ଖାଦ୍ୟ ସୁରକ୍ଷାକୁ ନିଶ୍ଚିତ କରାଯାଇଛି: ମନ୍ତ୍ରୀ
ଭୁବନେଶ୍ୱର, ୨୩।୬(ବ୍ୟୁରୋ): କରୋନା ଯୋଗୁ ସୃଷ୍ଟି ହୋଇଥିବା ପରିସ୍ଥିତିରେ ଲୋକଙ୍କ ଖାଦ୍ୟ ନିରାପତ୍ତାକୁ ପ୍ରାଥମିକତା ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏପ୍ରିଲ-ମେ-ଜୁନର ଆଗୁଆ ରାଶନ ସାମଗ୍ରୀ କାର୍ଡଧାରୀଙ୍କୁ ଯୋଗାଇ ଦିଆଯାଇଥିବା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ…
ବରିଷ୍ଠ ନାଗରିକ, ଭିନ୍ନକ୍ଷମଙ୍କ ଘର ପାଖରେ ବ୍ୟାଙ୍କସେବା
ଭୁବନେଶ୍ୱର,୨୩।୬(ବ୍ୟୁରୋ): କରୋନା ମହାମାରୀ ପରିପ୍ରେକ୍ଷୀରେ ବରିଷ୍ଠ ନାଗରିକ ଏବଂ ବୟସ୍କ ଭିନ୍ନକ୍ଷମମାନେ ଘରେ ରହିବାକୁ ପରାମର୍ଶ ଦିଆଯାଇଛି। ସେମାନେ ନିଜର ଜରୁରୀ ବ୍ୟାଙ୍କ ସମ୍ବନ୍ଧିତ କାର୍ଯ୍ୟ କରିବାରେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେମାନଙ୍କୁ ଉଚିତ ବ୍ୟାଙ୍କସେବା ଯୋଗାଇ ଦିଆଯାଉ ନ…
ଶଟ୍ଡାଉନ୍ ଲାଗି ପିପିଲିକୁ ଗଡ଼ିବନି ମୋ ବସ୍
ଭୁବନେଶ୍ୱର,୨୩।୬(ବ୍ୟୁରୋ): ବହୁ ପ୍ରତିକ୍ଷାର ଅନ୍ତ ହେଲା, ଶେଷରେ ବିନା ଭକ୍ତରେ ରଥଯାତ୍ରା କରିବା ପାଇଁ ମାନ୍ୟବର ସୁପ୍ରିମ୍କୋଟ୍ ନିର୍ଦ୍ଦେଶ ଦେଲେ। ଏହି ପରିପ୍ରେକ୍ଷୀରେ ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ପିପିଲିକୁ ମୋ ବସ୍ର ନୂଆ ରୁଟ୍ ଗଡ଼ିବ ନାହିଁ। ପୁରୀ ଜିଲା ଶଟ୍ଡାଉନ୍…
୧୬,୨୩୫ କୋଟିର ଚୂଡ଼ାନ୍ତ ରିପୋର୍ଟ
ଭୁବନେଶ୍ୱର,୨୩।୬(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ଅମ୍ଫନ୍’ ଯୋଗୁ ଉପକୂଳବର୍ତ୍ତୀ ଜିଲାରେ ହୋଇଥିବା କ୍ଷୟକ୍ଷତିର ଭରଣା ପାଇଁ ରାଜ୍ୟ ସରକାର ୧୬,୨୩୫ କୋଟି ଟଙ୍କାର ଚୂଡ଼ାନ୍ତ ରିପୋର୍ଟ କେନ୍ଦ୍ର ସରକାରଙ୍କୁ ପ୍ରଦାନ କରିଛନ୍ତି। କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ବାତ୍ୟା ନିରୋଧ…
ପୁରୀକୁ ବସ୍, ଯାତ୍ରୀବାହୀ ଟ୍ରେନ୍ ସେବା ବାତିଲ
ଭୁବନେଶ୍ୱର,୨୨।୬(ବ୍ୟୁରୋ)-ପୁରୀରେ ମଙ୍ଗଳବାର ଶ୍ରୀଜୀଉଙ୍କ ରଥଯାତ୍ରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସୋମବାର ରାତି ୯ଟାରୁ ୨୪ ତାରିଖ ମଧ୍ୟାହ୍ନ ୨ଟା ଯାଏ ପୁରୀ ସହରକୁ ଶଟ୍ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ପୁରୀକୁ ସମସ୍ତ ବସ୍ ଓ ଯାତ୍ରୀବାହୀ ଟ୍ରେନ ସେବାକୁ…
ଭୁବନେଶ୍ୱରରେ ଗଡ଼ିବନି ରଥ
ଭୁବନେଶ୍ୱର,୨୨ା୬(ବ୍ୟୁରୋ)- କରୋନା ପାଇଁ ଭୁବନେଶ୍ୱରରେ ଏଥର ଗଡ଼ିବନି ରଥ। ମାଉସୀ ଘର ଯିବେନି ଠାକୁର। ମନ୍ଦିର ପରିସରରେ ଅସ୍ଥାୟୀ ଜନ୍ମବେଦୀ କରାଯାଇ ସମସ୍ତ ନୀତିକାନ୍ତି ସମ୍ପନ୍ନ ହେବ। କେନ୍ଦ୍ର ସରକାର ଓ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସମ୍ମାନ ଜଣାଇ ରାଜଧାନର ଇସ୍କନ ମନ୍ଦିର…
ଦୂରଦର୍ଶନରେ ରଥଯାତ୍ରାର ସିଧାପ୍ରସାରଣ
ଭୁବନେଶ୍ୱର,୨୨ା୬(ବ୍ୟୁରୋ)- ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଅନୁଯାୟୀ ମଙ୍ଗଳବାର ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। କୋଭିଡ୍-୧୯ ପାଇଁ ଏଥର ବିନା ଭକ୍ତରେ ରଥଯାତ୍ରା କରିବାକୁ ସୁପ୍ରିମକୋର୍ଟ ରାୟ ଦେଇଥିବାବେଳେ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ରଥଯାତ୍ରାର ଲାଇଭ୍ ଟେଲିକାଷ୍ଟ ବା ସିଧା ପ୍ରସାରଣ କରାଯିବ।…
ପୁରୀ ଜିଲାକୁ ବାହାର ଲୋକଙ୍କୁ ମନା, ବଡ଼ଦାଣ୍ଡକୁ ଆସିବେନି ପୁରୀବାସୀ: ଡିଜିପି
ଭୁବନେଶ୍ୱର,୨୨।୬(ବ୍ୟୁରୋ): ରଥଯାତ୍ରା ନେଇ ପୋଲିସ ଡିଜିପି ଅଭୟ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ରଥଯାତ୍ରା ନେଇ ପ୍ରଶାସନ ଓ ପୋଲିସ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ସୋମବାର ରାତି ୯ରୁ ବୁଧବାର ଅପରାହ୍ନ ୨ଟା ପର୍ଯ୍ୟନ୍ତ ଶଟଡାଉନ୍ ଘୋଷଣା କରାଯାଇଛି। ତମାମ…
ଓଡିଶା ଉପରେ ଏବେ ସାରା ବିଶ୍ୱର ନଜର: ନବୀନ
ଭୁବନେଶ୍ୱର,୨୨।୬(ବ୍ୟୁରୋ)-ପୁରୀ ରଥଯାତ୍ରା ପାଇଁ ସୋମବାର ମାନ୍ୟବର ସୁପ୍ରିମକୋର୍ଟ ଅନୁମତି ଦେବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସା ୫ଟାରେ ଏକ ଉଚ୍ଚସ୍ତରୀୟ ବୈଠକ ଭିଡିଓ କନଫରେନ୍ସ ମାଧ୍ୟମରେ କରିଛନ୍ତି। କରୋନା…
ସାଢେ ୪ କୋଟି ଓଡିଆଙ୍କ ବିଜୟ : ଧର୍ମେନ୍ଦ୍ର
ଭୁବନେଶ୍ୱର,୨୨ା୬(ବ୍ୟୁରୋ)-ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ଶେଷରେ ପୁରୀ ରଥଯାତ୍ରା ପାଇଁ ସୋମବାର ମାନ୍ୟବର ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି। କେତେକ ସର୍ତ୍ତ ଅନୁଯାୟୀ ପୁରୀରେ ରଥଯାତ୍ରା ଅନୁଷ୍ଠିତ ହେବ ବୋଲି ସେ ରାୟରେ ପ୍ରକାଶ କରିଛନ୍ତି। ତେବେ ଏ ନେଇ କେନ୍ଦ୍ରମନ୍ତ୍ରୀ…
ଭକ୍ତଙ୍କ ଡାକ ଶୁଣିଲେ ମହାପ୍ରଭୁ: ରଥଯାତ୍ରାକୁ ମିଳିଲା ଅନୁମତି
ନୂଆଦିଲ୍ଲୀ,୨୨।୬: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଶେଷରେ ପୁରୀ ରଥଯାତ୍ରା ପାଇଁ ଅନୁମତି ଦେଇଛନ୍ତି ମାନ୍ୟବର ସୁପ୍ରିମକୋର୍ଟ। କେତେକ ସର୍ତ୍ତ ଅନୁଯାୟୀ କେବଳ ପୁରୀରେ ହିଁ ରଥଯାତ୍ରା ଅନୁଷ୍ଠିତ ହେବ ବୋଲି ସୁପ୍ରିମକୋର୍ଟ ନିଜ ରାୟରେ ପ୍ରକାଶ କରିଛନ୍ତି। ସୁପ୍ରିମକୋର୍ଟ ପ୍ରଧାନ…
CORONAVIRUS UPDATE: ଭୁବନେଶ୍ୱରରେ ଆଉ ୧୧ କରୋନା ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ୧୯୬ରେ ପହଞ୍ଚିଲା
ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସୋମବାର ଭୁବନେଶ୍ୱରରେ ପୁଣି ୧୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ବୟସ ଯଥାକ୍ରମେ ୨୧,୨୨, ୩୦, ୩୩, ୪୦ ଏବଂ ୫୫।…

