ମେଟ୍ରୋ

ଭୁବନେଶ୍ୱର ପାଇଁ ଆଗକୁ ବଢ଼ିପାରେ ବିପଦ

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ରାଜଧାନୀରେ ସ୍ଥାନୀୟ ଆକ୍ରାନ୍ତ ଓ ବସ୍ତି ସଂକ୍ରମଣ ଚିନ୍ତା ବଢ଼ାଇଲାଣି। ଦିନକୁ ଦିନ ଭୁବନେଶ୍ୱରରେ ସଂକ୍ରମଣ ମାଡ଼ୁଥିବାବେଳେ ବର୍ତ୍ତମାନର ସ୍ଥିତିରୁ ଗୋଷ୍ଠୀ ସଂକ୍ରମଣ ଆଶଙ୍କା ପ୍ରକାଶ ପାଇଲାଣି। ପଜିଟିଭ ସଂଖ୍ୟା ଯେଉଁ ପରିମାଣରେ ବୃଦ୍ଧି ପାଉଛି, ତାହା ଆଗାମୀ ଦିନରେ…

୪,୫୦୦ କୋଟି ଟଙ୍କାର ପ୍ରକଳ୍ପକୁ ଏଚ୍‌ପିସି ଅନୁମୋଦନ

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଗ୍ରାମ୍ୟ ରାସ୍ତା, ପୋଲ, ବିଦ୍ୟୁତୀକରଣ, ପାନୀୟଜଳ, ଆଡ଼ିବନ୍ଧ, ବ୍ୟାରେଜ ନିର୍ମାଣ, ଗ୍ରାମାଞ୍ଚଳ ଜୀବନଜୀବିକା ଉନ୍ନତୀକରଣ ଆଦି ୪,୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କର ଏକ ଉଚ୍ଚକ୍ଷମତା ସମ୍ପନ୍ନ କମିଟି (ଏଚ୍‌ପିସି)ରେ ଅନୁମୋଦନ କରାଯାଇଛି। ନାବାର୍ଡ ପକ୍ଷରୁ ଦିଆଯାଉଥିବା…

ଅଭିଜ୍ଞତାସମ୍ପନ୍ନ ଏସ୍‌ଓପି ପାଳନ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଆଗୁଆ ପ୍ରସ୍ତୁତି, ତ୍ୱରିତ ଉଦ୍ଧାର ଏବଂ ପୁନର୍ଗଠନ ପାଇଁ ପଦକ୍ଷେପ ସହିତ ଦୀର୍ଘକାଳୀନ ମୁକାବିଲା ହେଉଛି ବିପର୍ଯ୍ୟୟ ପରିଚାଳନାର ମୂଳନୀତି। ଆମର ପ୍ରସ୍ତୁତି ଗତିଶୀଳ, ସାମଗ୍ରିକ ଏବଂ ଭାଗୀଦାରିମୂଳକ ହେବା ଉଚିତ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଶୁକ୍ରବାର…

୪ରେ ଲଘୁଚାପ: ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୬।୬(ବ୍ୟୁରୋ)-ଆସନ୍ତା ଜୁଲାଇ ୪ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରେ ଜୁଲାଇ ୨ ତାରିଖରୁ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ୪ ଓ…

ଏସବୁ ଜିଲାରୁ ଭୁବନେଶ୍ୱର ଆସିଲେ ୧୪ ଦିନ କ୍ୱାରାଣ୍ଟାଇନ

ଭୁବନେଶ୍ୱର,୨୬।୬(ବ୍ୟୁରୋ)-ଏଣିକି ଗଞ୍ଜାମ, କଟକ, ବାଲେଶ୍ୱର, ଗଜପତି, ଯାଜପୁର ଜିଲାରୁ ଭୁବନେଶ୍ୱର ବସ୍ତି ଅଞ୍ଚଳକୁ ଆସିଲେ ୧୪ ଦିନ ସରାକରୀ କ୍ୱାରାଣ୍ଟାଇନ ରହିବାକୁ ପଡ଼ିବ। କରୋନା ସଂକ୍ରମଣକୁ ରୋକିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି। ଯଦି…

ଏଣିକି ହଟ୍‌ସ୍ପଟ୍‌ ଜିଲାରୁ ଭୁବନେଶ୍ୱର ଆସିଲେ ସରକାରୀ କ୍ୱାରାଣ୍ଟାଇନ ବାଧ୍ୟତାମୂଳକ

ଭୁବନେଶ୍ୱର,୨୬।୬(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରକୁ ଏଣିକି ହଟସ୍ପଟ ଜିଲାରୁ ଫେରିଲେ କ୍ୱାରାଣ୍ଟାଇନରେ ରହିବାକୁ ପଡ଼ିବ। ହୋମ କ୍ୱାରାଣ୍ଟାଇନ ନୁହେଁ ବରଂ ସରକାରୀ କ୍ୱାରାଣ୍ଟାଇନ ରହିବାକୁ ହେବ। ଏ ନେଇ ଶୁକ୍ରବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି। ରାଜଧାନୀରେ…

ଭୁବନେଶ୍ୱରରେ ପୁଣି ୧୬ କରୋନା ପଜିଟିଭ୍‌

ଭୁବନେଶ୍ୱର,୨୬।୬(ବ୍ୟୁରୋ)-ଭୁବନେଶ୍ୱରରେ ଶୁକ୍ରବାର ପୁଣି ୧୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨ଜଣ ହୋମ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ଅଞ୍ଚଳରୁ ୧୪ ଜଣ ରହିଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଯଦୁପୁର ବେଗୁନିଆ ମସଜିଦ ନିକଟରୁ ଜଣ କଲୋକାତା…

ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ଆଗୁଆ ପ୍ରସ୍ତୁତି, ତ୍ୱରିତ ଉଦ୍ଧାର, ପୁନର୍ଗଠନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତନ୍ତ୍ରୀ କହିଥିଲେ ଯେ, ବିଭିନ୍ନ ବିପର୍ଯ୍ୟୟ ଯୋଗୁ ଜନସାଧାରଣଙ୍କ ଉପରକୁ ଆସୁଥିବା ବିପଦକୁ କମ୍‌ କରିବା…

କରୋନା ସହାୟତା: ଭିଜିଲାନ୍ସ ଅଧିକାରୀ, କର୍ମଚାରୀ ଦେଲେ ୧୩ ଲକ୍ଷ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): କରୋନା ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ଭିଜିଲାନ୍ସ ଅଧିକାରୀ ଓ କର୍ମଚାରୀ ୧୩ ଲକ୍ଷ ୧୩୭ ଟଙ୍କା ଦାନ କରିଛନ୍ତି। ଶୁକ୍ରବାର ରାଜ୍ୟ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କୁ ଭିଜିଲାନ୍ସ ମହାନିର୍ଦ୍ଦେଶକ ଦେବାଶିଷ…

ହସ୍ପିଟାଲ ପାଇଁ ନୂଆ ନିର୍ଦ୍ଦେଶନାମା: ପ୍ରତି ହସ୍ପିଟାଲରେ ସ୍ବତନ୍ତ୍ର ଫିଭର କ୍ଲିନିକ୍‌

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ଦ୍ରୁତ ଗତିରେ ବଢ଼ି ଚାଲିଛି କରୋନା ସଂକ୍ରମଣ। ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ପାଖାପାଖି ପହଞ୍ଚତ୍ଥିବାବେଳେ ଏବେ ଏହି ଲଢ଼େଇରେ ସାମିଲ୍‌ ହୋଇଥିବା ବହୁ ଆଗଧାଡ଼ିର ଯୋଦ୍ଧା ଡାକ୍ତର, ନର୍ସ ଓ ଅନ୍ୟ କର୍ମଚାରୀ ସଂକ୍ରମିତ ହେବାରେ ଲାଗିଛନ୍ତି।…

ପର୍ଯ୍ୟଟନ ଶିଳ୍ପର ପୁନରୁଦ୍ଧାର ଚିନ୍ତା: ପର୍ଯ୍ୟଟନ ଋତୁ ପୂର୍ବରୁ ନୂଆ ବ୍ଲୁ ପ୍ରିଣ୍ଟ

ଭୁବନେଶ୍ୱର,୨୬।୬(ବ୍ୟୁରୋ): କରୋନା ପରିସ୍ଥିତି ଆଉ କେତେଦିନ ଲାଗିରହିବ, ତାହାର ଉତ୍ତର କାହା ପାଖରେ ନାହିଁ। କିନ୍ତୁ ଏଭଳିସ୍ଥଳେ ଗତ ୩ ମାସ ଧରି ସମ୍ପୂର୍ଣ୍ଣ ବନ୍ଦହୋଇ ପଡ଼ିଥିବା ପର୍ଯ୍ୟଟନ ଶିଳ୍ପକୁ ପୁଣିଥରେ ଟ୍ରାକ୍‌କୁ ଫେରାଇ ଆଣିବା ପାଇଁ ଉଦ୍ୟମ ଆରମ୍ଭ କରିଛି…

ଅନ୍‌ଲାଇନ୍‌ ପାଠପଢ଼ାକୁ ଗଣଶିକ୍ଷା ବିଭାଗର ଗୁରୁତ୍ୱ: ଜୁଲାଇ ୩୧ ପରେ ସ୍କୁଲ ଖୋଲିବା ନିଷ୍ପତ୍ତି

ଭୁବନେଶ୍ୱର,୨୬।୬(ବ୍ୟୁରୋ): କରୋନା ମହାମାରୀ ଯୋଗୁ ଜୁଲାଇ ୩୧ ପର୍ଯ୍ୟନ୍ତ ସ୍କୁଲ ଓ କଲେଜ ବନ୍ଦ ରହିଛି। ଏଥିପାଇଁ ଛାତ୍ରୀଛାତ୍ରଙ୍କ ପାଠପଢ଼ା ବ୍ୟାହତ ହେଉଛି। ତେଣୁ ଏହି ସମସ୍ୟା ଦୂର କରିବାକୁ ଚେଷ୍ଟା କରୁଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଅନ୍‌ଲାଇନ୍‌ ପାଠପଢ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?