ମେଟ୍ରୋ

ଓଡ଼ିଆ ପ୍ରତି କେନ୍ଦ୍ର ସାହିତ୍ୟ ଏକାଡେମିର ବୈମାତୃକ ମନୋଭାବ

ଭୁବନେଶ୍ୱର, ୨୭ା୨ (ବ୍ୟୁରୋ): ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ କେନ୍ଦ୍ର ସାହିତ୍ୟ ଏକାଡେମି ପକ୍ଷରୁ ଜାତୀୟ ସାହିତ୍ୟ ଉତ୍ସବ ଆୟୋଜିତ ହୋଇଛି। ନୂଆଦିଲ୍ଲୀଠାରେ ଗତ ୨୪ ତାରିଖରୁ ଆରମ୍ଭ ହୋଇଥିବା ଏହି ଉତ୍ସବ ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ।...

ଆଇନ୍‌ଜୀବୀ ଦୀପାଳି ଆତ୍ମହତ୍ୟା ଘଟଣା: ଝାରପଡ଼ା ଜେଲରେ ବିକ୍ରମଙ୍କୁ ୨ ଘଣ୍ଟା ଜେରା

ଭୁବନେଶ୍ୱର,୨୭ା୨ (ବ୍ୟୁରୋ): ଆଇନଜୀବୀ ଦୀପାଳି ଜେନା ଆତ୍ମହତ୍ୟା ମାମଲାରେ ଗିରଫ ହୋଇ ଝାରପଡ଼ା ଜେଲ୍‌ରେ ଅଛନ୍ତି ଅଭିଯୁକ୍ତ ପୁରୁଷବନ୍ଧୁ ବିକ୍ରମ ଜେନା। ବୁଧବାର କମିଶନରେଟ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ତାଙ୍କୁ ଜେଲ୍‌ ଭିତରେ ୨ ଘଣ୍ଟା ଧରି ମାରାଥନ...

ବର୍ଷା ଛାଡ଼ିଲା: ତିନି ଦିନ କୁହୁଡ଼ି

ଭୁବନେଶ୍ୱର,୨୭ା୨(ବ୍ୟୁରୋ): ରାଜ୍ୟରେ ଆଉ ପ୍ରବଳ ବର୍ଷାର ସମ୍ଭାବନା ନାହିଁ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବୌଦ୍ଧ, କନ୍ଧମାଳ, ରାୟଗଡ଼ା ଏବଂ କୋରାପୁଟ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା...

ଧାର୍ଯ୍ୟ ସମୟ ପୂର୍ବରୁ ମଣ୍ଡିରେ ଧାନକିଣା ବନ୍ଦ କରାଯାଉଛି: କଂଗ୍ରେସ

ଭୁବନେଶ୍ୱର,୨୭ା୨(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ଅଭାବୀ ଧାନବିକ୍ରି ଦ୍ୱାରା ଚାଷୀକୁଳ ବହୁ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ମିଲର୍ସ ଓ ସରକାରଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ ମଣ୍ଡିରୁ ଧାନ ଉଠୁନାହିଁ। ଅନ୍ୟପକ୍ଷରେ ଅଦିନିଆ ବର୍ଷାରେ ମଣ୍ଡିରେ ଧାନ ଭିଜୁଛି। ବର୍ଷାରେ ଧାନର ମାନ...

ବିଦେଶୀ କମ୍ପାନୀ କବ୍‌ଜାରେ ଓପିଜିସି

ଭୁବନେଶ୍ୱର,୨୭ା୨(ବ୍ୟୁରୋ): ଓଡ଼ିଶା ପାଓ୍ବାର ଜେନେରେଶନ କର୍ପୋରେଶନ (ଓପିଜିସି) ଅବସ୍ଥା ଶୋଚନୀୟ। ଏହି ସଂସ୍ଥାର କର୍ମଚାରୀ କଳାବ୍ୟାଜ୍‌ ପିନ୍ଧି ରାସ୍ତାକୁ ଓହ୍ଲାଇଲେଣି। ରାଜ୍ୟର ଏକମାତ୍ର ତାପଜ ଶକ୍ତି ଉତ୍ପାଦନ କେନ୍ଦ୍ର ଏବେ ବିଦେଶୀ କମ୍ପାନୀ କବ୍‌ଜାରେ । ଓପିଜିସିକୁ ଠିକ୍‌ ଢଙ୍ଗରେ...

ସରକାରୀ କାର୍ଯ୍ୟରେ ପାରିଶ୍ରମିକ ପାଇ ନ ଥିବା ଡ୍ରାଇଭରଙ୍କ ଧାରଣା

ଭୁବନେଶ୍ୱର,୨୭ା୨(ବ୍ୟୁରୋ): ନିର୍ବାଚନ, ଭିଭିଆଇପିଙ୍କ ସୁରକ୍ଷା ଓ କାରକେଡ୍‌ ଭଳି ବିଭିନ୍ନ ସରକାରୀ କାର୍ଯ୍ୟ ପାଇଁ ସରକାରଙ୍କ ପକ୍ଷରୁ ଘରୋଇ ଗାଡ଼ିକୁ ନିୟୋଜିତ କରାଯାଉଛି। ଏଥିନିମନ୍ତେ ଆରଟିଓ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ଘରୋଇ ଗାଡ଼ିକୁ କିଛିଦିନ ପାଇଁ ଅଧିଗ୍ରହଣ କରାଯାଉଛି।...

ଘରତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଚୋରି

ବାରଙ୍ଗ,୨୭ା୨(ଡି.ଏନ.ଏ.): ନନ୍ଦନକାନନ ଥାନା ଅନ୍ତର୍ଗତ ରଘୁନାଥପୁର ଗ୍ରାମମୁଣ୍ଡରେ ଥିବା ସିଏସ୍‌ଏସ୍‌ ହୋମ ଆପାର୍ଟମେଣ୍ଟର ୩୦୧ରୁମରୁ ମଙ୍ଗଳବାର ରାତିରେ ଘରର ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଚୋରି ହୋଇଥିବା ବୁଧବାର ଥାନାରେ ଅଭିଯୋଗ ହୋଇଛି। ଚୋରମାନେ ଘରୁ ୧୦୦...

ଅଭିନେତା ଅର୍ଦ୍ଧେନ୍ଦୁଙ୍କ ହାତଧରିଲେ ମହାରଥୀଙ୍କ ଝିଅ

ଭୁବନେଶ୍ୱର,୨୭ା୨ (ବ୍ୟୁରୋ): ଓଲିଉଡ୍‌ ଅଭିନେତା ଅର୍ଦ୍ଧେନ୍ଦୁ ସାହୁଙ୍କୁ ବୁଧବାର ବୈଦିକ ରୀତିନୀତିରେ ବିବାହ କରିଛନ୍ତି ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଝିଅ ପଲ୍ଲବୀ। ସ୍ଥାନୀୟ ବରମୁଣ୍ଡା ପଡ଼ିଆରେ ମହାଆଡ଼ମ୍ବରରେ ଉଭୟଙ୍କ ବିବାହ ଅନୁଷ୍ଠିତ ହୋଇଯାଇଛି। ସିନେମା ଏବଂ ରାଜନୀତି ଜଗତର...

ରସୁଲଗଡ଼ ଓଭରବ୍ରିଜ୍‌ରେ ଝୁଲିଥିଲା କଂକ୍ରିଟ୍‌ ଖଣ୍ଡ

ଭୁବନେଶ୍ୱର,୨୭ା୨ (ବ୍ୟୁରୋ): ରସୁଲଗଡ଼ ଓଭରବ୍ରିଜ୍‌ରେ ଝୁଲି ରହିଥିଲା ବଡ଼ କଂକ୍ରିଟ୍‌ ଖଣ୍ଡ। ତଳେ ଯାତାୟାତ ଚାଲିଥିବାବେଳେ ମୁଣ୍ଡ ଉପରେ ଚାହିଁ ରହିଥିଲା ବଡ଼ ବିପଦ। ନା ଥିଲା ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ନଜର, ନା ତଦାରଖ ଦାୟିତ୍ୱରେ ଥିବା ଅଧିକାରୀଙ୍କର।...

୩ ସପ୍ତାହରେ ତଦନ୍ତ ରିପୋର୍ଟ ଦାଖଲ କରିବାକୁ ବନ ବିଭାଗ ସଚିବଙ୍କୁ ଓଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୭ା୨ (ବ୍ୟୁରୋ): ଚନ୍ଦକା ଅଭୟାରଣ୍ୟରୁ ବାହାରି ପୁରୀ ଓ ଖୋର୍ଦ୍ଧା ଜିଲାର ଜନବସତି ଅଞ୍ଚଳରେ ଆତଙ୍କ ଖେଳାଇଥିବା ଏକ ଦନ୍ତା ହାତୀ ଆକ୍ରମଣରେ ୪ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୭ଜଣ ଆହତ ହୋଇଥିଲେ। ଏହି ଘଟଣାକୁ ନେଇ ରାଜ୍ୟ ମାନବିକ ଅଧିକାର...

ଆଧାର ଲିଙ୍କ୍‌ ଆଳରେ ୩.୫୪ ଲକ୍ଷ ଠକେଇ

ଭୁବନେଶ୍ୱର,୨୭ା୨(ବ୍ୟୁରୋ): ବ୍ୟାଙ୍କ ଆକାଉଣ୍ଟରେ ଆଧାର ଲିଙ୍କ୍‌ କରାଇ ଦେବାକୁ କହି ବରିଷ୍ଠ ନାଗରିକଙ୍କ ଆକାଉଣ୍ଟରୁ ୩ ଲକ୍ଷ ୫୪ ହଜାର ଟଙ୍କା ହଡପ କରାଯାଇଛି। ଏ ନେଇ ଖଣ୍ଡଗିରି ଥାନାରେ ଅଭିଯୋଗ କରାଯିବା ପରେ ଅଭିଯୁକ୍ତ ଦମ୍ପତିଙ୍କୁ ପୋଲିସ ଗିରଫ...

ଏକାମ୍ର: ଜମି ଅଧିଗ୍ରହଣ ପାଇଁ ୫୧ ଚୁକ୍ତି ସ୍ବାକ୍ଷର

ଭୁବନେଶ୍ୱର, ୨୭ା୨ (ବ୍ୟୁରୋ): ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ଓ ପାରିପାର୍ଶ୍ୱିକ ବିକାଶ ଯୋଜନା ‘ଏକାମ୍ର’ (ଏକାମ୍ର କ୍ଷେତ୍ର ଆମେନିଟିସ୍‌ ଆଣ୍ଡ୍‌ ମନୁମେଣ୍ଟ୍‌ସ ରିଭାଇଭାଲ ଆକ୍ସନ) ପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟା ଜାରି ରହିଛି। ବୁଧବାର ଜମି ଅଧିଗ୍ରହଣ ପାଇଁ ଚୁକ୍ତିନାମାର ପ୍ରୋତ୍ସାହନମୂଳକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri