ସାଇବର ମାମଲା:ସଫଳତା ଶୂନ
ଭୁବନେଶ୍ୱର,୪ା୭ (ବ୍ୟୁରୋ)(ତ୍ରିନାଥ ମହାନ୍ତି): କରୋନା କଟକଣା ପାଇଁ ଲୋକେ ଘରେ ରହିଲେ। ଇ-କାରବାର ଉପରେ ଅଧିକ ନିର୍ଭରଶୀଳ ହୋଇପଡିଲେ। ଏହାର ସୁଯୋଗ ନେଇ ସାଇବର ଅପରାଧୀମାନେ ଏବେ ବେଶ୍ ସକ୍ରିୟ ହୋଇଉଠିଛନ୍ତି। ନାନା ଉପାୟରେ ନିମିଷକରେ ବ୍ୟାଙ୍କ୍ ଆକାଉଣ୍ଟରୁ ଲକ୍ଷ ଲକ୍ଷ…
ନୂଆଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କଲା ବିଏମ୍ସି
ଭୁବନେଶ୍ୱର,୩।୭(ବ୍ୟୁରୋ)-ଗୋଟିଏ ପରିବାରର ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଶୁକ୍ରବାର ନୂଆଗାଁକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରିଛି ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ସେହିପରି ସୁବାସ ନଗରରୁ କଣ୍ଟେନମେଣ୍ଟ ଉଚ୍ଛେଦ କରାଯାଇଛି।
ବାହାର ଶ୍ରମିକଙ୍କୁ ରାଜଧାନୀ ମନା
ଭୁବନେଶ୍ୱର,୩।୭(ବ୍ୟୁରୋ)-ରାଜ୍ୟରେ କରୋନା ସଂକ୍ରମଣ ରୋକିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଶୁକ୍ରବାର ପଦକ୍ଷେପ ନିଆଯାଇଛି। ସମସ୍ତ ସରକାରୀ ଓ ଘରୋଇ କଣ୍ଟ୍ରାକ୍ଟରଙ୍କୁ ବାହାର ରାଜ୍ୟରୁ ଶ୍ରମିକ ନ ଆଣିବାକୁ ବିଏମସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟରୁ ହଟସ୍ପଟ ଅଞ୍ଚଳରୁ…
କରୋନା ଲକ୍ଷଣ ଲୁଚାଇଲେ ଆପଣ ଲୁଚିଯିବେ: ବାଗ୍ଚୀ
ଭୁବନେଶ୍ୱର,୩।୭(ବ୍ୟୁରୋ): ୪୫ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ଘରକୁ ଘର ବୁଲି ସର୍ଭେ ହେଉଛି। ଗାଁର ପ୍ରତି ଘର ଏବଂ ସହରର ପ୍ରତି ବସ୍ତି ଅଞ୍ଚଳରେ ସର୍ଭେ ହେବ। ଘର ଘର ବୁଲି ଆଶା, ଏଏନ୍ଏମ୍ କର୍ମୀ ଲକ୍ଷଣ ନେଇ ସର୍ଭେ…
ହୋମ୍ କ୍ୱାରାଣ୍ଟାଇନ୍ ପାଳନ ନ କରିି ଯମ କୋଳକୁ ଯାଉଛନ୍ତି: ବାଗ୍ଚୀ
ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ହେଲେ ଲୋକମାନଙ୍କ ମଧ୍ୟରେ ଭୟ ଓ ସଚେତନତା କମିଯାଉଥିବା ଦେଖିବାକୁ ମିଳୁଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର କରୋନା ମୁକାବିଲା କମିଟି ମୁଖ୍ୟ ତଥା ରାଜ୍ୟ ସରକାରଙ୍କ ମୁଖପାତ୍ର…
ଓଡ଼ିଶାରେ କରୋନା ଟେଷ୍ଟ ଫି’ ୨୨୦୦ ଟଙ୍କା
ଭୁବନେଶ୍ୱର,୩।୭(ବ୍ୟୁରୋ): ଏଣିକି ଘରୋଇ ଲ୍ୟାବ୍ରେ କରୋନା ଟେଷ୍ଟ କରାଇପାରିବେ। ଏଥିପାଇଁ ୨୨ଶହ ଟଙ୍କା ଫି’ ଦେବାକୁ ପଡ଼ିବ। ରାଜ୍ୟ ସରକାର ଆର୍ଟି-ପିସିଆର୍ ଟେଷ୍ଟ ପାଇଁ ସର୍ବାଧିକ ଫି’ ଧାର୍ଯ୍ୟ କରିଛନ୍ତି। ଜିଏସ୍ଟି ସହ ସର୍ବାଧିକ ଫି’ ୨୨ଶହ ଧାର୍ଯ୍ୟ କରାଯାଇଛି। ଏହି…
ଡରାଇଲାଣି କରୋନା: ରାଜଧାନୀରେ ଚିହ୍ନଟ ହେଲେ ୨୪ ନୂଆ ଆକ୍ରାନ୍ତ
ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜଧାନୀରେ ଶୁକ୍ରବାର ୨୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରେ ୨୦ କ୍ୱାରାଣ୍ଟାଇନ୍ ଆକ୍ରାନ୍ତ ଥିବା ବେଳେ ୪ ଲୋକାଲ କେସ୍ ରହିଛି। ଏହାଛଡ଼ା ୧୫ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ନେଇ ବିଏମ୍ସି ପକ୍ଷରୁ ଅପରାହ୍ନରେ ଟୁଇଟ୍…
ଅମିତାଭ ଠାକୁରଙ୍କୁ ଅତିରିକ୍ତ ଦାୟିତ୍ୱ
ଭୁବନେଶ୍ୱର,୩ା୭(ବ୍ୟୁରୋ): ଆଇଜି (ଅପରେଶନ) ଅମିତାଭ ଠାକୁରଙ୍କୁ ରାଜ୍ୟ ସରକାର ଗୃହ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି। ଏନେଇ ଗୁରୁବାର ଗୃହ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି। ରାଜ୍ୟରେ କୋଭିଡ଼-୧୯ ମହାମାରୀ ପରିସ୍ଥିତିର ମୁକାବିଲା କ୍ଷେତ୍ରରେ…
୧୩ ହଜାର ମେଟ୍ରିକ୍ ଟନ୍ ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ
ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟର ଆଦିମ ଜନଜାତିଙ୍କ ଜୀବନ ଜୀବିକାର ବିକାଶ ଲାଗି କାର୍ଯ୍ୟ କରୁଥିବା ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ଅଧୀନ ଓଡ଼ିଶା ଆଦିବାସୀ ସମବାୟ ଉନ୍ନୟନ ନିଗମ ଲିମିଟେଡ୍ (ଟିଡିସିସିଓଏଲ୍)…
କିନ୍ନରଙ୍କୁ ମିଳିବ ଭତ୍ତା
ଭୁବନେଶ୍ୱର,୩।୭(ବ୍ୟୁରୋ): କିନ୍ନରମାନଙ୍କୁ ମଧୁବାବୁ ପେନ୍ସନ ଯୋଜନାରେ ମିଳିବ ଭତ୍ତା। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ବୟସାନୁସାରେ କିନ୍ନରମାନେ ୫୦୦ରୁ ୯୦୦ ପର୍ଯ୍ୟନ୍ତ ଭତ୍ତା ପାଇବେ। ଏନେଇ କିନ୍ନରମାନଙ୍କୁ ଆବେଦନ କରିବାକୁ ସାମାଜିକ ସୁରକ୍ଷା ମନ୍ତ୍ରୀ ଅଶୋକ ପଣ୍ଡା ଗୁରୁବାର…
ମଧୁବାବୁ ପେନ୍ସନରେ ମିଳିବ ଆଉ ୧ ହଜାର ଟଙ୍କା: ଉପକୃତ ହେବେ ୪୮ ଲକ୍ଷ ହିତାଧିକାରୀ
ଭୁବନେଶ୍ୱର, ୩।୭(ବ୍ୟୁରୋ): ମଧୁବାବୁ ପେନ୍ସନ ଯୋଜନାରେ ହିତାଧିକାରୀଙ୍କୁ ଆଉ ୧ ହଜାର ଟଙ୍କା ମିଳିବ। ଏହା ଦ୍ୱାରା ରାଜ୍ୟର ୪୮ ଲକ୍ଷ ହିତାଧିକାରୀ ଉପକୃତ ହୋଇପାରିବେ। ଏ ନେଇ ସାମାଜିକ ସୁରକ୍ଷା ବିଭାଗ ମନ୍ତ୍ରୀ ଆଶୋକ ପଣ୍ଡା ଶୁକ୍ରବାର ସୂଚନା ଦେଇଛନ୍ତି।…
CORONAVIRUS UPDATE : ରାଜ୍ୟରେ କରୋନା ନେଲା ଆଉ ଦୁଇ ଜୀବନ, ୨୯ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର,୩ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଆଉ ଦୁଇ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯ରେ ପହଞ୍ଚିଛି। ମୃତକ ଦ୍ୱୟ ଗଞ୍ଜାମ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

