ମେଟ୍ରୋ

ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ

ଉତ୍କଳ ବିଶ୍ୱବିଦ୍ୟାଳୟରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାଣୀବିହାର ମଧୁସୂଦନ ହଷ୍ଟେଲ ଛାତରୁ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଜଣଙ୍କ ଫିଲୋସୋଫି(ଦର୍ଶନ ବିଭାଗ)ର ପିଜି ୨ୟ ବର୍ଷର ଛାତ୍ର ତାପସ ନାୟକ ବୋଲି ଜଣାପଡ଼ିଛି। ଘଟଣାକୁ...

ଉତ୍କଳ ଦିବସ ୨୦୧୦ରୁ ଓଡ଼ିଶା ଦିବସ ହୋଇଗଲାଣି: ଜୟନାରାୟଣ

ଭୁବନେଶ୍ୱର,୩୦ା୩(ସୁନିତ୍‌ ମିଶ୍ର): ଉତ୍କଳ ଦିବସକୁ ନେଇ ଭାଜପା ବିଧାୟକ ଜୟନାରାୟଣ ମିଶ୍ର ବିବାଦୀୟ ବୟାନ ଦେଇଛନ୍ତି। ଶନିବାର ବିଧାନସଭା ବାହାରେ ସେ କହିଛନ୍ତି, ଆଉ ଉତ୍କଳ ଦିବସ ନାହିଁ, ୨୦୧୦ରୁ ଏହା ଓଡ଼ିଶା ଦିବସ ହୋଇସାରିଲାଣି। ସରକାର ଓଡ଼ିଶା ଦିବସ...

ଆସୁଛି କାଳବୈଶାଖୀ: ୬ଜିଲାରେ ଛେଚିବ

ଭୁବନେଶ୍ୱର,୩୦ା୩(ଅନୁରାଧା ମହାରଣା):ପାଣିପାଗକୁ ନେଇ ପୁଣି ବଡ଼ ଖବର । ପୁଣି ମିଳିବ ଆଶ୍ବସ୍ତି । ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ରର ଆକଳନ ଅନୁଯାୟୀ, ଏପ୍ରିଲ୨ରୁ ୪ ତାରିଖ ବିଭିନ୍ନ ଜିଲାରେ କାଳବୈଶାଖୀର ସମ୍ଭାବନା ରହିଛି। ଏପ୍ରିଲ ପ୍ରଥମ...

ନବୀନଙ୍କୁ ଟାର୍ଗେଟ କଲେ ମୋହନ, କହିଲେ କାଗଜ ବାଘ…

ଭୁବନେଶ୍ୱର, ୩୦ା୩(ସୁନିତ୍‌ ମିଶ୍ର): ନାରୀ ନିର୍ଯାତନା ପ୍ରସଙ୍ଗରେ ବିରୋଧୀ ଯଦି ଆଲୋଚନା କରିବାକୁ ଚାହାନ୍ତି ତେବେ ଆସନ୍ତୁ, କିଛି ଅସୁବିଧା ନାହିଁ। କିନ୍ତୁ ତଥ୍ୟଭିତ୍ତିକ ଆଲୋଚନା ହେଉ। ବିତର୍କ ହେଲେ ବିଲୁଆଘାଇଠାରୁ ଆରମ୍ଭକରି ଭୁବନେଶ୍ୱର ପର୍ଯ୍ୟନ୍ତ ସବୁ କଥା ଆଲୋଚନା...

ଭୁବନେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ଅଶୋକ ସଭାପତି

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ) ୨୦୨୫-୨୬ବର୍ଷ ପାଇଁ ଶନିବାର ଭୁବନେଶ୍ୱର ବାର ଆସୋସିଏଶନ ନିର୍ବାଚନ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ ହୋଇଛି। ବାର୍‌ ଆସୋସିଏଶନ ସଭାପତି ପଦ ପାଇଁ ୩ଜଣ ପ୍ରତିଦ୍ୱନ୍ଦିତା କରୁଥିବାବେଳେ, ଦୁଇଜଣଙ୍କୁ ପଛରେ ପକାଇ ଅଶୋକ କୁମାର ପାତ୍ର ବାଜିମାତ୍‌...

କଂଗ୍ରେସ ଆନ୍ଦୋଳନ ସମୟରେ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ଘଟଣା: ଜଣେ ଗିରଫ 

ଭୁବନେଶ୍ୱର,୨୯।୩: କଂଗ୍ରେସର ‘ବିଧାନସଭା ଘେରାଓ’ କାର୍ଯ୍ୟକ୍ରମ ସମୟରେ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ଘଟଣାରେ ଜଣେ ୨୯ ବର୍ଷୀୟ ଯୁବକଙ୍କୁ ଗିରଫ କରାଯାଇଛି।ସେ ହେଲେ ଭୁବନେଶ୍ୱର ଉପକଣ୍ଠ ପାହାଳ ଅଞ୍ଚଳର ହରିଦାଶପୁର ନିବାସୀ ମିର୍ଜା ଇସଲାମ ବୈଗ। ତାଙ୍କ  ବିରୁଦ୍ଧରେ...

ଜଣାପଡିଲା ସୁଜାତାଙ୍କ VRS ପଛର କାରଣ! କହିଦେଲେ ବିଜେଡି ନେତା

ଭୁବନେଶ୍ୱର,୨୯।୩: IAS ସୁଜାତା କାର୍ତ୍ତିକେୟନଙ୍କ ସ୍ବେଚ୍ଛାକୃତ ଅବସରକୁ ନେଇ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। ୨୦୦୦ ବ୍ୟାଚର ଏହି ଆଇଏଏସ ଅଧିକାରୀ କେନ୍ଦ୍ର ସରକାରଙ୍କ ଅନୁମୋଦନ ପରେ ଶନିବାର ଅବସର ଗ୍ରହଣ କରିଛନ୍ତି। କିନ୍ତୁ ଏହାର କାରଣ ସ୍ପଷ୍ଟ ନ...

ବିଧାନସଭା ଆଗରେ ଧାରଣାଦେଉଥିବାବେଳେ ଅସୁସ୍ଥ ହୋଇପଡିଲେ କଂଗ୍ରେସ ନେତା, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୨୯।୩: କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମ ଏବଂ ଦଳୀୟ ବିଧାୟକ ଅଶୋକ ଦାସ ଶନିବାର ଦିନ ଓଡ଼ିଶା ବିଧାନସଭା ଆଗରେ ଧାରଣା ଦେଉଥିବା ବେଳେ ଅସୁସ୍ଥ ହୋଇ ପଡ଼ିଛନ୍ତି। ଦୁହିଁଙ୍କୁ ଅସୁସ୍ଥତା ଅନୁଭବ ହେବା ପରେ ତୁରନ୍ତ...

ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି: ସମ୍ବଲପୁର ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର,୨୮ା୩: ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। ଦୁଇ ଦିନ ହେଲା ତାପମାତ୍ରା ୪୨ ଡିଗ୍ରୀ ଉପରେ ରହୁଛି। ଏଭଳିସ୍ଥିତିରେ ଅସମ୍ଭାଳ ତାତିରେ ସିିଝୁଛି ପଶ୍ଚିମ ଓଡ଼ିଶା। ଶନିବାର ସାଢ଼େ ୨ରେ ସମ୍ବଲପୁରରେ ତାପମାତ୍ର ୪୨ ଡିଗ୍ରୀ ସେଲ୍‌ସିୟସ୍‌ ଟପିଯାଇ ରାଜ୍ୟର...

ରାଜ୍ୟରେ ବଢୁଛି ସ୍ବାମୀ ପରିତ୍ୟକ୍ତାଙ୍କ ସଂଖ୍ୟା, ସାଂଘାତିକ ବୟାନ ଦେଲେ ପ୍ରଭାତୀ

ଭୁବନେଶ୍ୱର,୨୯।୩: ରାଜ୍ୟରେ ବଢୁଛି ଅସହାୟ, ସ୍ବାମୀ ପରିତ୍ୟକ୍ତାଙ୍କ ସଂଖ୍ୟା । ଏନେଇ ଗୃହରେ ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଚଳିତ ବର୍ଷ ୧୧,୫୯୮ ଅସହାୟ, ସ୍ବାମୀ ପରିତ୍ୟକ୍ତା ମହିଳାଙ୍କୁ ଚିହ୍ନଟ କରାଯାଇଛି । ସେଥିମଧ୍ୟରୁ ବଲାଙ୍ଗୀରରେ ସର୍ବାଧିକ...

ବଡ଼ ଖବର: ନଡ୍ଡା କରିବେ ସଭାପତି ଘୋଷଣା

ଭୁବନେଶ୍ୱର,୨୯।୩: ଓଡ଼ିଶା ଗସ୍ତରେ ଆସୁଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଏପ୍ରିଲ ୧୨ରେ ଓଡ଼ିଶା ଆସୁଛନ୍ତି ନଡ୍ଡା । ନଡ୍ଡାଙ୍କ ଗସ୍ତ ସମ୍ପର୍କରେ ଭାଜପା ଏମପି ସୁକାନ୍ତ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ଏହି ଗସ୍ତ ସମୟରେ...

ଚାକିରି ଛାଡିଲେ ପାଣ୍ଡିଆନଙ୍କ ସ୍ତ୍ରୀ Sujata Karthikeyan, ଆଗକୁ କରିବେ କ’ଣ?

ଭୁବନେଶ୍ୱର,୨୯।୩: ସୁଜାତା କାର୍ତ୍ତିକେୟନଙ୍କୁ ନେଇ ବଡ଼ ଖବର। IAS ଚାକିରିରୁ ଅବସର ନେଇଛନ୍ତି ସୁଜାତା କାର୍ତ୍ତିକେୟନ। ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ୨୦୦୦ବ୍ୟାଚର ଆଇଏଏସ ଅଧିକାରୀ। ତେବେ ଭିଆରଏସକୁ କେନ୍ଦ୍ର ଅନୁମୋଦନ କରିଥିବା ସୂଚନା ମିଳିଛି। ଏବେ ସ୍ବେଚ୍ଛାକୃତ ଅବସର ଗ୍ରହଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri