ମେଟ୍ରୋ

CORONAVIRUS UPDATE: ଆଜି ରାଜ୍ୟରେ ପୁଣି ୨୪୫ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୬,୮୫୯ରେ ପହଞ୍ଚିଲା

ଭୁବନେଶ୍ୱର,୨୯ା୬(ବ୍ୟୁରୋ): ସୋମବାର ରାଜ୍ୟରେ ୨୪୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬,୮୫୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ୨୧୪ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ…

ଚାକିରିରେ ଯୋଗ ଦେବା ପୂର୍ବରୁ ଜୀବନ ହାରିଲେ ଓଏଫ୍‌ଏସ୍‌ ଅଧିକାରୀ

ଭୁବନେଶ୍ୱର,୨୯ା୬(ବ୍ୟୁରୋ) : ଚାକିରିରେ ଯୋଗ ଦେବାର ଗୋଟିଏ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି ଓଏଫ୍‌ଏସ୍‌ ଅଧିକାରୀ। ଯାହାକି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛି। ଖଣ୍ଡଗିରି ଥାନା ଅନ୍ତର୍ଗତ ଡୁମୁଡୁମା ଅଞ୍ଚଳର ଓଏଫ୍‌ଏସ୍‌ ଅଫିସର ଅଭିଳାଷ ସ୍ବରୂପ ମହାପାତ୍ର କ’ଣ ପାଇଁ ଆତ୍ମହତ୍ୟା…

ରାଜସ୍ବ ହ୍ରାସ: ବନ୍ଦ ହେବ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ

ଭୁବନେଶ୍ୱର,୨୯।୬(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ କରାଯାଉଛି। ଏଥିଯୋଗୁ ରାଜ୍ୟ ଅର୍ଥନୀତି ବହୁ ମାତ୍ରାରେ ପ୍ରଭାବିତ ହେବାରେ ଲାଗିଛି। ଏଭଳି ପରିସ୍ଥିତିରେ ସାଧାରଣ ଲୋକଙ୍କ ସମେତ ରାଜ୍ୟର ଆୟ ମଧ୍ୟ ହ୍ରାସ…

ଧରିତ୍ରୀ ପ୍ରଭାବ: ୮୬ ଜେଲର ଭିତ୍ତିଭୂମି ପାଇଁ ୫୦କୋଟି ମଞ୍ଜୁର

ଭୁବନେଶ୍ୱର,୨୯ା୬(ବ୍ୟୁରୋ): ରାଜ୍ୟରେ ଅଧିକାଂଶ ଜେଲ୍‌ରେ ଆବଶ୍ୟକ ଭିତ୍ତିଭୂମି ନ ଥିବାରୁ କରୋନା ସଂକ୍ରମଣ ଆଶଙ୍କା ରହିଛି। ଇତିମଧ୍ୟରେ ୩ ଜେଲ୍‌ରୁ ୧୦ କଏଦୀ ଆକ୍ରାନ୍ତ ହୋଇଛନ୍ତି। ବାସ୍ତବ ସ୍ଥିତିକୁ ନେଇ ଗତ ୨୫ ତାରିଖରେ ଧରିତ୍ରୀରେ ଏକ ଅନୁସନ୍ଧାନ ମୂଳକ ଖବର…

ଅନିଶ୍ଚିତତାରେ ଓଡ଼ିଆ ସିନେମା ଶିଳ୍ପ

ଭୁବନେଶ୍ୱର,୨୯।୬(ବ୍ୟୁରୋ): କୋଭିଡ୍‌-୧୯ ପ୍ରଭାବ ଯୋଗୁ ଅନିଶ୍ଚିତତା ମଧ୍ୟକୁ ଠେଲି ହୋଇଯାଇଛି ଓଡ଼ିଆ ସିନେମା ଶିଳ୍ପ। ରାଜ୍ୟର ପ୍ରଯୋଜକ, ନିର୍ଦ୍ଦେଶକ, କଳାକାର ଏବଂ ଫିଲ୍ମ ଶିଳ୍ପ ସହ ଜଡ଼ିତ ପ୍ରମୁଖ ବ୍ୟକ୍ତିବିଶେଷ ଓଡ଼ିଆ ଇଣ୍ଡଷ୍ଟ୍ରିର ଭବିଷ୍ୟତକୁ ନେଇ ଆଶଙ୍କା ପ୍ରକାଶ କରିଛନ୍ତି। କରୋନା…

ଯୁକ୍ତ୨ ପରୀକ୍ଷା ନେଇ ଆଜି ବସିବ ବୈଠକ

ଭୁବନେଶ୍ୱର,୨୯ା୬(ବ୍ୟୁରୋ): ରାଜ୍ୟ ସରକାର ଯୁକ୍ତ ୨ର ବାକି ପରୀକ୍ଷାଗୁଡିକ ବାତିଲ କରିଦେବା ନେଇ ସମ୍ଭାବନା ଅଧିକ ମାତ୍ରାରେ ଦେଖାଦେଇଛି। ସିବିଏସଇ ଓ ଆଇସିଏସଇ ପକ୍ଷରୁ ଯୁକ୍ତ ୨ ପରୀକ୍ଷା ବାତିଲ କରି ଦିଆଯାଇଥିବାରୁ ରାଜ୍ୟ ସରକାର ସମାନ ନିଷ୍ପତ୍ତି ନେଇପାରନ୍ତି ବୋଲି…

ଆଇଏଏସ୍‌ ବିଜୟ କେତନଙ୍କ ଉପରୁ ଉଠିଲା ନିଲମ୍ବନ ଆଦେଶ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ଆଇଏଏସ୍‌ ବିଜୟ କେତନ ଉପାଧ୍ୟାୟଙ୍କ ଉପରୁ ରାଜ୍ୟ ସରକାର ନିଲମ୍ବନ ଆଦେଶ ଉଠାଇ ଦେଇଛନ୍ତି। ତେବେ ବିଜୟଙ୍କୁ ପୁଣି ଥରେ ରାଜ୍ୟ ସରକାର ଅବସ୍ଥାପିତ କରିଛନ୍ତି। ସେ ବର୍ତ୍ତମାନ ବୋର୍ଡ ଅଫ ରେଭିନ୍ୟୁର ସଚିବ ଦାୟିତ୍ୱ ତୁଲାଇବେ ବୋଲି ସରକାରଙ୍କ…

୯ରୁ ବିପିୟୁଟି ଫାଇନାଲ ସେମିଷ୍ଟର

ଭୁବନେଶ୍ୱର, ୨୮।୬(ବ୍ୟୁରୋ)- ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ(ବିପିୟୁଟି)ର ଫାଇନାଲ ସେମିଷ୍ଟର ପାଇଁ ସମ୍ଭାବ୍ୟ ତାଲିକା ପ୍ରକାଶ ପାଇଛି। ଜୁଲାଇ ୯ରୁ ଅନ୍‌ଲାଇନ ପରୀକ୍ଷା ହେବା ନେଇ ତାରିଖ ଘୋଷଣା ହୋଇଛି। ଏହି ପରୀକ୍ଷା ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଦୁଇଟି ସିଫ୍ଟରେ…

୨ରେ ପ୍ରବଳ ବର୍ଷା: ୪ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୮।୬(ବ୍ୟୁରୋ)- ରାଜ୍ୟରେ ଏବେ ମୌସୁମୀ ଦୁର୍ବଳ ରହିଛି। ତେଣୁ କିଛି ସ୍ଥାନରେ ବର୍ଷା ହେଉଛି। ଏଥିସହ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଜାରି ରହିଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପ ପରିମାଣ ବର୍ଷା ହେବାକୁ ଥିବାବେଳେ…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୭ ଆକ୍ରାନ୍ତ, ମୋଟ ସୁସ୍ଥଙ୍କ ସଂଖ୍ୟା ୪,୭୪୩ରେ ପହଞ୍ଚିଲା

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ଆଉ ୧୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥଙ୍କ ସଂଖ୍ୟା ୪ ହଜାର ୭୪୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ରବିବାର ସୁସ୍ଥ…

ଚିନ୍ତା ବଢ଼ାଇଲାଣି ରାଜଧାନୀ: ଆଜି ଆଉ ୬ କରୋନା ଆକ୍ରାନ୍ତ ଚିହ୍ନଟ; ଅଛନ୍ତି ୫ ପୁରୁଷ-ଜଣେ ମହିଳା

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜଧାନୀରେ ଆଉ ୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୩ଜଣ ହୋମ୍‌୍‌ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୩ ଲୋକାଲ୍‌ କେସ୍‌ ରହିଛି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୯୨କୁ ବୃଦ୍ଧି ପାଇଛି। ସେଥିରୁ ୧୬୫ଜଣ ସୁସ୍ଥ…

ବଢ଼ୁଛି କରୋନା ସଂକ୍ରମଣ: ଆଜି ଗଞ୍ଜାମରେ ଚିହ୍ନଟ ହେଲେ ୭୬ ନୂଆ ଆକ୍ରାନ୍ତ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ରବିବାର ଚିହ୍ନଟ ହୋଇଥିବା ୨୬୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲାର ସର୍ବାଧିକ ୭୬ଜଣ ଅଛନ୍ତି। ସେହିଭଳି ଯାଜପୁରର ୪୧, ଖୋର୍ଦ୍ଧା ୧୫, ଝାରସୁଗୁଡ଼ା ୧୮, କେନ୍ଦୁଝରର ୨୫, ବରଗଡ଼ ୧୮, ବାଲେଶ୍ୱର ୧୨, କଟକ ୧୨, ପୁରୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?