ମେଟ୍ରୋ

କରୋନା ନେଲା ଆଉ ଦୁଇ ଜୀବନ, ରାଜ୍ୟରେ ମୃତ୍ୟୁସଂଖ୍ୟା ୩୮କୁ ବୃଦ୍ଧି

ଭୁବନେଶ୍ୱର,୬ା୭(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ଦୁଇ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ଗଞ୍ଜାମ ଏବଂ ଯାଜପୁର ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଗଞ୍ଜାମ କରୋନା ଆକ୍ରାନ୍ତଙ୍କ…

CORONAVIRUS UPDATE: ରାଜ୍ୟରେ ୨୪ ଜିଲାରୁ ୪୫୬ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୯,୫୨୬ରେ ପହଞ୍ଚିଲା

ଭୁବନେଶ୍ୱର, ୬।୭(ବ୍ୟୁରୋ): ରାଜ୍ୟରେ ସୋମବାର ପୁଣି ୪୫୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୫୨୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…

ଗୋଷ୍ଠୀ ସଂକ୍ରମଣ ମୁହାଁ ଭୁବନେଶ୍ୱର: ଶଟ୍‌ଡାଉନ ଅସ୍ତ୍ର ଆପଣାଇପାରେ ବିଏମ୍‌ସି

ଭୁବନେଶ୍ୱର,୬।୭(ବୁରୋ): ଆଉ ନିୟନ୍ତ୍ରଣରେ ନାହିଁ ଭୁବନେଶ୍ୱରର ସଂକ୍ରମଣ। ହୁହୁ ହୋଇ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବିଶେଷକରି ଲକ୍‌ଡାଉଡ଼୍‌ ହଟିବା ଓ କଟକଣାକୁ କୋହଳ କରାଯିବାଠାରୁ ଏ ପରିସ୍ଥିତି ସୃଷ୍ଟି ହୋଇଛି। ଏବେ କିଛିଦିନ ହେବ ଲଗାତାର ଭାବେ ସହରରୁ ୧୫ରୁ…

ନୂଆ ଜୀବନ ପାଇଲେ ମାମୁନି

ଭୁବନେଶ୍ୱର,୬ା୭(ବ୍ୟୁରୋ): ଅଭିନେତା ସବ୍ୟସାଚୀଙ୍କ ପାଇଁ ନୂଆ ଜୀବନ ପାଇଛନ୍ତି ଜଗତ୍‌ସିଂହପୁରର ମାମୁନି। ବୟସ ମାତ୍ର ୧୯ବର୍ଷ। ହେଲେ ଏତେ କମ୍‌ ବୟସରେ ତାଙ୍କ କାନ୍ଧରେ ଏବେ ପରିବାର ବୋଝ। ପୂର୍ବରୁ ବାପା ପରିବା ବିକି ଯାହା ରୋଜଗାର ହେଉଥିଲା କଷ୍ଟେମଷ୍ଟେ ପରିବାର…

ଆବର୍ଜନାମୟ ଭୁବନେଶ୍ୱର

ଭୁବନେଶ୍ୱର,୬ା୭(ବ୍ୟୁରୋ): କରୋନାକୁ ନେଇ ଏବେ ଅଧିକାରୀଙ୍କଠାରୁ କର୍ମଚାରୀ ପର୍ଯ୍ୟନ୍ତ ସମସ୍ତେ ଦେଖାଉଛନ୍ତି ବାହାନା। ଫଳରେ ରାଜଧାନୀର କଲୋନୀଠାରୁ ବଜାରଘାଟ ସବୁଠି ପଡ଼ି ରହୁଛି କୁଢ଼କୁଢ଼ ଅଳିଆ। ଘରୋଇ ସଂସ୍ଥା ହାତରେ ଅଧିକାଂଶ ଓ୍ବାର୍ଡ ଟେକିଦେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଚିନ୍ତାରେ…

ଦିବ୍ୟାଙ୍ଗ ଅଙ୍ଗନଓ୍ବାଡି କର୍ମୀଙ୍କୁ ଘର ନିକଟ କେନ୍ଦ୍ରରେ ନିଯୁକ୍ତି ଦେବାକୁ ଓଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୬ା୭(ବ୍ୟୁରୋ): ଦିବ୍ୟାଙ୍ଗ ଅଙ୍ଗନଓ୍ବାଡି କର୍ମୀଙ୍କୁ ଘର ନିକଟ କେନ୍ଦ୍ରରେ ତୁରନ୍ତ ନିଯୁକ୍ତି ଦେବାକୁ ଓଡ଼ିଶା ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି) ବଲାଙ୍ଗୀର ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଦିବ୍ୟାଙ୍ଗଙ୍କୁ କାହିଁକି ତାଙ୍କ ଘର ଅଙ୍ଗନଓ୍ବାଡିରେ ନିଯୁକ୍ତି ଦିଆଯାଇ ନ ଥିଲା ସେନେଇ…

ଆସନ୍ତାକାଲି ୩ ଜିଲାରେ ଅତିପ୍ରବଳ ବର୍ଷା

ଭୁବନେଶ୍ୱର, ୫।୭(ବ୍ୟୁରୋ)- ସାରା ରାଜ୍ୟରେ ମୌସୁମୀବାୟୁ ସକ୍ରିୟ ରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଖପାଖରେ ଏକ ଲଘୁଚାପ କେନ୍ଦ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। କିନ୍ତୁ ଆସନ୍ତା ଦୁଇଦିନ ପ୍ରବଳ ବର୍ଷା ହେବ।…

ଜୁଲାଇ ୩୧ ପର୍ଯ୍ୟନ୍ତ ଖୋଲିବନି ଖୋର୍ଦ୍ଧା ଜିଲାର ଏହି ୯ ଐତିହ୍ୟସ୍ଥଳୀ

ଭୁବନେଶ୍ୱର,୫ା୭(ବ୍ୟୁରୋ)/ ଖୋର୍ଦ୍ଧା ଅଫିସ – ଭୁବନେଶ୍ୱର ସମେତ ଖୋର୍ଦ୍ଧା ଜିଲାରେ ଥିବା ୯ଟି ଐତିହ୍ୟ କୀର୍ତ୍ତିରାଜିକୁ ସର୍ବସାଧାରଣଙ୍କ ପାଇଁ ନ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଜିଲାରେ କୋଭିଡ୍‌-୧୯ ସଂକ୍ରମଣ ଦିନକୁ ଦିନ ଉଗ୍ର ରୂପ ନେଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଜୁଲାଇ…

ରାଜଧାନୀରେ ମାଡ଼ିଚାଲିଛି କରୋନା : ଆଜି ପୁଣି ୧୯ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୪୩୩ରେ ପହଞ୍ଚିଲା

ଭୁବନେଶ୍ୱର,୫ା୭(ବ୍ୟୁରୋ): ରବିବାର ରାଜଧାନୀ ଭୁବନେଶ୍ୱରରେ ପୁଣି ୧୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯ ଜଣ କ୍ୱାରାଣ୍ଟାଇନ୍‌ରୁ ଏବଂ ୮ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ସେହିପରି ୨ ଜଣ କୋଭିଡ୍‌ ଯୋଧ୍ୟା ମଧ୍ୟ କରୋନା ଆକ୍ରାନ୍ତ…

ଶ୍ରମିକ ବେଶରେ ରାଜଧାନୀ ବସ୍ତିରେ ଅପରାଧୀ ଗ୍ୟାଙ୍ଗ୍‌: ବନ୍ଦ ଘରୁ ଚୋରି, ଏକୁଟିଆ ପାଇଲେ ଲୁଟୁଥିଲେ

ଭୁବନେଶ୍ୱର,୫।୭ (ବ୍ୟୁରୋ): ରାଜଧାନୀ ବସ୍ତିରେ ଆଡ୍ଡା ଜମାଇଛନ୍ତି ଅପରାଧୀ ଗ୍ୟାଙ୍ଗ୍‌। ରାଜରାସ୍ତାରୁ କଲୋନୀ ସବୁଠି ରାଜୁତି କରୁଛନ୍ତି। କରୋନା କଟକଣା ଭିତରେ କମିଶନରେଟ ପୋଲିସକୁ ଚକ୍‌ମା ଦେଇ ଗୋଟିକ ପରେ ଗୋଟିଏ ଅପରାଧ ଘଟାଇ ଚାଲିଛନ୍ତି। ଅପରାଧୀଙ୍କ ଆଡ୍ଡା ସମ୍ପର୍କରେ ସୁରାକ…

ବିବାଦରେ ଓଡ଼ିଆ କବି ରାଜେନ୍ଦ୍ରଙ୍କ କବିତା: ଦେବୀ ସୀତାଙ୍କ ଉଦ୍ଦେଶ୍ୟରେ ସୋସିଆଲ ମିଡିଆରେ କରିଥିଲେ ପୋଷ୍ଟ

ଭୁବନେଶ୍ୱର,୪ା୭(ବ୍ୟୁରୋ): ‘ଅଶୋକ ବନରେ ତମେ ଇଚ୍ଛିପାର ରାବଣର ବଳାତ୍କାର, ଅଗ୍ନି ପରୀକ୍ଷାରେ ଏଣେ ହୋଇପାର ଅନାୟାସରେ ଉତ୍ତୀର୍ଣ୍ଣା, ତୁମେ କାହାରି ନୁହଁ।’ ସୋସିଆଲ ମିଡିଆରେ ଦେବୀ ସୀତାଙ୍କ ଉଦ୍ଦେଶ୍ୟରେ ଏଭଳି ଏକ ପୋଷ୍ଟ କରି ବିବାଦକୁ ଆସିଛନ୍ତି କେନ୍ଦ୍ର ସାହିତ୍ୟ ଏକାଡେମୀ…

ରାଜଧାନୀରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର

ଭୁବନେଶ୍ୱର,୫।୭ (ବ୍ୟୁରୋ): ରାଜଧାନୀରେ ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ହୋଇଛି। ନୟାପଲ୍ଲୀ ଥାନାଞ୍ଚଳରେ ଶୁକ୍ରବାର ରାତିରେ ଘଟିଛି ଏହି ସ୍ପର୍ଶକାତର ଘଟଣା। ଶିଶୁଟି ଗୁରୁତର ଅବସ୍ଥାରେ ଏକ ବସ୍ତି ଅଞ୍ଚଳରେ ପଡିଥିବାବେଳେ ସ୍ଥାନୀୟ ଲୋକେ ଉଦ୍ଧାର କରି ଏକ ଘରୋଇ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?