ମେଟ୍ରୋ

ଏଣିକି ଉପରିସ୍ଥ ଅଧିକାରୀଙ୍କ ସୁପାରିସରେ ହେବ ଗ୍ରୁପ୍‌-୩ କର୍ମଚାରୀଙ୍କ ପଦୋନ୍ନତି

ଭୁବନେଶ୍ୱର,୨୭।୨(ବ୍ୟୁରୋ): ଏଣିକି ରାଜ୍ୟର ଗ୍ରୁପ-୩ କର୍ମଚାରୀଙ୍କ ପଦୋନ୍ନତି ଲାଗି ଦରକାର ପଡ଼ିବନି ସିସିଆର୍‌। ଏ ନେଇ ଗୁରୁବାର ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। କେବଳ ଉପରସ୍ଥ ଅଧିକାରୀ ସୁପାରିସ କରିଦେଲେ ପଦୋନ୍ନତି ହୋଇଯିବ ବୋଲି...

ସନ୍ଧ୍ୟାରେ ନବୀନ-ଧର୍ମେନ୍ଦ୍ର ସାକ୍ଷାତ

ଭୁବନେଶ୍ୱର,୨୭।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମଧ୍ୟରେ ଗୁରୁବାର ସାକ୍ଷାତ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ସନ୍ଧ୍ୟା ୬ଟାରେ ଲୋକ ସେବା ଭବନରେ ଉଭୟଙ୍କ ମଧ୍ୟରେ ସାକ୍ଷାତ ହେବ। ଏହି ଅବସରରେ ଜାପାନ ରାଷ୍ଟ୍ରଦୂତ ଓ...

ଶାହାଙ୍କ ଅଧ୍ୟକ୍ଷତାରେ ବସିବ ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦ ବୈଠକ: ଉଠିବ ଓଡ଼ିଶା କୋଇଲା ରୟାଲ୍‌ଟି ପ୍ରସଙ୍ଗ

ଭୁବନେଶ୍ୱର,୨୭।୨(ବ୍ୟୁରୋ): ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦର ୨୪ତମ ବୈଠକ ଶୁକ୍ରବାର ଓଡ଼ିଶା ଲୋକସେବା ଭବନରେ ଅନୁଷ୍ଠିତ ହେବ। ଏଥିରେ ଓଡ଼ିଶା ସମେତ ପଶ୍ଚିମବଙ୍ଗ, ମଧ୍ୟପ୍ରଦେଶ, ବିହାର ଓ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ସାମିଲ ହେବେ। ଏହି ବୈଠକରେ ପ୍ରାୟ ୫୦ଟି ବିଭିନ୍ନ ପ୍ରସଙ୍ଗ...

ରାଜଧାନୀରେ ୧୯ ଦିନର ଶିଶୁକୁ ୧୦ହଜାର ଟଙ୍କାରେ ବିକ୍ରି ଅଭିଯୋଗ, ପୋଲିସର ତନାଘନା

ଭୁବନେଶ୍ୱର,୨୭।୨(ବ୍ୟୁରୋ): ଖଣ୍ଡଗିରି ଥାନା ଭରତପୁରରେ ଜଣେ ଶିଶୁକୁ ବିକ୍ରି କରାଯାଇଥିବା ଅଭିଯୋଗ ହୋଇଛି। ଅଭାବ ଅନଟନରୁ ଶ୍ରମିକ ଶ୍ରେଣୀୟ ଦମ୍ପତି ତାଙ୍କର ୧୯ ଦିନର ଶିଶୁପୁତ୍ରକୁ ଦଶ ହଜାର ଟଙ୍କାରେ ବିକ୍ରି କରିଥିବା ଅଭିଯୋଗ ହୋଇଛି। ଏ ନେଇ ସିଡବ୍ଲୁସିଠାରୁ...

ଶୁକ୍ରବାର ଓଡ଼ିଶା ଆସୁଛନ୍ତି ଶାହା: ସନ୍ଧ୍ୟାରେ କର୍ମକର୍ତ୍ତାଙ୍କୁ ଭେଟିବେ

ଭୁବନେଶ୍ୱର,୨୭।୨(ବ୍ୟୁରୋ): ଶୁକ୍ରବାର ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏହି ଅବସରରେ ସେ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ନାଗରିକତା ସଂଶୋଧନ ଆଇନ(ସିଏଏ) ସପକ୍ଷରେ ଜନସଚେତନତା ସୃଷ୍ଟି ପାଇଁ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ତେବେ...

ସିଏଏ ନେଇ ବୁଝାଇବା ବେଳ ଗଲାଣି, ଆଗରୁ ବୁଝାଇଥିଲେ ଭଲ ହୋଇଥାନ୍ତା: ପ୍ରତାପ

ଭୁବନେଶ୍ୱର,୨୭।୨(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଗସ୍ତ ନେଇ ବିଜେଡି ମୁଖପାତ୍ର ପ୍ରତାପ ଦେବ ପ୍ରତିକ୍ରିୟା ରଖିଛନ୍ତି। ଓଡ଼ିଶାରେ ଲୋକଙ୍କୁ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିଷୟରେ ବୁଝାଇବାର ଆବଶ୍ୟକତା ନାହିଁ। କେନ୍ଦ୍ର ଓ ରାଜ୍ୟର ଆଭିମୁଖ୍ୟ କ’ଣ ଲୋକେ ଜାଣିଛନ୍ତି।...

ଶାହାଙ୍କ ଗସ୍ତକୁ ନେଇ ସୁରଙ୍କ କଟାକ୍ଷ: ଫମ୍ପା ଆବାଜ କରିବାକୁ ଆସୁଛନ୍ତି

ଭୁବନେଶ୍ୱର,୨୭।୨(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହା ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ତଥା ଜଟଣୀ ବିଧାୟକ ସୁର ରାଉତରାୟ କଟାକ୍ଷ କରିଛନ୍ତି। ଶାହା ଫମ୍ପା ଆବାଜ କରିବାକୁ ଆସୁଛନ୍ତି। ସିଏଏକୁ ନେଇ ଆଉ...

ମାର୍ଚ୍ଚ ୧ରୁ ମୋଟର ଯାନ ଆଇନ କଡ଼ାକଡ଼ି: ୭୦ ପ୍ରତିଶତ ପୋଲିସ କର୍ମଚାରୀ କରିବେ ଯାଞ୍ଚ

ଭୁବନେଶ୍ୱର ,୨୭।୨(ବ୍ୟୁରୋ): ମାର୍ଚ୍ଚ ୧ ତାରିଖରୁ ମୋଟର ଯାନ ଆଇନ କଡ଼ାକଡ଼ି ଭାବେ ପାଳନ କରାଯିବ। ପୂର୍ବରୁ ଦିଆଯାଇଥିବା ୬ ମାସର ସମୟ ପୂରିଯାଇଥିବା ବେଳେ ଏଥର ଯାଞ୍ଚ କଡ଼ାକଡ଼ି କରାଯିବ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି।...

ଋଣ ପରିମାଣ ନିୟନ୍ତ୍ରଣାଧୀନ: ଅର୍ଥମନ୍ତ୍ରୀ

ଭୁବନେଶ୍ୱର,୨୭ା୨ (ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା କରାଯାଇଥିବା ଋଣ ନିୟନ୍ତ୍ରଣାଧୀନ ସ୍ଥିତିରେ ରହିଛି। ଋଣର ପରିମାଣ ନେଇ କୌଣସି ସଦସ୍ୟଙ୍କୁ ଚିନ୍ତା କରିବା ଉଚିତ ନୁହେଁ ବୋଲି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବୁଧବାର କହିଛନ୍ତି। ବିଧାନସଭାର ବଜେଟ୍‌ ଅଧିବେଶନର ପ୍ରଥମ...

ରାଜ୍ୟର ୩୪୩୯୪ ସ୍କୁଲରେ ନାହିଁ ଶୌଚାଳୟ

ଭୁବନେଶ୍ୱର, ୨୭ା୨ (ବ୍ୟୁରୋ): ରାଜ୍ୟରେ ଶିକ୍ଷାର ଉନ୍ନତି ଲାଗି ସରକାର ବିଭିନ୍ନ ଯୋଜନା କରୁଛନ୍ତି। ହେଲେ ଶିକ୍ଷା ବ୍ୟବସ୍ଥାର ବାସ୍ତବ ଚିତ୍ରରେ ତାହା ପ୍ରତିଫଳିତ ହେଉନାହିଁ। ବୁଧବାର ବିଧାନସଭାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଦ୍ୱାରା...

‘ନୀଳାଚଳ ଇସ୍ପାତ କାରଖାନାକୁ ଘରୋଇକରଣ ନିଷ୍ପତ୍ତି ଠିକ୍‌ ନୁହେଁ’: ଶ୍ରୀକାନ୍ତ

ଭୁବନେଶ୍ୱର,୨୭ା୨(ବ୍ୟୁରୋ): କଳିଙ୍ଗ ନଗରସ୍ଥିତ ସରକାରୀ ଉଦ୍ୟୋଗ, ‘ନୀଳାଚଳ ଇସ୍ପାତ କାରଖାନା’କୁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଘରୋଇକରଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହା ବିରୋଧରେ କାରଖାନାର ୪ ହଜାରରୁ ଊର୍ଦ୍ଧ୍ୱ ଶ୍ରମିକ ଓ କର୍ମଚାରୀ ଶାନ୍ତିପୂର୍ଣ୍ଣ ଭାବେ...

କାର୍ଯ୍ୟକାରିଣୀରେ ନାହାନ୍ତି ଏକାଧିକ ବରିଷ୍ଠ ନେତା

ଭୁବନେଶ୍ୱର,୨୭ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲଗାତର ୮ମ ଥର ପାଇଁ ବିଜେଡି ସଭାପତି ଦାୟିତ୍ୱ ନେଇଛନ୍ତି। ଦଳର ମୁଖ୍ୟ ଭାବେ ବୁଧବାରଠାରୁ ତାଙ୍କପ ଅଷ୍ଟମ ଇଂନିସ ଆରମ୍ଭ ହୋଇଛି। ସଭାପତିଭାବେ ତାଙ୍କ ନାମ ଆନୁଷ୍ଠାନିକ ଘୋଷଣା ହେବା ସହ ୮୦...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri