ମେଟ୍ରୋ

ଫିଲ୍ମ ରିପୋର୍ଟର ପରିଚୟ ଦେଇ ଅଭିନେତ୍ରୀଙ୍କୁ ହଇରାଣ: ଯୁବକଙ୍କୁ ନୋଟିସ ଦେଇ ଛାଡ଼ିଲା ପୋଲିସ

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ଓଲିଉଡ୍‌ର ଜଣେ ଜଣାଶୁଣା ଅଭିନେତ୍ରୀଙ୍କୁ ସୋସିଆଲ ମିଡ଼ିଆରେ ହଇରାଣ କରିବା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ଯୁବକଙ୍କୁ ପୋଲିସ ଥାନାରେ ଅଟକ ରଖିଥିଲା। ତେବେ ଯୁବକ ଜଣଙ୍କ ଆଉ ଏଭଳି ନ କରିବା ପାଇଁ କହିବା ପରେ ଚନ୍ଦ୍ରଶେଖରପୁର ଥାନା ପୋଲିସ…

ହଟ୍‌ସ୍ପଟ୍‌ ହୋଇପାରେ ଭୁବନେଶ୍ୱର ରେଡ୍‌ ଲାଇଟ୍‌ ଅଞ୍ଚଳ: ମାଳିସାହି ବନ୍ଦ ରହିଲେ ସଂକ୍ରମଣ ଆଶଙ୍କା ୩୫% କମିବ

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ଦେଶରେ ରେଡ୍‌ ଲାଇଟ ଅଞ୍ଚଳ ଖୋଲା ରହିବା ଦ୍ୱାରା ଭାରତରେ କୋଭିଡ-୧୯ ସଂକ୍ରମଣରେ ଦ୍ରୁତ ଅଭିବୃଦ୍ଧି ଦେଖାଦେବାର ସମ୍ଭାବନା ରହିଛି। ଏହି ଅଞ୍ଚଳ ବନ୍ଦ ରହିଲେ ସଂକ୍ରମଣ ହ୍ରାସ ପାଇବା ସହ ଏହି ମହାମାରୀଜନିତ ମୃତ୍ୟୁକୁ ୬୦% ପର୍ଯ୍ୟନ୍ତ କମ୍‌…

ଖାକି କ୍ଷମତାର ଦୁରୁପଯୋଗ: ନିୟମ ଭାଙ୍ଗି ରଥଯାତ୍ରା ବୁଲିଥିଲେ ଜଣେ ଏସିପି, ଡିଏସ୍‌ପି

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ବହୁ ବାଦବିବାଦ ଭିତରେ ସୁପ୍ରିମ୍‌କୋର୍ଟଙ୍କ ଅନୁମତି ପରେ ଗତ ୨୩ ତାରିଖରେ ପୁରୀରେ ବିନା ଭକ୍ତରେ ଅନୁଷ୍ଠିତ ହୋଇଥିଲା ରଥଯାତ୍ରା। ବିଶେଷକରି ଖୁବ୍‌କମ୍‌ ସମୟ ଭିତରେ ଶୃଙ୍ଖଳାରକ୍ଷା ଓ ସୁରୁଖୁରୁରେ ରଥଯାତ୍ରା କରିବା ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ ଥିଲା।…

ସଂକ୍ରମଣ ଭୟ: ଟ୍ରେନ୍‌ରେ ଯାତ୍ରୀଙ୍କ ସଂଖ୍ୟା କମିଛି

ଭୁବନେଶ୍ୱର,୨୮ା୬(ବ୍ୟୁରୋ): କରୋନା ସଂକ୍ରମଣ ଭୟ ଯୋଗୁ ସାଧାରଣ ପରିବହନ ବ୍ୟବସ୍ଥା ବିଶେଷଭାବେ ପ୍ରଭାବିତ ହୋଇଛି। ଦେଶରେ ସର୍ବାଧିକ ଯାତ୍ରୀ ପରିବହନ ମାଧ୍ୟମ ରେଳଯାତ୍ରା ସର୍ବାଧିକ ପ୍ରଭାବିତ ହୋଇଛି। ସଂକ୍ରମଣ ଭୟ ଯୋଗୁ ଲୋକେ ଜରୁରୀ ନ ଥିଲେ ଟ୍ରେନ୍‌ରେ ଯାତ୍ରା କରିବାକୁ…

ଭୁବନେଶ୍ୱର ବସ୍ତି ନାଁ ଶୁଣିଲେ ଭୟ ଘାରୁଛି

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ରାଜ୍ୟର ଆଉ ଏକ ହଟ୍‌ସ୍ପଟ୍‌ ପାଲଟିବାକୁ ଯାଉଛି ରାଜଧାନୀ। ବସ୍ତି ପାଇଁ ବିଗିଡି ଗଲାଣି ସ୍ଥିତି। ସାଲିଆ ସାହି ବସ୍ତିରୁ ପଜିଟିଭ୍‌ ଠାବ ହେବାର ମାତ୍ର କେଇଟା ଦିନ ଭିତରେ ଏହି ମହାମାରୀ ଏବେ ସହରର ୧୦ରୁ ଊର୍ଦ୍ଧ୍ୱ ବସ୍ତିକୁ…

ଓଡ଼ିଶାରୁ ମୁହଁ ଫେରାଉଛନ୍ତି ଶିଳ୍ପସଂସ୍ଥା

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ଆଲୁମିନିୟମ, ଇସ୍ପାତ, ଆଲୁମିନା, ସାର, ପେଟ୍ରୋ କେମିକାଲ, ପ୍ଲାଷ୍ଟିକ, ସିମେଣ୍ଟ ଭଳି ବୃହତ୍‌ ଶିଳ୍ପ ସାଙ୍ଗକୁ କୃଷି, ଖାଦ୍ୟ ପ୍ରକ୍ରିୟାକରଣ, ସ୍ବାସ୍ଥ୍ୟ, ପର୍ଯ୍ୟଟନ, ପ୍ରତିରକ୍ଷା, ଶକ୍ତି, ସୂଚନା ପ୍ରଯୁକ୍ତି କ୍ଷେତ୍ର ପାଇଁ ବୃହତ୍‌ ପୁଞ୍ଜିନିବେଶ ହେବ। ବେକାର ଯୁବତୀ…

ଆଇଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୭।୬(ବ୍ୟୁରୋ)- ରାଜ୍ୟ ସରକାର ଆଇଏଏସ ସ୍ତରରେ ଅଦଳ ବଳଦ କରିଛନ୍ତି। ୨୦୧୭ ବ୍ୟାଚର ୫ ଜଣ ଆଇଏଏସ ଅଫିସରଙ୍କୁ ବଦଳି କରାଯାଇଛି। ରବିବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଓମଫେଡ…

ଆଜି ଭୁବନେଶ୍ୱରରେ ପୁଣି ୯ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ଆଉ ୧୦

ଭୁବନେଶ୍ୱର,୨୭ା୬(ବ୍ୟୁରୋ) : ଶନିବାର ରାଜଧାନୀ ଭୁବନେଶ୍ୱରରେ ଆଉ ୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ ଜଣ ସ୍ଥାନୀୟ ଅଞ୍ଚଳରୁ ସଂକ୍ରମିତ ହୋଇଥିବା ବେଳେ ଜଣେ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ…

ପୂର୍ବଭଳି ଚାଲିବ ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଦେଶରେ କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ରେଳ ମନ୍ତ୍ରଣାଳୟ ନିୟମିତ ଯାତ୍ରୀବାହୀ ଟ୍ରେନ୍‌ ଚଳାଚଳକୁ ଅଗଷ୍ଟ ୧୨ ପର୍ଯ୍ୟନ୍ତ ବନ୍ଦ ରଖିଛି। ହେଲେ ସ୍ପେଶାଲ ଟ୍ରେନ୍‌ଗୁଡ଼ିକ ପୂର୍ବଭଳି ଚଳାଚଳ କରିବ ଓ ଏଥିରେ କୌଣସି ପରିବର୍ତ୍ତନ କରାଯିବ ନାହିଁ ବୋଲି…

ପିସିସି ସଭାପତିଙ୍କୁ ୫ଶହ ଟଙ୍କା ଜରିମାନା

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ କରି ଜରିମାନା ଗଣିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ଶୁକ୍ରବାର ପଟ୍ଟନାୟକଙ୍କ ସମେତ ଅନ୍ୟ କେତେଜଣ ସମର୍ଥକଙ୍କୁ କମିଶନରେଟ ପୋଲିସ ୫ଶହ ଟଙ୍କା ଲେଖାଏ ଜରିମାନା କରିଛି। କିଛିଦିନ ତଳେ କଂଗ୍ରେସ ଭବନରେ ରାଜ୍ୟ…

କରୋନା ବିଫଳତା ନେଇ ୧୩ ଦଳର ପ୍ରତିବାଦ

ଭୁବନେଶ୍ୱର,୨୭ା୬(ବ୍ୟୁରୋ): କରୋନା ସମୟରେ ରାଜ୍ୟ ସରକାରଙ୍କ ପରିଚାଳନାଗତ ବିଫଳତାକୁ ନେଇ ଶୁକ୍ରବାର କଂଗ୍ରେସ ସମେତ ରାଜ୍ୟର ୧୩ ରାଜନୈତିକ ଦଳ ଭୁବନେଶ୍ୱରସ୍ଥିତ ମାଷ୍ଟରକ୍ୟାଣ୍ଟିନ ଛକଠାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ତାଲାବନ୍ଦ ଯୋଗୁ ରାଜ୍ୟ ତଥା ଦେଶର ଅର୍ଥନୀତି ବିପର୍ଯ୍ୟସ୍ତ ହୋଇପଡିଛି। ଏହାସହ…

ଆଉ ଏକ ମୁଣ୍ଡ ନେଲା କରୋନା: ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି

ଭୁବନେଶ୍ୱର, ୨୭ା୬(ବ୍ୟୁରୋ): ରାଜ୍ୟରେ ଶନିବାରେ କରୋନା ଆକ୍ରାନ୍ତରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲାର ୬୮ ବର୍ଷୀୟ ବୃଦ୍ଧ। ପୂର୍ବରୁ ସେ ହାଇପରଟେନସନ୍‌ ଏବଂ ଡାଇବେଟିସ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ। ଏହାକୁ ମିଶାଇ ରାଜ୍ୟରେ କରୋନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?