ଅନ୍ଲାଇନ୍ରେ ହେବ ଟ୍ରେଡ୍ ଲାଇସେନ୍ସ ଆବେଦନ
ଭୁବନେଶ୍ୱର, ୪ା୩ (ବ୍ୟୁରୋ): ଭୁବନେଶ୍ୱରର ବ୍ୟବସାୟୀମାନେ ପ୍ରଥମଥର ବିନା କିଛି ଝିଞ୍ଜଟରେ ଏବେ ଟ୍ରେଡ୍ ଲାଇସେନ୍ସ ପାଇଁ ଆବେଦନ କରିପାରିବେ। ଲାଇସେନ୍ସ ପାଇବାକୁ ସେମାନଙ୍କୁ ଆଉ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅଫିସ୍କୁ ଦୌଡିବାକୁ ପଡିବନି। ଏବେଠାରୁ ସେମାନେ ଅନଲାଇନ୍ରେ...
ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି ଶୁଭାରମ୍ଭ ଫ୍ୟୁଚର ସ୍କିଲର ବିଭିନ୍ନ ବିଭାଗରେ ସେଣ୍ଟର ଅଫ୍ ଏକ୍ସିଲେନ୍ସ ସ୍ଥାପନ ଲକ୍ଷ୍ୟ: ସଭାପତି
ଭୁବନେଶ୍ୱର,୪ା୩: ଓଡ଼ିଶା ସରକାରଙ୍କ ଆଦେଶକ୍ରମେ ସି.ଭି.ରମଣ ଇଞ୍ଜିନିୟରିଂ କଲେଜ ବିଶ୍ୱବିଦ୍ୟାଳୟ ମାନ୍ୟତା ଲାଭ କରିଛି। ଫେବୃୟାରୀ ୨୯ଠାରୁ ଏହାର ନୂତନ ନାମ ସି.ଭି.ରମଣ ଗ୍ଲୋବାଲ ୟୁନିଭର୍ସିଟି ହୋଇଛି। ଏଠାରେ ପ୍ରଥମ ୫ ବର୍ଷ ଷ୍ଟାର୍ଟ ଅପ, ଇନୋଭେଷନ ଏବଂ ଗବେଷଣାକୁ...
କରୋନା ଗୁଜବ ଯୋଗୁ କ୍ଷତିରେ କୁକୁଡା ଚାଷୀ
ଭୁବନେଶ୍ୱର,୪ା୩: ବ୍ରଏଲର କୁକୁଡ଼ା ମାଂସରେ କରୋନା ବ୍ୟାପିବାର ଗୁଜବ ଯୋଗୁ ଏବେ ଏହି ସାରା ଦେଶରେ ଶିଳ୍ପ ଉପରେ ଏହାର ପ୍ରଭାବ ପଡିଛି। ଓଡ଼ିଶାରେ କୁକୁଡ଼ା ଚାଷୀମାନେ ଏହା ଦ୍ୱାରା ବିଶେଷ ଭାବେ ପ୍ରଭାବିତ ହୋଇଥିବା ଶିଳ୍ପ ପକ୍ଷରୁ କୁହାଯାଇଛି।...
ଅତିଥି ବେଶରେ ଆସି ବିବାହ ଉତ୍ସବରୁ ଗହଣା ବ୍ୟାଗ୍ ଲୁଟିଲେ
ଭୁବନେଶ୍ୱର,୪ା୩(ବ୍ୟୁରୋ): ଆପଣ କୌଣସି ମଣ୍ଡପରେ ବିବାହ ପାର୍ଟି କରୁଛନ୍ତି କି। ସେଠାକୁ ଏକାଧିକ ଅତିଥିଙ୍କୁ ଆମନ୍ତ୍ରିତ କରୁଛନ୍ତି କି। ତେବେ ଅଜଣା ଅତିଥିଙ୍କୁ ସାବଧାନ ହୋଇଯାଆନ୍ତୁ। କାରଣ ଭିଆଇପି ଅତିଥି ବେଶରେ ବୁଲୁଛନ୍ତି ଲୁଟେରା ଓ ହାଇପ୍ରୋଫାଇଲ୍ ଚୋର। ସେମାନେ...
ବିଏମ୍ସିର ଦୁଇ ଟ୍ରକ୍କୁ ୩୩ ହଜାର ଜରିମାନା
ଭୁବନେଶ୍ୱର,୪।୩(ବ୍ୟୁରୋ): ସୋମବାର ସିଆର୍ପିଏଫ୍ ଛକରେ ଯାଞ୍ଚ୍ବେଳେ ଘରୋଇ ଶିକ୍ଷାନୁଷ୍ଠାନର ଦୁଇ ବସ୍କୁ ଜବତ କରାଯିବା ସହ ୫୨ ହଜାର ୫ଶହ ଟଙ୍କା ଜରିମାନା କରିଥିଲା ଆର୍ଟିଓ। ମଙ୍ଗଳବାର ଆରଟିଓ-୨ ପକ୍ଷରୁ ପଟିଆ ରଘୁନାଥପୁର ଛକ ନିକଟରେ ଯାଞ୍ଚ ସମୟରେ ଭୁବନେଶ୍ୱର...
ବିନା ହେଲମେଟ୍ରେ ପୋଲିସ:ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
କଟକ ଅଫିସ,୪ା୩ – ପୋଲିସ ପକ୍ଷରୁ ଟ୍ରାଫିକ ନିୟମ କଡାକଡି କରାଯାଇଛି। ନିୟମ ଭାଙ୍ଗୁଥିବା ଗାଡି ଚାଳକଙ୍କୁ ନିସ୍ତାର ନାହିଁ। ନିୟମ ଉଲ୍ଲଂଘନକାରୀଙ୍କୁ ପୋଲିସ ଗୋଡାଇ ଗୋଡାଇ ଧରୁଥିବାବେଳେ ଏଥିପାଇଁ ଚାଳକଙ୍କୁ ମୋଟା ଅଙ୍କର ଜରିମାନା ଦେବାକୁ ପଡୁଛି। ତେବେ...
କନ୍ଧମାଳରେ କେନ୍ଦ୍ରୀୟ ଆଦିବାସୀ ବିଶ୍ୱବିଦ୍ୟାଳୟ ପାଇଁ ଦାବି
ଭୁବନେଶ୍ୱର, ୪ା୩(ବ୍ୟୁରୋ): ଓଡ଼ିଶାର ୬୨ ଜନଜାତି ସମ୍ପ୍ରଦାୟଙ୍କଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ କନ୍ଧମାଳ ଜିଲାରେ କେନ୍ଦ୍ରୀୟ ଆଦିବାସୀ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଉ। ମଙ୍ଗଳବାର ଭୁବନେଶ୍ୱରରେ ଆୟୋଜିତ କେନ୍ଦ୍ରୀୟ ଓଡ଼ିଶା ବିକାଶ ସଙ୍ଗଠନର ସାଧାରଣ ପରିଷଦ ବୈଠକରେ ଏହି ଦାବି...
ଆଜିଠୁ ଭୁବନେଶ୍ୱର ଓ ବୁର୍ଲା ପ୍ଲାନେଟାରିୟମ୍ରେ ନୂଆ ଶୋ’
ଭୁବନେଶ୍ୱର, ୪ା୩(ବ୍ୟୁରୋ): ଭୁବନେଶ୍ୱର ଓ ବୁର୍ଲା ପ୍ଲାନେଟାରିୟମ୍ରେ ବୁଧବାରଠାରୁ ଏକ ନୂତନ ଶୋ’ର ବ୍ୟବସ୍ଥା ହୋଇଛି। ‘ମହାଜାଗତିକ ଜୀବ’ ନାମକ ଏହି ଶୋ ଓଡ଼ିଆ ଭାଷାରେ ପ୍ରଦର୍ଶିତ ହେବ। ୩୦ ମିନିଟ୍ ଅବଧିର ଏହି ନୂତନ ଶୋରେ ବିଶ୍ୱର ସୃଷ୍ଟି,...
ପ୍ରେମିକାଙ୍କ ପରିବାର ଲୋକଙ୍କୁ ଗିରଫ ଦାବିରେ ରାସ୍ତାରୋକୋ
କଟକ ଅଫିସ,୪ା୩: ମଙ୍ଗଳାବାଗ ଥାନା ଅଧୀନ ମହ୍ଲାସାହିର ବିଶ୍ୱନାଥ ଭୂୟଁା(୨୫) ସୋମବାର ଅପରାହ୍ନ ୫ଟାରେ ବେକରେ ଗାମୁଛା ବାନ୍ଧି ଘରେ ଆତ୍ମହତ୍ୟା କରିଥିଲେ। ତେବେ ପ୍ରେମ ବ୍ୟାପାରକୁ ନେଇ ଏଭଳି ଘଟଣା ଘଟିଥିବା ଜଣାପଡିଛି। ଏହି ଆତ୍ମହତ୍ୟା ପାଇଁ ପ୍ରେମିକାଙ୍କ...
ନୃତ୍ୟରେ ଡି.ଲିଟ୍. ପାଇଲେ ଶ୍ରୀନିବାସ ଘଟୁଆରୀ
ଭୁବନେଶ୍ୱର,୪ା୩(ବ୍ୟୁରୋ): ଜଣାଶୁଣା ଓଡ଼ିଶୀ ନୃତ୍ୟଶିଳ୍ପୀ ତଥା ନୃତ୍ୟ ସଂଯୋଜକ ଡ. ଶ୍ରୀନିବାସ ଘଟୁଆରୀ ଆଉଏକ ସଫଳତା ହାସଲ କରିଛନ୍ତି। ସେ ୟୁନିଭର୍ସିଟି ଅଫ୍ ସେଣ୍ଟ୍ରାଲ ଆମେରିକାରୁ ନୃତ୍ୟରେ ଡି. ଲିଟ୍ ଉପାଧି ଲାଭ କରିଛନ୍ତି। ‘ଶାସ୍ତ୍ରୀୟ ନୃତ୍ୟରେ ସଖୀଭାବର ମହତ୍ତ୍ୱପୂର୍ଣ୍ଣ ଭୂମିକା...
୧୯ ବର୍ଷରେ ବେଷ୍ଟ୍ ସେଲିଂ ଲେଖକ: ଇଞ୍ଜିନିୟର ଟର୍ନଡ୍ ରାଇଟର୍ ‘ପୀୟୂଷ’
ଭୁବନେଶ୍ୱର,୪ା୩(ବ୍ୟୁରୋ): ପ୍ୟାଶନ ଆଗରେ ହାର୍ ମାନିଛି ବୟସ। ଲେଖିବାର ମନିଶା ୧୯ ବର୍ଷୀୟ ପୀୟୂଷ ଗୁପ୍ତାଙ୍କୁ ଦେଇଛି ନୂଆ ପରିଚୟ। ବି.ଟେକ୍ ଦ୍ୱିତୀୟ ବର୍ଷରେ ପଢୁଥିବା ଏହି ଯୁବ ଲେଖକ ଆମାଜନ୍ରେ ବେଷ୍ଟ୍ ସେଲିଂ ଲେଖକ ହେବାର ଗୌରବ ଅର୍ଜନ...
ଓଡ଼ିଶାରେ ବଢ଼ିଲା ଜିଏସ୍ଟି ଆଦାୟ
କଟକ ଅଫିସ,୪ା୩: ଦ୍ରବ୍ୟ ଏବଂ ସେବା କର(ଜିଏସ୍ଟି) ଆଦାୟରେ ଓଡ଼ିଶାର ଅଭିବୃଦ୍ଧି ଦେଖିବାକୁ ମିଳିଛି। ୨୦୧୯ ଫେବୃୟାରୀରେ ଓଡ଼ିଶାରେ ରାଜ୍ୟ ଜିଏସ୍ଟି(ଏସ୍ଜିଏସ୍ଟି) ଆଦାୟ ୬୭୨.୯୯ କୋଟି ଟଙ୍କା ଥିବାବେଳେ ୨୦୨୦ ଫେବୃୟାରୀରେ ଏହା ୮୦୪.୮୫ କୋଟି ଟଙ୍କା ରହିଛି। ଏଣୁ...
Archives


