ଉନ୍ନତି ଭବନ ଲୋକାର୍ପିତ: ଓଏମ୍ଏସ୍, ଓଏମ୍ପିଏସ୍ ଅଧିକାରୀଙ୍କୁ ନିଯୁକ୍ତିପତ୍ର
ଭୁବନେଶ୍ୱର,୧।୩(ବ୍ୟୁରୋ): ନୂତନ ଭାବେ ଚୟନ ହୋଇଥିବା ଓଡିଶା ପୌର କ୍ୟାଡର ଅନ୍ତଭୁର୍କ୍ତ ଓଡିଶା ପୌର ପ୍ରଶାସନ ସେବା (ଓଏମ୍ଏସ୍) ଏବଂ ଓଡିଶା ପୌର ଯୋଜନା ସେବା (ଓଏମ୍ପିଏସ) ଅଧିକାରୀଙ୍କୁ ନିଯୁକ୍ତି ପତ୍ର ଦେବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସତ୍ୟନଗରଠାରେ...
ଗଣତନ୍ତ୍ରରେ ଜନତା ହିଁ ପ୍ରକୃତ ମାଲିକ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧।୩(ବ୍ୟୁରୋ): ସାଧାରଣ ଜନତା ନିଜକୁ ସଶକ୍ତ ମନେକରିବା ଉଚିତ। ସାଧାରଣ ଜନତା ହିଁ ଗଣତନ୍ତ୍ରରେ ମାଲିକ ଏକଥା ସେମାନେ ସବୁବେଳେ ଅନୁଭବ କରିବା ଉଚିତ। ଜନତା ପ୍ରକୃତ ଗଣତାନ୍ତ୍ରିକ ପରିବେଶରେ ରହୁଥିବା ଅନୁଭବ କରିବା ଆବଶ୍ୟକ ବୋଲି ଶନିବାର ମୁଖ୍ୟମନ୍ତ୍ରୀ...
ଆଉ ମାସେ ବଢ଼ିବ ସର୍ବକ୍ଷମା ଯୋଜନା: କଟକ-ଭୁବନେଶ୍ୱରରେ ସର୍ବାଧିକ ଆବେଦନ
ଭୁବନେଶ୍ୱର,୧।୩(ବ୍ୟୁରୋ): ଉନ୍ନୟନ କର୍ତ୍ତୃପକ୍ଷଙ୍କ ବିନା ଅନୁମୋଦନ କିମ୍ବା ଅନୁମୋଦନ ନେଇ ନିୟମ ଉଲ୍ଲଂଘନ କରି ଗଢିଉଠିଥିବା ବେଆଇନ ଆବାସିକ କୋଠାଘର, ବ୍ୟବସାୟିକ ଗୃହ ଏବଂ ଅଟ୍ଟାଳିକାଗୁଡିକୁ ଜରିମାନା ଦେଇ ନିୟମିତ (ରେଗୁଲାର) କରିବା ପାଇଁ ଗୃହ ନିର୍ମାଣ ଓ ନଗର...
ଆଜିଠୁ ଯାନବାହନ ଯାଞ୍ଚ କଡ଼ାକଡ଼ି: ଧରାପଡ଼ିଲେ ଗଣିବେ ଜରିମାନା
ଭୁବନେଶ୍ୱର, ୧।୩ (ବ୍ୟୁରୋ): ଯାନବାହନ ମାଲିକ ଓ ଚାଳକଙ୍କୁ ଆଉ ମିଳିବନି ରିହାତି। ମାର୍ଚ୍ଚ ପହିଲାରୁ ସଂଶୋଧିତ ମୋଟର ଯାନ ଆଇନ ରାଜ୍ୟରେ କଡାକଡି ଲାଗୁହେବ। ଲାଇସେନ୍ସ, ଫିଟ୍ନେସ, ପଲ୍ୟୁଶନ ଅଣ୍ଡର କଣ୍ଟ୍ରୋଲ ସାର୍ଟିଫିକେଟ (ପିୟୁସି) ନ ଥିଲେ କିମ୍ବା...
କୋଣାର୍କ ସୂର୍ଯ୍ୟ ମନ୍ଦିର ଗର୍ଭଗୃହରୁ କଢ଼ାଯାଇପାରେ ବାଲି
ଭୁବନେଶ୍ୱର, ୨୯।୨(ବ୍ୟୁରୋ): ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିର ଗର୍ଭଗୃହରୁ କଢ଼ାଯାଇପାରେ ବାଲି। ସୂର୍ଯ୍ୟମନ୍ଦିର ସୁରକ୍ଷା ଆୟୋଜିତ ଜାତୀୟ କର୍ମଶାଳାରେ ଶନିବାର ଦ୍ୱିତୀୟ ଦିନରେ ଏପରି ନିଷ୍ପତ୍ତି ନିଆଯାଇଛି। କର୍ମଶାଳା ପରେ ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ...
ଭୁବନେଶ୍ୱର-କଟକ ମଧ୍ୟରେ ଗଡ଼ିବ ସ୍ପେଶାଲ ଟ୍ରେନ୍
ଭୁବନେଶ୍ୱର,୨୯।୨(ବ୍ୟୁରୋ): ଭୁବନେଶ୍ୱର-କଟକ ମଧ୍ୟରେ ଗଡ଼ିବ ଜନସାଧାରଣ ସ୍ପେଶାଲ ଟ୍ରେନ। ଏ ନେଇ ପୂର୍ବତଟ ରେଳ ବିଭାଗ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ରବିବାରଠାରୁ ୩୧ ତାରିଖ ଯାଏ ଏହି ଟ୍ରେନ ପରୀକ୍ଷାମୂଳକ ଭାବେ ଚାଲିବ। ଭୁବନେଶ୍ୱରରୁ ଭାୟା ବାରଙ୍ଗ ଓ...
ବଦଳିଲେ ରାଜ୍ୟପାଳଙ୍କ ସଚିବ, ପ୍ରମୋଦ ମେହେର୍ଦ୍ଦାଙ୍କୁ ଦାୟିତ୍ୱ
ଭୁବନେଶ୍ୱର,୨୯।୨(ବ୍ୟୁରୋ): ରାଜ୍ୟ ସରକାର ଶନିବାର ବରିଷ୍ଠ ଆଇଏଏସ୍ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ପରିବହନ ସଚିବ ଥିବା ପ୍ରମୋଦ ମେହେର୍ଦ୍ଦାଙ୍କୁ ରାଜ୍ୟପାଳଙ୍କ ସଚିବ ଭାବେ ନିଯୁକ୍ତ କରାଯାଇଛି। ସେହିଭଳି ରାଜ୍ୟପାଳଙ୍କ ସଚିବ ଥିବା ମଧୁସୂଦନ ପାଢ଼ୀଙ୍କୁ ଚକବନ୍ଦୀ କମିଶନର ଭାବେ ନିଯୁକ୍ତି...
ମାର୍ଚ୍ଚ ୩ରୁ ଯୁକ୍ତ ୨ ପରୀକ୍ଷା: ଫୋନ ବ୍ୟବହାର ଉପରେ ରୋକ, ସବୁ ପରୀକ୍ଷାକେନ୍ଦ୍ରରେ ସିସିଟିଭି
ଭୁବନେଶ୍ୱର,୨୯ା୨(ବ୍ୟୁରୋ): ମାର୍ଚ୍ଚ ୩ରୁ ଯୁକ୍ତ ୨ ପରୀକ୍ଷା ଆରମ୍ଭ ହେଉଛି। ପରୀକ୍ଷା ଅବ୍ୟବହିତ ପୂର୍ବରୁ ଶନିବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ତରଫରୁ କରାଯାଇଥିବା ପ୍ରସ୍ତୁତି ନେଇ ସିଏଚ୍ଏସ୍ଇ ଅଧ୍ୟକ୍ଷ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ବିଶେଷକରି ପ୍ରଶ୍ନପତ୍ରର ସୁରକ୍ଷା,...
ଆଜି ସରୁଛି ଡେଡ୍ଲାଇନ୍: ମାର୍ଚ୍ଚ ପହିଲାରୁ ଜୋରଦାର ହେବ ଧରପଗଡ଼; ପାଖରେ ରଖନ୍ତୁ ଆବଶ୍ୟକ କାଗଜପତ୍ର
ଭୁବନେଶ୍ୱର,୨୯।୨(ବ୍ୟୁରୋ): ୨୦୧୯ ସେପ୍ଟେମ୍ବର ୧ରେ ସାରା ଭାରତରେ ନୂଆ ମୋଟର ଯାନ ଆଇନ କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶ ହୋଇଥିଲା। ହେଲେ ଲୋକମାନଙ୍କ ଅସନ୍ତୋଷ ଏବଂ ଗାଡ଼ି କାଗଜପତ୍ର ପାଇଁ ଆର୍ଟିଓରେ ଭିଡ଼କୁ ଦେଖି ରାଜ୍ୟ ସରକାର ୨ଟି ପର୍ଯ୍ୟାୟରେ...
ସ୍ବର ବଦଳାଇଛନ୍ତି ଶାହା; ରାଜ୍ୟ ସଭା ସିଟ୍ ପାଇଁ ବିଜେଡି-ଭାଜପା ମଧ୍ୟରେ ଡିଲ୍ ହୋଇଛି: ସୁର
ଭୁବନେଶ୍ୱର,୨୯ା୨(ବ୍ୟୁରୋ): ଗତ ସାଧାରଣ ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାଜପା ପୋଡ଼ା ଟ୍ରାନ୍ସଫର୍ମର କହିଥିଲା। ଏପରିକି ଭାଜପାର କେନ୍ଦ୍ରୀୟ ନେତା ଯେବେ ବି ଓଡ଼ିଶା ଆସନ୍ତି, ରାଜ୍ୟ ସରକାରଙ୍କୁ ଭର୍ତ୍ସନା କରନ୍ତି। ନବୀନଙ୍କ ବିରୋଧରେ କଟାକ୍ଷ କରନ୍ତି। ଏବେ...
ଲିଙ୍ଗରାଜଙ୍କୁ ଦର୍ଶନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା
ଭୁବନେଶ୍ୱର, ୨୯।୨(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ଶନିବାର ପୁରୀ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଭୁବନେଶ୍ୱରରେ ପହଞ୍ଚି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିଛନ୍ତି। ଏହି ଅବସରରେ ତାଙ୍କ ସହ କେନ୍ଦ୍ରମନ୍ତ୍ରୀ...
ଜମି ରେକର୍ଡ ଡିଜିଟାଇଜ କରିବାରେ ଓଡ଼ିଶା ଦ୍ୱିତୀୟ
ଭୁବନେଶ୍ୱର, ୨୯।୨(ବ୍ୟୁରୋ): ଜମିଜମା ରେକର୍ଡ ଡିଜିଟାଇଜିଂ କରିବା କ୍ଷେତ୍ରରେ ଓଡ଼ିଶା ଦେଶରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ନ୍ୟାଶନାଲ କାଉନ୍ସିଲ ଅଫ ଆପ୍ଲାଏଡ ଇକୋନୋମିକ୍ସ ରିସର୍ଚ୍ଚ(ଏନସିଏଇଆର) ଲ୍ୟାଣ୍ଡ ରେକର୍ଡସ ଆଣ୍ଡ ସର୍ଭିସ ଟ୍ୟାକ୍ସ ସର୍ଭିସେସ ଇଣ୍ଡେକ୍ସରୁ ଏହା ଜଣାପଡିଛି। ଏ...
Archives


