ସ୍କୁଲ ପିଲାଙ୍କୁ କରୋନା ସତର୍କତା: ଚିଠି ଲେଖିଲେ ଓଏସ୍ଇପିଏ
ଭୁବନେଶ୍ୱର, ୫।୩(ବ୍ୟୁରୋ): ସାରା ବିଶ୍ୱରେ କରୋନା ଭୂତାଣୁ ନିଜର କାୟା ବିସ୍ତାର କରିବାରେ ଲାଗିଛି। ଭାରତରେ ମୋଟ ୨୯ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ଏଯାବତ୍ ଓଡ଼ିଶାରେ କେହି ଏଥିରେ ଆକ୍ରାନ୍ତ ହୋଇ ନାହାନ୍ତି। ବୁଧବାର ଏହାକୁ ନେଇ...
ବିଜୁ ବାବୁଙ୍କ ସହ କଟକର ସମ୍ପର୍କ ନିବିଡ଼; ଏସ୍ସିବିକୁ ବିଶ୍ୱସ୍ତରୀୟ କରାଯିବା କାମ ଆରମ୍ଭ ହେଲା: ମୁଖ୍ୟମନ୍ତ୍ରୀ
କଟକ ଅଫିସ/ଭୁବନେଶ୍ୱର,୫।୩(ବ୍ୟୁରୋ): ବିଜୁ ବାବୁଙ୍କ ସହ କଟକର ସମ୍ପର୍କ ଥିଲା ନିବିଡ। ଏହି କଟକ ମାଟିରେ ସେ ବଡ଼ ହୋଇଥିଲେ। ଇଂରେଜ ସରକାରଙ୍କ ବିରୋଧରେ ଲଢିଥିଲେ। କଟକରୁ ସେ ପେଶୱାର(ବର୍ତ୍ତମାନ ପାକିସ୍ତାନରେ ଥିବା ଏକ ସହର)କୁ ସାଇକେଲରେ ଯାତ୍ରା କରିଥିଲେ।...
ଖାକିରେ କଳଙ୍କ: ବଳାତ୍କାର ପରେ ନାବାଳିକା ଝିଆରି ୫ ମାସର ଗର୍ଭବତୀ, ହାବିଲଦାରଙ୍କୁ ବାନ୍ଧିଲା କ୍ୟାପିଟାଲ ପୋଲିସ
ଭୁବନେଶ୍ୱର, ୫।୩(ବ୍ୟୁରୋ): ଖାକିରେ କଳଙ୍କ। ଜଣେ ହାବିଲଦାରଙ୍କ ନାମରେ ଆସିଛି ବଳାତ୍କାର ଅଭିଯୋଗ। ସେ ହେଲେ କ୍ୟାପିଟାଲ ଥାନାରେ କାର୍ଯ୍ୟରତ ହାବିଲଦାର ବିଜୟ ପେଟି । ସମ୍ପର୍କୀୟ ନାବାଳିକା ଝିଆରିଙ୍କୁ ବିଜୟ ବଳାତ୍କାର କରିଥିବା ଗୁରୁବାର ଥାନାରେ ଅଭିଯୋଗ ହୋଇଛି।...
କରୋନା ମୁକାବିଲା ପାଇଁ ଭୁବନେଶ୍ୱର ବିମାନ ବନ୍ଦରରେ ସ୍ବତନ୍ତ୍ର ବ୍ୟବସ୍ଥା
ଭୁବନେଶ୍ୱର, ୫।୩(ବ୍ୟୁରୋ): ସାରା ବିଶ୍ୱରେ କରୋନା ଭୂତାଣୁ ନିଜର କାୟା ବିସ୍ତାର କରିବାରେ ଲାଗିଛି। ଭାରତରେ ମୋଟ ୨୯ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିରୁ ରକ୍ଷା ପାଇବାକୁ ସମସ୍ତ ସ୍ଥାନରେ ପୂର୍ବ ପ୍ରସ୍ତୁତି ସହ ସଂକ୍ରମଣରୁ ନିଜକୁ ରକ୍ଷା...
ବିଜୁ ଜୟନ୍ତୀରେ ମିନି ମାରାଥନ
ଭୁବନେଶ୍ୱର,୫।୩(ବ୍ୟୁରୋ): ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଗୁରୁବାର ଜୟନ୍ତୀ ଉପଲକ୍ଷେ ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହେଉଛି। ଏହି ଅବସରରେ ସକାଳେ ଭୁବନେଶ୍ୱରରେ ଏକ ମିନି ମାରାଥନ ଅନୁଷ୍ଠିତ ହୋଇଯାଇଛି। ବିଜୁଙ୍କ ଉଦ୍ଦେଶ୍ୟରେ କରାଯାଇଥିବା ଏହି ମାରାଥନ ବିଜୁ ପଟ୍ଟନାୟକ...
ଆଜି ବିଜୁ ଜୟନ୍ତୀ: ସାହସିକତାକୁ ମନେ ପକାଇଲେ ମୋଦି, ଧର୍ମେନ୍ଦ୍ର ଜଣାଇଲେ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର,୫।୩(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜନ୍ମଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଗୁରୁବାର ଏ ନେଇ ଏକ ଟୁଇଟ କରି ୧୯୪୫ ମସିହାର ଏକ ପ୍ରଶସ୍ତିପତ୍ର ଅର୍ଥାତ ଦସ୍ତାବିଜକୁ ଆଟାଚ୍ କରି ବିଜୁଙ୍କୁ...
ପଞ୍ଚାୟତ କ୍ଷମତାକୁ ସଙ୍କୁଚିତ କରୁଛନ୍ତି ସରକାର: ଭାଜପା
ଭୁବନେଶ୍ୱର,୫ା୩(ବ୍ୟୁରୋ): ପଞ୍ଚାୟତିରାଜ ବ୍ୟବସ୍ଥାର ଅସଲ ଉଦ୍ଦେଶ୍ୟ ଶାସନକୁ ବିକେନ୍ଦ୍ରୀକରଣ କରିବା। ଏହା ହେଲେ ସାଧାରଣ ଜନତାଙ୍କ ପାଖରେ ଯୋଜନା ପହଞ୍ଚିବାରେ ସହଜ ହୋଇପାରିବ। କିନ୍ତୁ ରାଜ୍ୟରେ ଦିନକୁ ଦିନ ପଞ୍ଚାୟତ କ୍ଷମତାକୁ ସରକାର ସଙ୍କୁଚିତ କରିବାରେ ଲାଗିଛନ୍ତି। ଶାସନ ବ୍ୟବସ୍ଥାର...
ମେ ୧ରୁ ୧୦୬ ସହରାଞ୍ଚଳରେ ‘ଓ୍ବାନ୍ ନେଶନ, ଓ୍ବାନ୍ ରାଶନ’
ଭୁବନେଶ୍ୱର,୫ା୩(ବ୍ୟୁରୋ): ଆସନ୍ତା ମେ ପହିଲାରୁ ରାଜ୍ୟର ୧୦୬ ସହରାଞ୍ଚଳରେ ଓ୍ବାନ୍ ନେଶନ, ଓ୍ବାନ୍ ରାଶନ ବ୍ୟବସ୍ଥା ଲାଗୁ ହେବ। ଜାତୀୟ ଖାଦ୍ୟ ସୁରକ୍ଷା ଆଇନ(ଏନ୍ଏଫଏସ୍ଏ) ଅଧୀନରେ ରାଶନ ପାଉଥିବା ସହରାଞ୍ଚଳ ହିତାଧିକାରୀ ଯେକୌଣସି ସହରରୁ ରାଶନ କାର୍ଡ ଦେଖାଇ ଚାଉଳ...
ଯୁବକଙ୍କ ଶରୀରରୁ ବାହାରିଲା ୧୨କେଜିର ଟ୍ୟୁମର
ଭୁବନେଶ୍ୱର,୫ା୩ (ବ୍ୟୁରୋ): ଜଣେ ୨୯ ବର୍ଷୀୟ ଯୁବକଙ୍କ ଶରୀରରୁ ବାହାରିଛି ୧୨ କିଲୋ ଗ୍ରାମର ଏକ ବିରଳ ଜେନେଟିକ୍ ଟ୍ୟୁମର୍। ଦୀର୍ଘ ୩ ଘଣ୍ଟାର ଅସ୍ତ୍ରୋପଚାର ପରେ ଚନ୍ଦ୍ରକାନ୍ତ ଶର୍ମା ନାମକ ଜଣେ ରୋଗୀଙ୍କ ଦେହରୁ ନ୍ୟୁରୋଫାଇବ୍ରୋମାଟୋସିସ୍ ଟାଇପ୍-୧ (ଏନ୍ଏଫ୍୧)...
ସରକାରୀ ବିଏଡ୍ କଲେଜ ବନ୍ଦ ନିର୍ଦ୍ଦେଶ ପରେ ତତ୍ପରତା
ଭୁବନେଶ୍ୱର,୫ା୩(ବ୍ୟୁରୋ): ରାଜ୍ୟରେ ଥିବା ୧୪ଟି ସରକାରୀ ବିଏଡ୍ କଲେଜ ବନ୍ଦ କରିବାଦେବା ଲାଗି ଏନ୍ସିଟିଇ (ନ୍ୟାଶନାଲ୍ କାଉନ୍ସିଲ ଫର୍ ଟିଚର ଏଜୁକେଶନ) କମିଟି ୨ ମାସ ତଳୁ ରାଜ୍ୟ ସରକାରଙ୍କୁ ଚିଠି ଲେଖିସାରିଛି। ଏହି ସମସ୍ତ କଲେଜ ଆସନ୍ତା ବର୍ଷରୁ...
ଲୋକଙ୍କ ଆଶା ପୂରଣ କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୫ା୩(ବ୍ୟୁରୋ): ଗଣତନ୍ତ୍ରରେ ଲୋକମାନେ ପ୍ରକୃତ ମାଲିକ। ସେମାନେ ଭୋଟ ଦେଇ ଜନପ୍ରତିନିଧି ବାଛିଥାନ୍ତି। ତେଣୁ ସେମାନଙ୍କ ଆଶା ପୂରଣ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଲୋକ ସେବା ଭବନରେ ବୁଧବାର ଆୟୋଜିତ ‘ମୋ ସରକାର’...
ଆଜି ବିଜୁ ଜୟନ୍ତୀ, ପଞ୍ଚାୟତିରାଜ ଦିବସ
ଭୁବନେଶ୍ୱର,୫ା୩(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜନ୍ମଦିବସକୁ ଗୁରୁବାର ବିଜେଡି ପକ୍ଷରୁ ସମଗ୍ର ରାଜ୍ୟରେ ପାଳନ କରାଯିବ। ବିଜୁ ଜୟନ୍ତୀକୁ ରାଜ୍ୟ ସରକାର ପଞ୍ଚାୟତିରାଜ ଦିବସ ଭାବେ ପାଳନ କରିଆସୁଛନ୍ତି। ଭୁବନେଶ୍ୱର ସ୍ଥିତ ବିଜେଡି ମୁଖ୍ୟ କାର୍ଯ୍ୟାଳୟରେ...
Archives


