(ବ୍ୟୁରୋ): କରୋନା ସମୟରେ ଓଡ଼ିଶା ଔଷଧ ନିଗମରେ ବ୍ୟାପକ ଦୁର୍ନୀତି ଓ କେଳେଙ୍କାରୀ କଂଗ୍ରେସ ଲୋକଲୋଚନକୁ ଆଣି ଲୋକାୟୁକ୍ତଙ୍କ ଦ୍ୱାରସ୍ଥ ହୋଇଥିଲା। ମାସ୍କ, ପିପିଇ, ସାନିଟାଇଜର, ରିଏଲଟାଇମ ପିସିଆର, ରାପିଡ୍ କୋଭିଡ୍ ଟେଷ୍ଟିଂ ମେଶିନ, ନେବୁଲାଜର ଇତ୍ୟାଦି କିଣାରେ ଦୁର୍ନୀତିର ପର୍ଦ୍ଦାଫାଶ…
୨୦୨୨ ସୁଦ୍ଧା ୧୫୦୦ ମେଗାଓ୍ବାଟ୍ ସୌର ଶକ୍ତି ଉତ୍ପାଦନ ହେବ
ଭୁବନେଶ୍ୱର,୭।୭(ବ୍ୟୁରୋ): ୨୦୨୨ ସୁଦ୍ଧା ରାଜ୍ୟରେ ୧୫୦୦ ମେଗାଓ୍ବାଟ୍ ସୌରଶକ୍ତି ଉତ୍ପାଦନ ହେବ। ସୋମବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ସମ୍ବଲପୁର ଓ ବୌଦ୍ଧ ଜିଲାରେ ୨୭୫…
ଆସନ୍ତାକାଲି ୩ ଜିଲାରେ ପ୍ରବଳ ବର୍ଷା
ଭୁବନେଶ୍ୱର,୬।୭(ବ୍ୟୁରୋ)- ରାଜ୍ୟରେ ଏବେ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ମଙ୍ଗଳବାର ଉତ୍ତର ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହେବ। ଏଥିପାଇଁ…
ବରିଷ୍ଠ ବିଜେଡି ନେତା ବିଷ୍ଣୁ ଦାସଙ୍କ ପରଲୋକ
ଜଗତ୍ସିଂହପୁର ଅଫିସ୍/ଭୁବନେଶ୍ୱର,୬।୭(ବ୍ୟୁରୋ)-ବରିଷ୍ଠ ବିଜେଡି ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଚରଣ ଦାସଙ୍କ ୬୬ ବର୍ଷ ବୟସରେ ସୋମବାର ସନ୍ଧ୍ୟାରେ ପରଲୋକ ଘଟିଛି। ସେ ବ୍ରେନ୍ ଷ୍ଟ୍ରୋକ୍ରେ ପୀଡ଼ିତ ହେବା ପରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପ୍ରାୟ ୧୨ ଦିନ…
କୋଭିଡ ଯୁଦ୍ଧ ଜିତିବାକୁ ୩ ମନ୍ତ୍ର ଦେଲେ ନବୀନ
ଭୁବନେଶ୍ୱର,୬।୭(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ରାତି ୮ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଦିନକୁ ଦିନ ମହାମାରୀ କରୋନା ରାଜ୍ୟରେ କାୟା ବିସ୍ତାର କରି ଚାଲିଛି। ତେବେ ଏହି ଯୁଦ୍ଧ ଜିତିବାକୁ ହେଲେ ନବୀନ ରାଜ୍ୟବାସୀଙ୍କୁ ୩ଟି ମନ୍ତ୍ର ଫୁଙ୍କିଛନ୍ତି। ତ୍ୟାଗ, ସଂଯମ…
ରାତି ୮ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୬।୭(ବ୍ୟୁରୋ)-ଆଜି ରାତି ୮ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବୋଧିତ କରିବେ। ତେବେ କେଉଁ ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିବେ ସେ ନେଇ କିଛି ସ୍ବଷ୍ଟ ଜଣାପଡ଼ିନାହିଁ। ଅନ୍ୟପକ୍ଷରେ ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ନବୀନ କୌଣସି…
ରାଜ୍ୟରେ ଆଉ ୨୬୨ କରୋନା ଆକ୍ରାନ୍ତ ସୁସ୍ଥ: ଗଞ୍ଜାମରୁ ସର୍ବାଧିକ
ଭୁବନେଶ୍ୱର,୬।୭(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୨୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୭୩ ଜଣ ଥିବାବେଳେ ଗଜପତିରୁ ୪୯, ଜଗତସିଂହପୁରରୁ ୨୫, ରାୟଗଡାରୁ ୧୬, କଟକରୁ ୧୫, ବରଗଡରୁ୧୪, ଖୋର୍ଦ୍ଧାରୁ ୧୩, ଭଦ୍ରକରୁ୧୨, ପୁରୀରୁ…
ମଙ୍ଗଳବାରରୁ କାଉଣ୍ଟରରେ ମିଳିବ ଦେଶୀ ମଦ
ଭୁବନେଶ୍ୱର, ୬।୭(ବ୍ୟୁରୋ): ମଙ୍ଗଳବାରଠାରୁ କାଉଣ୍ଟରରେ ଦେଶୀ ମଦ, ରନ୍ଧା ମଦ ମିଳିବ। ଏ ନେଇ ଅବକାରୀ ବିଭାଗ ପକ୍ଷରୁ ସୂଚନା ମିଳିଛି। ଗତ ୧ ତାରିଖରୁ ଦେଶୀ ମଦର ହୋମ୍ ଡେଲିଭରି ଆରମ୍ଭ ହୋଇଥିଲା। ତେବେ ମଙ୍ଗଳବାଠାରୁ ହୋମ୍ ଡେଲିଭରି ସହ…
ବିଧାନସଭାର ବିଭିନ୍ନ କମିଟି ବୈଠକ ବାତିଲ
ଭୁବନେଶ୍ୱର, ୬।୭(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେରଖି ବିଧାନସଭାର ବିଭିନ୍ନ କମିଟି ବୈଠକ ବାତିଲ ନେଇ ନିଷ୍ପତ୍ତି ନିଆଯାଇଛି। ଏ ନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ସେ କହିଛନ୍ତି,…
ଚିନ୍ତା ବଢାଉଛି ରାଜଧାନୀ: ପୁଣି ୧୭ କରୋନା ଆକ୍ରାନ୍ତ, ୨ କରୋନା ଯୋଦ୍ଧା ସାମିଲ୍
ଭୁବନେଶ୍ୱର,୬।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ଏଠାରୁ ପୁଣି ୧୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫୦ରେ ପହଞ୍ଚିଛି। ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୫ ଜଣଙ୍କ, ଲୋକାଲ…

