ଯୁକ୍ତ୨ ପରୀକ୍ଷା ଆରମ୍ଭ: କପି କରି ଧରାପଡ଼ିଲେ ୧୧ ବିଜ୍ଞାନ ଛାତ୍ରୀଛାତ୍ର
ଭୁବନେଶ୍ୱର, ୪ା୩(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ବିଜ୍ଞାନ ଛାତ୍ରୀଛାତ୍ର ମାତୃଭାଷା ଓଡ଼ିଆ ପରୀକ୍ଷା ଦେଇଛନ୍ତି। ସକାଳ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ଅପରାହ୍ନ ୧ଟାରେ ସରିଥିଲା।...
୫୦ ସରକାରୀ ଡିଗ୍ରୀ କଲେଜରେ ନାହାନ୍ତି ନିୟମିତ ଅଧ୍ୟକ୍ଷ
ଭୁବନେଶ୍ୱର, ୪ା୩(ବ୍ୟୁରୋ): ଓଡ଼ିଶାରେ ଉଚ୍ଚଶିକ୍ଷାକୁ ବିଶ୍ୱସ୍ତରୀୟ କରିବା ପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ଆପଣାଯାଉଛି। କିନ୍ତୁ ବାସ୍ତବଚିତ୍ର କିଛି ଅଲଗା ରହୁଛି। ରାଜ୍ୟ ସରକାରଙ୍କ ଦ୍ୱାରା ନିୟନ୍ତ୍ରିତ ଅଧିକାଂଶ କଲେଜରେ ନିୟମିତ ଅଧ୍ୟକ୍ଷ ନାହାନ୍ତି। ଏହା କଲେଜଗୁଡ଼ିକର ପ୍ରଶାସନିକ ପରିଚାଳନା...
ଆଜି ‘ମୋ ସରକାର’ରେ ସାମିଲ ହେବ ଆଉ ୩ ବିଭାଗ
ଭୁବନେଶ୍ୱର,୪।୩(ବ୍ୟୁରୋ): ବୁଧବାର ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା, ଶକ୍ତି ଏବଂ ଉଚ୍ଚଶିକ୍ଷା ବିଭାଗ ‘ମୋ ସରକାର’ରେ ସାମିଲ ହେବାର ଅଛି। ସେଦିନ ସନ୍ଧ୍ୟା ସାଢ଼େ ୬ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୩ ବିଭାଗୀୟ ମନ୍ତ୍ରୀଙ୍କ ଉପସ୍ଥିତିରେ ଉପରୋକ୍ତ...
ମୋ ସରକାରକୁ ଫୋନ କଲାରୁ କଥା ରହିଲା
ଭୁବନେଶ୍ୱର,୩।୩(ବ୍ୟୁରୋ): ନିଜ ହାତରୁ ୧୫ଶହ ଟଙ୍କା ବ୍ୟୟରେ ପାଣି ପାଇପ ମରାମତି କରିଥିବା ଖୋର୍ଦ୍ଧାର ଅକ୍ଷୟ କୁମାର ମହାପାତ୍ର ମୋ ସରକାର ଫୋନ ନମ୍ବରକୁ ଫୋନ କରି ତାଙ୍କ ମରାମତି ବାବଦ ଅର୍ଥ ଫେରି ପାଇଛନ୍ତି। ଗୃହ ନିର୍ମାଣ ଓ...
୩ ଜିଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୩।୩(ବ୍ୟୁରୋ): ଓଡ଼ିଶାର ୩ ଜିଲାରେ ମଙ୍ଗଳବାର ଝଡ଼ ତୋଫାନ ଓ ସ୍ବଳ୍ପ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ବାାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ବଳ୍ପ ବର୍ଷା ହେବା ଅନୁମାନ କରାଯାଇଛି।...
କରୋନା ଚିନ୍ତା: ଭୁବନେଶ୍ୱର ବିମାନବନ୍ଦରରେ କଟକଣା ବଢ଼ିଲା, ବିଦେଶାଗତ ଯାତ୍ରୀଙ୍କ ସ୍ବାସ୍ଥ୍ୟପରୀକ୍ଷା ବାଧ୍ୟତାମୂଳକ
ଭୁବନେଶ୍ୱର,୩।୩(ବ୍ୟୁରୋ): ଦେଶରେ ଆଉ ତିନି ଜଣ କରୋନା ରୋଗୀ ଚିହ୍ନଟ ହେବା ପରେ ବିମାନବନ୍ଦରରେ ଯାଞ୍ଚ ବଢ଼ାଇବାକୁ ସ୍ବାସ୍ଥ୍ୟବିଭାଗ ପକ୍ଷରୁ ସାନି ଆଡଭାଇଜରି ଜାରି କରାଯାଇଛି। ଏହି କ୍ରମରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ କଟକଣା ବଢ଼ଛି। ବିଦେଶରୁ...
ବିଏମ୍ସିର ଅଳିଆବୁହା ଗାଡ଼ିକୁ ୩୨,୫୦୦ ଟଙ୍କା ଜରିମାନା
ଭୁବନେଶ୍ୱର,୩।୩(ବ୍ୟୁରୋ): ରାଜ୍ୟରେ ଟ୍ରାଫିକ୍ ନିୟମକୁ କଡ଼ାକଡ଼ି କରାଯାଉଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ମହାନଗର ନିଗମ (ବିଏମ୍ସି)ର ୨ ଗାଡ଼ିକୁ ୩୨ ,୫୦୦ ଟଙ୍କା ଜରିମାନା କରାଯାଇଛି। ମଙ୍ଗଳବାର ରଘୁନାଥପୁର ପୋଲ ଉପରେ ଯାଞ୍ଚ ସମୟରେ ବିଏମ୍ସିର ୨ଟି ଅଳିଆବୁହା ଗାଡିକୁ...
ଆଜିଠୁ ଯୁକ୍ତ୨ ପରୀକ୍ଷା
ଭୁବନେଶ୍ୱର, ୩ା୩(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ବିଜ୍ଞାନ ବିଭାଗର ମାତୃଭାଷା ଓଡ଼ିଆ ପରୀକ୍ଷା ରହିଛି। ତେବେ ପରୀକ୍ଷା ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ...
୨୪ ଘଣ୍ଟାରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଜରିମାନା
ଭୁବନେଶ୍ୱର,୩ା୩(ବ୍ୟୁରୋ): ଦୁଇ ଦଫାରେ ୬ମାସ କୋହଳ ହେବା ପରେ ରାଜ୍ୟରେ ରବିବାର ନୂଆ ମୋଟର ଯାନ ଆଇନ କଡ଼ାକଡ଼ି ଭାବେ ଲାଗୁ ହୋଇଛି। ହେଲେ ସୋମବାର ଦ୍ୱିତୀୟ ଦିନରେ ଆଇନ ଖିଲାପକାରୀଙ୍କ ଉପରେ ମୋଟା ଅଙ୍କର ଜରିମାନା କଷିଛି ପୋଲିସ...
ପ୍ରତି ଶ୍ରେଣୀ ପାଇଁ ଜଣେ ଶିକ୍ଷକ
ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟ ସରକାର ବର୍ତ୍ତମାନ ପ୍ରତ୍ୟେକ ସ୍କୁଲର ଗୋଟିଏ କ୍ଲାସ ପିଛା ଜଣେ ଲେଖାଏ ଶିକ୍ଷକ ନିଯୁକ୍ତି ଦେବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ଏହାକୁ ସଫଳ କରିବା ପାଇଁ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ଏକ ନୂଆ ଯୋଜନା...
ପଞ୍ଚାୟତ ହାତରେ ଭିତ୍ତିଭୂମି ଦାୟିତ୍ୱ
ଭୁବନେଶ୍ୱର,୩ା୩(ବ୍ୟୁରୋ): ଗ୍ରାମାଞ୍ଚଳରେ ଥିବା ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକର କୋଠା ରକ୍ଷଣାବେକ୍ଷଣ ଦାୟିତ୍ୱ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଦ୍ୱାରା କରାଯିବ। ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ସ୍କୁଲଗୁଡ଼ିକର ଦାୟିତ୍ୱ ପଞ୍ଚାୟତ ନେଇଥିବା ବେଳେ, ହାଇସ୍କୁଲ ଦାୟିତ୍ୱ...
ବିଜୁ ଜୟନ୍ତୀରେ ବଣ୍ଟାଯିବ ‘ପକ୍କାଘର ଯୋଗ୍ୟତା କାର୍ଡ’
ଭୁବନେଶ୍ୱର,୩ା୩(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜନ୍ମ ଦିବସକୁ ଆସନ୍ତା ୫ ତାରିଖରେ ବିଜେଡି ପକ୍ଷରୁ ପାଳନ କରାଯିବ। ପ୍ରତ୍ୟେକ ବର୍ଷ ଭଳି ଏଥର ମଧ୍ୟ ଲୋକଙ୍କ ସହ ଏହି ଦିବସ ପାଳନ କରାଯିବ। ବିଜୁ ଜୟନ୍ତୀ ଦିବସଠାରୁ...
Archives


