ମେଟ୍ରୋ

ମଧୁସୂଦନ ଲ’ କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା

ଭୁବନେଶ୍ୱର, ୫ା୩(ବ୍ୟୁରୋ): କଟକ ମଧୁସୂଦନ ଲ’ କଲେଜ ବିଶ୍ୱବିଦ୍ୟାଳୟ ମାନ୍ୟତା ହାସଲ କରିଛି। କଲେଜ ବଦଳରେ ‘ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ’ରେ ପରିଣତ ହୋଇଥିବା ନେଇ ବୁଧବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଶ୍ୱବିଦ୍ୟାଳୟ ଅଧୀନରେ...

‘ପକ୍କାଘର ଯୋଗ୍ୟତା କାର୍ଡ’ ବଣ୍ଟନର ଶୁଭାରମ୍ଭ ଆଜି

ଭୁବନେଶ୍ୱର,୫ା୩(ବ୍ୟୁରୋ): ପକ୍କାଘର ପାଇବାକୁ ଥିବା ଯୋଗ୍ୟ ହିତାଧିକାରୀମାନଙ୍କୁ ରାଜ୍ୟ ସରକାର ‘ଯୋଗ୍ୟତା କାର୍ଡ’ ପ୍ରଦାନ କରିବେ। ଗୁରୁବାର ପଞ୍ଚାୟତିରାଜ ଦିବସରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଡ ବଣ୍ଟନ ଯୋଜନାର ଶୁଭାରମ୍ଭ କରିବେ। ଏହା ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ...

ନିୟମିତ ହେଲେ ୪୪୯ ଚୁକ୍ତିଭିତ୍ତିକ ଶିକ୍ଷକ

ଭୁବନେଶ୍ୱର, ୫ା୩(ବ୍ୟୁରୋ): ରାଜ୍ୟରେ ହାଇସ୍କୁଲ ସ୍ତରରେ ନିଯୁକ୍ତି ପାଇଥିବା ୪୪୯ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନିୟମିତ କରାଯାଇଛି। ଏନେଇ ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଗତ ୨୦୧୧-୧୨ ଶିକ୍ଷାବର୍ଷରୁ ଚୁକ୍ତିଭିତ୍ତିକ ଶିକ୍ଷୟିତ୍ରୀ ଶିକ୍ଷକ...

ଯାଜପୁର ବିଧାୟକ ପ୍ରଣବଙ୍କୁ ନୂଆ ଦାୟିତ୍ୱ: ହେଲେ ବିଜେଡିର ସାଙ୍ଗଠନିକ ସମ୍ପାଦକ

ଭୁବନେଶ୍ୱର,୫।୩(ବ୍ୟୁରୋ): ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କୁ ନୂଆ ଦାୟିତ୍ୱ ମିଳିଛି। ଗୁରୁବାର ବିଜେଡିର ସାଙ୍ଗଠନିକ ସମ୍ପାଦକ ଭାବେ ପ୍ରଣବଙ୍କୁ ଦାୟିତ୍ୱ ମିଳିଛି। ସେ ଏବେ ଦଳର ସମସ୍ତ ପ୍ରକାର ସାଙ୍ଗଠନିକ ଦାୟିତ୍ୱ ବୁଝିବେ ବୋଲି ସୂଚନା ମିଳିଛି।

ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ଭୁବନେଶ୍ୱର,୫ା୩(ବ୍ୟୁରୋ): ପାହାଡରେ ଛେଳି ଚରାଉଥିବା ୧୨ବର୍ଷର ନାବାଳିକାଙ୍କୁ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲା ଦୌରାଜଜ୍‌(୪) ତଥା ସ୍ବତନ୍ତ୍ର ପୋକ୍ସୋ ବିଚାରପତି ସତ୍ୟରଞ୍ଜନ ପ୍ରଧାନ ଅଭିଯୁକ୍ତଙ୍କୁ ୧୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୨୦ ହଜାର ଟଙ୍କା...

ଖୋର୍ଦ୍ଧାରୁ ୩୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,୫ା୩ (ବ୍ୟୁରୋ): କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ମଙ୍ଗଳବାର ରାତିରେ ଖୋର୍ଦ୍ଧାରେ ଚଢ଼ାଉ କରି ୩୦୫ ଗ୍ରାମ୍‌ର ବ୍ରାଉନସୁଗାର ଜବତ କରିବା ସହ ସମ୍ପୃକ୍ତ ଜଣେ ବେପାରୀଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ଶରଧାପୁର ଗ୍ରାମର...

ବିରଳ ବ୍ୟକ୍ତିତ୍ୱ

କେବଳ ଓଡ଼ିଶା କି ଭାରତ ନୁହେଁ, ବିଦେଶରେ ମଧ୍ୟ ଏକ ଚର୍ଚ୍ଚିତ ଓ ବିରଳ ବ୍ୟକ୍ତିତ୍ୱ ହେଲେ ବିଜୁ ପଟ୍ଟନାୟକ (ବିଜୟାନନ୍ଦ ପଟ୍ଟନାୟକ)। ବିଜୁ ବାବୁ ନାମରେ ସେ ବେଶି ପରିଚିତ। ଦେଶର ଆଗଧାଡ଼ିର ଓ ଜଣାଶୁଣା ରାଜନେତା, ଦକ୍ଷ...

ରବିନାରାୟଣଙ୍କୁ ଭଞ୍ଜଭାରତୀ ସ୍ମୃତି ସମ୍ମାନ

ଭୁବନେଶ୍ୱର, ୫ା୩(ବ୍ୟୁରୋ): ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ସାରସ୍ବତ ସୃଷ୍ଟିରେ ଭରିରହିଛି କାଳଜୟୀ ମୂଲ୍ୟବୋଧର ଉଚ୍ଚାଙ୍ଗ ଦିଗ୍‌ଦର୍ଶନ। ସାହିତ୍ୟ ଓ ସାମାଜିକ ଜୀବନର ଅମୂଲ୍ୟ ସମ୍ପଦ ବୋଲି ବିଶିଷ୍ଟ ବ୍ୟକ୍ତିମାନେ ମତବ୍ୟକ୍ତ କରିଛନ୍ତି। ସାରସ୍ବତ ଅନୁଷ୍ଠାନ ‘ଭୁବନେଶ୍ୱର ଭଞ୍ଜଭାରତୀ’ ପକ୍ଷରୁ...

ଭୁବନେଶ୍ୱରରେ ସର୍ବାଧିକ ବର୍ଷା

ଭୁବନେଶ୍ୱର, ୫ା୩(ବ୍ୟୁରୋ): ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଯୋଗୁ ବୁଧବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଅଦିନିଆ ବର୍ଷା ଯୋଗୁ ଲୋକେ ହନ୍ତସନ୍ତ ହୋଇଛନ୍ତି। ଭୁବନେଶ୍ୱରରେ ସର୍ବାଧିକ ୧୩.୨ ମିମି ବର୍ଷା...

ହିନ୍ଦୀ ଫିଲ୍ମ ଟ୍ରେଲର ଦେଖି ରାଗିଗଲେ ସାଗରିକା

ଭୁବନେଶ୍ୱର,୫ା୩(ବ୍ୟୁରୋ): ରାଜ୍ୟରେ ନୂଆ ମୋଟର ଯାନ ଆଇନକୁ ଲାଗୁ କରାଯିବା ସହ ମାର୍ଚ୍ଚ ୧ରୁ କଡ଼ାକଡ଼ି କରାଯାଇଛି। ଏହା ଲାଗୁ ହେବା ପରେ ରାଜ୍ୟରେ ଟ୍ରାଫିକ୍‌ ବ୍ୟବସ୍ଥା କଡ଼ାକଡ଼ି ହୋଇଛି। ସାଧାରଣ ଲୋକ ହୁଅନ୍ତୁ କି ଖୋଦ୍‌ ପୋଲିସ କର୍ମଚାରୀ...

ଚିକିତ୍ସା ଭତ୍ତା ଦାବିକଲା ଅବସରପ୍ରାପ୍ତ କର୍ମଚାରୀ ମହାସଂଘ

ଭୁବନେଶ୍ୱର,୫ା୩(ବ୍ୟୁରୋ): ଓଡ଼ିଶା ରାଜ୍ୟ ଅବସରପ୍ରାପ୍ତ କର୍ମଚାରୀ ମହାସଂଘର ୫ମ ଦ୍ୱିବାର୍ଷିକ ରାଜ୍ୟ ସମ୍ମିଳନୀ ବୁଧବାର ଭଞ୍ଜକଳା ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ସମ୍ମିଳନୀରେ ରାଜ୍ୟ ପେନ୍‌ସନ୍‌ଭୋଗୀଙ୍କ ମୁଖ୍ୟ ଓ ମୌଳିକ ଦାବି ତଥା ଚିକିତ୍ସା ଭତ୍ତା ଓ ଚିକିତ୍ସା ସୁବିଧା ପ୍ରଦାନ...

‘ଇନ୍‌ ମେମୋରି ଅଫ୍‌ ବାପୁ’ ଶ୍ରେଷ୍ଠ ଫିଲ୍ମ

ଭୁବନେଶ୍ୱର,୫ା୩(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ପ୍ରଡକ୍ସନ ହାଉସ୍‌ ‘ସ୍ପର୍ଶ’ ପକ୍ଷରୁ ‘ଇଗ୍‌ନାଇଟ୍‌ ଶର୍ଟ ଫିଲ୍ମ ଫେଷ୍ଟିଭାଲ୍‌-୨୦୨୦’ର ତୃତୀୟ ସଂସ୍କରଣ ବୁଧବାର ନୟାପଲ୍ଲୀସ୍ଥିତ ୟୁସିସିଆଇ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ‘ଗାନ୍ଧୀଙ୍କ ଜୀବନ ଦର୍ଶନ’ ଉପରେ ଆଧାରିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri