ଜଙ୍ଗଲ ଭ୍ୟୁ ରେଷ୍ଟୁରାଣ୍ଟରେ ଫୁଟିଲା ଗୁଳି
ଭୁବନେଶ୍ୱର,୫ା୩(ବ୍ୟୁରୋ)/ବାରଙ୍ଗ (ଡି.ଏନ.ଏ.): ଅପରାଧପ୍ରବଣ ହୋଇପଡ଼ିଲାଣି ରାଜଧାନୀ ଭୁବନେଶ୍ୱର। ଅପରାଧୀମାନେ ଖୁଲମ୍ଖୁଲା ଅପରାଧ ଘଟାଇ କମିଶନରେଟ ପୋଲିସକୁ ଚ୍ୟାଲେଞ୍ଜ କରୁଥିବାବେଳେ ବୁଧବାର ମଧ୍ୟାହ୍ନରେ ପୁଣି ଫୁଟିଛି ଗୁଳି। କିଛିଦିନ ତଳେ ଜଣେ କଲେଜ ଛାତ୍ରୀଙ୍କୁ ଗୁଳି ହୋଇଥିଲା। ଏଥର ଗୁଳିମାଡ଼ର ଶିକାର...
ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ
ଭୁବନେଶ୍ୱର,୫ା୩ (ବ୍ୟୁରୋ): ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୁକ୍ତଙ୍କୁ ଶହୀଦନଗର ଥାନା ପୋଲିସ ଗିରଫ କରିଛି। ସେ ହେଲେ ନୟାଗଡ଼ ଜିଲା ଓଡଗାଁ ଥାନା ଅଞ୍ଚଳର ଚନ୍ଦ୍ରଶେଖର ପ୍ରଧାନ(୩୭)। ସୂଚନା ମୁତାବକ, ଅଭିଯୁକ୍ତ...
‘କିନୁ କୋଉ’ କହିଲା ବାମନଙ୍କ ଦୁଃଖ
ଭୁବନେଶ୍ୱର,୫ା୩(ବ୍ୟୁରୋ): ବିଜ୍ଞାନ ସହିତ ଚିକିତ୍ସା ବିଜ୍ଞାନର ଆଧୁନିକୀକରଣ ସତ୍ତ୍ୱେ ବାମନମାନଙ୍କୁ ନେଇ ସମାଜରେ ଥିବା ଘୃଣ୍ୟଭାବ ଏବେ ବି ରହିଛି। ନିଜର ଶାରୀରିକ ଗଠନର ଅସମାନତା ଯୋଗୁ ସେମାନଙ୍କୁ ନିନ୍ଦା, ଭର୍ତ୍ସନା ଓ ସମାଲୋଚନାର ଶିକାର ହେବାକୁ ପଡ଼େ। ବାମନ...
ଜେଜିଏଲ୍ଏସ୍କୁ ନମ୍ବର ୧ ଲ’ ସ୍କୁଲ ମାନ୍ୟତା
ଭୁବନେଶ୍ୱର, ୫ା୩: ଓପି ଜିନ୍ଦଲ ବିଶ୍ୱବିଦ୍ୟାଳୟର ଜିନ୍ଦଲ ଗ୍ଲୋବାଲ ଲ’ ସ୍କୁଲ(ଜେଜିଏଲ୍ଏସ୍)କୁ ଦେଶର ନମ୍ବର ୧ ଲ’ ସ୍କୁଲ ମାନ୍ୟତା ମିଳିଛି। ଆଇନ କ୍ଷେତ୍ରରେ କ୍ୟୁଏସ୍ ଓ୍ବାର୍ଲଡ ୟୁନିଭର୍ସିଟି ସବଜେକ୍ଟ ର଼୍ୟାଙ୍କିଙ୍ଗରେ ସ୍ଥାନିତ ହେବା ସହ ଭାରତକୁ ଗୌରବାନ୍ବିତ କରିଛି।...
ରାସ୍ତାକଡ଼ରେ ଖୋଲିପାରିବନି ରଙ୍ଗ ଦୋକାନ
ଭୁବନେଶ୍ୱର,୫ା୩(ବ୍ୟୁରୋ): ଆସନ୍ତା ୧୦ ତାରିଖରେ ହୋଲି ପର୍ବ ପାଳିତ ହେବ। ଏଥିପାଇଁ ବ୍ୟବସାୟୀମାନେ ଭୁବନେଶ୍ୱରର ଏଣେତେଣେ କି ରାସ୍ତାକଡ଼ରେ ରଙ୍ଗ ବେପାର କରିବେ। ତେଣୁ ଏଥିରେ ରୋକ ଲଗାଇଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)। ବିଏମ୍ସିର ବିନା ଅନୁମତିରେ ବ୍ୟବସାୟୀମାନେ...
ଡରାଇଲାଣି ଘାତକ କରୋନା: ଆଡ୍ଭାଇଜରି ଜାରି କଲେ ଏସ୍ଆର୍ସି, ଜାଣନ୍ତୁ କ’ଣ କରିବେ/ନ କରିବେ
ଭୁବନେଶ୍ୱର,୪।୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏସ୍ଆର୍ସିଙ୍କ ପକ୍ଷରୁ ଆଡ୍ଭାଇଜରି ଜାରି କରାଯାଇଛି। ତଦନୁଯାୟୀ -କାର୍ଯ୍ୟକ୍ଷେତ୍ରକୁ ସ୍ବଚ୍ଛ, ପରିଷ୍କାର ରଖନ୍ତୁ। -ଡେସ୍କ, ଟେବୁଲ, ଟେଲିଫୋନ, କମ୍ପ୍ୟୁଟର, କି-ବୋର୍ଡଗୁଡ଼ିକୁ ନିୟମିତ ସଫା କରନ୍ତୁ। -ହାତକୁ ବାରମ୍ବାର ଭଲଭାବେ ଧୁଅନ୍ତୁ। -ଓ୍ବାଶିଂ ମେଶିନ...
ହାତ ମିଳାଅନି, ଆଲିଙ୍ଗନ କରନି
ଭୁବନେଶ୍ୱର,୪।୩(ବ୍ୟୁରୋ): କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟାଳୟ ପକ୍ଷରୁ ସମୀକ୍ଷା କରାଯାଇଛି। ଏନେଇ ସୂଚନା ଦେଇ ସ୍ବାସ୍ଥ୍ୟ ସଚିବ କହିଛନ୍ତି, ରାଜ୍ୟରେ କରୋନା ରକ୍ତ ପରୀକ୍ଷା ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ହେବ। କଟକ ଏସ୍ସିବି...
ମଧୁସୂଦନ ପାଢ଼ୀ ହେଲେ ପରିବହନ ସଚିବ
ଭୁବନେଶ୍ୱର,୪।୩(ବ୍ୟୁରୋ): ବରିଷ୍ଠ ଆଇଏଏସ୍ ଅଫିସର ମଧୁସୂଦନ ପାଢ଼ୀଙ୍କୁ ପରିବହନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏଥିସହ ତାଙ୍କୁ ଚକବନ୍ଦୀ କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ପୂର୍ବରୁ ପାଢ଼ୀଙ୍କ ସ୍ଥାନକୁ ପରିବହନ ସଚିବ ପ୍ରମୋଦ ମେହେର୍ଦ୍ଦାଙ୍କୁ ବଦଳି କରାଯାଇଛି। ମେହେର୍ଦ୍ଦା...
ଚିଟ୍ଫଣ୍ଡ ତଦନ୍ତ କମିଶନଙ୍କ ଶୁଣାଣି ବନ୍ଦ ନେଇ ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ: ସୁର
ଭୁବନେଶ୍ୱର,୪।୩(ବ୍ୟୁରୋ): ଚିଟ୍ଫଣ୍ଡ ତଦନ୍ତ କମିଶନଙ୍କ ଶୁଣାଣି ବନ୍ଦ ନେଇ ନୋଟିସ ଜାରି କରାଯିବା ପରେ କଂଗ୍ରେସ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏ ନେଇ ଦଳ ଆନ୍ଦୋଳନକୁ ଓହ୍ଲାଇବ ବୋଲି ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ କହିଛନ୍ତି।...
ଏଯାବତ୍ ରାଜ୍ୟରେ କରୋନା ଆକ୍ରାନ୍ତ ନାହାନ୍ତି, ବନ୍ଦ ହେବନି ସ୍କୁଲ: ମନ୍ତ୍ରୀ
ଭୁବନେଶ୍ୱର,୪।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ କରୋନା ସଂକ୍ରମଣ ଦିନକୁ ଦିନ କାୟା ମେଲାଇବାରେ ଲାଗିଛି। ଇତିମଧ୍ୟରେ ଭାରତରେ କରୋନା ଆକ୍ରାନ୍ତ ସଂଖ୍ୟା ୨୮ ଛୁଇଁଲାଣି। ରାଜ୍ୟରେ ୧୧୫ଜଣଙ୍କୁ ହୋମ ଆଇସୋଲେଶନରେ ରଖାଯାଇଛି। ଏହାକୁ ନେଇ ସ୍କୁଲଗୁଡ଼ିକ ବନ୍ଦ ରହିବ କି ନାହିଁ...
ଅତିଥି ବେଶରେ ଗହଣା ବ୍ୟାଗ୍ ନେଇ ଚମ୍ପଟ ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା କମିଶନରେଟ ପୋଲିସ, ଜବତ ହେଲା ଟଙ୍କା
ଭୁବନେଶ୍ୱର,୪।୩(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଥିବା କ୍ରିଷ୍ଟାଲ କୋଟିଆ କଲ୍ୟାଣ ମଣ୍ଡପରେ ଚାଲିଥିବା ଏକ ବିବାହ ଉତ୍ସବରେ ଭିଆଇପି ଅତିଥି ସାଜି ଗହଣା ବ୍ୟାଗ୍ ଲୁଟ୍ର ପର୍ଦ୍ଦାଫାଶ କରିଛି କମିଶନରେଟ ପୋଲିସ। ବୁଧବାର ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେ ହେଲେ...
ବ୍ୟାପୁଛି କରୋନା: ମୁକାବିଲା ଲାଗି ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ବସିଲା ବୈଠକ
ଭୁବନେଶ୍ୱର,୪।୩(ବ୍ୟୁରୋ): ପ୍ରାଣଘାତୀ କରୋନାର ମୁକାବିଲା ଲାଗି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଥିବା ବେଳେ ବୁଧବାର ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିବା ସୂଚନା ମିଳିଛି। ଏ ନେଇ ବୈଠକରେ ଉପସ୍ଥିତ ଡିଏମ୍ଇଟି ଡା. ସିବିକେ ମହାନ୍ତି ପ୍ରତିକ୍ରିୟା...
Archives


